ରାଜ୍ୟ

ସ୍ୱାଧୀନ ଲଢିବେ ଦିଲୀପ, ଭାଜପା କରିବ ଭିତିରି ପ୍ଲାନ!

ଭୁବନେଶ୍ୱର,୩।୩: ରାଜ୍ୟସଭା ନିର୍ୱାଚନ ନେଇ ବିଜେଡି ଜଣେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିବା ବେଳେ କମନ ପ୍ରାର୍ଥୀ ଭାବେ ଦତ୍ତେଶ୍ୱର ହୋତାଙ୍କ ନାମ ମଧ୍ୟ ଘୋଷଣା କରିଛି । ସେପଟେ ଆଜି ଭାଜପା ତରଫରୁ ରାଜ୍ୟ ସଭାପତି ମନମୋହନ ସାମଲ ଓ…

ଚମକାଇଲା ଭାଜପା, ରାଜ୍ୟ ସଭା ଯିବେ…

ଭୁବନେଶ୍ୱର,୩।୩: ମନମୋହନ ସାମଲ ଓ ସୁଜିତ କୁମାର ଭାଜପା ପ୍ରାର୍ଥୀ। ରାଜ୍ୟସଭା ପ୍ରାର୍ଥୀ ଘୋଷଣା କଲା ଭାଜପା। ୨ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଭାଜପା। ମନମୋହନ ସାମଲ ପ୍ରଥମ ଆସନ ପାଇଁ ପ୍ରାର୍ଥୀ। ସୁଜିତ କୁମାର ଦ୍ବିତୀୟ ଆସନ…

ଭକ୍ତଙ୍କୁ ଭେଟିଲେ ରମେଶ …

ଭୁବନେଶ୍ୱର,୩।୩: ବିଧାୟକ ବୈଠକରେ ଅନୁପସ୍ଥିତ ସାନଖେମୁଣ୍ଡି ବିଧାୟକ ରମେଶ ଜେନା ପିସିସି ସଭାପତିଙ୍କୁ ଭେଟିଛନ୍ତି। ରାଜ୍ୟସଭା ନିର୍ବାଚନରେ ଦତେଶ୍ୱର ହୋତାଙ୍କୁ ସମର୍ଥନ ନେଇ ମଧ୍ୟ ଆଲୋଚନା କରିଛନ୍ତି। ତେବେ ଦୀର୍ଘ ଦିନ ହେଲା ଭକ୍ତ ଓ ରମେଶଙ୍କ ଭିତରେ ତୁ ତୁ…

ରାଜ୍ୟସଭା ନିର୍ବାଚନ: ବୈଠକକୁ କାହିଁକି ଆସିଲେନି କଂଗ୍ରେସର ୨ ବିଧାୟକ, କହିଲେ…

ଭୁବନେଶ୍ୱର,୩।୩: କାହିଁକି ବିଧାୟକ ବୈଠକରେ ପହଞ୍ଚି ପାରିଲେନି ସାନଖେମୁଣ୍ଡି ବିଧାୟକ ରମେଶ ଜେନା କହିଲେ କାରଣ । ସେ କହିଛନ୍ତି, ପୂର୍ବ ସ୍ଥିରୀକୃତ କାର୍ଯ୍ୟ ପାଇଁ ବିଳମ୍ବ ହୋଇଗଲା । ଆଗରୁ କେବେ ବିଜେଡି-କଂଗ୍ରେସ ଗଠବନ୍ଧନ ନ ଥିଲା। ମାତ୍ର ଏବେ…

ସେଦିନ କଳା ରାତିରେ କ’ଣ ଘଟିଥିଲା, ସାମ୍ନାକୁ ଆସି ଚାଞ୍ଚଲ୍ୟକର ବୟାନ ଦେଲେ ରାହୁଲଙ୍କ ସାଙ୍ଗ ଶିବା

ଭୁବନେଶ୍ୱର,୩।୩: ଜିଜିପି କଲୋନୀ ରାହୁଲ ମହାରଣାଙ୍କ ହତ୍ୟା ଘଟଣାରେ ସାମ୍ନାକୁ ଆସିଲେ ସାଙ୍ଗ ଶିବା। କଳା ରାତିର କଳା କାହାଣୀ କହିଲା ବେଳେ ପୁଣି ତଦନ୍ତକୁ ନେଇ ପ୍ରଶ୍ନ ଉଠିଛି। ଶିବା କହିଛନ୍ତି, ଖେଳ ପଡ଼ିଆରେ ପ୍ରଥମେ କାଚ ଭଙ୍ଗା ଶଦ୍ଦ…

ଭାଜପାର ମିଶ୍ରଣ ପର୍ବ କଂଗ୍ରେସ, ବିଜେଡିର ୩ ଶହରୁ ଊର୍ଦ୍ଧ୍ୱ କାର୍ଯ୍ୟକର୍ତ୍ତା ସାମିଲ

ଭବାନୀପାଟଣା,୨ା୩(ଉତ୍ତମ କୁମାର ଦାଶ:) କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲଠାରେ ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ଯୁଗଳ କିଶୋର ପୋଡ଼ଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ଜିଲାର ୫ ନିର୍ବାଚନ ମଣ୍ଡଳୀରୁ ୩୦୦ରୁ ଊର୍ଦ୍ଧ୍ୱ ବିଜେଡି…

ଶ୍ରୀମନ୍ଦିର ଦୋଳବେଦୀ ନିକଟରେ ଠେଲାପେଲା: ଭକ୍ତ ଆହତ

ପୁରୀ,୩।୩: ଶ୍ରୀମନ୍ଦିର ଦୋଳବେଦୀ ନିକଟ ସମ୍ମୁଖ ଦ୍ବାରରେ ଠେଲାପେଲା ପରିସ୍ଥିତି ସୃଷ୍ଟି ହୋଇଛି। ଦୋଳବେଦୀକୁ ଚଳନ୍ତି ପ୍ରତିମା ବିଜେ ସମୟରେ ଏହି ଅଘଟଣ ଘଟିଛି। ଉତ୍ତର ପ୍ରଦେଶର ଜଣେ ମହିଳାଙ୍କ ଘାଗରା ଲାଗିଯିବାରୁ ସେ ପଡ଼ି ଯାଇଥିଲେ। ଆହୁରି ୨-୩ ଜଣ…

ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ନମ୍ବର ଜାରି

ଭୁବନେଶ୍ୱର,୩।୩: ଇରାନ- ଆମେରିକା ଯୁଦ୍ଧ ନେଇ ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ନମ୍ବର ଜାରି ହୋଇଛି। ଯୁଦ୍ଧକାଳୀନ ଜରୁରୀ ପରସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏ ନେଇ କ୍ରୀଡା ଓ ଯୁବବ୍ୟାପାର ମନ୍ତ୍ରୀ…

ହାସିସ୍‌ ତେଲ ଜବତ ପରେ ଚିତଲପଡ଼ା ଟାପୁରୁ ଶତାଧିକ କଡ଼କନାଥ, ଟର୍କି କୁକୁଡ଼ା ଉଭାନ

ନନ୍ଦପୁର,୩।୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଓ ପାଡୁଆ ପୋଲିସର ମିଳିତ ଚଢ଼ାଉରେ ନନ୍ଦପୁର ବ୍ଲକ ପରଜାବଡପଡ଼ା ପଞ୍ଚାୟତ ଜଳଘେରିରେ ଥିବା ଚିତଲପଡ଼ା ଟାପୁରେ ୧୮୦୦ ଲିଟର ଗଞ୍ଜେଇ ତେଲ(ହାସିସ୍‌ ଅଏଲ) ଓ ୧୦୦୦ କିଲୋ ଗଞ୍ଜେଇ ଜବତ ପରେ ଉକ୍ତ ଟାପୁରେ…

ଓଲଟିଲା ଯାତ୍ରାପାର୍ଟି ବସ୍‌, ଗୁରୁତର ହୋଇ ୧୫ କଳାକାର ଜିଲା ଚିକିତ୍ସାଳୟରେ ଭର୍ତ୍ତି

ଦେବଗଡ଼,୨ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ରିଆମାଳ ଥାନା ତଥା କଂସର ଫାଣ୍ଡି ଅନ୍ତର୍ଗତ ଡଙ୍ଗା ପଥର ଗ୍ରାମ ନିକଟସ୍ଥ ଗୁରୁଲିଆ ଘାଟିରେ ଏକ ଯାତ୍ରପାର୍ଟି ବସ୍‌ ଓଲଟି ପଡ଼ିବାରୁ ବସର ଚାଳକ ଓ କଳାକାରଙ୍କ ସମେତ ମୋଟ ୨୦ ଜଣ ଆହତ…

ଅପରେଶନ ସାଇବର କବଚ: ୪.୫ କୋଟି ଠକେଇ, ବନ୍ଧା ହେଲେ ୩ ଅଭିଯୁକ୍ତ

ଭଞ୍ଜନଗର,୨ା୩(ବାବୁଲା ପ୍ରଧାନ): ଅପରେଶନ ସାଇବର କବଚ ଗଞ୍ଜାମ ପୋଲିସକୁ ବଡ଼ ସଫଳତା ଆଣିଦେଇଛି। କୋଟି କୋଟି ଟଙ୍କାର ବେନିୟମ କାରବାର ଅଭିଯୋଗରେ ଗୋଟିଏ ପରେ ଗୋଟିଏ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରୁଛି। ଏହିଭଳି ସୋମବାର ଗଞ୍ଜାମ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଭଞ୍ଜନଗର…

ବକେୟା ପଡ଼ିଛି ୪.୫ ଲକ୍ଷ ଟଙ୍କାର ବିଦ୍ୟୁତ୍‌ ବିଲ୍‌: ୨ ଦିନ ହେଲା ପାନୀୟ ଜଳ ଯୋଗାଣ ବନ୍ଦ

ଥୁଆମୂଳ ରାମପୁର,୨ା୩(ଦୁର୍ଗା କୀର୍ତ୍ତି): ଗ୍ରୀଷ୍ମଋତୁ ଆରମ୍ଭରୁ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ପାଇଁ ହାହାକାର ଦେଖାଦେଇଛି। ପଞ୍ଚାୟତ ପ୍ରଶାସନର ଚରମ ଅବହେଳା ଓ ବିଦ୍ୟୁତ୍‌ ବିଲ୍‌ ପୈଠ କରିବାରେ ବିଫଳତା ଯୋଗୁ ବିଗତ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?