ରାଜ୍ୟ

୨୩ ପ୍ରତିପକ୍ଷଙ୍କୁ ନୋଟିସ

କଟକ/ପୁରୀ ଅଫିସ୍‌,୧୭।୧୧: ପୁରୀ ବଗଲା ଧର୍ମଶାଳା ଜମି ବିବାଦ ମାମଲାରେ ସମସ୍ତ ୨୩ ପ୍ରତିପକ୍ଷଙ୍କୁ ହାଇକୋର୍ଟ ସୋମବାର ନୋଟିସ ଜାରି କରିଛନ୍ତି। ବିବାଦୀୟ ଜମି କିଣିଥିବା ୬ଜଣ ବ୍ୟକ୍ତି, ଶ୍ରୀମନ୍ଦିର ପ୍ରଶାସନ, ରାଜସ୍ବ ପର୍ଷଦ, ପୁରୀ-କୋଣାର୍କ ଉନ୍ନୟନ ଅଧିକାରୀ, ଓଡ଼ିଶା ସେତୁ…

ଅତିଥିଙ୍କୁ ମିଳୁନି ଆତିଥ୍ୟ

ବଇଣ୍ଡା, ୧୭ା୧୧(ପରିକ୍ଷିତ ସାହୁ) ନେତା, ମନ୍ତ୍ରୀ, ସରକାରୀ ଅଧିକାରୀ, ପର୍ଯ୍ୟଟକ ଏବଂ ଅନ୍ୟ ଅତିଥିଙ୍କୁ ସରକାରୀ ଆତିଥ୍ୟ ପ୍ରଦାନ ପାଇଁ ବିଭିନ୍ନ ସ୍ଥାନରେ ପୂର୍ତ୍ତ ବିଭାଗର ବଙ୍ଗଳା ରହିଛି। ହେଲେ ଆବଶ୍ୟକ ଯତ୍ନ ଅଭାବରୁ ସେଥିରୁ ଅନେକ ଜରାଜୀର୍ଣ୍ଣ ହୋଇପଡ଼ୁଛି। ଫଳରେ…

କଳା ପ୍ରତିଭା ପ୍ରଦର୍ଶନ କଲେ କଳାକାର

ଦେଓଗାଁ,୧୭ା୧୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ କୁତୁର୍ଲାରେ କୋଶଳୀ ଲୋକନୃତ୍ୟ ଏକାଡେମୀର ୨୨ତମ ପ୍ରତିଷ୍ଠା ଦିବସ ଓ ଗଣ୍ଡାବଜା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ା ଏକାଡେମୀ ସମ୍ପାଦକ ଧରଣୀଧର ନାୟକଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ପୂର୍ବତନ ଡେପୁଟି…

ଭୀମପାହାଡରେ ଗିରିଗୋବର୍ଦ୍ଧନ ପୂଜା

ଦେଓଗାଁ,୧୭ା୧୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ମକୁନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଭୀମପାହାଡ ପାଦଦେଶରେ ସୋମବାର ଗିରିଗୋବର୍ଦ୍ଧନ ପୂଜା ସମ୍ପନ୍ନ ହୋଇଛି ା ମୁଖ୍ୟ ଅତିଥିଭାବେ ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ବ୍ଲକ ଅଧ୍ୟକ୍ଷା ରୀନା ମେହେର, ପୂର୍ବତନ ବ୍ଲକ ଅଧକ୍ଷ ଲକ୍ଷ୍ମଣ…

ଚୋରକୁ ଧରି ଲୋକେ ପୋଲିସ ଜିମା ଦେଲେ

ସୋନପୁର/ଅମରପାଲି,୧୭।୧୧(ନି.ପ୍ର./ଡି.ଏନ୍‌.ଏ) ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ହିକୁଡି ଫାଣ୍ଡି ସମ୍ମୁଖରୁ ରବିବାର ବିଳମ୍ବିତ ରାତିରେ ସିରିଜ୍‌ ଚୋରି ହୋଇଛି। ଚୋର ଏକକାଳୀନ ୫ଟି ଦୋକାନର ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି କରିଛି। ସ୍ଥାନୀୟ ଲୋକେ ଚୋରି ଅଭିଯୋଗରେ ବୌଦ୍ଧ…

ଭିଜିଲାନ୍ସ ଜାଲରେ ତହସିଲଦାର

ସୋନପୁର/ତରଭା,୧୬।୧୧(ନି.ପ୍ର./ଡି.ଏନ୍‌.ଏ.)-ସୁବର୍ଣ୍ଣପୁର ଜିଲା ତରଭା ତହସିଲଦାର ତଥା ଭାରପ୍ରାପ୍ତ ସବ୍‌ରେଜିଷ୍ଟ୍ରାର ସୁବ୍ରତ କୁମାର ବେହେରା ଭିଜିଲାନ୍ସ ଦ୍ୱାରା ସୋମବାର ଗିରଫ ହୋଇଛନ୍ତି। ମଙ୍ଗଳବାର ତାଙ୍କୁ ବଲାଙ୍ଗୀର ଭିଜିଲାନ୍ସ କୋର୍ଟରେ ହାଜର କରାଯିବ। ବେହେରା ତରଭା ଥାନା ଘାଟକଇଁତରା ଅଞ୍ଚଳର କାହ୍ନୁଚରଣ ଦାଶଙ୍କ ଜମି…

ରାଜ୍ୟରେ ସୁସ୍ଥ ହେଲେ ୧୨୯୭ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୧୨୯୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୪୨ ଆକ୍ରାନ୍ତ ସୁସ୍ଥ ମୟୂରଭଞ୍ଜ ଜିଲାରୁ ୧୩୩, କଟକ ଜିଲାରୁ ୧୧୧, ବାଲେଶରରୁ ୧୦୦, ଅନୁଗୋଳରୁ ୭୬, ସୁନ୍ଦରଗଡରୁ ୭୪, ଜଗତସିଂହପୁରରୁ ୬୭, କେନ୍ଦ୍ରାପଡାରୁ ୬୨,…

ନଦୀ ଘାଟରେ ହେବ ନାହିଁ ଛଟ୍‌ ପୂଜା: ଜାରି ହେଲା କଟକଣା

ଭୁବନେଶ୍ବର,୧୬।୧୧(ବ୍ୟୁରୋ)- ଚଳିତ ବର୍ଷ ନଦୀ ଘାଟରେ ହେବ ନାହିଁ ଛଟ୍‌ ପୂଜା। କରୋନା କାଳରେ ନଦୀ ଘାଟରେ ଅଧିକ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ନଭେମ୍ବର ୨୦ ଓ ୨୧ତାରିଖରେ ଛଟ୍‌ ପୂଜା ସମାରୋହ ପାଳନ…

ନୀତୀଶ କୁମାରଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ବର,୧୬।୧୧(ବ୍ୟୁରୋ)-ବିହାରର ମୁଖ୍ୟମନ୍ତ୍ରୀ ଭାବେ ସପ୍ତମ ଥର ପାଇଁ ସୋମବାର  ଜେଡି(ୟୁ)ର ଅଧ୍ୟକ୍ଷ ନୀତୀଶ କୁମାର ଶପଥ ଗ୍ରହଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟରେ ଉଲ୍ଲେଖ ରହିଛି, କ୍ରମାଗତ ଚତୁର୍ଥ ଥର…

ଭୁବନେଶ୍ୱରରୁ ଆଜି ପୁଣି ୫୨ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍‌

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୫୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୨ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୩୦ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ରାଜଧାନୀରୁ ୨୫ ଲକ୍ଷର ବ୍ରାଉନ୍‌ସୁଗାର ଜବତ: ଜଣେ ଗିରଫ

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଖଣ୍ଡଗିରିସ୍ଥିତ କଳିଙ୍ଗନଗର ଅଞ୍ଚଳରୁ ପୋଲିସ ସୋମବାର ୨୨୫ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ କରିଛି। ଏହାର ମୂଲ୍ୟ ପ୍ରାୟ ୨୫ ଲକ୍ଷ ଟଙ୍କା ହେବ। ଏହି କାରବାରରେ ସମ୍ପୃକ୍ତ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ସେ ହେଲେ…

ଆଜି ଆଉ ୧୬ ଜୀବନ ନେଲା କରୋନା, ସୁନ୍ଦରଗଡ଼ରୁ ସର୍ବାଧିକ; ମୃତ୍ୟୁସଂଖ୍ୟା ୧୫୪୩କୁ ବୃଦ୍ଧି

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୫୪୩ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ ସୁନ୍ଦରଗଡ଼ ଜିଲାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri