ଆଜି ରାଜ୍ୟରେ ୮ ମୁଣ୍ଡ ନେଲା କରୋନା: ଜାଣନ୍ତୁ ମୃତକ କେଉଁ ଜିଲାର
ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୮ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮୦ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୮ ମୃତକଙ୍କ…
CORONAVIRUS UPDATE: ରାଜ୍ୟରେ ୭୦ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ କରୋନା ସ୍ଥିତି ଅଣାୟତ ହେବାରେ ଲାଗିଛି। ରାଜ୍ୟରେ ଗୁରୁବାର ପୁଣି ୨୮୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୦ହଜାର ଟପିଛି। ତେବେ ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ…
ଫୁଲୁଛି ବୈତରଣୀ: ଚିନ୍ତାରେ ତଳିଆ ଅଞ୍ଚଳ, ଜିଲାରେ ରେଡ ଆଲର୍ଟ
ଭଦ୍ରକ ଅଫିସ,୨୦।୮: ଭଦ୍ରକରେ ବୈତରଣୀ ନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ବୈତରଣୀ ନଦୀର ଆଖୁଆପଦାଠାରେ ବିପଦ ସଙ୍କେତ ୧୭.୮୩ମିଟର ରହିଥିବା ବେଳେ ଗୁରୁବାର ସକାଳ ୬ଟା ସୁଦ୍ଧା ୧୭.୫୬ ମିଟରରେ ଜଳସ୍ତର ପ୍ରବାହିତ ହେଉଛି। ଘଣ୍ଟାକୁ ୦.୮୯ ମିଟର ଅନୁଯାୟୀ ଜଳସ୍ତର…
ବିଷ ଝଡ଼ାଇବା ପାଇଁ ବୋଳା ହେଉଛି ଏସିଡ୍
ଭୁବନେଶ୍ୱର, ୨୦ା୮(ବ୍ୟୁରୋ): ଏବେ ବି ତନ୍ତ୍ରମନ୍ତ୍ର ଓ ଅନ୍ଧବିଶ୍ୱାସକୁ ନେଇ ଚିକିତ୍ସା ଚାଲିଛି। ଏଥିଯୋଗୁ କାହିଁ କେତେ ଜୀବନ ବିପଦ ମୁହଁକୁ ଚାଲିଯାଉଛି। ସାପ କିମ୍ବା ଅନ୍ୟକିଛି ବିଷାକ୍ତ ଜୀବଜନ୍ତୁ କାମୁଡ଼ିଲେ ରୋଗୀଙ୍କୁ ଡାକ୍ତରଖାନା ବଦଳରେ ଗୁଣିଆ ପାଖକୁ ନିଆଯାଉଛି। ବିଷ…
୨୨ରେ ଭାରତ ପ୍ରତିଭା ସମ୍ମାନ ଉତ୍ସବ
କଟକ ଅଫିସ,୨୦ା୮: ଜୟ ଭାରତ ଫାଉଣ୍ଡେଶନ ପକ୍ଷରୁ ସବୁବର୍ଷ ଭଳି ପୂଜ୍ୟପୂଜା ପରମ୍ପରାକୁ ଅବ୍ୟାହତ ରଖି ଚଳିତ ବର୍ଷ ୨୧ତମ ଭାରତ ପ୍ରତିଭା ସମ୍ମାନ ଓ ଭାରତ ମସଲାର ବାର୍ଷିକ ଉତ୍ସବ ଅନୁଷ୍ଠିତ ହେବ। ଅଗଷ୍ଟ ୨୨ରେ ବାରଙ୍ଗସ୍ଥିତ ରାମଦାସପୁର କାରଖାନା…
ଜେଲରେ ସକିଲ, ଫୋନ୍ରେ ମାଗୁଛନ୍ତି ଦାଦାବଟି
କଟକ ଅଫିସ,୨୦ା୮: ଦୁର୍ଦ୍ଦାନ୍ତ ଅପରାଧୀ ସକିଲ ଅହମ୍ମଦ ଓରଫ ମହମ୍ମଦ ସକିଲ ଏବେ କେନ୍ଦୁଝର ଜେଲରେ ରହିଛନ୍ତି। କିଛି ଦିନ ତଳେ ପୋଲିସ କମିଶନରଙ୍କ ନିର୍ଦ୍ଦେଶରେ ସକିଲଙ୍କ ଉପରେ ଜାତୀୟ ନିରାପତ୍ତା ଆଇନ (ଏନ୍ଏସ୍ଏ) ଲଗାଯାଇଥିଲା। କୌଣସି ଅପରାଧିକ କାର୍ଯ୍ୟକଳାପ ଯୋଜନା…
ପୁରୀରେ ଉଚ୍ଛେଦକୁ ବର୍ଷେ ପୂରିଲା: ବିକାଶରେ କରୋନା ସାଜିଛି କଣ୍ଟା
ପୁରୀ ଅଫିସ,୨୦ା୮: ପୁରୀ ହେବ ବିଶ୍ୱ ଐତିହ୍ୟ ସହର। ବଦଳିଯିବ ଏହାର ରୂପରେଖ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ଏହା ପରିଗଣିତ ହେବ। ଭକ୍ତ, ପର୍ଯ୍ୟଟକଙ୍କୁ ଅତ୍ୟାଧୁନିକ ସେବା ସୁବିଧା ମିଳିବ। ଏଥିପାଇଁ ଭିତ୍ତିଭୂମିର ବିକାଶ, ନୂଆ ବହୁଥାକିଆ ରାସ୍ତା, ସେତୁ,…
ପୂଜା ଅର୍ଥ ଲାଗିବ ପରୋପକାରରେ
ଅନୁଗୋଳ ଅଫିସ୍, ୨୦।୮: ଗଣେଶ ପୂଜାରୁ ଆରମ୍ଭ ହେଉଥିବା ପୂଜାଋତୁ ଚଳିତବର୍ଷ ଫିକା ପଡ଼ିବ। କରୋନା କଟକଣା ପାଇଁ ଆସନ୍ତା ୨୨ ତାରିଖରେ ହେବାକୁ ଥିବା ବିଘ୍ନରାଜ ଗଜାନନଙ୍କ ପୂଜା ଅନୁଗୋଳରେ ପୂର୍ବପରି ଧୁମ୍ଧାମରେ ହେବ ନାହିଁ। ପ୍ରଶାସନ ଏ ନେଇ…
ବଗଲା ଧର୍ମଶାଳା ଜମି ବିକ୍ରି ସରକାରଙ୍କ ନିଷ୍ପତ୍ତି
ପୁରୀ ଅଫିସ,୨୦ା୮: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ବିସ୍ଥାପିତ ହୋଇଥିବା ଲଜ୍ ମାଲିକଙ୍କୁ ବଗଲା ଧର୍ମଶାଳା ଜମି ବିକ୍ରି କରାଯାଇଛି। ୬ଜଣ ଲଜ୍ ମାଲିକଙ୍କୁ ଜିଲା ପ୍ରଶାସନ ୩୪୦ ଡେସିମିଲ ଜମି ବିକ୍ରି କରିଛି। ତେବେ ଏହାକୁ ପ୍ଲଟିଂ କରି…
ମନ୍ଦିର ଖୋଲା ନ ଯିବା ନେଇ ପ୍ରଶ୍ନ ଉଠାଇଲା ଭାଜପା
ଭୁବନେଶ୍ୱର,୨୦ା୮(ବ୍ୟୁରୋ): କରୋନା ମହାମାରୀ ଏବଂ ଲୋକଙ୍କ ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ଧର୍ମାନୁଷ୍ଠାନ ବନ୍ଦ ରଖିବା ପାଇଁ କଟକଣା ଜାରି କରାଯାଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ କେନ୍ଦ୍ର ସରକାରଙ୍କ ଅନ୍ଲକ୍-୧ ଗାଇଡ୍ଲାଇନ ଅନୁଯାୟୀ, ଜୁନ୍ ୮ରୁ ଧର୍ମାନୁଷ୍ଠାନ ଖୋଲିବାକୁ ନେଇ ନିର୍ଦ୍ଦେଶନାମା ଜାରି…
ଠିକ୍ ସମୟରେ ହେବ ବିଧାନସଭା ଅଧିବେଶନ
ଭୁବନେଶ୍ୱର,୨୦ା୮(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନ ଦେଢମାସ ମଧ୍ୟରେ ନିଶ୍ଚିତ ବସିବ। ସେପ୍ଟେମ୍ବର ୩୦ ପୂର୍ବରୁ ହିଁ ଅଧିବେଶନ ହେବ ବୋଲି ବିଧାନସଭା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଟୁଇଟ୍ ଯୋଗେ ବୁଧବାର ସୂଚନା ଦେଇଛନ୍ତି। ନିୟମାନୁଯାୟୀ ସେପ୍ଟେମ୍ବର ୩୦ ସୁଦ୍ଧା ଅଧିବେଶନ ବସିବା…
ପଡ଼ୋଶୀ ଜିଲା ଅଧୀନରେ ଯାଜପୁରର ୧୨ ରାସ୍ତା
ଯାଜପୁର ଅଫିସ୍, ୨୦ା୮: ଯାଜପୁର ଜିଲା ଗଠନକୁ ଇତିମଧ୍ୟରେ ୨୭ ବର୍ଷ ଅତିକ୍ରାନ୍ତ ହୋଇସାରିଛି। ରାଜନୈତିକ ମାନଚିତ୍ରରେ ଏହା ଏକ ସ୍ବତନ୍ତ୍ର ମାନ୍ୟତା ପାଇଛି। କିନ୍ତୁ ଆଜି ବି ଜିଲାର ୧୨ଟି ପ୍ରମୁଖ (ଶତାଧିକ କି.ମି. ବିଶିଷ୍ଟ) ରାସ୍ତା ପଡ଼ୋଶୀ କେନ୍ଦୁଝର…
Archives


