ରାଜ୍ୟ

ଛତିଶଗଡ଼କୁ ବନ୍ଦ ହେବ ବସ୍‌ ସେବା!

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପୁଛି। ତେଣୁ ନୂଆପଡ଼ାରୁ ପଡୋଶୀ ରାଜ୍ୟ ଛତିଶଗଡ଼କୁ ବନ୍ଦ ହୋଇପାରେ ବସ୍‌ ସେବା। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ରାଜ୍ୟରେ ପୁଣିଥରେ କରୋନା ନିଜର କାୟା…

ରାଜ୍ୟରେ ୨୧୮ କରୋନା ଆକ୍ରାନ୍ତ ଚିହ୍ନଟ: ବରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ସୋମବାର ରାଜ୍ୟରେ ୨୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୨୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ହେଲମେଣ୍ଟ, ମାସ୍କ ଚେକିଂ ବେଳେ ପୋଲିସ ମାଡ଼ରେ ଯୁବକଙ୍କ ମୁଣ୍ଡ ଫାଟିଲା; କନଷ୍ଟେବଳ ନିଲମ୍ବିତ, ଡ୍ରାଇଭର କାର୍ଯ୍ୟରୁ ପ୍ରତ୍ୟାହାର

ଠାକୁରମୁଣ୍ଡା, ୩୦।୩ (ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ପୋଲିସର ଏକ ଅମାନୁଷିକତା ଘଟଣା ପଦାକୁ ଆସିଛି। ହେଲମେଣ୍ଟ ଓ ମାକ୍ସ ଚେକିଂ ସମୟରେ ପୋଲିସର ଲାଠି ମାଡରେ ଜଣେ ବାଇକ ଚାଳକଙ୍କ ମୁଣ୍ଡ ଫାଟି ଲହୁଲୁହାଣ ହୋଇଛନ୍ତି। ଘଟଣା ପରେ ସ୍ଥାନୀୟ…

ଘରୋଇ କଲେଜରୁ ଚିହ୍ନଟ ହେଲେ ୩୨ ଆକ୍ରାନ୍ତ

ଭବାନୀପାଟଣା,୨୯।୩: କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଏକ ଘରୋଇ କଲେଜରୁ ୩୨ଜଣ ଛାତ୍ରୀଛାତ୍ର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଜିଲା ପ୍ରଶାସନ ପାଇଁ ଚିନ୍ତାର ବିଷୟ ପାଲଟିଛି। ଅନ୍ୟପକ୍ଷେ କଳାହାଣ୍ଡି…

ଶର୍ଟସର୍କିଟରୁ ଜଳିଗଲା ୩ ବଖରା

ବଇଣ୍ଡା, ୨୯।୩(ଡି.ଏନ.ଏ.)- ଅନୁଗୋଳ ଜିଲା କିଶୋରନଗର ବ୍ଲକ ଅଏଡା ଗ୍ରାମରେ ରବିବାର ରାତିରେ ଅଗ୍ନିକାଣ୍ଡ ଘଟି ଶାନ୍ତନୁ ମୁଣ୍ଡାଙ୍କ ୩ ବଖରା ଚାଳ ଘର ଜଳିଯାଇଛି। ବିଦ୍ୟୁତ୍‌ ଶର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଏଥିରେ ନଗଦ ୧୭,୦୦୦ ଟଙ୍କା ଓ ଘରେ…

ମାନିଲେନି କଟକଣା, ଗଣିଲେ ଜରିମାନା

ବଇଣ୍ଡା, ୨୯।୩(ଡି.ଏନ.ଏ.)- ବଢୁଥିବା କରୋନା ସଂକ୍ରମଣ ଦୃଷ୍ଟିରୁ ରାଜ୍ୟ ସରକାର ସର୍ବସାଧାରଣରେ ହୋଲିଖେଳ ଉପରେ ଲଗାଇଥିଲେ କଟକଣା। ତେବେ ଅନୁଗୋଳ ଜିଲାର ବିଭିନ୍ନ ସ୍ଥାନରେ ଅମାନିଆମାନେ କଟକଣାକୁ ଫୁ’ କରିଦେଇଛନ୍ତି। ସର୍ବସାଧାରଣରେ ଦଳବଦ୍ଧ ହୋଇ ହୋଲି ଖେଳି କଟକଣା ଭଙ୍ଗ କରିଥିବା…

ନୂଆପଡ଼ା ଜିଲାରେ ହଟ୍‌ସ୍ପଟ୍‌ ପାଲଟିଛି ମୁଖ୍ୟ ଚିକିତ୍ସାଳୟ

ନୂଆପଡ଼ା,୨୯।୩ : ନୂଆପଡ଼ା ଜିଲାରେ ଗୋଟିଏ ଦିନରେ ୪୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜିଲାର ହଟସ୍ପଟ୍‌ ପାଲଟିଛି ଜିଲାର ମୁଖ୍ୟ ଡାକ୍ତରଖାନା। ରବିବାର ଦୁଇ ଜଣ ଚିହ୍ନଟ ହୋଇଥିବାବେଳେ ସୋମବାର ଚିହ୍ନଟ ହୋଇଛନ୍ତି ୧୬ ଜଣ। କୋମନା ବ୍ଲକରୁ…

ହୋଲିରେ ଫାଣ୍ଡି ଅଧିକାରୀଙ୍କୁ ଆକ୍ରମଣ

କଟକସଦର,୨୯।୩: ହୋଲିରେ ଚୋରାରେ ମଦ ବିକ୍ରି ହେଉଥିବା ଖବର ପାଇଁ ୪୨ ମୌଜା ଫାଣ୍ଡି ଅଧିକାରୀ କୃପାସିନ୍ଧୁ ବରାଡ଼ ଝାରକଟା ଗ୍ରାମରେ ଚଢାଉ କରିଥିଲେ। ସେତିକିବେଳେ ଚୋରାମଦ ବିକ୍ରେତା ଓ ତାଙ୍କ ସ୍ତ୍ରୀଙ୍କ ସମେତ ପରିବାରର ଅନ୍ୟ ଲୋକମାନେ ବ୍ଲେଡ୍‌ରେ ପୋଲିସ…

ଗାଧୋଇବାବେଳେ କେନାଲରେ ଭାସିଗଲେ

ଜୟପୁର, ୨୯।୩(ନି.ପ୍ର.) କୋରପୁଟ ଜିଲା ଜୟପୁର ବ୍ଲକ କୁମୁଲିପୁଟ ପଞ୍ଚାୟତ ଦଣ୍ଡସେନାଗୁଡ଼ା ଗ୍ରାମ ନିକଟ କେନାଲରେ ଗାଧୋଉଥିବାବେଳେ ଜଣେ ବ୍ୟକ୍ତି ଭାସିଯାଇଛନ୍ତି। ସେ ହେଲେ ଦଣ୍ଡସେନାଗୁଡ଼ାର ସମ୍ବାରୁ ଜାନି (୫୫)। ସୂଚନା ଅନୁଯାୟୀ, ସୋମବାର ସକାଳେ ସମ୍ବାରୁ ଗାଈ ଚରାଇବାକୁ ଯାଇଥିଲେ।…

ବରିଷ୍ଠ ନାଗରିକ, ଗର୍ଭବତୀଙ୍କୁ ମନା

ଛତ୍ରପୁର,୨୯।୩: ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଯାତ୍ରା ମଙ୍ଗଳବାର ଆରମ୍ଭ ହେବ। ଯାତ୍ରା ମାସେ ପର୍ଯ୍ୟନ୍ତ ପାରମ୍ପରିକ ରୀତିନୀତି ଅନୁସାରେ ଚାଳିବ ହେବ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। ବରିଷ୍ଟ ନାଗରିକ, ଗର୍ଭବତୀ ଓ…

କଟକଣା ମଧ୍ୟରେ ହୋଲି ମନାଇଲେ କଟକବାସୀ

କଟକ ଅଫିସ,୨୯।୩: ଭାଇଚାରାର ସହର କଟକରେ ସୋମବାର ରଙ୍ଗର ପର୍ବ ହୋଲି ପାଳିତ ହୋଇଯାଇଛି। ଚଳିତ ବର୍ଷ କରୋନା କଟକଣା ହୋଲିକୁ ଫିକା କରିଦେଇଛି। ଲୋକେ ଘରେ ରହି ହୋଲି ମନାଇଛନ୍ତି। ଛୋଟରୁ ବଡ ସଭିଏଁ ରଙ୍ଗ ଅବିରରେ ରଙ୍ଗେଇ ହୋଇଛନ୍ତି।…

କେମିକାଲ ମିଶା ରଙ୍ଗ ବିକି ଦୋକାନୀ ଗିରଫ

ବାଲେଶ୍ୱର ଅଫିସ,୨୯।୩: କୀଟନାଶକ ମିଶା ରଙ୍ଗ ବିକ୍ରି ଅଭିଯୋଗରେ ବାଲେଶ୍ୱର ଜିଲା ସହଦେବ ଖୁଣ୍ଟା ଥାନା ପୋଲିସ ସୋମବାର ଜଣେ ଦୋକାନୀଙ୍କୁ ଗିରଫ କରିଛି। ସୂଚନା ଯୋଗ୍ୟ, ଜଣେ ଯୁବକଙ୍କ ମୁହଁରେ କେମିକାଲ ମିଶା ରଙ୍ଗ ଲାଗିବାରୁ ଅସହ୍ୟ ଯନ୍ତ୍ରଣା ଅନୁଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?