ରାଜ୍ୟ

ରାଶନକାର୍ଡ ଅନିୟମିତତାର ତଦନ୍ତ ପାଇଁ ଓଏଚ୍‌ଆର୍‌ସିଙ୍କୁ ଅଭିଯୋଗ

ଭୁବନେଶ୍ୱର,୧୯ା୫ (ବ୍ୟୁରୋ): ଯାଜପୁର ଜିଲାର ଧର୍ମଶାଳା, ବିଞ୍ଝାରପୁର ଓ ଓରେଇ ଆଦି ଅଞ୍ଚଳରେ ଭୂତ କାର୍ଡ ମାଧ୍ୟମରେ ହିତାଧିକାରୀଙ୍କ ସାମଗ୍ରୀ ଓ ଟଙ୍କା ହରିଲୁଟ ହେଉଛି। ଏନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଘଟଣାର ତଦନ୍ତ ଦାବି କରି...

ବିଏମ୍‌ସି ଅଞ୍ଚଳରେ ପୂର୍ବ କଟକଣା ବଳବତ୍ତର

ଭୁବନେଶ୍ୱର,୧୯ା୫ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପରବର୍ତ୍ତୀ ନିର୍ଦ୍ଦେଶନାମା ଜାରି ନ କରିବା ପର୍ଯ୍ୟନ୍ତ ଭୁବନେଶ୍ୱରରେ ପୂର୍ବ କଟକଣା ବଳବତ୍ତର ରହିବ। ରାଜ୍ୟ ସରକାରଙ୍କ ନିୟମ ଅନୁସାରେ ଜିଲାପାଳ ଓ ପୌରାଞ୍ଚଳ ଅଧିକାରୀ କ’ଣ ଖୋଲିବ ଓ କ’ଣ...

ଧରିତ୍ରୀ ପ୍ରଭାବ: ବିନାନୁମତିରେ ଖୋଲାଥିବା ଦୋକାନ ବନ୍ଦ ହେଲା

ଭୁବନେଶ୍ୱର,୧୯ା୫(ବ୍ୟୁରୋ): ଲକ୍‌ଡାଉନ ଜାରି ରହିଥିବାବେଳେ ମାର୍କେଟ, କମ୍ପ୍ଲେସ ଓ ମଲ୍‌ ବନ୍ଦ ପାଇଁ ନିର୍ଦ୍ଦେଶ ଥିଲା। ହେଲେ ୟୁନିଟ୍‌-୨ ମାର୍କେଟ ବିଲ୍ଡିଂରେ ବ୍ୟବସାୟୀମାନେ ରବିବାର ଦୋକାନ ଖୋଲିଥିଲେ। ଏ ନେଇ ଧରିତ୍ରୀରେ ‘ମାର୍କେଟ ବିଲ୍ଡିଂରେ ଚାଲିଲା ବେପାର’ ଶୀର୍ଷକ ଖବର...

ବିଦ୍ୟୁତ ଆଘାତରେ ଶଶୁର ବୋହୂଙ୍କ ମୃତ୍ୟୁ

ବାଲେଶର ଅଫିସ,୧୯।୫: ବାଲେଶର ଜିଲା ସଦର ଥାନା ରସାଳପୁର ଅଞ୍ଚଳର ନଦୀଗାଁ ଗାଁରେ ବିଦ୍ୟୁତ ଆଘାତରେ ଶଶୁର ବୋହୂଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ପୂର୍ବାହ୍ନ ୮ଟାରେ ନଦୀଗାଁ ଗାଁର ରମାନାଥ ଦାସ (୬୫) ଓ ତାଙ୍କ ପୁତ୍ରବଧୁ ପୁଷ୍ପଲତା(୪୦)ଙ୍କ ବିଦ୍ୟୁତ...

କରୋନା ନେଲା ଆଉ ଏକ ଜୀବନ: ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫ ଛୁଇଁଲା

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ରାଜ୍ୟରେ କରୋନାରେ ପୁଣି ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣଙ୍କ କଟକ ଜିଲାର। ତାଙ୍କୁ ୭୫ ବଷ ହୋଇଥିଲା। ସେ ଭୁବନେଶ୍ୱର ଏମ୍‌ସରେ ଭର୍ତ୍ତି ହୋଇଥିଲେ। ଗତ ୧୭ ତାରିଖ ରାତିରେ ତାଙ୍କର ମୃତ୍ୟୁ ଘଟିଛି। ଏହାକୁ...

CORONAVIRUS UPDATE: ରାଜ୍ୟରେ ଆଉ ୮୨ କରୋନା ପଜିଟିଭ୍‌ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭୮କୁ ବୃଦ୍ଧି

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ କରୋନା ଭାଇରସ୍‌ ସଂକ୍ରମଣ ଅଣାୟତ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ସକାଳେ ରାଜ୍ୟରେ ୧୦୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୧୦୨ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସୋମବାର...

ମାଟ୍ରିକ ଖାତାଦେଖା ସ୍ଥଗିତ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ମହାବାତ୍ୟା ଅମ୍ଫନ ପାଇଁ ସ୍ଥଗିତ ହେଲେ ମାଟ୍ରିକ ଖାତାଦେଖା। ଖାତାଦେଖା ସ୍ଥଗିତ ନେଇ ମଙ୍ଗଳବାର ସ୍କୁଲ ଓ ଗଣାଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ତେବେ ପରବର୍ତ୍ତୀ ତାରିଖ ପରେ ଘୋଷଣା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।...

ସମ୍ଭାବ୍ୟ ବାତ୍ୟା ପାଇଁ ୧୫୦୦ଲୋକଙ୍କୁ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ରାଜନଗର,୧୯।୫(ଡି.ଏନ୍‌.ଏ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅମ୍ଫନ ମହାବାତ୍ୟା ଯୋଗୁ ରାଜନଗର ବ୍ଲକରେ ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଇଛି। ଏଥିପାଇଁ ପ୍ରଶାସନ ବଙ୍ଗୋପସାଗର ତଟବର୍ତ୍ତୀ ପେଣ୍ଠ, ପ୍ରସନ୍ନପୁର, ଏଣ୍ଡୁଳାପୁର, ବାଉଁଶଗଡ଼ି, ଅଢ଼ାସୋଲ, ବରାହିପୁର, କେରୁଆପାଳ, ତାଳଚୁଆ, ବାଘମାରି ଆଦି ୨୦ଟି...

ଉଗ୍ର ରୂପ ନେଉଛି ମହାବାତ୍ୟା ଅମ୍ଫନ: ଘଣ୍ଟା ପ୍ରତି ୧୪ କି.ମି. ବେଗରେ ଗତି କରୁଛି

ଭୁବନେଶ୍ୱର,୧୯।୫(ବ୍ୟୁରୋ): ରାଜ୍ୟରେ ଗୋଟିଏ ପଟେ କରୋନା ଭାଇରସ୍‌ ସଂକ୍ରମଣ ଅନ୍ୟପଟେ ମହାବାତ୍ୟା ଅମ୍ଫନ ରାଜ୍ୟସରକାରଙ୍କ ଚିନ୍ତା ବଢ଼ାଇଦେଇଛି। ଏହାର ମୁକାବିଲା ପାଇଁ ସରକାର ସଜାଗ ଥିବା ସହ ଆଗୁଆ ପ୍ରସ୍ତୁତି ଜଳାଇଛନ୍ତି। ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଘୁର୍ଣ୍ଣିଝଡ଼ ଏବେ ମହାବାତ୍ୟାର...

ଦୈନିକ ୨ ହଜାର ପରୀକ୍ଷା କରିବ ଏସ୍‌ସିବି

କଟକ ଅଫିସ,୧୯ା୫: ଏସ୍‌ସିବିରେ ଗତ ମାର୍ଚ୍ଚ ୩୧ରେ ଆରମ୍ଭ ହୋଇଥିଲା କୋଭିଡ୍‌-୧୯ ପରୀକ୍ଷା। ନାହିଁ ନାହିଁର ସ୍ଥିତିରେ ପ୍ରଥମ ଦିନ ମାତ୍ର ୪ଟି ନମୁନା ପରୀକ୍ଷା କରାଯାଇଥିଲା। ସେତେବେଳେ ଉଭୟ ଟେଷ୍ଟ କିଟ୍‌ ଏବଂ ପିପିଇ କିଟ୍‌ ମଧ୍ୟ କମ୍‌...

ଜିଲାପାଳଙ୍କ କାର୍ଯ୍ୟାଳୟରେ ଧସେଇ ପଶିଲେ ମହିଳା: ୮ ଗିରଫ

ବାରିପଦା ଅଫିସ,୧୯ା୫- ପିଆରଏମ୍‌ ମେଡିକାଲରେ ଶିଶୁ ବଦଳ ଘଟଣାକୁ ସପ୍ତାହେ ବିତି ଯାଇଥିବା ବେଳେ ଏ ଦିଗରେ ମେଡ଼ିକାଲ କର୍ତ୍ତୃପକ୍ଷ କିମ୍ବା ଜିଲାପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇନି। ଫଳରେ ନ୍ୟାୟ ଦାବିରେ ସୋମବାର ଶିଶୁଙ୍କ ଅଭିଭାବକଙ୍କ ସମେତ...

ପାଗ ଭିଡ଼ିଲେଣି ଚାଷୀ : ଖରିଫ ଋତୁରେ ୪ ଲକ୍ଷ ୩୭ ହଜାର ହେକ୍ଟର ଜମିରେ ହେବ ଚାଷ

  ବାରିପଦା ଅଫିସ,୧୯ା୫- କରୋନା ପାଇଁ ଲକ୍‌ଡାଉନ ଯୋଗୁ ରବି ଚାଷରେ କ୍ଷତି ସହିଥିବା ମୟୂରଭଞ୍ଜ ଜିଲାର ଚାଷୀ ଏବେ ଖରିଫ ଚାଷ ପାଇଁ ପାଗ ଭିଡ଼ିଲେଣି। ପବିତ୍ର ଅକ୍ଷିତୃତୀୟାରେ ଅଖିମୁଠି ଅନୁକୂଳ ସରିଛି। ଜିଲାର ଅନେକ ସ୍ଥାନରେ ଚାଷୀମାନେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri