ମାସ୍କ ପିନ୍ଧି ବିବାହ
ପାଟଣା,୧୯।୫(ସ୍ବ.ପ୍ର.)-କରୋନା ଭାଇରସ୍ ସଂକ୍ରମଣ ପାଇଁ ସାରା ଦେଶରେ କଟକଣା ଘୋଷଣା କରାଯାଇଛି। ମେ ୧୮ ତାରିଖରୁ ଚତୁର୍ଥ ପର୍ଯ୍ୟାୟ ଲକ୍ଡାଉନ୍ ଆରମ୍ଭ ହୋଇଛି। ଏହି ସମୟରେ ବିବାହ କାର୍ଯ୍ୟ ପାଇଁ ଅନୁମତି ମିଳିଛି। ମାସ୍କ ପିନ୍ଧି, ସାମାଜିକ ଦୂରତ୍ୱ ପାଳନ...
ସାନିଟାଇଜ ହେଲା ରତଙ୍ଗ କ୍ୱାରାଣ୍ଟାଇନ ସେଣ୍ଟର
ଫୁଲବାଣୀ ଅଫିସ, ୧୯ା୫-ଗ୍ରୀନ ଜୋନ୍ କନ୍ଧମାଳ ଜିଲାରେ କରୋନା ପହଞ୍ଚିଛି। ତାମିଲନାଡୁରୁ ଫେରି କ୍ୱାରାଣ୍ଟାଇନ୍ରେ ଥିବା ୨ ପ୍ରବାସୀଙ୍କ ସ୍ବାବ୍ ନମୁନା ପରୀକ୍ଷା ପରେ ରିପୋର୍ଟ ପଜିଟିଭ ଆସିଛି। ଉଭୟଙ୍କୁ ଜିଲା ପ୍ରଶାସନ ପକ୍ଷରୁ ରବିବାର ରାତିରେ ଭୁବନେଶ୍ୱର କିମ୍ସ୍...
ସିବିଆଇ ତଦନ୍ତ ଦାବିକଲା କଂଗ୍ରେସ :ସୁରଟରେ ସତ୍ୟଙ୍କ ମୃତ୍ୟୁ ଘଟଣା
ଭଞ୍ଜନଗର, ୧୯ା୫(ଡି.ଏନ୍.ଏ.)-ଭଞ୍ଜନଗର ଥାନା ବାରୁଡ଼ାର ସତ୍ୟବାନ ସ୍ବାଇଁଙ୍କୁ ସୁରାଟ ପୋଲିସ ଗତ ଗୁରୁବାର ପିଟି ପିଟି ମାରି ଦେବା ଘଟଣାକୁ ୫ଦିନ ବିତିଥିଲେ ମଧ୍ୟ ଦୋଷୀଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ। ଏଭଳି ସ୍ଥିତିରେ ସୋମବାର କଂଗ୍ରେସ ପକ୍ଷରୁ ଘଟଣାର...
ଗୁଟ୍ଖା କାରଖାନାରେ ଚଢ଼ାଉ
ହିଞ୍ଜିିଳିକାଟୁ, ୧୯ା୫(ଡି.ଏନ୍.ଏ.)-ହିଞ୍ଜିଳିକାଟୁ ଥାନା ପଲାସୀ ଗ୍ରାମରେ ଏକ ଗୁଟ୍ଖା କାରଖାନା ଉପରେ ରବିବାର ମଧ୍ୟରାତ୍ରିରେ ପୋଲିସ ଚଢ଼ାଉ କରିଛି। ଆସିକା ଏସ୍ଡିପିଓ ସୂର୍ଯ୍ୟମଣି ପ୍ରଧାନଙ୍କ ନେତୃତ୍ୱର ଟିମ୍ ଚଢ଼ାଉ କରିବା ସହ ପ୍ରାୟ ୨୦ଲକ୍ଷ ଟଙ୍କାର ଗୁଟ୍ଖା ନିର୍ମାଣ ପାଇଁ...
ବିରୋଧରୁ ଫେରିଗଲା ପ୍ରବାସୀଙ୍କ ବସ୍
ଗୋପାଳପୁର,୧୯ା୫- କରୋନା ଭାରତରେ ଭୟଙ୍କର ରୂପେ ଧାରଣ କରିଥିବା ବେଳେ ଓଡ଼ିଶାରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ି ଚାଲିଛି। ଅନ୍ୟପଟେ ଗଞ୍ଜାମ ଜିଲାକୁ ବହୁ ପ୍ରବାସୀ ଫେରୁଛନ୍ତି। ଗଞ୍ଜାମ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ରବିବାର...
ଦୁଇ ବାଇକ୍ ମୁହଁ।ମୁହିଁ:୨ ଜୀବନ ଗଲା
ଭଞ୍ଜନଗର,୧୯।୫(ଡି.ଏନ.ଏ.)-ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ କାଠଚିରା ନିକଟରେ ସୋମବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ଦୁଇ ବାଇକ୍ ମୁହଁ। ମୁହିଁ ଧକ୍କା ହେବାରୁ ଜଣେ ମହିଳାଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ନୟାଗଡ଼ ଜିଲା...
ଗାଡ଼ିରେ ଛାଡ଼ିଦେଲେ, ଆଣିଲେନି
ଅନୁଗୋଳ ଅଫିସ, ୧୯।୫ ମହାମାରୀ କରୋନା ମୁକାବିଲା ପାଇଁ ଅନୁଗୋଳ ଜିଲାରେ ୧୮୬ ପାରା ମେଡିକାଲ ଷ୍ଟାଫ୍ଙ୍କୁ ନୂଆ ନିଯୁକ୍ତି ଦିଆଯାଇଛି। ସେମାନଙ୍କ ମଧ୍ୟରେ ୪୦ ଜଣ ଷ୍ଟାଫ୍ନର୍ସ ଅଛନ୍ତି। ଗତ ମାର୍ଚ୍ଚ ୩୧ରେ ସେମାନେ କାର୍ଯ୍ୟରେ ଯୋଗ ଦେଇଥିଲେ...
ବୃତ୍ତି ହରାଇଲେ ୧୦୦୦ ଠିକା ବିଦ୍ୟୁତ୍ କର୍ମଚାରୀ
ଢେଙ୍କାନାଳ ଅଫିସ, ୧୯।୫ ଢେଙ୍କାନାଳ ଜିଲା ବିଦ୍ୟୁତ୍ ବିଭାଗରେ କାର୍ଯ୍ୟରତ ଠିକା କର୍ମଚାରୀଙ୍କ ଚାକିରି ଚୁକ୍ତି ଅବଧି ମାର୍ଚ୍ଚ ୩୧ରେ ସରିଛି। ଫଳରେ ସେସୁ ଅଧୀନରେ ବିଦ୍ୟୁତ୍ ଡିଭିଜନରେ କାର୍ଯ୍ୟ କରୁଥିବା ୧୦୦୦ କର୍ମଚାରୀ ଜୀବିକା ହରାଇଛନ୍ତି। କରୋନା ସଙ୍କଟ...
ବଜାରରେ ଅସମ୍ଭାଳ ଭିଡ଼
କାମାକ୍ଷାନଗର, ୧୯।୫(ଡି.ଏନ.ଏ.) – ସାମାଜିକ ଦୂରତ୍ୱ, ମାସ୍କ, ସଙ୍ଗରୋଧ କରୋନା ପ୍ରତିରୋଧ ଲାଗି ସବୁଠୁ ବଡ଼ ଉପାୟ ବୋଲି କୁହାଯାଉଛି। ଦେଶରେ କୋଭିଡ୍-୧୯ ଆତଙ୍କ ଦେଖାଦେବା ପରେ ଏହାକୁ ନେଇ ସରକାରୀ, ବେସରକାରୀସ୍ତରରେ ବ୍ୟାପକ ପ୍ରଚାର ଚାଲିଛି। ହେଲେ କାମାକ୍ଷାନଗର...
ନୂଆଙ୍କୁ ନେଇ ଚିନ୍ତାରେ ପୁରୁଣା
ଅନୁଗୋଳ ଅଫିସ, ୧୯।୫ ସ୍ବାବ୍ ସଂଗ୍ରହରେ ବିଳମ୍ବକୁ ନେଇ ଅନୁଗୋଳ ଜିଲାର କେତେକ ସଙ୍ଗରୋଧ କେନ୍ଦ୍ରରେ ଅସନ୍ତୋଷ ଦେଖାଦେଇଛି। ବିଶେଷକରି ଉକ୍ତ କେନ୍ଦ୍ରଗୁଡ଼ିକରେ ଥିବା କେତେଜଣ ପ୍ରବାସୀଙ୍କ କ୍ୱାରାଣ୍ଟାଇନ୍ ଅବଧି ସରିଆସୁଥିବା ବେଳେ ଏଯାଏ ସେମାନଙ୍କଠାରୁ ସ୍ବାବ୍ କି ରକ୍ତ...
୪ ଆଇପିଏସ ଅଫିସରଙ୍କ ହାତରେ ୪ ଜିଲାର ଦାୟିତ୍ୱ
ଭୁବନେଶ୍ୱର, ୧୮।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍’କୁ ଦୃଷ୍ଟିରେ ରଖି ରାଜ୍ୟର ୪ଜଣ ଆଇପିଏସ ଅଧିକାରୀଙ୍କୁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା ଏବଂ ଜଗତସିଂହପୁର ଜିଲା ଦାୟିତ୍ୱ ପ୍ରଦାନ କରାଯାଇଛି। ପୂର୍ବାଞ୍ଚଳ ଆଇଜି ଦିପ୍ତେଶ କୁମାର ପଟ୍ଟନାୟକଙ୍କୁ ବାଲେଶ୍ୱର , ଭୁବନେଶ୍ୱର ଅର୍ଥନୈତିକ ଅପରାଧ...
ଦୂତୀଙ୍କୁ ଅର୍ଜୁନ ପୁରସ୍କାର ପାଇଁ ମା’ଙ୍କ ନିବେଦନ
ରସୁଲପୁର, ୧୮।୫ (ଡି.ଏନ୍.ଏ): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ପ୍ରଥମାଖଣ୍ଡି ପଞ୍ଚାୟତ ଗୋପାଳପୁର ଗାଁର ଝିଅ ଦୂତୀ ଚାନ୍ଦ ଏବେ ଜଣେ ପ୍ରତିଷ୍ଠିତ ଅନ୍ତର୍ଜାତୀୟ ଆଥ୍ଲେଟ। ରାଜ୍ୟ ଓ ଦେଶ ପାଇଁ ସେ ଅନେକ ଗୌରବ ଆଣି ଦେଇଛନ୍ତି।...
Archives


