ରାଜ୍ୟ

କଟକରୁ ୧୬୨ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୧୯।୮-କଟକ ସହରରୁ ବୁଧବାର ୧୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୬୨ରୁ ୧୦୦ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୬୨ ଲୋକାଲ କଣ୍ଟାକ୍ଟ କେସ ରହିଛି। ଏସ୍‌ସିବି ମେଡିକାଲ ଆଇସୋଲେଶନର ଓ୍ବାର୍ଡରୁ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।…

ରାଜଧାନୀରେ ମାଡି ଚାଲିଛି କରୋନା: ଆଜି ୩୭୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୯।୮(ବ୍ୟୁରୋ)-ରାଜଧାନୀରେ ମାଡି ଚାଲିଛି କରୋନା। ବୁଧବାର ଭୁବନେଶ୍ୱରରେ ୩୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୭୦ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୨୦୪ ଚିହ୍ନଟ ହୋଇଥିବାବେଳେ ୧୬୬ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ବାଣୀବିହାର ପଥର ବନ୍ଧରୁ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।…

୨୩ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୯।୮(ବ୍ୟୁରୋ):ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ତେବେ ଏହା ଶେଷ ନ ହେଉଣୁ ୨୩ରେ ଆଉ ଏକ ଲଘୁଚାପ ହେବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ମିଳିଥିବା ସୂଚନାନୁସାରେ, ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପୁଣି…

୧୦ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯।୮(ବ୍ୟୁରୋ)-ବଙ୍ଗୋପସାଗରେ ସୃଷ୍ଟି ହୋଇଛି ଲଘୁଚାପ। ଫଳରେ ସାରା ରାଜ୍ୟରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ବୁଧବାର ୧୦ ଜିଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ଜଗତସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,…

ସବୁ ଜିଲାପାଳମାନଙ୍କୁ ଆଲର୍ଟ କଲେ ସ୍ବତନ୍ତ୍ର ରିଲିଫ କମିଶନର

ଭୁବନେଶ୍ୱର,୧୯।୮(ବ୍ୟୁରୋ)-ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ବୁଧବାର ୧୦ ଜିଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ଏ ନେଇ ପଦକ୍ଷେପ ନେବାକୁ ସମସ୍ତ ଜିଲାପାଳମାନଙ୍କୁ ଆଲର୍ଟ କରାଯାଇଛି। ଆକସ୍ମିକ ବନ୍ୟା, ପାଣି ଜମିବା, ଭୂସ୍ଖଳନ ନେଇ ଆଲର୍ଟ କଲେ ସ୍ବତନ୍ତ୍ର ରିଲିଫ କମିଶନର…

ଜାଣନ୍ତୁ ଭବିଷ୍ୟତ ଲକ୍ଷ୍ୟ ସମ୍ପର୍କରେ କ’ଣ କୁହନ୍ତି କେନ୍ଦୁଝର ଜିଲା ଟପ୍ପର

କେନ୍ଦୁଝର,୧୯।୮(ସ୍ବ.ପ୍ର.): ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ତେବେ କେନ୍ଦୁଝର ଜିଲାରେ ପାସହାର ୬୫.୯୪ ପ୍ରତିଶତ ରହିଛି। ତେବେ ସ୍ଥାନୀୟ କେନ୍ଦୁଝର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ର ବିଷ୍ଣୁ ପରିଡା ରାଜ୍ୟରେ ୧୩ ତମ ସ୍ଥାନ ଗ୍ରହଣ କରିଥିବା…

ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶ: ଜାଣନ୍ତୁ କିଏ ହେଲେ ବାଲେଶ୍ୱର ଜିଲାର ଟପ୍ପର

ବାଲେଶ୍ୱର ଅଫିସ,୧୯।୮: ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ବାଲେଶ୍ୱର ଜିଲାର ୬୫.୯୪ ପ୍ରତିଶତ ପାସହାର ରହିଛି। ତେବେ ସୋର ମହାବିଦ୍ୟାଳୟର ଛାତ୍ର ଆଶୁତୋଷ ମହାନ୍ତି ଜିଲାରେ ସର୍ବାଧିକ ୫୪୨ ନଂ. ରଖି ଟପ୍ପର ହୋଇଛନ୍ତି। ଚଳିତ ବର୍ଷ…

ଆଜି ଆଉ ୧୦ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୧୦ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୭୨ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଗଞ୍ଜାମରୁ ସର୍ବାଧିକ ୪ କରୋନା…

ପାସ୍‌ ହାର: ନୟାଗଡ଼ ଆଗରେ, ଦେବଗଡ଼ ପଛରେ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ବୁଧବାର ଯୁକ୍ତ ୨ ବିଜ୍ଞାନ ପରୀକ୍ଷାଫଳ ପ୍ରକାଶ ପାଇଥିବା ବେଳେ ପାସ୍‌ ହାର ରହିଛି ୭୪.୯୫ ପ୍ରତିଶତ। ପାସ୍‌ ହାରରେ ନୟାଗଡ଼ ସବୁଠାରୁ ଆଗରେ ଥିବାବେଳେ ଦେବଗଡ଼ ସବୁଠୁ ପଛରେ ରହିଛି। ତେବେ ଚଳିତ ବର୍ଷ ପୁଅମାନେ ଭଲ…

CORONAVIRUS UPDATE: ରାଜ୍ୟରେ ଦିନକରେ ୨୫ଶହ ପାର କଲା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ରାଜ୍ୟରେ ବୁଧବାର ୨୯ ଜିଲାରୁ ଆଉ ୨୫୮୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୨୫୮୯ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୧୫୭୪ ଚିହ୍ନଟ…

ପ୍ରକାଶ ପାଇଲା ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷାଫଳ: ପାସ୍‌ ହାର ୭୪.୯୫ ପ୍ରତିଶତ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ଚଳିତବର୍ଷ ପାସ୍‌ ହାର ୭୪.୯୫ ପ୍ରତିଶତ ରହିଛି। କରୋନା କଟକଣା ପାଇଁ ଗତବର୍ଷ ଅପେକ୍ଷା ଏଥର ୩ ମାସ ବିଳମ୍ବରେ…

ଲଘୁଚାପ: ୮ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୯।୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ବର୍ଷାଜାରି ରହିଛି । ଉତ୍ତର, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଲଘୁଚାପ ବର୍ଷା ଲାଗିରହିବ। ତେବେ ୮ଟି ଜିଲାରେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri