ରାଜ୍ୟ

ସୂଚନା ଅଧିକାର କର୍ମୀ ସର୍ବେଶ୍ୱରଙ୍କୁ ବୋମାମାଡ଼, ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଯାଜପୁର ଅଫିସ୍‌, ୨୮ା୩: ଯାଜପୁର ଜିଲାର ବିଭିନ୍ନ ଦୁର୍ନୀତି ପ୍ରସଙ୍ଗ ଉଠାଇ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି), ହାଇକୋର୍ଟ, ଲୋକାୟୁକ୍ତ ଓ ବିଭିନ୍ନ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରସ୍ଥ ହୋଇଥିବା ସୂଚନା ଅଧିକାର କର୍ମୀ ସର୍ବେଶ୍ୱର ବେହୁରାଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଶନିବାର ରାତିରେ…

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ରୁଦ୍ର

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ଆସନ୍ତା ୩୦ ତାରିଖରେ ନାମାଙ୍କନପତ୍ର ଦାଖଲ କରିବେ। ମନ୍ତ୍ରୀ ସୁଶାନ୍ତ ସିଂଙ୍କ ସରକାରୀ କାର୍ଯ୍ୟାଳୟରେ ଅନୁଷ୍ଠିତ ଦଳୀୟ ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ବିଜେଡି ମୁଖପାତ୍ର ତଥା…

୨ରେ ଆସିବେ ଉପରାଷ୍ଟ୍ରପତି

ଭୁବନେଶ୍ୱର, ୨୮ା୩(ବ୍ୟୁରୋ):ଆସନ୍ତା ଏପ୍ରିଲ ୨ତାରିଖରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଓଡ଼ିଶା ଆସୁଛନ୍ତି। ୨ତାରିଖ ପୂର୍ବାହ୍ନ ୧୧ଟା ୧୫ ମିନିଟ୍‌ରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବେ। ସେହିଦିନ ସନ୍ଧ୍ୟାରେ କଟକ ସାରଳା ଭବନରେ ହେବାକୁ ଥିବା ଆଦିକବି ସାରଳା ଦାସଙ୍କ ୬୦୦ତମ ଜୟନ୍ତୀ…

୧୦ କୋଟିର ସାପବିଷ ଜବତ

ଭୁବନେଶ୍ୱର, ୨୮।୩(ବ୍ୟୁରୋ): ରାଜଧାନୀରେ ଗଞ୍ଜେଇ, ବ୍ରାଉନସୁଗାର ଆଦି ନିଶାଦ୍ରବ୍ୟ କାରବାର ପରେ ପ୍ରଥମ ଥର ସାପବିଷ ବେପାର ସାମ୍ନାକୁ ଆସିଛି। ଶନିବାର ଭୁବନେଶ୍ୱରର ଦୁଇଟି ସ୍ଥାନରେ ସାପବିଷ ବିକ୍ରି ପାଇଁ ଡିଲ୍‌ ବେଳେ ବନ ବିଭାଗ ପକ୍ଷରୁ ଏକସଙ୍ଗେ ଚଢ଼ାଉ କରାଯାଇ…

ଜଙ୍ଗଲରେ ନିଆଁ, ରାସ୍ତାରେ ହାତୀପଲ

ସମ୍ବଲପୁର,୨୭ା୩(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜର ବିଭିନ୍ନ ସ୍ଥାନରେ ହାତୀ ଉପଦ୍ରବ ଲାଗି ରହିଛି। ଶୁକ୍ରବାର ରାତି ପ୍ରାୟ ୮ଟା ସମୟରେ ହାତୀ ପଲ ୫୫ନଂ. ଜାତୀୟ ରାଜପଥର ମୁଣ୍ଢେର ଗ୍ରାମ ନିକଟ ରାସ୍ତାରେ ୧୫ ମିନିଟ ଛିଡା ହୋଇଥିବା ଜଣାପଡିଛି।…

ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ

ଟିଟିଲାଗଡ଼,୨୭।୩: ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ ହୋଇଛି। ଏପରିକି ଅନ୍ତରଙ୍ଗ ସମୟରେ ଚିତ୍ର ଭାଇରାଲ କରିବାକୁ ଧମକ ଦେଉଥିବା ନେଇ ପୀଡିତାଙ୍କ ଅଭିଯୋଗ ପରେ…

ରାଜଧାନୀରେ ଧୂଳି ଝଡ଼ ସାଙ୍ଗକୁ ବର୍ଷା

ଭୁବନେଶ୍ୱର,୨୭।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଶନିବାର ଅପରାହ୍ନରେ ହଠାତ୍‌ ଧୂଳି ଝଡ଼ ସାଙ୍ଗକୁ ବର୍ଷା ହୋଇଛି। ମଧ୍ୟାହ୍ନରେ ପ୍ରବଳ ଗୁଳଗୁଳି ଅନୁଭୂତ ହେଉଥିବା ବେଳେ ଅପରାହ୍ନରେ ଝଡ଼ତୋଫାନ ସାଙ୍ଗକୁ ବର୍ଷା ହୋଇଛି। ଏହି ଝଡ଼ତୋଫାନ ଯୋଗୁ ଯାତାୟାତ ବାଧାପ୍ରାପ୍ତ ହେବା ସହ ଅନେକ…

କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡା କରୋନା ପଜିଟିଭ

ନୂଆପଡ଼ା: କଳାହାଣ୍ଡି ଏମ୍‌ପି ବସନ୍ତ କୁମାର ପଣ୍ଡା ଶନିବାର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବରିଷ୍ଠ ନାଗରିକ ଭାବେ ସେ କୋଭିଡ-୧୯ର ପ୍ରଥମ ଡୋଜ ଟିକା ଗ୍ରହଣ କରିଥିଲେ। ସେ ଅସୁସ୍ଥ ଅନୁଭବ କରିବାରୁ କୋଭିଡ ପରୀକ୍ଷା କରାଇଥିଲେ। ତାଙ୍କର ନମୁନା…

ଇଞ୍ଜିନିୟରିଂ ସ୍କୁଲରୁ ୨୧ କରୋନା ପଜିଟିଭ୍‌

ଝାରସୁଗୁଡ଼ା,୨୭।୩: ଝାରସୁଗୁଡ଼ା ଜିଲା ବଢେଇମୁଣ୍ଡା ଇଞ୍ଜିନିୟରିଂ ସ୍କୁଲରୁ ଶନିବାର ୨୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ସେଥିମଧ୍ୟରୁ ୧୩ ଶିକ୍ଷକ ଏବଂ ୮ଜଣ ଛାତ୍ର ଥିବା ଜଣାପଡିଛି। ଏହା ଜଣାପଡିବା ପରେ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ତହସିଲଦାର…

ବଢ଼ିଲା ବିଦ୍ୟୁତ ଦର: ଏଣିକି ୟୁନିଟ୍‌ ପିଛା ଦେବେ…

ଭୁବନେଶ୍ୱର,୨୭।୩(ବ୍ୟୁରୋ): ରାଜ୍ୟରେ ବୃଦ୍ଧି ପାଇଛି ବିଦ୍ୟୁତ ଦର। ୨୦୨୧-୨୨ ପାଇଁ ଓଇଆର୍‌ସିଙ୍କ ପକ୍ଷରୁ ଦରଧାର୍ଯ୍ୟ କରାଯାଇଛି। ନୂଆଦର ଅନୁଯାୟୀ କିଲୋଓ୍ବାଟ୍‌ ପିଛା ସର୍ବନିମ୍ନ ୩୦ ପଇସା ବୃଦ୍ଧି କରାଯିବାକୁ ଓଇଆର୍‌ସି ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେହିଭଳି ପ୍ରଥମ ୫୦ ୟୁନିଟ୍‌ ପାଇଁ…

ଓଡ଼ିଶା ଲୋକ ଭୋଟ ଦେଲେ ପଶ୍ଚିମବଙ୍ଗରେ

ଭୋଗରାଇ,୨୭।୩(ଡି.ଏନ୍‌.ଏ.): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଶନିବାର ଭୋଟ ଗ୍ରହଣ ଆରମ୍ଭ ହୋଇଯାଇଛି। ଏହି କ୍ରମରେ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଶଙ୍ଖାମେଦୀ ଗ୍ରାମର ୩୦୦ରୁ ଊର୍ଦ୍ଧ୍ୱ ଲୋକ ପଶ୍ଚିମବଙ୍ଗରେ ଭୋଟ ଦେଇଛନ୍ତି। ଏଥିସହ ଜଳେଶ୍ୱର ଓ ଭୋଗରାଇ ବ୍ଲକ ସୀମାନ୍ତ…

ରାଜ୍ୟରେ ୨୧୦ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ରାଜ୍ୟରେ ୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୨୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?