ଅଙ୍ଗନଓ୍ବାଡି ସକାଳ ଜଳଖିଆରେ ମାଣ୍ଡିଆ ଲଡୁ ସାମିଲ ହେବ
ଭୁବନେଶ୍ୱର,୧୮।୮ (ବ୍ୟୁରୋ): ଶିଶୁ ଖାଇବେ ମାଣ୍ଡିଆ ଲଡୁ। ପ୍ରାକ୍ ବିଦ୍ୟାଳୟ ଶିଶୁଙ୍କ ପୋଷଣ ଆବଶ୍ୟକତାକୁ ସୁନିଶ୍ଚିତ କରିବା ପାଇଁ ମହିଳା ଓ ଶିଶୁ କଲ୍ୟାଣ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ସମନ୍ବିତ ଶିଶୁ ବିକାଶ ଯୋଜନାରେ ଅଙ୍ଗନଓ୍ବାଡ଼ି ଜଳଖିଆରେ ମାଣ୍ଡିଆ ଲଡୁକୁ…
କୋଭିଡ୍ ନିୟମ ଉଲ୍ଲଂଘନ କରୁଛନ୍ତି ଶାସକ ଦଳ ନେତା: ଭାଜପା
ଭୁବନେଶ୍ୱର,୧୮।୮(ବ୍ୟୁରୋ): କରୋନାକୁ ଦୃଷ୍ଟିରେ ରଖି ଦେଶ ତଥା ରାଜ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ପ୍ରତୀକାତ୍ମକ ଭାବେ ପାଳନ କରାଯାଉଛି। କିନ୍ତୁ ଶାସକ ଦଳ ଏମ୍ପି, ନେତା ଓ ପ୍ରଶାସନିକ ଅଧିକାରୀମାନେ ବାରମ୍ବାର କୋଭିଡ୍ ନିୟମ ଉଲ୍ଲଂଘନ କରୁଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ…
ସେପ୍ଟେମ୍ବରରେ ସଂକ୍ରମଣ ବଢ଼ିବା ପରେ କମିଯିବ
ଭୁବନେଶ୍ୱର, ୧୮।୮(ବ୍ୟୁରୋ): ରାଜ୍ୟରେ ଟେଷ୍ଟିଂ, ଟ୍ରେସିଂ ଓ ଟ୍ରିଟ୍ମେଣ୍ଟ ପ୍ରକ୍ରିୟାକୁ ଅଧିକ ଗୁରୁତ୍ୱ ଦିଆଯାଉଛି। କରୋନା ଟେଷ୍ଟ ପରିମାଣରେ ବୃଦ୍ଧି ଘଟିଛି। ଅଧିକରୁ ଅଧିକ ଟେଷ୍ଟ ହେଉଥିଲେ ମଧ୍ୟ ସେହି ଅନୁପାତରେ ଆକ୍ରାନ୍ତଙ୍କ ସଂଖ୍ୟା କମ୍ ରହୁଛି। ସଂକ୍ରମଣ ହ୍ରାସ ପାଉଥିବାବେଳେ…
କୌଶଳେନ୍ଦ୍ର ପୂର୍ବତଟ ରେଳପଥର ନୂତନ ଜନସମ୍ପର୍କ ଅଧିକାରୀ
ଭୁବନେଶ୍ୱର,୧୮।୮(ବ୍ୟୁରୋ): ପୂର୍ବତଟ ରେଳପଥର ମୁଖ୍ୟ ଜନସମ୍ପର୍କ ଅଧିକାରୀ ଭାବେ ଇ.କୌଶଳେନ୍ଦ୍ର କିଶୋର ଖାଡ଼ଙ୍ଗା କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ୨୦୧୦ ବ୍ୟାଚ୍ ଭାରତୀୟ ରେଳପଥ ମେକାନିକାଲ ଇଞ୍ଜିନିୟର ସେବା ଅଧିକାରୀ ଖାଡ଼ଙ୍ଗା ଏହାପୂର୍ବରୁ ମଞ୍ଚେଶ୍ୱର ରେଳଡବା ମରାମତି କାରଖାନାର ଉପମୁଖ୍ୟ ମେକାନିକାଲ ଇଞ୍ଜିନିୟର…
ଶକ୍ତିମନ୍ତ୍ରୀଙ୍କୁ ଭେଟିଲେ ଭାରତୀୟ ଅକ୍ଷୟ ଶକ୍ତି ବିକାଶ ସଂସ୍ଥା ଅଧ୍ୟକ୍ଷ
ଭୁବନେଶ୍ୱର,୧୮।୮ (ବ୍ୟୁରୋ) : ଭାରତୀୟ ଅକ୍ଷୟ ଶକ୍ତି ବିକାଶ ସଂସ୍ଥା(ଇରେଡା)ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ପ୍ରଦୀପ କୁମାର ଦାସ ସୋମବାର ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ନିକଟରେ ଓଡ଼ିଶା ସରକାର ଅକ୍ଷୟ ଶକ୍ତି ଉତ୍ପାଦନ ଏବଂ ବ୍ୟବହାର…
କ୍ଷୟକ୍ଷତି ଆକଳନ କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୮।୮(ବ୍ୟୁରୋ): ଗତ ୫ ଦିନ ଧରି ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହୋଇଛି। ତେବେ ୧୦ଟି ଜିଲାରେ ପ୍ରବଳ ବର୍ଷା ହୋଇଛି। ମାଲକାନଗିରି ଜିଲାରେ ସର୍ବାଧିକ ୪୬୩ ମିଲିମିଟର ବର୍ଷା ହୋଇଥିବାବେଳେ ଯାଜପୁରରେ ୨୬୩, ଢେଙ୍କାନାଳରେ ୨୦୦ ମିଲିମିଟର ବର୍ଷା ରେକର୍ଡ…
୭୧୨ କୋଟି ଟଙ୍କାର ଜିଏସ୍ଟି ଠକେଇ
କଟକ ଅଫିସ,୧୮।୮: ଜାଲ୍ ବିଲ୍ ମାଧ୍ୟମରେ ୭୧୨ କୋଟି ଟଙ୍କାର ଜିଏସ୍ଟି ଠକେଇର ପର୍ଦ୍ଦାଫାସ୍ କରିଛି ରାଜ୍ୟ ଜିଏସ୍ଟି ଏନ୍ଫୋର୍ସମେଣ୍ଟ ସ୍କ୍ବାଡ୍। ଏଥିରେ ଅଭିଯୁକ୍ତ ଥିବା ମଧୁମିତା ଷ୍ଟିଲ୍ସ ଇଣ୍ଡଷ୍ଟ୍ରି ପ୍ରାଇଭେଟ୍ ଲିମିଟେଡ୍ର ନିର୍ଦ୍ଦେଶକ କାଶ୍ମୀରା କୁମାର ଅଗ୍ରୱାଲ୍ଙ୍କୁ ସମ୍ବଲପୁରରୁ ସୋମବାର…
ଗୁଗଲ ପରେ ମାଇକ୍ରୋସଫ୍ଟ ଟ୍ରାନ୍ସଲେଟରରେ ଓଡ଼ିଆ ଭାଷା
ଭୁବନେଶ୍ୱର,୧୮।୮(ବ୍ୟୁରୋ): ଓଡିଆ ଭାଷାକୁ ଆଉ ଏକ ବଡ ସଫଳତା ମିଳିଛି। ମାଇକ୍ରୋସଫ୍ଟ ଟ୍ରାନ୍ସଲେଟରରେ ଏବେ ଓଡିଆ ଭାଷା ଉପଲବ୍ଧ ହେବ। ମାଇକ୍ରୋସଫ୍ଟ ପକ୍ଷରୁ ଏନେଇ ଘୋଷଣା କରାଯିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଟୁଇଟ୍ କରି ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ…
ବରିଷ୍ଠ କୃଷି ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର
ଭୁବନେଶ୍ୱର,୧୮।୮(ବ୍ୟୁରୋ): ଦୁର୍ନୀତି ଏବଂ ଅସଦାଚରଣ ଭଳି କାର୍ଯ୍ୟ ପାଇଁ ରାଜ୍ୟ ସରକାର ଶୂନ ସହନଶୀଳତା ନୀତି ଅବଲମ୍ବନ କରିଛନ୍ତି। ଜଣେ ମହିଳା କର୍ମଚାରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୂର୍ବତନ ଆୟୁଷ ନିର୍ଦ୍ଦେଶକ ବିଭୁପ୍ରସାଦ ଷଡଙ୍ଗୀଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଥିଲେ।…
୫ ମହାନଗର ନିଗମ ଅଞ୍ଚଳରେ ଜଙ୍ଗଲ ସୃଷ୍ଟି ହେବ
ଭୁବନେଶ୍ୱର, ୧୮।୮(ବ୍ୟୁରୋ): ରାଜ୍ୟର ୫ ମହାନଗର ନିଗମ ଭୁବନେଶ୍ୱର, କଟକ, ବ୍ରହ୍ମପୁର, ସମ୍ବଲପୁର ଓ ରାଉରକେଲା ଅଞ୍ଚଳରେ ବ୍ୟାପକ ଜଙ୍ଗଲ ସୃଷ୍ଟି କରାଯିବ। ‘ନଗର ବନ’ଯୋଜନାରେ ଏଥିପାଇଁ ୧୩ କୋଟି ୮୪ଲକ୍ଷ ଟଙ୍କା ବିନିଯୋଗ ହେବ। ରାଜ୍ୟ ଜଙ୍ଗଲ ଓ ପରିବେଶ…
ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ
ପୁରୀ ଅଫିସ,୧୮।୮: ଭାଦ୍ରବ କୃଷ୍ଣ ତ୍ରୟୋଦଶୀ ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ ଅନୁଷ୍ଠିତ ହୋଇଛି। ମଧ୍ୟାହ୍ନ ଧୂପ ନୀତି ପରେ ରତ୍ନସିଂହାସନରେ ଏହି ବେଶ ଥିଲା। ମହାପ୍ରଭୁ ଶ୍ରୀଜଗନ୍ନାଥ ଶ୍ରୀକୃଷ୍ଣ ରୂପରେ, ବଡଠାକୁର ବଳରାମ ଓ ଦେବୀ…
ଅନ୍ଲାଇନରେ ମହାପ୍ରସାଦ ବିକ୍ରିକୁ ବିରୋଧ
ପୁରୀ ଅଫିସ,୧୮।୮: ମହାପ୍ରଭୁଙ୍କ ମହାପ୍ରସାଦ ଭାଗ୍ୟରେ ଥିଲେ ମିଳେ। ଶ୍ରୀମନ୍ଦିରକୁ ଆସୁଥିବା ପ୍ରତିଟି ଶ୍ରଦ୍ଧାଳୁ କଣିକାଏ ଅବଢା ପାଇବା ପାଇଁ ଅପେକ୍ଷା କରିଥାନ୍ତି। ବିଶ୍ୱାସ ରହିଛି କଣିକାଏ ମହାପ୍ରସାଦ ପାଇଲେ ଜୀବ ମୁକ୍ତି ଲାଭ କରେ। ତେବେ ମହାପ୍ରସାଦ ପ୍ରତି ଥିବା…
Archives


