ରାଜ୍ୟ

‘ଜିଓ ଓ୍ବାଲା ଆଣ୍ଟି’ ଗୀତ ଗାଇଲେ ରାପର ଦୁଲେ

ଭୁବନେଶ୍ୱର, ୧୨।୧୧ (ବ୍ୟୁରୋ)- କଳାହାଣ୍ଡିର ରାପର ଦୁଲେଶ୍ୱର ତାଣ୍ଡି ଓରଫ ଦୁଲେ ଓଡ଼ିଆ ସିନେମା ପାଇଁ ବୁଧବାର ଗୀତ ଗାଇଛନ୍ତି। ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦଙ୍କ ଆଗାମୀ ଫିଲ୍ମର ‘ଜିଓ ଓ୍ବାଲା ଆଣ୍ଟି’ ଗୀତରେ ସେ…

କଠୋର ନୁହେଁ କୋହଳ କର

ଅନୁଗୋଳ ଅଫିସ, ୧୨ା୧୧: କୋଭିଡ୍‌ କଟକଣା ମଧ୍ୟରେ ରାଜ୍ୟରେ ଉପନିର୍ବାଚନ ହେଲା। ଧାଡ଼ିରେ ଠିଆ ହୋଇ ଲକ୍ଷାଧିକ ଭୋଟର ଭୋଟ ଦେଲେ। ତେଣୁ ପୋଲିସ ଓ ମନ୍ଦିର ପରିଚାଳନା କମିଟି ସହଯୋଗରେ ଏଣିକି ଧର୍ମାନୁଷ୍ଠାନ ଖୋଲାଯାଉ। ଭକ୍ତମାନେ ଧାଡ଼ିରେ ଯାଇ ଦିଅଁ ଦର୍ଶନ…

ପାନୀୟ ଜଳ ପାଇଁ ଝରଣା ପାଣି ଭରସା

କୋକସରା, ୧୨।୧୧(ଡି.ଏନ.ଏ.):  କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ ଅନ୍ତର୍ଗତ ସାହାଜଖୋଲ ଜଙ୍ଗଲ ଭିତରେ ଥିବା ସର୍ଗିପାନୀ ଗାଁ। ବିରିମୁହାଣ ରାଜସ୍ବ ଗ୍ରାମ ଅଧୀନରେ ଥିବା ଏହି ଗାଁକୁ ଚାରିପଟୁ ଘଞ୍ଚ ଜଙ୍ଗଲ ଘେରି ରହିଛି । ଗାଁକୁ ଯିବାପାଇଁ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୪୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୩୪୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୫୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡ ଜିଲାରୁ ୧୦୬, କଟକରୁ ୯୯, ବଲାଙ୍ଗୀରରୁ ୮୬, କେନ୍ଦ୍ରାପଡାରୁ ୭୬, ବରଗଡରୁ ୭୧, ନୂଆପଡାରୁ ୭୦, ପୁରୀରୁ…

ଭୁବନେଶ୍ୱରରୁ ଆଜି ୫୯ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୫୪

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୫ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୫୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ଅଙ୍ଗନଓ୍ବାଡି ପିଲାଙ୍କୁ ମିଳିବ ଚୁନାମାଛ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଅଙ୍ଗନଓ୍ବାଡି ପିଲାଙ୍କୁ ସୁଷମ ଖାଦ୍ୟ ଦିଆଯାଉଥିଲା। ତେବେ ପୃଷ୍ଟି ପାଇଁ ସେମାନଙ୍କୁ ଅଣ୍ଡା, ଛତୁଆ ଦିଆଯାଉଥିବା ବେଳେ ଏହି ତାଲିକାରେ ବର୍ତ୍ତମାନ ଚୁନାମାଛ ସାମିଲ୍‌ ହେବାକୁ ଯାଉଛି। ଏଣିକି ଅଙ୍ଗନଓ୍ବାଡି କେନ୍ଦ୍ରରେ ୩ରୁ ୬ ବର୍ଷ ବୟସର ଗର୍ଭବତୀ, ପ୍ରସୂତୀ…

ରାଜ୍ୟରେ କରୋନାରେ ଆଖିବୁଜିଲେ ଆଉ ୧୫ ଆକ୍ରାନ୍ତ

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ରାଜ୍ୟରେ କରୋନାରେ ବୁଧବାର ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୬୯ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ…

ରାଜ୍ୟରୁ ପୁଣି ୧୨୨୦ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୩ଲକ୍ଷ ୫ହଜାରରେ

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୧୨୨୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦୫୦୦୦ ହଜାରରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ରାଜଧାନୀର ୩ ମହଲା କୋଠାରେ ଝୁଲୁଛି ମୃତଦେହ

ଭୁବନେଶ୍ୱର, ୧୧।୧୧(ବ୍ୟୁରୋ): ୩ ମହଲା କୋଠାରେ ଝୁଲୁଛି ମୃତଦେହ। ରାଜଧାନୀ ଭୁବନେଶ୍ୱର ସହିଦନଗର ଅଞ୍ଚଳରେ ବୁଧବାର ସକାଳେ ଦେଖିବାକୁ ମିଳିଛି ଏହି ଦୃଶ୍ୟ। ମୃତକ ଜଣଙ୍କ ହେଲେ ପିପିଲିର ଜାଜୁଲ୍ୟ ନାଥ(୫୭)। ଜାଜୁଲ୍ୟ ସହିଦସ୍ପୋଟିଂ ନିକଟ ଏକ ଘରୋଇ କମ୍ପାନୀରେ କାର୍ଯ୍ୟ…

ବିଜେଡି ହାତରେ ବାଲେଶ୍ୱର, ତିର୍ତ୍ତୋଲ

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): ବାଲେଶ୍ୱର ଏବଂ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ବିଜେଡି ବାଜିମାତ୍‌ କରିଛି। ଉଭୟ ଆସନରେ ବିଜୟୀ ହୋଇ ଦଳ ନିଜର ପ୍ରତିିପତ୍ତି ପୁଣି ଜାହିର କରିଛି। ବାଲେଶ୍ୱର ଆସନକୁ ବିଜେଡି ଭାଜପା ହାତରୁ ଛଡ଼ାଇ ଆଣିଛି। ଭାଜପାର ଅନୁକମ୍ପା ଭୋଟ ହାତେଇବାର…

ବଜେଟ ଖର୍ଚ୍ଚ ୫୧ ହଜାର କୋଟି

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣ ସତ୍ତ୍ୱେ ରାଜ୍ୟରେ ରାଜସ୍ବ ଆଦାୟ ବୃଦ୍ଧି ଘଟିଛି। ଗତବର୍ଷ ତୁଳନାରେ ୨୦୨୦ ଅକ୍ଟୋବର ଶେଷ ସୁଦ୍ଧା ୨.୨୭ ପ୍ରତିଶତ ରାଜସ୍ବ ବୃଦ୍ଧି ଘଟିଛି। ମଙ୍ଗଳବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ…

ଦୁଇଦିନ ଥଣ୍ଡା କମିବ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଟ୍ରପ୍‌ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆକାଶ ମେଘାଚ୍ଛନ୍ନ ରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି ଓ ପୁରୀ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ବଳ୍ପରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri