ସାମୁଦ୍ରିକ ଝଡ଼ ସତର୍କତା: ଜିଲାର ୬୪ ଗ୍ରାମର ଅଧିବାସୀ ସ୍ଥାନାନ୍ତର ହେବେ
କେନ୍ଦ୍ରାପଡ଼ା ଅଫିସ, ୧୮ା୫: ସାମୁଦ୍ରିକ ଝଡ ଅମ୍ଫନ୍କୁ ନେଇ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ତତ୍ପର ହୋଇଉଠିଛି। ଜିଲାର ୬୪ଟି ସୁନାମି ପ୍ରବଣ ଗ୍ରାମର ଅଧିବାସୀଙ୍କୁ ସ୍ଥାନାନ୍ତର ପାଇଁ ସୋମବାର ସନ୍ଧ୍ୟା ସୁଦ୍ଧା ସମସ୍ତ ପ୍ରସ୍ତୁତି ସରିଛି। ଝଡର ମୁକାବିଲା ପାଇଁ...
ଶଟ୍ଡାଉନ୍ ଘୋଷଣା କଲେ ସରପଞ୍ଚ
ରଣପୁର, ୧୮ା୫ (ସ୍ବ.ପ୍ର.): କରୋନା ମୁକାବିଲା ପାଇଁ ସରକାର ପଞ୍ଚାୟତ ସ୍ତରରେ ସରପଞ୍ଚମାନଙ୍କୁ ଜିଲାପାଳଙ୍କ କ୍ଷମତା ପ୍ରଦାନ କରିଛନ୍ତି। ରଣପୁର ବ୍ଲକ ବ୍ରଜରାଜପୁର ସରପଞ୍ଚ ସୁକାନ୍ତ ସାମନ୍ତରାୟ ସୋମବାର ଏହି କ୍ଷମତା ପ୍ରୟୋଗ କରି କୁଞ୍ଜବନ ଓ ବାମ୍ବଡା ଗ୍ରାମର...
ମା’ଙ୍କୁ ମୁଖାଗ୍ନି ଦେଇପାରିଲେନି ପୁଅ
ବିନିକା୧୮ା୫(ଡି.ଏନ୍.ଏ.): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାଙ୍କିଘିର୍ଡି ପଞ୍ଚାୟତ ଅନ୍ତର୍ଗତ ସାରଙ୍ଗପାଲି ଗାଁର ଜଣେ ଯୁବକ ଗୁଜରାଟରେ ଫସି ରହିଛନ୍ତି। ସାପ କାମୁଡ଼ାରେ ତାଙ୍କ ମା’ଙ୍କ ମୃତ୍ୟୁ ଘଟିଛି। ହେଲେ ସେ ମା’ଙ୍କୁ ମୁଖାଗ୍ନି ଦେଇ ପାରି ନାହାନ୍ତି। ଏବେ...
ନିଜ ରାଜ୍ୟକୁ ଯିବେ ୟୁପିର ୧୫ଶହ ପ୍ରବାସୀ: ୨୦ରେ ସମ୍ବଲପୁରରୁ ବାହାରିବ ସ୍ବତନ୍ତ୍ର ଟ୍ରେନ୍
ସମ୍ବଲପୁର, ୧୮।୫ (ବ୍ୟୁରୋ): ସମ୍ବଲପୁର ଷ୍ଟେଶନରୁ ଆସନ୍ତା ୨୦ ତାରିଖ ଏକ ସ୍ବତନ୍ତ୍ର ଟ୍ରେନ୍ ଉତ୍ତରପ୍ରଦେଶ ଯିବାକୁ ସ୍ଥିର କରାଯାଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜିଲା ପ୍ରଶାସନ ଏ ନେଇ ସମସ୍ତ ବ୍ୟବସ୍ଥା କରିଛି। ସମ୍ବଲପୁର ଷ୍ଟେଶନରୁ ଏହି ଟ୍ରେନ୍...
ଘଣ୍ଟାକୁ ୪ କି.ମି. ବେଗରେ ବଢୁଛି ଅମ୍ଫନ: ୨୦ରେ ଲ୍ୟାଣ୍ଡଫଲ
ଭୁବନେଶ୍ୱର,୧୮।୫(ବ୍ୟୁରୋ)-ପାରାଦୀପଠାରୁ ୭୭୦ କିମିଦୂରରେ ରହିଛି ବାତ୍ୟା ଅମ୍ଫନ। ଏହା ଘଣ୍ଟାକୁ ୪ କି.ମି. ବେଗରେ ବଢୁଛି। ୨୦ ତାରିଖ ଅପରାହ୍ନରେ ଏହା ଦୀଘା-ହାତିଆ ମଝିରେ ସୁନ୍ଦରବନରେ ଲ୍ୟାଣ୍ଡଫଲ କରିପାରେ। ଲ୍ୟାଣ୍ଡଫଲ ବେଳେ ପବନର ବେଗ ୧୬୫ରୁ ୧୭୫ ରହିବ। ଉତ୍ତର...
କଣ୍ଟେନମେଣ୍ଟ ଜୋନରେ କଟକଣା ଜାରି ରହିବ: ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର,୧୮।୫(ବ୍ୟୁରୋ)-ସୋମବାରଠାରୁ ସାରା ରାଜ୍ୟରେ ଲାଗୁ ହୋଇଛି ଲକଡାଉନ ୪.୦। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାର ୪ର୍ଥ ପର୍ଯ୍ୟାୟର ଲକଡାଉନକୁ ଚଳିତ ମାସ ୩୧ ତାରିଖ ପର୍ଯ୍ୟନ୍ତ ପାଳନ କରିବେ। ଏଥିରେ ଜିଲାପାଳ ଓ ମ୍ୟୁନିସପାଲ କମିଶନରଙ୍କୁ ଅଧିକ କ୍ଷମତା...
ଅମ୍ପନ ମୁକାବିଲା: ୪ ଆଇଏଏସ ଅଫିସରଙ୍କୁ ୪ ଜିଲା ଦାୟିତ୍ୱ
ଭୁବନେଶ୍ୱର,୧୮।୫(ବ୍ୟୁରୋ)-ବାତ୍ୟା ଅମ୍ପନ ମୁକାବିଲା ଲାଗି ସୋମବାର ୪ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ ୪ ଜିଲା ଦାୟିତ୍ୱ ପ୍ରଦାନ କରାଯାଇଛି। ପରିବହନ ବିଭାଗର ପ୍ରମୁଖ ସଚିବ ମଧୁସୂଦନ ପାଢୀଙ୍କୁ ବାଲେଶ୍ୱର ଜିଲାର ଦାୟିତ୍ୱ ଦିଆଯାଇଥିବାବେଳେ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର...
CORONAVIRUS UPDATE: ଜଗତସିଂହପୁରରେ ପୁଣି ୨୦ କରୋନା ପଜିଟିଭ; ସମସ୍ତେ କୋଲକତା ଫେରନ୍ତା
ଭୁବନେଶ୍ୱର,୧୮।୫(ବ୍ୟୁରୋ)-ଜଗତସିଂହପୁର ଜିଲାରେ ସୋମବାର ଅପରାହ୍ନରେ ପୁଣି ୨୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନାଉଗାଁ ବ୍ଲକ ଜାମୁଗାଁ କ୍ୱାରାଣ୍ଟାଇନ ସେଣ୍ଟରରୁ ୧୯ ପଜିଟିଭ ଚିହ୍ନଟ ହୋଇଥିବାବେଳେ ଜଣେ କୁଜଙ୍ଗ ବ୍ଲକ ପଣ୍ଡୁଆ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ...
ନୀଳଚକ୍ରରୁ ଉଡ଼ିଗଲା ପତିତପାବନ ବାନା
ପୁରୀ ଅଫିସ, ୧୮।୫: ମହାମାରୀ କରୋନା ତାଣ୍ଡବ ରଚୁଥିବା ବେଳେ ଠିକ୍ ଏହି ସମୟରେ ସ୍ଥଳଭାଗ ମୁହାଁ ହେଉଛି ବାତ୍ୟା ‘ଅମ୍ଫନ’। ଏହି ଦୁଇଟିକୁ ନେଇ ସହର ବଜାର ସବୁଠି ଚର୍ଚ୍ଚା ଚାଲିଥିବା ବେଳେ ସୋମବାର ଅପରାହ୍ନରେ ଶ୍ରୀମନ୍ଦିର ନୀଳଚକ୍ରରୁ...
ମାଟ୍ରିକ ଖାତାଦେଖା ଦିନେ ଘୁଞ୍ଚିଲା
ଭୁବନେଶ୍ୱର, ୧୮।୫(ବ୍ୟୁରୋ): ସମ୍ଭାବ୍ୟା ବାତ୍ୟା ‘ଅମ୍ଫନ’ ପାଇଁ ମାଟ୍ରିକ ଖାତାଦେଖା ଘୁଞ୍ଚାଇ ଦିଆଯାଇଛି। ମେ’ ମାସ ୨୦ ପରିବର୍ତ୍ତେ ମେ’ ୨୧ରୁ ମାଟ୍ରିକ ଖାତାଦେଖା ହେବ। ସୋମବାର ଲୋକସେବା ଭବନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ଅଧ୍ୟକ୍ଷତାରେ...
CORONAVIRUS UPDATE: ଭୁବନେଶ୍ୱର, ଜଗତ୍ସିଂହପୁର ହେଲା କରୋନା ମୁକ୍ତ
ଭୁବନେଶ୍ୱର, ୧୮।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଓ ଜଗତ୍ସିଂପୁର କରୋନା ମୁକ୍ତ ହୋଇଛି। ଏଠାରେ ଆଉ ଗୋଟିଏ ହେଲେ କରୋନା ଆକ୍ଟିଭ କେସ୍ ନାହିଁ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ କରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ସୋମବାର...
CORONAVIRUS UPDATE: ଆଉ ୫୭ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୭୭
ଭୁବନେଶ୍ୱର, ୧୮।୫(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାର ସର୍ବାଧିକ ୪୦ ଜଣ ରହିଥିବା ବେଳେ ଜଗତ୍ସିଂହପୁର ୫, ମୟୂରଭଞ୍ଜ ୪, ଭୁବନେଶ୍ୱର ୩, ବଲାଙ୍ଗୀରର ୨ ଓ ସୁନ୍ଦରଗଡ଼,...
Archives


