ରାଜ୍ୟ

ଶହୀଦନଗର ଥାନାରେ ପଶିଲା କରୋନା

ଭୁବନେଶ୍ୱର,୧୬।୮(ବ୍ୟୁରୋ): କ୍ୟାପିଟାଲ, ନୟାପଲ୍ଲୀ ଓ ଜିଆର୍‌ପି ଥାନା ପରେ ଏବେ ଶହୀଦନଗର ଥାନାରେ ପଶିଛି କରୋନା। ଗିରଫ ହୋଇଥିବା ଜଣେ ଅଭିଯୁକ୍ତ ଓ ତାଙ୍କ ସଂସ୍ପର୍ଶରେ ଆସିଥିବା ଜଣେ କନଷ୍ଟେବଳ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ଅନ୍ୟଜଣେ ଅଭିଯୁକ୍ତଙ୍କ ସହ ଥାନାର…

ଖୁଲମ୍‌ଖୁଲା ବିକ୍ରି ହେଉଥିଲା ମଦ: ସିଲ ହେଲା ହୋଟେଲ ଉତ୍କଳ ଇନ୍‌

ଭୁବନେଶ୍ୱର, ୧୬।୮(ବ୍ୟୁରୋ)/ ପୁରୁଣା ଭୁବନେଶ୍ୱର (ଡି.ଏନ୍‌.ଏ.) : ଶଟ୍‌ଡାଉନ୍‌ ଓ କଟକଣା ସତ୍ତ୍ୱେ ଭୁବନେଶ୍ୱରରେ ଖୁଲମ୍‌ଖୁଲା ବିକ୍ରି ହେଉଥିଲା ମଦ। ଏହାର ଭିଡିଓ ଭାଇରାଲ ହେବା ପରେ ପୋଲିସ ଓ ବିଏମ୍‌ସିର ଚେତା ପଶିଥିଲା। ରବିବାର ଗ୍ୟାରେଜ ଛକରେ ଥିବା ହୋଟେଲ…

ପିକ୍‌ଅପ୍‌ ଭ୍ୟାନରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଆର.ଉଦୟଗିରି,୧୬ା୮(ଡି.ଏନ.ଏ.)- ମୋହନା ପୋଲିସ ଏକ ଗାଡ଼ି ସହ ୧୩ ବସ୍ତା ଗଞ୍ଜେଇ ଜବତ କରିଛି। ଆର୍‌.ଉଦୟଗିରି ଏସଡିପିଓ ଅନିଲ କୁମାର ପ୍ରଧାନଙ୍କ ତତ୍ତ୍ୱାବଧାନରେ ମୋହନା ଆଇଆଇସି ସୁନିଲ କୁମାର ନାୟକ ସଦଳବଳ ରବିବାର ସକାଳ ପ୍ରାୟ ୯.୩୦ରେ ଲୁହାଗୁଡ଼ି-ଚାନ୍ଦିପୁଟ ମଝିରେ କଳାମାରୀ…

ରାଜ୍ୟରେ ସୁସ୍ଥ ହେଲେ ୧୫୫୦ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୬।୮(ବ୍ୟୁରୋ)-ରାଜ୍ୟରେ ରବିବାର ପୁଣି ୧୫୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୩୫୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୪୧, ସୁନ୍ଦରଗଡରୁ ୧୧୮, କଟକରୁ ୯୯, ସମ୍ବଲପୁରରୁ ୮୯, ଢେଙ୍କାନାଳରୁ ୭୨, ମାଲକାନଗିରିରୁ ୬୪, ବାଲେଶ୍ୱରରୁ ୬୩, କନ୍ଧମାଳରୁ…

ଜାତୀୟ ରାଜପଥରେ ଜଳିଗଲା ବିସ୍କୁଟ୍‌ ବୋଝେଇ କଣ୍ଟେନର୍‌

ଭଦ୍ରକ ଅଫିସ, ୧୬ା୮- ଭଦ୍ରକ ଜାତୀୟ ରାଜପଥ ସାହାପୁର ଛକ ନିକଟରେ ରବିବାର ସନ୍ଧ୍ୟାରେ ଏକ ବିସ୍କୁଟ ବୋଝେଇ କଣ୍ଟେନର ଜଳିଯାଇଛି। ସୂଚନା ମୁତାବକ, କଣ୍ଟେନର୍‌ (ନଂ ଓଡି ୦୭ କ୍ୟୁ ୬୨୧୧) ହାଇଦ୍ରାବାଦରୁ କଲିକତା ଅଭିମୁଖେ ଯାଉଥିଲା। ହଠାତ୍‌ ସାହାପୁର…

ଭୁବନେଶ୍ୱରରେ ପଜିଟିଭ, କବିସୂର୍ଯ୍ୟନଗରରେ ନେଗେଟିଭ

କବିସୂର୍ଯ୍ୟନଗର,୧୬ା୮(ଡି.ଏନ୍‌.ଏ.)- କବିସୂର୍ଯ୍ୟନଗରର ଜଣେ ବ୍ୟବସାୟୀଙ୍କ କୋଭିଡ୍‌-୧୯ ରିପୋର୍ଟ ଭୁବନେଶ୍ୱରରେ ପଜିଟିଭ ଆସିଥିବାବେଳେ କବିସୂର୍ଯ୍ୟନଗରରେ ନେଗେଟିଭ ଆସିଛି। ପରିବାରର ଅନ୍ୟ ସଦସ୍ୟଙ୍କ ରିପୋର୍ଟ ମଧ୍ୟ ନେଗେଟିଭ ଆସିଛି। ଯାହାକୁ ନେଇ ସମ୍ପୃକ୍ତ ବ୍ୟବସାୟୀ ଦ୍ୱନ୍ଦ୍ୱରେ ପଡିବା ସହ କୋଭିଡ୍‌ ହସ୍‌ପିଟାଲରେ ଭର୍ତ୍ତି ହୋଇଛନ୍ତି।…

କଟକରେ କରୋନାର ବିପରୀତ ଚିତ୍ର: ଅଧିକ ଆକ୍ରାନ୍ତ ହେଉଛନ୍ତି ଯୁବପିଢ଼ି

କଟକ ଅଫିସ,୧୬ା୮- ବୟସ୍କ ଓ ଶିଶୁମାନେ କରୋନା ଭୂତାଣୁର ଶିକାର ଶୀଘ୍ର ହୁଅନ୍ତି ବୋଲି ସ୍ବାସ୍ଥ୍ୟ ବିଭାଗ କହିଆସିଛି। କିନ୍ତୁ କଟକ ସହରରେ ଏହାର ବିପରୀତ ଚିତ୍ର ସାମ୍ନାକୁ ଆସିଛି। ଏଠାରେ ବୟସ୍କ ଓ ଶିଶୁଙ୍କ ଅପେକ୍ଷା ଯୁବପିଢ଼ି ଅଧିକ ସଂଖ୍ୟାରେ…

ଭୁବନେଶ୍ୱରରେ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ: ସେଥିରୁ ୭୮ ଲୋକାଲ କଣ୍ଟାକ୍ଟ କେସ୍‌

ଭୁବନେଶ୍ୱର,୧୬।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ରବିବାର ପୁଣି ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୭୦ ମଧ୍ୟରୁ କ୍ୱାରାଣ୍ଟାଇନରୁ ୯୨ ଜଣ ଚିହ୍ନଟ ହୋଇଥିବାବେଳେ ୭୮ ଲୋକାଲ କଣ୍ଟାକ୍ଟ କେସ ରହିଛି। ଗୋଟିଏ ଘରୋଇ ହସ୍ପିଟାଲରୁ ୩ ଜଣ, ପଟିଆରୁ ୫ ଜଣ, ବୁଦ୍ଧେଶ୍ୱର…

ଜେସିବି ଲଗାଇ ପ୍ରଧାନମନ୍ତ୍ରୀ ଆବାସ ଘର ଭାଙ୍ଗିବା ଘଟଣା: ଜେଲ ଗଲେ ସରପଞ୍ଚ, ତାଙ୍କ ସ୍ବାମୀ

ଲୋଇସିଂହା,୧୬।୮(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସାଲେଭଟା ଗ୍ରାମର କେତେକ ଆଦିବାସୀ ଓ ହରିଜନ ସମ୍ପ୍ରଦାୟର ନିର୍ମାଣାଧୀନ ପ୍ରଧାନମନ୍ତ୍ରୀ ଆବାସ ଘରକୁ ସ୍ଥାନୀୟ ସରପଞ୍ଚ ଓ କେତେକ ମୁଷ୍ଟିମେୟ ବ୍ୟକ୍ତି ଜେସିବି ମେଶିନ ଲଗାଇ ଭାଙ୍ଗି ଦେଇଥିଲେ ।ଏହି ଘଟଣାର…

ମାଛ ଧରିବା ବେଳେ ଜାଲରେ ପଡିଲା ୯ ଫୁଟ ଲମ୍ବର ଅଜଗର

ଛତ୍ରପୁର, ୧୬।୮(ଡି.ଏନ୍‌.ଏ.): ମାଛ ଧରିବା ବେଳେ ଜାଲରେ ପଡିଲା ୯ ଫୁଟ ଲମ୍ବର ଅଜଗର ସାପ । ଏଭଳି ଦୃଶ୍ୟ ଦେଖି ବାକୁ ମିଳିଛଇ ଗଞ୍ଜାମ ଜିଲା ଛତ୍ରପୁର ତମ୍ପରା ହ୍ରଦରେ। ରବିବାର ସକାଳୁ ତରେଇ ପାଟପୁର ଗ୍ରାମର କନ୍ଧ ବେହେରା…

ହୀରାକୁଦ ଡ୍ୟାମ୍‌ର ୯ ଗେଟ୍‌ ଖୋଲିଲା

ସମ୍ବଲପୁର ଅଫିସ,୧୬ା୮: ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍‌ର ଜଳପତ୍ତନ ବୃଦ୍ଧି ପାଇଛି। ଫଳରେ ୯ଟି ଗେଟ୍‌ ମଧ୍ୟ ଦେଇ ଜଳ ନିଷ୍କାସିତ ହେଉଛି। ଶନିବାର ରାତି ୯ଟା ସୁଦ୍ଧା ଜଳସ୍ତର ୬୧୫.୦୨ ଫୁଟକୁ ବୃଦ୍ଧି ପାଇଛି। ସେହିପରି ଜଳଭଣ୍ଡାର…

ଗଞ୍ଜାମକୁ ବଳିଯିବ ଖୋର୍ଦ୍ଧା ସ୍ଥିତି: ଆଜି ଚିହ୍ନଟ ହେଲେ ସର୍ବାଧିକ ୪୮୮ ଆକ୍ରାନ୍ତ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ଗୋଟିଏ ପଟେ ଗଞ୍ଜାମରେ କରୋନା ଆକ୍ରାନ୍ତ ସଂଖ୍ୟା କମୁଥିବା ଦେଖାଯାଉଥିବା ବେଳେ ଚିନ୍ତା ବଢ଼ାଇଲାଣି ଖୋର୍ଦ୍ଧା। ରବିବାର ରାଜ୍ୟରେ ୨୯୨୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ସେଥିରୁ ସର୍ବାଧିକ ୪୮୮ଜଣ ଖୋର୍ଦ୍ଧାର ରହିଛନ୍ତି। ହେଲେ ଗଞ୍ଜାମରୁ ୩୧୮ କରୋନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri