ବିଜେଡି ମ୍ୟାଜିକ୍: ତୃତୀୟ ରାଉଣ୍ଡ ଶେଷ ସୁଦ୍ଧା ପୁଣି ଆଗରେ
ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ବାଲେଶ୍ୱରରେ ତୃତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପୁଣି ଆଗରେ ରହିଛି। ବାଲେଶ୍ୱରରେ ବିଜେଡିକୁ ୧୦,୪୦୧, ଭୋଟ ମିଳିଥିବା ବେଳେ ଭାଜପାକୁ ୮୯୧୫ ଓ…
କମୁଛି ସଂଖ୍ୟା: ରାଜ୍ୟରେ ୯୮୭ ନୂଆ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାକୁ ପଛରେ ପକାଇଲା ସୁନ୍ଦରଗଡ଼
ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୯୮୭ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦୩୭୮୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୫୭୨…
ତିର୍ତ୍ତୋଲରେ ତୃତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ
ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ତିର୍ତ୍ତୋଲରେ ତୃତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପୁଣି ଆଗରେ ରହିଛି। ତିର୍ତ୍ତୋଲରେ ବିଜେଡିକୁ ୧୧,୪୦୪, ଭୋଟ ମିଳିଥିବା ବେଳେ ଭାଜପାକୁ ୬୯୫୯ ଓ…
ଓଡ଼ିଶାରେ ହେଉ ୫ ବିମାନବନ୍ଦର
ଭୁବନେଶ୍ୱର,୧୦।୧୧(ବ୍ୟୁରୋ): କେନ୍ଦ୍ର ସରକାର ଆଞ୍ଚଳିକ ଯୋଗାଯୋଗକୁ ବ୍ୟାପକ କରିବା ସହ ସମସ୍ତଙ୍କ ପାଇଁ ଆକାଶପଥକୁ ସୁଗମ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଏହାସହ ଅର୍ଥନୈତିକ ଅଭିବୃଦ୍ଧି ନେଇ ଉଡ଼ାଣ ଯୋଜନାରେ ଦେଶରେ ୧୦୦ ଏୟାରଷ୍ଟ୍ରିପକୁ ବିକଶିତ କରିବାକୁ ଯୋଜନା କରିଛନ୍ତି। ଓଡ଼ିଶାରେ ମଧ୍ୟ…
କୃଷି ଆଇନ ବିରୋଧରେ କଂଗ୍ରେସର ଟ୍ରାକ୍ଟର ରାଲି
ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): କେନ୍ଦ୍ରର କୃଷି ଆଇନକୁ ପଞ୍ଜାବ ଏବଂ ହରିୟାଣାରେ ଜୋରଦାର ବିରୋଧରେ ପରେ ଓଡିଶାରେ ମଧ୍ୟ କଂଗ୍ରେସ ସମାନ ପନ୍ଥା ଆପଣାଇଛି। ଏହାକୁ ବିରୋଧ କରି ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କ୍ଷେତ ବଞ୍ଚାଓ ଯାତ୍ରା କରାଯାଇଛି। ଏହାକୁ ନେଇ…
ସବୁଠୁ ଥଣ୍ଡା ସୋନପୁର
ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଜ୍ୟକୁ ଉତ୍ତର-ପୂର୍ବ ଦିଗର ଥଣ୍ଡାବାୟୁ ପ୍ରବାହିତ ହେଉଛି। ଫଳରେ ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇଛି। ୧୦ ସହରରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ତଳକୁ ଖସିଯାଇଛି। ଏପରିକି କେତେକ ସହରରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି।…
ଓଏଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଜ୍ୟ ସରକାର ଓଏଏସ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ(ବିଏମ୍ସି)ର ଅତିରିକ୍ତ କମିଶନର ସୁରଥ ଚନ୍ଦ୍ର ମଲ୍ଲିକଙ୍କୁ ଶକ୍ତି ବିଭାଗର ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ରାଜ୍ୟ ସରକାର ସୋମବାର ଏନେଇ ଏକ…
ବିଶ୍ୱ ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ଓଡ଼ିଆ ଗବେଷକ
ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ବିଶ୍ୱର ଶ୍ରେଷ୍ଠ ଗବେଷକ ତାଲିକାରେ ସ୍ଥାନ ପାଇଛନ୍ତି ଓଡ଼ିଆ ବୈଜ୍ଞାନିକ। ଆମେରିକାର ଷ୍ଟାନ୍ଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରକାଶ ପାଇଥିବା ଏହି ତାଲିକାରେ ଭାରତର ୭ଜଣ ବୈଜ୍ଞାନିକଙ୍କ ନାମ ରହିଛି। ଏମାନଙ୍କ ମଧ୍ୟରେ ରହିଛନ୍ତି ଓଡ଼ିଶାର ବି.କେ. ମିଶ୍ର। ଡ. ମିଶ୍ର…
ବାଲେଶ୍ୱର, ତିର୍ତ୍ତୋଲ ଉପନିର୍ବାଚନ ଫଳାଫଳ: ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ
ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପୁଣି ଆଗରେ ରହିଛି। ବାଲେଶ୍ୱରେ ବିଜେଡିକୁ ୩୪୨୭ ଭୋଟ ମିଳିଥିବା ବେଳେ ଭାଜପାକୁ ୨୮୧୨ ଓ କଂଗ୍ରେସ…
ପୋଷ୍ଟାଲ ବାଲଟ୍ ଗଣତି ଶେଷ: ବିଜେଡି ଆଗୁଆ
ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ତେବେ ଏହି ୨ ନିର୍ବାଚନମଣ୍ଡଳୀରେ ପୋଷ୍ଟାଲ ବାଲଟ୍ ଭୋଟ ଗଣନାରେ ବିଜେଡି ଆଗରେ ରହିଛି। ପୋଷ୍ଟାଲ ବାଲଟ୍ ଗଣତି ଶେଷ ହୋଇଥିବା ବେଳେ ପ୍ରଥମ…
ଭୋଟ ଗଣତି ଆରମ୍ଭ
ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ଏଥିପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି। ସକାଳ ୮ଟାରୁ ଭୋଟ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମେ ପୋଷ୍ଟାଲ ବାଲଟ୍ ଭୋଟ ଗଣନା କରାଯାଉଛି।…
ଥାନାରେ ହାଜର ହେଲେ ଓଏଏସ୍ ଅଫିସର
ବାଲିଚନ୍ଦ୍ରପୁର,୧୦।୧୧(ସ୍ବ.ପ୍ର.): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ଓଏଏସ୍ ଅଫିସର ପ୍ରମୋଦ ପୃଷ୍ଟି ରବିବାର ବିଳମ୍ବିତ ରାତିରେ ଥାନାରେ ହାଜର ହୋଇଛନ୍ତି। ତାଙ୍କୁ ବ୍ୟକ୍ତିଗତ ମୁଚାଲିକାରେ ଛଡ଼ାଯାଇଥିବା ଥାନା ପକ୍ଷରୁ କୁହାଯାଇଛି। ପ୍ରମୋଦ ଭୁବନେଶ୍ୱର…
Archives


