ରାଜ୍ୟ

ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା: ପ୍ରଥମ ଥର ପାଇଁ ଛୁଇଁଲା ଏହି ଦୁଇ ଜିଲାକୁ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଇଛି କରୋନା। ରବିବାର ଭଦ୍ରକର ଜଣେ ୭୫ ବର୍ଷୀୟ ବୃଦ୍ଧା, ଭୁବନେଶ୍ୱରର ୩୨ ବର୍ଷର ଜଣେ ମହିଳା, ୫୫ ବର୍ଷୀୟ ବ୍ୟକ୍ତି, ବଲାଙ୍ଗୀରର ୬୨ ବର୍ଷୀୟ ବୃଦ୍ଧ, କଟକର ୬୦ ବର୍ଷୀୟ ବୃଦ୍ଧ, ଗଞ୍ଜାମର…

ଭୋଜି ଖାଇ ୨୪ ଗୁରୁତର ଘଟଣା: ନୀଳଗିରି ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ

ସଜନାଗଡ଼,୧୬।୮(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବେଗୁନିଆ ପଞ୍ଚାୟତ ତୁଟାପଡ଼ା ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ଶୁକ୍ରବାର ଭୋଜି ଖାଇ ୨୪ରୁ ଊର୍ଦ୍ଧ୍ୱ ଲୋକ ନୀଳଗିରି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ତେବେ ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥାକୁ ନେଇ ବାଲେଶ୍ୱର ଏମ୍‌ପି ତଥା…

କରୋନାର ଲମ୍ବ ଡିଆଁ: ନୂଆ ୨୯୨୪ ଆକ୍ରାନ୍ତ ସହ ରାଜ୍ୟରେ ୬୦,୦୦୦ ପାର ହେଲା ସଂଖ୍ୟା

ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ୩୦ ଜିଲାରୁ ସର୍ବାଧିକ ୨୯୨୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮୧୫ଜଣ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୧୧୦୯ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ…

କରୋନା କଟକଣା ସତ୍ତ୍ୱେ ଗାଁରେ ଚାଲିଥିଲା ଭୋଜି: ଏହାକୁ ଖାଇ ୨୪ରୁ ଊର୍ଦ୍ଧ୍ୱ ଲୋକ ମେଡିକାଲରେ ଭର୍ତ୍ତି

ସଜନାଗଡ଼,୧୬।୮(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବେଗୁନିଆ ପଞ୍ଚାୟତ ତୁଟାପଡ଼ା ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ଶୁକ୍ରବାର ଭୋଜି ଖାଇ ୨୪ରୁ ଊର୍ଦ୍ଧ୍ୱ ଲୋକ ନୀଳଗିରି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ତେବେ ସେମାନଙ୍କ ମଧ୍ୟରେ ୫ ଜଣ ଶିଶୁଥିବା…

ସୋନୁ ସୁଦ୍‌ଙ୍କ ନାମରେ ଓ୍ବେଲ୍ଡିଂ ଦୋକାନ ଖୋଲିଲେ କେନ୍ଦ୍ରାପଡ଼ାର ଯୁବକ: ଅଭିନେତା କହିଲେ ଏପରି..

ଭୁବନେଶ୍ୱର,୧୬।୮: ବଲିଉଡ୍‌ ଅଭିନେତା ସୋନୁ ସୁଡଙ୍କ ନାମରେ ଓଡ଼ିଆ ଯୁବକ ଖୋଲିଲେ ଓ୍ବେଲ୍ଡିଂ ଦୋକାନ। ଶନିବାର ଦୋକାନ ସମ୍ମୁଖରେ ସ୍ବାଧୀନତା ଦିବସ ପାଳନ ଅବସରରେ ସେ ଏକ ଭିଡିଓ ପୋଷ୍ଟ କରିଥିଲେ। ଏହାକୁ ଅଭିନେତାଜଣଙ୍କ ରିଟୁଇଟ୍‌ କରିବା ସହ ଓଡ଼ିଶାରେ ଥିବା…

ନୟାଗଡ଼ ଜିଲା: ସଙ୍କଟରେ ଚାଷୀ ଓ ଚାଷ  

ନୟାଗଡ଼ ଅଫିସ,୧୫ା୮: କୃଷିପ୍ରଧାନ ନୟାଗଡ଼ ଜିଲାରେ ଚାଷୀ ଓ ଚାଷ ସଙ୍କଟରେ। ପ୍ରତିକାର ନ ଥିବାରୁ ଚାଷୀ ଚାଷ ପ୍ରତି ବୀତସ୍ପୃହ ହୋଇପଡୁଛି। ଏହାର ସମାଧାନ ପାଇଁ ଜିଲାର କେତେଜଣ ଚାଷୀ ମୁଖ୍ୟମନ୍ତ୍ରୀ ଓ ଜିଲାପାଳଙ୍କୁ ଫେରାଦ ହୋଇଛନ୍ତି। ଭାଜପା କୃଷକ…

ରାଜ୍ୟରେ ସୁସ୍ଥ ହେଲେ ୧୫୨୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୫।୮(ବ୍ୟୁରୋ)-ରାଜ୍ୟରେ ଶନିବାର ୧୫୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୭୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୩୧, କଟକରୁ ୧୬୬, ରାୟଗଡାରୁ ୯୩, ସୁୁନ୍ଦରଗଡରୁ ୮୯, ପୁରୀରୁ ୮୦, କଳାହାଣ୍ଡିରୁ ୭୭, ବାଲେଶ୍ୱରରୁ ୬୧,…

ରାଜଧାନୀରୁ ୨୭୭ କରୋନା ପଜିଟିଭ ଚିହ୍ନଟ: ସେଥିରୁ ୯୬ ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୫।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଶନିବାର ପୁଣି ୨୭୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୨୭୭ ମଧ୍ୟରୁ ୧୮୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୯୬ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମଣ। ବଡଗଡ ବ୍ରିଟ କୋଲନୀରୁ ୫ ଜଣ, ବରମୁଣ୍ଡା ଏଚ ବି…

ବାଇକକୁ ଧକ୍କା ଦେଲା ପିକଅପ ଭ୍ୟାନ: ଚାଲିଗଲା ୨ ସାଙ୍ଗଙ୍କ ଜୀବନ

ବାଲିକୁଦା, ୧୫ା୮(ଡି.ଏନ.ଏ.): ୫୫ନଂ. ଜାତୀୟ ରାଜପଥର ଜଗତ୍‌ସିଂହପୁର ଜିଲା ବାଲିକୁଦା ଥାନା ବାରିଲୋ ନିକଟରେ ଶନିବାର ସଡ଼କ ଦୁର୍ଘଟଣା ଘଟି ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ପୁଷ୍ପକ କାଣ୍ଡି ଓ ଅନ୍ୟଜଣେ ତାଙ୍କ ବନ୍ଧୁ। ଉଭୟଙ୍କ ଘର ଏରସମା ଥାନା…

ବେଳାଭୂମିରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଗୋପାଳପୁର,୧୫।୮-ଗଞ୍ଜାମ ଜିଲା ସୁନାପୁର ବେଳାଭୂମିରୁ ଶନିବାର ଗୋଳନ୍ଥରା ଥାନା ପୋଲିସ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ପ୍ରକାଶ ଯେ, ସୁନାପୁର ବେଳାଭୂମିରେ ଆଜି ସକାଳେ ଜଣେ ଯୁବକଙ୍କ ମୃତଦେହ ପଡିଥିବା ସ୍ଥାନୀୟ ଲୋକ…

ସଂଗରୋଧ ସରିବା ପରେ ଭୁଲିଗଲା ଗଞ୍ଜାମ ପ୍ରଶାସନ: ରକ୍ଷଣାବେକ୍ଷଣ ଅଭାବରୁ ଭୂତକୋଠି ପାଲଟିଲାଣି ସ୍କୁଲ-କଲେଜ କୋଠା

ବ୍ରହ୍ମପୁର,୧୫।୮- ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡ଼ିଆମାନେ ନିଜ ନିଜ ଜିଲ୍ଲାକୁ ଫେରି ଆସିଥିଲେ। ରାଜ୍ୟ ସରକାର ସେମାନଙ୍କୁ ବିଭିନ୍ନ ସ୍କୁଲ ଓ କଲେଜ ସଂଗରୋଧ ଗୃହରେ ରଖାଯାଇଥିଲା। ପ୍ରବାସୀମାନେ ସଙ୍ଗରୋଧରେ ରହିବା ଦ୍ୱାରା ମହାମାରୀ କରୋନାର ମୁକାବିଲା କରାଯାଇପାରିବ…

କରୋନା ଆକ୍ରାନ୍ତଙ୍କ ଘରୁ ଚୋରି

ଚୌଦ୍ୱାର,୧୫।୮(ଡି.ଏନ୍‌.ଏ.): ଶୁକ୍ରବାର ବିଳମ୍ବିତ ରାତିରେ ବର୍ଷା ଓ ଅନ୍ଧାରର ସୁଯୋଗ ନେଇ ଜଣେ କରୋନା ଆକ୍ରାନ୍ତଙ୍କ ଘରେ କଳାକନା ବୁଲାଇଛନ୍ତି ଚୋର। ଏହା ଚୌଦ୍ୱାର ଅଞ୍ଚଳରେ ଆଲୋଚନାର ବିଷୟ ହୋଇଛି । ସୂଚନା ଅନୁଯାୟୀ, ଚୌଦ୍ୱାର ଓଟିଏମ୍‌ କଲୋନୀ ସତ୍ୟନାରାୟଣ ମନ୍ଦିର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri