ଭୋଟ ଗଣତି ଆରମ୍ଭ
ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ଏଥିପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି। ସକାଳ ୮ଟାରୁ ଭୋଟ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମେ ପୋଷ୍ଟାଲ ବାଲଟ୍ ଭୋଟ ଗଣନା କରାଯାଉଛି।…
ଥାନାରେ ହାଜର ହେଲେ ଓଏଏସ୍ ଅଫିସର
ବାଲିଚନ୍ଦ୍ରପୁର,୧୦।୧୧(ସ୍ବ.ପ୍ର.): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ଓଏଏସ୍ ଅଫିସର ପ୍ରମୋଦ ପୃଷ୍ଟି ରବିବାର ବିଳମ୍ବିତ ରାତିରେ ଥାନାରେ ହାଜର ହୋଇଛନ୍ତି। ତାଙ୍କୁ ବ୍ୟକ୍ତିଗତ ମୁଚାଲିକାରେ ଛଡ଼ାଯାଇଥିବା ଥାନା ପକ୍ଷରୁ କୁହାଯାଇଛି। ପ୍ରମୋଦ ଭୁବନେଶ୍ୱର…
ଅନିଶ୍ଚିତତାରେ ଗଡ଼ୁନି ବସ୍
ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): କରୋନା ସଂକ୍ରମଣ ଭୟ ରହିଥିବାରୁ ସାଧାରଣ ପରିବହନକୁ ଆପଣାଇବାକୁ ଯାତ୍ରୀମାନେ କୁଣ୍ଠାବୋଧ କରୁଛନ୍ତି। ଫଳରେ ବସ୍ ସେବା ସବୁଠାରୁ ଅଧିକ ମାତ୍ରାରେ ପ୍ରଭାବିତ ହୋଇଛି। ଏଥିଯୋଗୁ ୧୪ ହଜାର ଘରୋଇ ବସ୍ ମଧ୍ୟରୁ ପ୍ରାୟ ୧୨ ହଜାର ନଷ୍ଟ…
ଫସଲ ବଞ୍ଚାଇବାକୁ ସଂଘର୍ଷ
ବଇଣ୍ଡା, ୧୦ା୧୧(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଅଞ୍ଚଳରେ ହାତୀ ଉପଦ୍ରବ ବଢ଼ିଚାଲିଛି। ପ୍ରାୟ ମାସେ ହେଲା ୭ଟି ହାତୀ ନିୟମିତ ଭାବେ ଧାନଚାଷ ଖାଇ ନଷ୍ଟ କରୁଥିବାରୁ ଫସଲ ବଞ୍ଚାଇବାକୁ ଏଠାକାର ଚାଷୀଙ୍କୁ ସଂଘର୍ଷ କରିବାକୁ ପଡ଼ୁଛି।…
ମୋବାଇଲ୍ରେ ହେବ ଜଳସେଚନ ସମସ୍ୟା ସମାଧାନ
ଭୁବନେଶ୍ୱର,୯ା୧୧(ବ୍ୟୁରୋ)- ଚାଷକାମ ଛାଡ଼ି ଜଳସେଚନ ସମସ୍ୟା ପାଇଁ ଚାଷୀମାନଙ୍କୁ କାର୍ଯ୍ୟାଳୟକୁ ବାରମ୍ବାର ଦୌଡ଼ିବାକୁ ପଡ଼ିବ ନାହିଁ। ମୋବାଇଲ୍ ଫୋନର ଫଟୋ ଓ ଭିଡିଓ ଜରିଆରେ ଚାଷୀମାନେ ଜଳସେଚନ ସମସ୍ୟା ସମ୍ପର୍କରେ ସିଧା ଜଳସେଚନ ବିଭାଗକୁ ଜଣାଇପାରିବେ। ମୋବାଇଲ୍ ଫଟୋରୁ ସମସ୍ୟାର ସମାଧାନ…
ରାଜ୍ୟରେ ସୁସ୍ଥ ହେଲେ ୧୫୨୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୯ା୧୧(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୧୫୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୫୧ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୧୨୪, କଟକରୁ ୧୧୪, ଅନୁଗୋଳରୁ ୧୦୮, ମୟୁରଭଞ୍ଜରୁ ୯୫, ଜଗତସିଂହପୁରରୁ ୯୦, ନୂଆପଡାରୁ୮୧, କେନ୍ଦ୍ରାପଡାରୁ ୭୨, ଢେଙ୍କାନାଳରୁ ୬୮,…
ମଙ୍ଗଳବାରଠାରୁ ଖୋଲିବ ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର
ଭୁବନେଶ୍ୱର, ୯।୧୧(ବ୍ୟୁରୋ)-ଭୁବେନଶ୍ୱର ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ମଙ୍ଗଳବାରଠାରୁ ଦର୍ଶକଙ୍କ ପାଇଁ ଖୋଲିବ। ଏ ନେଇ ସୋମବାର ବିଜ୍ଞାନ କେନ୍ଦ୍ରର ପ୍ରକଳ୍ପ ସଂଯୋଜକ ସୂଚନା ଦେଇଛନ୍ତି। ଭାରତ ସରକାର ଓ ଓଡିଶା ସରକାରଙ୍କ ସମସ୍ତ ନିର୍ଦ୍ଦେଶାବଳୀକୁ ଅବଲମ୍ବନ କରାଯାଇ ବିଜ୍ଞାନ କେନ୍ଦ୍ର ପୁଣି…
୫ ବର୍ଷ ପରେ ବି ଷ୍ଟାଣ୍ଡକୁ ଗଲାନି ବସ୍
ବ୍ରହ୍ମପୁର ଅଫିସ,୮ା୧୧-ଗୋପାଳପୁର ଏନ୍ଏସିର ଉନ୍ନତୀ ପାଇଁ ଯୋଜନା ପରେ ଯୋଜନା ହେଉଛି। ଏଥିପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ରାଜ୍ୟ ସରକାର। ଆଲୋକ ସଜା, ଶିଶୁଉଦ୍ୟାନ, ରାସ୍ତାଘାଟ ନିର୍ମାଣରେ ବହୁ ଟଙ୍କା ବ୍ୟୟ ହେଉଛି। ଗୋପାଳପୁର ବେଳାଭୂମିକୁ ବହୁ ପର୍ଯ୍ୟଟକଙ୍କର…
ଭୁବନେଶ୍ୱରରୁ ଆଜି ପୁଣି ୭୦ କରୋନା ପଜିିଟିଭ୍ ଚିହ୍ନଟ
ଭୁବନେଶ୍ୱର,୯।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୦ ଜଣ ରହିଥିବା ବେଳେ ଲୋକାଲ କେସ୍ ୫୦ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୯୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ଏଥର ଭୁବନେଶ୍ୱରରେ ହେବନି ବାଲିଯାତ୍ରା
ଭୁବନେଶ୍ୱର,୯।୧୧(ବ୍ୟୁରୋ): କରୋନା ପାଇଁ ଚଳିତ ବର୍ଷ ପ୍ରାୟ ସବୁ ପୂଜା ପର୍ବ ସହ ମହୋତ୍ସବ ଫିକା ପଡ଼ିଛି। ଏହାର ପ୍ରଭାବ ଭୁବନେଶ୍ୱରର ବାଲିଯାତ୍ରା ଉପରେ ମଧ୍ୟ ପଡ଼ିଛି। ଚଳିତ ବର୍ଷ ଭୁବନେଶ୍ୱରରେ ବାଲିଯାତ୍ରା ହେବନାହିଁ ବୋଲି ସୂଚନା ମିଳିଛି। କରୋନା ଲାଗି…
ପରଲୋକରେ ବିଶିଷ୍ଟ ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀ
ଭୁବନେଶ୍ୱର, ୯।୧୧(ବ୍ୟୁରୋ): ବିଶିଷ୍ଟ ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। କଟକ ସିଡିଏ ସେକ୍ଟର-୬ ଘରେ ମୃତ୍ୟୁ ଘଟିଛି। ଏ ନେଇ ତାଙ୍କ ପୁଅ ରାଜ କୁମାର ପାଣିଗ୍ରାହୀ ସୂଚନା ଦେଇଛନ୍ତି।
ବାଲେଶ୍ୱର, ତିର୍ତ୍ତୋଲ ଉପନିର୍ବାଚନ; ମଙ୍ଗଳବାର ହେବ ଭୋଟ ଗଣତି
ଭୁବନେଶ୍ୱର,୯ା୧୧(ବ୍ୟୁରୋ): ମଙ୍ଗଳବାର ବାଲେଶ୍ବର ସଦର ଓ ତିର୍ତ୍ତୋଲ ଉପନିର୍ବାଚନର ଭୋଟ ଗଣତି ଆରମ୍ଭ ହେବ। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଏକ ଖବରଦାତା ସମ୍ମିଳନୀ ଆୟୋଜନ କରି ସୂଚନା ଦେଇଛନ୍ତି। ଆସନ୍ତାକାଲି ସକାଳ ୮ଟାରୁ ଏହି ଭୋଟ ଗଣତି ଆରମ୍ଭ…
Archives


