ରାଜ୍ୟ

ଆଜି ଯୁକ୍ତ୨ ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ୨ ବାଣିଜ୍ୟ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇବ। ପୂର୍ବାହ୍ନ ସାଢ଼େ ୧୧ଟାରେ ପରିଷଦର କାର୍ଯ୍ୟାଳୟରେ ଏହି ରେଜଲ୍ଟ ସମ୍ପର୍କରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଘୋଷଣା କରିବେ। ଛାତ୍ରୀଛାତ୍ରମାନେ www.orissaresults.nic.in…

୧୦ ଲକ୍ଷ ଟପିଲା କରୋନା ପରୀକ୍ଷା

ଭୁବନେଶ୍ୱର,୧୯ା୮(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ଅଧିକରୁ ଅଧିକ ଟେଷ୍ଟିଂ ପାଇଁ ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ରାଜ୍ୟରେ କୋଭିଡ୍‌ ଟେଷ୍ଟ ୧୦ ଲକ୍ଷ ଟପିଛି। ଗତ ତିନିଦିନ ହେଲା ରାଜ୍ୟରେ ଦୈନିକ ହାରାହାରି ୫୦ ହଜାର ନମୁନା…

୧୪ ପଇସା ବଢ଼ିଲା ପେଟ୍ରୋଲ

ଭୁବନେଶ୍ୱର,୧୯।୮: ଲଗାତର ତୃତୀୟ ଦିନ ଲାଗି ପେଟ୍ରୋଲ ଦର ବୃଦ୍ଧି ଘଟିଛି। ମଙ୍ଗଳବାର ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୪ ପଇସା ବଢିବା ଯୋଗୁ ଦର ୮୧.୪୪ ଟଙ୍କା ଛୁଇଁଛି। ଏହି ସମୟରେ ଡିଜେଲ ଦର ଅପରିବର୍ତ୍ତିିତ ୮୦.୦୩ ଟଙ୍କା ରହିଛି।…

ସଙ୍କଟରେ ରିୟଲ ଇଷ୍ଟେଟ୍‌: ୫ ବର୍ଷରେ ୫ ହଜାର କୋଟିର ପୁଞ୍ଜିନିବେଶକୁ ଝଟକା

ଭୁବନେଶ୍ୱର,୧୯ା୮(ବ୍ୟୁରୋ): ବିମୁଦ୍ରୀକରଣ, କରୋନା ମହାମାରୀ ଓ ଅନ୍ୟ କେତେକ ସମସ୍ୟା ଯୋଗୁ ରାଜ୍ୟର ଛୋଟ ବଡ଼ ୧୫ ହଜାରରୁ ଊର୍ଦ୍ଧ୍ୱ ଡେଭେଲପର ଏବଂ ରିୟଲ ଇଷ୍ଟେଟ ସଂସ୍ଥା ଘୋର ପ୍ରଭାବିତ ହୋଇଛନ୍ତି। ପ୍ରକଳ୍ପ ଅନୁମୋଦନରେ ବିଳମ୍ବ ହେବା ସହ ଶ୍ରମିକ ସମସ୍ୟା…

ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୧୫୩୫ କରୋନା ଆକ୍ରାନ୍ତ: ମୋଟ ସଂଖ୍ୟା ୪୫ହଜାର ଟପିଲା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୫୩୫ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିରୁ ସର୍ବାଧିକ ୨୮୭ଜଣ ଖୋର୍ଦ୍ଧାର ଅଛନ୍ତି। ଏହାଛଡ଼ା ସୁନ୍ଦରଗଡ଼ର ୧୭୮, ଗଞ୍ଜାମର ୧୫୬, କନ୍ଧମାଳର ୧୦୫, ପୁରୀର ୯୬, କଟକର ୮୪, କୋରାପୁଟର ୭୩, ବରଗଡ଼ର ୭୦, ନୟାଗଡ଼ର ୬୩,…

ରାଜଧାନୀରେ ମାଡୁଛି କରୋନା: ଆଜି ଚିହ୍ନଟ ହେଲେ ଆଉ ୨୨୦, ଜାଣନ୍ତୁ କେଉଁଠୁ କେତେ…

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଦିନକୁ ଦିନ ରାଜଧାନୀରେ କରୋନା ସ୍ଥିତି ଜଟିଳ ହୋଇ ପଡ଼ୁଛି। ମଙ୍ଗଳବାର ଭୁବନେଶ୍ୱରରୁ ୨୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୩୬ କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୮୪ ଲୋକାଲ କେସ୍‌ ରହିଛି। ସେହିଭଳି ୧୨୩ଜଣ ସୁସ୍ଥ ହୋଇ…

କଟକ ସହରରୁ ଆଉ ୭୯ କରୋନା ପଜିଟିଭ ଚିହ୍ନଟ: ସ୍ଥାନୀୟ ସଂକ୍ରମିତ ୨୩

କଟକ ଅଫିସ, ୧୮।୮(ବ୍ୟୁରୋ): କଟକ ସରରରୁ ମଙ୍ଗଳବାର ୭୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୧ଜଣ କଣ୍ଟେନମେଣ୍ଟ ଜୋନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୧୨ ସରକାରୀ କ୍ୱାରାଣ୍ଟାଇନ, ୧୩ ହୋମ୍‌ କ୍ୱାରାଣ୍ଟାଇନ୍‌ ଓ ୨୩ ଲୋକାଲ କେସ୍‌ ରହିଛି।…

କାଲି ପ୍ରକାଶ ପାଇବ ମାଦ୍ରାସା ବୋର୍ଡ ପରୀକ୍ଷାଫଳ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଓଡ଼ିଶା ମାଦ୍ରାସା ବୋର୍ଡ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇବ। ଏ ନେଇ ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ମିଳିଛି। ପରୀକ୍ଷାଫଳ ପ୍ରକାଶ ନେଇ ପ୍ରସ୍ତୁତି ଶେଷ ହୋଇଛି। ଓଡ଼ିଶା ମାଦ୍ରାସା ବୋର୍ଡ ଅଧୀନରେ ପରୀକ୍ଷା ଦେଇଥିବା ମାଟ୍ରିକ୍‌ଠାରୁ…

ଜଣଙ୍କ ଘର ଉପରକୁ ଦୁଇଦୁଇ ଥର ବୋମା ମାଡ଼

ଖୋର୍ଦ୍ଧା ଅଫିସ,୧୮।୮: ଖୋର୍ଦ୍ଧା ଜିଲା ସଦର ଥାନା ଦଳେଇପୁଟସ୍ଥିତ ହୃଦାନନ୍ଦ ସ୍ବାଇଁଙ୍କ ଘର ଉପରକୁ ସୋମବାର ରାତିରେ ପୁଣି ବୋମାମାଡ ହୋଇଛି। ରାତିରେ କେତେଜଣ ଦୁର୍ବୃତ୍ତ ପାଚେରି ବାହର ପଟୁ ବୋମାମାଡ କରିଥିବା ଜଣାପଡ଼ିଛି। ମାତ୍ର ଏଥିରେ କେହି ମୃତାହତ ହୋଇ…

ଗଞ୍ଜାମକୁ ବଳିଯିବ ଖୋର୍ଦ୍ଧା ସ୍ଥିତି: ଆଜି ଚିହ୍ନଟ ହେଲେ ସର୍ବାଧିକ ୪୧୯ ଆକ୍ରାନ୍ତ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଏକ ପ୍ରକାର ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମ୍‌ ରହୁଥିବା ବେଳେ ବର୍ତ୍ତମାନ ଚିନ୍ତା ବଢ଼ାଇଛି ଖୋର୍ଦ୍ଧା ଜିଲା। ମଙ୍ଗଳବାର ରାଜ୍ୟରେ ୨୯ ଜିଲାରୁ ୨୨୩୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ୪୧୯ ଖୋର୍ଦ୍ଧା ଜିଲାରୁ ଚିହ୍ନଟ…

ପୁଣି ରାଜ୍ୟରେ ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୯ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୬୨ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୯ ମୃତକଙ୍କ…

ଗଞ୍ଜାମରେ କମୁଛି କରୋନା ଆକ୍ଟିଭ୍‌ ସଂଖ୍ୟା

ଛତ୍ରପୁର,୧୮।୮(ଡି.ଏନ.ଏ): ଗଞ୍ଜାମ ଜିଲାରେ କୋଭିଡ୍‌ ଆକ୍ଟିଭ୍‌ କେଶ୍‌ କମିବାରେ ଲାଗିଛି। ଏ ନେଇ ମଙ୍ଗଳବାର ଏକ ଗ୍ରାଫ୍‌ ସହ ଜିଲପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଜିଲାକୁ ଅନ୍ୟ ରାଜ୍ୟରୁ ପ୍ରାୟ ୪ ଲକ୍ଷ ପ୍ରବାସୀ ଫେରିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri