ରାଜ୍ୟ

ଏସ୍‌ସି, ଏସ୍‌ଟି ଛାତ୍ରୀଛାତ୍ରଙ୍କ ସ୍କଲାରଶିପ୍‌ରେ ହେବନାହିଁ କୌଣସି ପରିବର୍ତ୍ତନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ଏସ୍‌ସି, ଏସ୍‌ଟି ଛାତ୍ରୀଛାତ୍ରଙ୍କ ପୋଷ୍ଟ ମାଟ୍ରିକ୍‌ ସ୍କଲାରଶିପ୍‌ରେ କୌଣସି ପରିବର୍ତ୍ତନ ହେବ ନାହିଁ। ଛାତ୍ରୀଛାତ୍ର ପ୍ରଚଳିତ ହାରରେ ସ୍କଲାରଶିପ୍‌ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଏସ୍‌ସି, ଏସ୍‌ଟି ଉନ୍ନୟନ ବିଭାଗ ଦ୍ୱାରା ଏ ସମ୍ପର୍କରେ ପ୍ରକାଶିତ ରେଜୁଲେଶନକୁ…

କମିବାର ନାଁ ନେଉନି: ପୁଣି ରାଜ୍ୟରେ ୧୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୧୫ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୨୫ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ…

CORONAVIRUS UPDATE: ରାଜ୍ୟରେ ଆଜି ୧୪୩୪ ନୂଆ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ ରବିବାର ୧୪୩୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୦୧୫୭୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୮୩୩…

ଏସ୍‌ସିବିରୁ ରାମଚନ୍ଦ୍ର ନିଖୋଜ: ମାସେ ହେବ ଜିଲା ପ୍ରଶାସନ ପାଖରେ ଖବର ନାହିଁ

ପୁରୀ ଅଫିସ,୮ା୧୧: ବର୍ଷେ କି ଦୁଇବର୍ଷ ନୁହେଁ ଦୀର୍ଘ ୧୮ ବର୍ଷ ଶିକୁଳିରେ ବନ୍ଧା ପଡିଥିଲା ଜୀବନ। ଅସ୍ବାଭାବିକ ଆଚରଣ ପାଇଁ ତାଙ୍କ ଦୁଇହାତକୁ ଲୁହାଚେନ୍‌ରେ ବାନ୍ଧି ତାଲା ପକାଯାଇଥିଲା। ପୁଅର ଏଭଳି କଷ୍ଟକୁ ଦେଖି ଗୁମୁରି କାନ୍ଦୁଥିବା ମାଆ ଥିଲେ…

ପେଟ୍ରୋଲ ପମ୍ପ ବିସ୍ଫୋରଣ: ମାସେ ପରେ ବି ଆସୁନି ସତ

ଭୁବନେଶ୍ୱର,୮ା୧୧(ବ୍ୟୁରୋ): ରାଜଭବନ ନିକଟ ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାକୁ ଇତିମଧ୍ୟରେ ମାସେ ପୂରିଛି। ହେଲେ ଏଯାଏ ଏହି ଲୋମଟାଙ୍କୁରା ଘଟଣାର କାରଣ ଅସ୍ପଷ୍ଟ ରହିଥିବାବେଳେ ଚାଲିଥିବା ତଦନ୍ତକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଗତ ଅକ୍ଟୋବର ୭ ମଧ୍ୟାହ୍ନରେ…

ପଶ୍ଚିମବଙ୍ଗର ସୀମା ଦଖଲ ଉଦ୍ୟମ: ଦୁଇ ରାଜ୍ୟ ସୀମାନ୍ତବାସୀ ମୁହାଁମୁହିଁ

ଭୋଗରାଇ,୮ା୧୧(ଡି.ଏନ.ଏ.): ଦୀର୍ଘ ଅଢେଇବର୍ଷ ନୀରବତା ପରେ ଓଡ଼ିଶା-ପଶ୍ଚିମବଙ୍ଗ ସୀମା ବିବାଦ ପୁଣି ମୁଣ୍ଡ ଟେକିଛି। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଗ୍ରାମ ସାହାବାଜିପୁର ଗ୍ରାମ୍ୟ ଜଙ୍ଗଲକୁ ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଦୀଘା-ଶଙ୍କରପୁର ଉନ୍ନୟନ ପରିଷଦ ଶୁକ୍ରବାର ରାତିଅଧିଆ ବେଆଇନ ଭାବେ…

ଅଧିକାରୀଙ୍କ ସହ ସଲାସୁତୁରା: ଚାଲିଛି ଟିକସ ଫାଙ୍କି ଖଣିଜ କାରବାର

ଭୁବନେଶ୍ୱର (ବ୍ୟୁରୋ)/ ଯୋଡ଼ା (ଡି.ଏନ.ଏ.), ୮ା୧୧: ୨୦୧୦-୧୧ରେ ଓଡ଼ିଶାର ଖଣି ଦୁର୍ନୀତି ସାରା ଦେଶରେ ବେଶ୍‌ ଚର୍ଚ୍ଚାର ବିଷୟ ପାଲଟିଥିଲା। ଏମ୍‌.ବି. ଶାହ କମିଶନ ଓ ପରେ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କେନ୍ଦ୍ରୀୟ କ୍ଷମତା ସମ୍ପନ୍ନ କମିଟି(ସିଇସି) ଉକ୍ତ ଖଣି ଦୁର୍ନୀତିର…

କରୋନା ଛଡ଼ାଇନେଇଛି ବୃତ୍ତି: ବଞ୍ଚିବା ପାଇଁ ଯାତ୍ରା କଳାକାରଙ୍କ ନିଆରା ପ୍ରୟାସ

ଭୁବନେଶ୍ୱର,୮ା୧୧(ବ୍ୟୁରୋ): କରୋନା ମହାମାରୀ ଛଡ଼ାଇନେଇଛି କଳାକାରଙ୍କ ବୃତ୍ତି, ବେଉସା। ପେଟକୁ ଦାନା ମୁଠେ ଯୋଗାଡ଼ କରିବାକୁ ସେମାନେ ବିଭିନ୍ନ ପନ୍ଥା ଆପଣାଉଛନ୍ତି। ନିକଟରେ ବଲିଉଡ୍‌ରେ ଭାଗ୍ୟ ପରୀକ୍ଷା କରୁଥିବା ଜଣେ ସିନେ କଳାକାର ଭୁବନେଶ୍ୱରରେ ପରିବା ବିକ୍ରି କରୁଥିବା ଦେଖିବାକୁ ମିଳିଥିଲା।…

ରାଜ୍ୟ ପାଇଁ ଗୌରବ ଆଣିଲେ କୋରାପୁଟର ଝିଅ ପ୍ରାଞ୍ଜଳ, ମିସ୍‌ ଇଣ୍ଡିଆ ପ୍ରତିଯୋଗିତାରେ ଚମକିଲେ

କୋଟପାଡ଼,୮ା୧୧ (ଡି.ଏନ.ଏ.): କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳର ପ୍ରାଞ୍ଜଳ ପାତ୍ର ଆନ୍ତଃ ରାଜ୍ୟସ୍ତରୀୟ ମିସ୍‌ ଇଣ୍ଡିଆ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଫାଇନାଲରେ ପ୍ରବେଶ କରିଛନ୍ତି। ସେ ଗତ କିଛିଦିନ ପୂର୍ବେ ପ୍ରଥମେ ଜିରୋନ ପ୍ରଡକ୍ସନର ମିସ୍‌ ଇଣ୍ଡିଆ ପ୍ରତିଯୋଗିତାରେ ଅଂଶଗ୍ରହଣ କରି…

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୬୮୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୭।୧୧(ବ୍ୟୁରୋ)-ରାଜ୍ୟରେ ଆଜି ମୋଟ ୧୬୮୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୧୭ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୧୧୩, କଟକରୁ ୧୦୪, ବୌଦ୍ଧରୁ ୯୧, କଳାହାଣ୍ଡିରୁ ୮୩, ମୟୂରଭଞ୍ଜରୁ ୮୦, ବାଲେଶ୍ବରରୁ ୭୮, ନୂଆପଡାରୁ ୭୬,…

ଆନନ୍ଦପୁରରେ ୨୪ ମେଗାୱାଟ କ୍ଷୁଦ୍ର ଜଳବିଦ୍ୟୁତ୍‌ ପ୍ରକଳ୍ପ ଲୋକାର୍ପିତ

ଭୁବନେଶ୍ୱର,୭।୧୧(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ଜରିଆରେ ଶନିବାର କେନ୍ଦୁଝର ଜିଲା ଆନନ୍ଦପୁର ସିଂହନାଳୀରେ ୧୨ ମେଗାଓ୍ବାଟ୍‌ର ବୈତରଣୀ କ୍ଷୁଦ୍ର ଜଳ ବିଦ୍ୟୁତ୍‌ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତିି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜିଲା ଖଣିଜ ପାଣ୍ଠିର ଟଙ୍କା ହେଉଛି…

ହାଇକୋର୍ଟର ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ରଙ୍କ ପରଲୋକ

କଟକ ଅଫିସ,୭ା୧୧: ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ତଥା ହାଇକୋର୍ଟ ବାର୍‌ ଆସୋସିଏଶନର ପୂର୍ବତନ ସଭାପତି ଡକ୍ଟର ଅଶୋକ ମହାପାତ୍ରଙ୍କର ଶନିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ହୋଇଥିଲା। ଅସୁସ୍ଥତା ଯୋଗୁ ସେ ଭୁବନେଶ୍ୱରର ଏକ ଘରୋଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri