ପାଣି ଦେଉଛି ଦାନା
ଜାମଟିକ୍ରା,୨୨।୩: ନାଁ ତାଙ୍କର ପରମାନନ୍ଦ ନାୟକ । ବୟସ ପାଖାପାଖି ୬୦ ହେବ। ସେ ବଲାଙ୍ଗୀର ଜିଲା ଟିଟିଲାଗଡ ଘୁଡାର ଗାଁର ମୂଳବାସିନ୍ଦା। ପରମାନନ୍ଦ ଅତାବିରା ସହରରେ ପ୍ରାୟ ୪୦ ବର୍ଷ ହେବ ରହିଆସୁଛନ୍ତି। ସହରରେ ଥିବା ଏକାଧିକ ଜଳଖିଆ ଦୋକାନକୁ…
ଡରାଇଲାଣି କରୋନା: ଦିନକରେ ଭୁବନେଶ୍ୱରରୁ ୩୪ ପଜିିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୨।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସମସ୍ତେ କ୍ୱାରାଣ୍ଟାଇନ୍ରୁ ଥିବା ସୂଚନା ମିଳିଛି। ଭୁବନେଶ୍ୱରରୁ ସୋମବାର ୧୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ…
କଟକ ବଡ଼ ମେଡ଼ିକାଲରୁ ଫୁଲବାଣୀ ଫେରିଗଲେ ଜଗା
କଟକ ଅଫିସ,୨୨।୩: ବହୁ ଚର୍ଚ୍ଚିତ ଯୋଡାମୁଣ୍ଡ ଶିଶୁ ଜଗାଙ୍କୁ ସୋମବାର କଟକ ବଡ଼ ମେଡ଼ିକାଲରୁ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। କଟକରୁ ନିଜ ଜନ୍ମମାଟିକୁ ଫେରିଛନ୍ତି ଜଗା। ୧୦୮ ଆମ୍ବୁଲାନ୍ସରେ ସ୍ବତନ୍ତ ଡାକ୍ତରୀ ଦଳ ସହ ସେ ଫୁଲବାଣୀ…
ହୁ ହୁ ହୋଇ ବଢ଼ୁଛି କରୋନା: ପୁଣି ଫେରି ପାରେ ଲକ୍ଡାଉନ୍
ଭୁବନେଶ୍ୱର,୨୨।୩(ବ୍ୟୁରୋ): ରାଜ୍ୟରେ ଗୋଟିଏ ଦିନରେ ୧୪୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୩୫ ଜଣ ଚିହ୍ନଟ ହୋଇଥିବା ବେଳେ କଟକରେ ୨୫ ଜଣ ଚିହ୍ନଟ ହୋଇଛନ୍ତି। ଏହିଭଳି ସ୍ଥିତି ଦେଖି ପୁଣି…
ଗାଁଗୁଡିକରେ ପୁଣି ସକ୍ରିୟ ହେବ କୋଭିଡ ପରିଚାଳନା କମିଟି: ସରପଞ୍ଚ, ଆଶା ଓ ଅଙ୍ଗନୱାଡି କର୍ମୀଙ୍କୁ ଦିଆଯିବ ଦାୟିତ୍ୱ
ଭୁବନେଶ୍ୱର,୨୨।୩(ବ୍ୟୁରୋ): ଗାଁଗୁଡିକରେ ପୁଣି କୋଭିଡ ପରିଚାଳନା କମିଟି ସକ୍ରିୟ ହେବ। ତେବେ ସ୍ଥିତି ଦେଖି ଲକ୍ଡାଉନ କି ଅନ୍ୟ ଦିଗ ଉପରେ ନିଷ୍ପତ୍ତି ନିଆଯିବ। ସୋମବାର ସ୍ବତନ୍ତ୍ର ରିଲିଫ କମିଶନର (ଏସ୍ଆର୍ସି) ପ୍ରଦୀପ ଜେନା ଏହା କହିଛନ୍ତି। ତେବେ ରାଜ୍ୟରେ ତିନି…
ଲିଙ୍ଗରାଜ ସେବାୟତ କରୋନା ପଜିଟିଭ
ଭୁବନେଶ୍ୱର, ୨୨।୩(ବ୍ୟୁରୋ): ପୁଣି ଥରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଓଡ଼ିଶାରେ କରୋନା ଗ୍ରାଫ୍ ଉପରମୁହାଁ ହେବାରେ ଲାଗିଛି। ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାରି ଭିତରେ ଲିଙ୍ଗରାଜ ମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ ଚିହ୍ନଟ…
କରୋନା ସଂକ୍ରମଣ ବୃଦ୍ଧି ପରେ ତତ୍ପର ହେଲେ ରାଜ୍ୟ ସରକାର
ଭୁବନେଶ୍ୱର,୨୨।୩(ବ୍ୟୁରୋ): ରାଜ୍ୟରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ପାଇଛି। ଏନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଛି। ଏଥିରେ ଏସ୍ଆର୍ସି, ସ୍ବାସ୍ଥ୍ୟ ସଚିବ ଉପସ୍ଥିତ ଥିବା ବେଳେ ଭିଡିଓ କନ୍ଫରେନ୍ସିଂ ଜରିଆରେ ସମସ୍ତ ଜିଲାପାଳଙ୍କ ସହ…
ଦୋଳ କଟକଣା ଆହୁରି କଡ଼ା କଲା ବିଏମ୍ସି: ଜାଣନ୍ତୁ କ’ଣ କରାଗଲା…
ଭୁବନେଶ୍ୱର, ୨୨।୩(ବ୍ୟୁରୋ): ଓଡ଼ିଶାରେ କରୋନା ଗ୍ରାଫ୍ ଧୀରେ ଧୀରେ ଉପରମୁହାଁ ହେବାରେ ଲାଗିଛି। ଗତ କିଛି ଦିନ ହେଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି । ଏହାକୁ ଦୃଷ୍ଟିରେ ରଖି ବିଏମ୍ସି ପକ୍ଷରୁ ଦୋଳ ଓ ହୋଲି ପାଇଁ…
ପୁଣି ରାଜ୍ୟରେ ଚିନ୍ତା ବଢ଼ାଇଲାଣି କରୋନା: ଆଜି ଖୋର୍ଦ୍ଧାରୁ ସର୍ବାଧିକ ଚିହ୍ନଟ, ଦ୍ୱିତୀୟରେ କଟକ
ଭୁବନେଶ୍ୱର,୨୨।୩(ବ୍ୟୁରୋ): ସୋମବାର ରାଜ୍ୟରୁ ୧୪୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୯୬୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୮୭ ଜଣ ଚିହ୍ନଟ…
ଶ୍ରୀଜିଉଙ୍କ ଦର୍ଶନ ସାରି କୋଣାର୍କରେ ପହଞ୍ଚିଲେ ରାଷ୍ଟ୍ରପତି
କୋଣାର୍କ,୨୨।୩(ଡି.ଏନ୍.ଏ.): ଶ୍ରୀଜିଉଙ୍କ ଦର୍ଶନ ସାରି କୋଣାର୍କରେ ସୋମବାର ପୂର୍ବାହ୍ନରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ରାଷ୍ଟ୍ରପତି ସସ୍ତ୍ରୀକ ସୂର୍ଯ୍ୟମନ୍ଦିର ଦର୍ଶନ କରିଛନ୍ତି। ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଆସିଛନ୍ତି। ଆଜି ପୂର୍ବାହ୍ନ ୯ଟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶ୍ରୀମନ୍ଦିରରେ…
ବହୁ ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ: ଭୁବନେଶ୍ୱରର ଏକ ଘରୋଇ ଶିକ୍ଷାନୁଷ୍ଠାନ ସିଲ୍
ଭୁବନେଶ୍ୱର,୨୨।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ବହୁ ସଂଖ୍ୟାରେ ଛାତ୍ରୀଛାତ୍ର ଏବଂ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଫଳରେ ଏହି ଶିକ୍ଷାନୁଷ୍ଠାନକୁ ବିଏମ୍ସି ପକ୍ଷରୁ ସିଲ୍ କରି ଦିଆଯାଇଛି। ସମସ୍ତ ଆକ୍ରାନ୍ତଙ୍କୁ ଶିକ୍ଷାନୁଷ୍ଠାନର ଗୋଟିଏ ହଷ୍ଟେଲ ରୁମ୍ରେ ଆଇସୋଲେଶନରେ ରହିବାକୁ…
ରାଜଧାନୀରେ ପ୍ରଥମ ମୁକ୍ତାକାଶ ପାଠାଗାର
ଭୁବନେଶ୍ୱର, ୨୨।୩(ବ୍ୟୁରୋ):ବର୍ତ୍ତମାନର ଡିଜିଟାଲ୍ ଯୁଗରେ ଛାତ୍ରୀଛାତ୍ର ତଥା ଯୁବପିଢିଙ୍କ ଭିତରେ ପୁସ୍ତକ ପଠନ ଆଗ୍ରହକୁ ବଢାଇବା ପାଇଁ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ପାର୍କରେ ଖୋଲିଛି ପ୍ରଥମ ମୁକ୍ତାକାଶ ପାଠାଗାର। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ଏକ ଅଭିନବ ପଦକ୍ଷେପ ଗ୍ରହଣ…

