ଏଥର ହେବ ନାହିଁ ଦ୍ୱିତୀୟ ଓଜେଇଇ
ଭୁବନେଶ୍ୱର, ୧୨।୫(ବ୍ୟୁରୋ)- ଚଳିତ ବର୍ଷ ଦ୍ୱିତୀୟ ଓଜେଇଇ ହେବ ନାହିଁ। କରୋନାକୁ ଦୃଷ୍ଟିରେ ଓଜେଇଇ ପକ୍ଷରୁ ଏବର୍ଷ ସ୍ବତନ୍ତ୍ର ବ୍ୟବସ୍ଥା ହୋଇଛି। ଏଥର ବିଟେକ୍ ପାଇଁ ସ୍ବତନ୍ତ୍ର ଏଣ୍ଟ୍ରାନ୍ସ ହେବ। ସ୍ବତନ୍ତ୍ର ଓଜେଇଇ ମାଧ୍ୟମରେ ଛାତ୍ରୀଛାତ୍ରଙ୍କୁ ଆଡ଼ମିଶନ୍ ପାଇଁ ପ୍ରକ୍ରିୟା...
ଡ୍ୟୁଟିରେ ଥିବା ବେଳେ ବୃଦ୍ଧାଙ୍କୁ ଖୁଆଇବା ଘଟଣା: ମାଲକାନଗିରି ଏସ୍ଆଇ ଶୁଭଶ୍ରୀଙ୍କ ପ୍ରଶଂସାରେ ଶତମୁଖ ମେଗାଷ୍ଟାର ଚିରଞ୍ଜୀବୀ, ଭିଡିଓ କଲ୍ ଯୋଗେ କଥା ହେଲେ
ଭୁବନେଶ୍ୱର,୧୨।୫(ବ୍ୟୁରୋ): ମେଗାଷ୍ଟାର ଚିରଞ୍ଜୀବୀ ଡ୍ୟୁଟିରେ ଥିବା ସମୟରେ ଜଣେ ବୃଦ୍ଧ ମହିଳାଙ୍କୁ ଖାଇବାକୁ ଦେଇଥିବାରୁ ମାଲକାନଗିରି ସବ୍-ଇନ୍ସପେକ୍ଟର ଶୁଭଶ୍ରୀ ନାୟକଙ୍କୁ ପ୍ରଶଂସା କରିଛନ୍ତି। ବିଶ୍ୱ ମାତୃ ଦିବସ ଉପଲକ୍ଷେ ଚିରଞ୍ଜୀବୀ ଏକ ଭିଡିଓ ଶେୟାର କରି ଶୁଭଶ୍ରୀ ତାଙ୍କ ମା’ଙ୍କୁ...
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୩୧ ଆକ୍ରାନ୍ତ, ସମସ୍ତେ ଯାଜପୁରର
ଭୁବନେଶ୍ୱର,୧୨।୫(ବ୍ୟୁରୋ)-ରାଜ୍ୟରେ ମଙ୍ଗଳବାର ସାରେ ଆଉ ୩୧ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ସମସ୍ତେ ଯାଜପୁର ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି। ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ ୧୧୬ ଜଣ କରୋନା ଆକ୍ରାନ୍ତ...
ଅଜଣା ରୋଗ କବଳରେ ନିକିତା: ବଙ୍କେଇଯାଉଛି ଶରୀର, ଚିକିତ୍ସାରେ ଅର୍ଥ ସାଜିଛି ବାଧକ; ସହାୟତା ଅପେକ୍ଷାରେ ପରିବାର
ବରଗଡ଼ ଅଫିସ୍,୧୨।୫- ଶିଶୁକନ୍ୟାର ନାଁ ନିକିତା। ବୟସ ଏକବର୍ଷ। ବରଗଡ଼ ଜିଲା ପାଇକମାଲ ଥାନା ଯୋଗୀନ୍ଦ୍ରନାଥପୁର ଗ୍ରାମର ମା ଭାନୁମତୀ ଓ ବାପା ଉଦ୍ଧବ ଗୁଣ୍ଡିଙ୍କ କନ୍ୟା ସେ । ନିକିତାଙ୍କ ବୟସ ଯେଭଳି ବଢ଼ି ଚାଲିଛି, ତାଙ୍କ ଶରୀର...
କଣ୍ଟାପଡ଼ା ବ୍ଲକରେ ସରକାରୀ ନିୟମକୁ ଫୁ’: ସାମାଜିକ ଦୂରତା କଟକଣା ପଛ, ଜଳଖିଆ ଖିଆ ଆଗ
କଣ୍ଟାପଡା, ୧୨।୫(ଡି.ଏନ୍.ଏ.): ମହାମାରୀ କରୋନାରୁ ମୁକୁଳିବାକୁ ହେଲେ ସାମାଜିକ ଦୂରତ୍ୱ ରକ୍ଷା ହିଁ ଏକମାତ୍ର ଉପାୟ ବୋଲି ସ୍ବାସ୍ଥ୍ୟବିଭାଗ ପକ୍ଷରୁ ବାରମ୍ବାର ସଚେତନ କରାଯାଉଛି। ଏପରିକି ସମ୍ପ୍ରତି ରାଜ୍ୟରେ ଲକ୍ଡାଉନ୍ ଜାରି ରହିଛି। ମାତ୍ର ତୃତୀୟ ପର୍ଯ୍ୟାୟରେ କିଛି କଟକଣା...
ଗଞ୍ଜାମରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜିଲାପାଳଙ୍କ ଅଫିସକୁ ପ୍ରବେଶ ପୂର୍ବରୁ କରାଯାଉଛି ସ୍କ୍ରିନିଂ, ସାନିଟାଇଜେଶନ
ଛତ୍ରପୁର, ୧୩/୫(ଡି.ଏନ୍.ଏ.)- ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ ଜିଲାପ୍ରଶାସନ ପକ୍ଷରୁ ସମାଜିକ ଦୂରତା, ମାସ୍କ ବ୍ୟବହାର ଉପରେ ଗୁରୁତ୍ୱ ଦିଆଯାଉଛି। କିଭଳି ଜିଲାବାସୀଙ୍କୁ ଗୋଷ୍ଠୀ ସଂକ୍ରମଣରୁ ରକ୍ଷା କରାଯାଇପାରିବ ସେଥିପାଇଁ...
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝଡ଼ବର୍ଷା ସମ୍ଭାବନା: ୧୨ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
ଭୁବନେଶ୍ୱର, ୧୨।୫(ବ୍ୟୁରୋ): ବିହାର ଓ ଛତିଶଗଡ଼ ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଖୋର୍ଦ୍ଧା, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, କଟକ ଆଦି ଜିଲାର...
ଭୁବନେଶ୍ୱର-ନୂଆଦିଲ୍ଲୀ ସ୍ବତନ୍ତ୍ର ଟ୍ରେନରେ ଲାଗିଲା ଆଉ ୫ ବଗି
ଭୁବନେଶ୍ୱର, ୧୨ା୫(ବ୍ୟୁରୋ)- କରୋନା ମୁକାବିଲା ପାଇଁ ସାରା ଦେଶରେ ଲକଡାଉନ ଘୋଷଣା କରାଯାଇଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତୀୟ ରେଳ ବିଭାଗ ପକ୍ଷରୁ ସମସ୍ତ ଟ୍ରନ ଚଳଚଳକୁ ବନ୍ଦ କରାଯାଇଥିଲା। ତେବେ ବୁଧବାରଠାରୁ ନୂଆଦିଲ୍ଲୀରୁ ଦେଶର ୧୫ ଟି ସହରକୁ...
୬ ଜିଲାରେ ବଢ଼ିବ କୋଭିଡ କେୟାର ଶଯ୍ୟା
ଭୁବନେଶ୍ୱର, ୧୨।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଏ ନେଇ ରାଜ୍ୟରେ ୬ଟି ଜିଲାରେ କୋଭିଡ କେୟାର ସଯ୍ୟା ବୃଦ୍ଧି ନେଇ ନିଷ୍ପତ୍ତି ନିଆଯାଇଛି। ଗଞ୍ଜାମ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ବଲାଙ୍ଗୀରରେ ଶଯ୍ୟା ସଂଖ୍ୟା...
ହାଇକୋର୍ଟଙ୍କ ନିର୍ଦ୍ଦେଶ: ଜୁନ୍ ୨୨ ସୁଦ୍ଧା ରଥ ନିର୍ମାଣ କାମ ଶେଷ କର
କଟକ ଅଫିସ,୧୨।୫: ଆସନ୍ତା ଜୁନ୍ ୨୨ସୁଦ୍ଧା ରଥ ନିର୍ମାଣ କାମ ସାରିବାକୁ ମଙ୍ଗଳବାର ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏକ ଜନସ୍ବାର୍ଥ ମାମଲାର ବିଚାର କରି ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଏବଂ ଜଷ୍ଟିସ ଏସ୍କେ ମିଶ୍ରଙ୍କୁ ନେଇ ଗଠିତ...
ଟିକା ଦେବାକୁ ନେଇ ଫେରାଇଲେ ମୃତଦେହ: ଶିଶୁ ବଦଳ ଅଭିଯୋଗରେ ପିଆର୍ଏମ୍ ମେଡିକାଲରେ ଉତ୍ତେଜନା
ବାରିପଦା ଅଫିସ, ୧୨।୫: ମୟୂରଭଞ୍ଜ ଜିଲା ବାରିପଦା ପିଆର୍ଏମ୍ ମେଡିକାଲରେ ଶିଶୁ ପୁତ୍ର ବଦଳ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ମଙ୍ଗଳବାର ମେଡିକାଲରେ ଉତ୍ତେଜନା ଦେଖାଦେଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ଅଭିଭାବକଙ୍କୁ ବୁଝାଶୁଝା କରୁଥିବା ଦେଖିବାକୁ...
ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ବାପୁଜୀ ନଗର ମାର୍କେଟ ସିଲ୍
ଭୁବନେଶ୍ୱର,୧୨।୫(ବ୍ୟୁରୋ): ସାମାଜିକ ଦୂରତ୍ୱ ନିୟମ ଭଙ୍ଗ କରୁଥିବାରୁ ଭୁବନେଶ୍ୱର ବାପୁଜୀ ନଗର ମାର୍କେଟକୁ ମଙ୍ଗଳବାର ସିଲ୍ କରିଦିଆଯାଇଛି। ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଏହି ମାର୍କେଟକୁ ସିଲ୍ କରାଯାଉଥିବା ନେଇ ବିଏମ୍ସି ଜୋନାଲ ଡେପୁଟୀ କମିଶନର ଅଂଶୁମାନ ରଥ ସୂଚନା ଦେଇଛନ୍ତି।...
Archives


