ରାଜ୍ୟ

ଦୀପାବଳି: ବିକ୍ରି, ଫୁଟାଇବା ନିଷିଦ୍ଧ

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଆସନ୍ତା ୧୪ ତାରିଖରେ ଦୀପାବଳି ପାଳିତ ହେବ। ଆଲୋକର ଏହି ପର୍ବରେ ବାଣ ବିକ୍ରି କିମ୍ବା ଫୁଟାଇବାକୁ ନିଷେଧ କରାଯାଇଛି। ନଭେମ୍ବର ୧୦ରୁ ୩୦ ଯାଏ ବାଣ ବିକ୍ରି କିମ୍ବା ଫୁଟାଯିବ ନାହିଁ। କରୋନା ସଂକ୍ରମଣ ତଥା ଜନସ୍ବାର୍ଥକୁ ଦୃଷ୍ଟିରେ…

ବାଲେଶ୍ୱର ଉପନିର୍ବାଚନ: ୭୦ ପ୍ରତିଶତ ମତଦାନ: ତିର୍ତ୍ତୋଲ

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ତିର୍ତ୍ତୋଲ ଏବଂ ବାଲେଶ୍ୱର ବିଧାନସଭା ଉପନିର୍ବାଚନ ମଙ୍ଗଳବାର ଶେଷ ହୋଇଛି। ଉଭୟ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌ ହୋଇଯାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ…

ବେଦାନ୍ତ ନେଲା ରାଧିକାପୁର

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଦେଶର ୧୯ କୋଇଲା ବ୍ଲକ ପାଇଁ ସୋମବାରଠାରୁ ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଛି। ନିଲାମର ପ୍ରଥମ ଦିନରେ ବେଦାନ୍ତ ଅନୁଗୋଳ ଜିଲାର ରାଧିକାପୁର ଓ୍ବେଷ୍ଟ କୋଲ୍‌ ବ୍ଲକକୁ ସର୍ବାଧିକ ୨୧ ପ୍ରତିଶତ ପ୍ରିମିୟମରେ ନିଲାମ ନେଇଛି। ଏହି କୋଇଲାଖଣିରେ ପ୍ରାୟ…

ଶେଷ ହେଲା ତିର୍ତ୍ତୋଲ, ବାଲେଶ୍ୱର ଉପନିର୍ବାଚନ: ଇଭିଏମ୍‌ରେ ସିଲ୍‌ ୧୫ ଜଣଙ୍କ ଭାଗ୍ୟ

ଭୁବନେଶ୍ୱର,୩ା୧୧(ବ୍ୟୁରୋ)-ତିର୍ତ୍ତୋଲ ଏବଂ ବାଲେଶ୍ୱର ବିଧାନସଭା ଉପନିର୍ବାଚନ ମଙ୍ଗଳବାର ଶେଷ ହୋଇଛି। ଉଭୟ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍‌ ହୋଇଯାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଉଭୟ…

୩୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ ଫରେଷ୍ଟ ଗାର୍ଡ

ସମ୍ବଲପୁର,୩ା୧୧(ବ୍ୟୁରୋ)-ସମ୍ବଲପୁର ବନଖଣ୍ଡ ସଦର ରେଞ୍ଜ୍‌ ଯୁଯୁମୁରା ବନ ବିଭାଗରେ କାର୍ଯ୍ୟରତ ଫରେଷ୍ଟଗାର୍ଡ ମଧୁସ୍ମିିତା ମହାପାତ୍ରଙ୍କୁ ମଙ୍ଗଳବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ଚାରାରୋପଣ ଓ ବନ ସୁରକ୍ଷା ସମିତି ଗୃହ ନିର୍ମାଣ କାମର ବିଲ୍‌ କରିବା ପାଇଁ ସେ ୩୬ହଜାର ଟଙ୍କା…

ରାଜ୍ୟରେ ସୁସ୍ଥ ହେଲେ ୧୪୬୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩ା୧୧(ବ୍ୟୁରୋ)-ରାଜ୍ୟରେ ମଙ୍ଗଳବାର ଆଉ ୧୪୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୭୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୨୮, କେନ୍ଦ୍ରାପଡାରୁ ୧୦୪, ସୁନ୍ଦରଗଡରୁ ୭୭, ଅନୁଗୋଳରୁ ୭୨, ବଲାଙ୍ଗିରରୁ ୬୫, ପୁରୀରୁ ୫୬, ବାଲେଶ୍ୱରରୁ ୫୪, ଝାରସୁଗୁଡାରୁ…

ବାଣ ବିକ୍ରି ଓ ଫୁଟାଇବା ଉପରେ ଲାଗିଲା କଟକଣା

ଭୁବନେଶ୍ୱର,୩।୧୧(ବ୍ୟୁରୋ)-ମହାମାରୀ କରୋନାକୁ ନଜରରେ ରଖି ଆସନ୍ତା ଦୀପାବଳିରେ ବାଣ ବିକ୍ରି ଓ ଫୁଟାକୁ ନିଷିଦ୍ଧ ଘୋଷଣା କରାଯାଇଛି। ନଭେମ୍ବର ୧୦ ରୁ ୩୦ ପର୍ଯ୍ୟନ୍ତ ଏହି କଟକଣା ସାରା ରାଜ୍ୟରେ ଜାରି ରହିବ। ଏ ନେଇ ମଙ୍ଗଳବାର ସ୍ବତନ୍ତ୍ର ରିଲିଫ କମିଶନର…

ଭୁବନେଶ୍ୱରରୁ ଆଜି ୬୯ କରୋନା ପଜିଟିଭ ଚିହ୍ନଟ: ସୁସ୍ଥ ହେଲେ ୧୮୦

ଭୁବନେଶ୍ୱର,୩।୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୪ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୫୫ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୧୮୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ଦିନ ୩ଟା ସୁଦ୍ଧା ୫୫.୦୫% ମତଦାନ: ବାଲେଶ୍ୱରରେ ୫୪.୮୫% , ତିର୍ତ୍ତୋଲରେ ୫୫.୨୩%

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଉଭୟ ବାଲେଶ୍ୱର ଏବଂ ତିର୍ତ୍ତୋଲ ଉପନିର୍ବାଚନ ଲାଗି ଭୋଟଗ୍ରହଣ ଜାରିରହିଛି। ସକାଳ ୭ଟାରୁ ଭୋଟ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ଚାଲିବ। ତେବେ ଦିନ ୩ଟା ସୁଦ୍ଧା ହାରାହାରି ୫୫.୦୫ % ମତଦାନ ହୋଇଛି।…

ବାଇକ୍‌ ଲୁଟେରା ଗ୍ୟାଙ୍ଗ ଠାବ: ୨୨ ବାଇକ୍‌ ଜବତ, ୫ ଗିରଫ

କଟକ ଅଫିସ, ୩।୧୧: କଟକ ବାଦାମବାଡି ଥାନା ଅଞ୍ଚଳରୁ ଏକ ବାଇକ୍‌ ଚୋରି ଗ୍ୟାଙ୍ଗ୍‌ ଧରାପଡ଼ିଛି। ଏହି ଗ୍ୟାଙ୍ଗ୍‌ର ୫ ଜଣଙ୍କୁ ପୋଲିସ ଗିରଫ କରିବା ସହ ୨୨ଟି ଗାଡି ଜବତ କରିଛି। ଏହି ଲୁଟେଣାମାନେ କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ…

ଦିନ ୧ଟା ସୁଦ୍ଧା ବାଲେଶ୍ୱରରେ ୪୧.୩୬%, ତିର୍ତ୍ତୋଲରେ ୩୯.୬୮ % ମତଦାନ

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଉଭୟ ବାଲେଶ୍ୱର ଏବଂ ତିର୍ତ୍ତୋଲ ଉପନିର୍ବାଚନ ଲାଗି ଭୋଟଗ୍ରହଣ ଜାରିରହିଛି। ସକାଳ ୭ଟାରୁ ଭୋଟ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ଚାଲିବ। ତେବେ ଦିନ ୧ଟା ସୁଦ୍ଧା ବାଲେଶ୍ୱରରେ ୪୧.୩୬% ମତଦାନ ହୋଇଛି। ସେହିପରି…

ରମାଦେବୀ ବିଶ୍ୱବିଦ୍ୟାଳୟ ଟପ୍ପର ତାଲିକା ପ୍ରକାଶିତ: ସୁଶ୍ରୀ ସୁଭସ୍ମିତା ବେଷ୍ଟ ଗ୍ରାଜୁଏଟ୍‌

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ବହୁ ବାଦବିବାଦ ପରେ ଶେଷରେ ପ୍ରକାଶ ପାଇଲା ରମାଦେବୀ ବିଶ୍ୱବିଦ୍ୟାଳୟ ଟପ୍ପର ତାଲିକା। ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ୟୁଜି ଓ ପିଜି ବର୍ଗର ଟପ୍ପର ତାଲିକା ପ୍ରକାଶ ପାଇଛି। ୟୁଜିରେ ଶୁଭସ୍ମିତା ନାୟକ ବେଷ୍ଟ ଗ୍ରାଜୁଏଟ୍‌ ହୋଇଛନ୍ତି। ଅକ୍ଟୋବର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri