ରାଜ୍ୟ

ଜଙ୍ଗଲ ନିଆଁ ଲିଭାଉଛନ୍ତି ଗ୍ରାମବାସୀ, ବିଭାଗୀୟ କର୍ମଚାରୀଙ୍କ ଦେଖାନାହିଁ

ନୂଆପଡ଼ା ଅଫିସ,୧୯।୩ : ନୂଆପଡ଼ା ସଦର ବ୍ଲକ ସୀମାନ୍ତ ଅଞ୍ଚଳ ସିରିଗିଡି ଜଙ୍ଗଲରେ ନିଆଁ ଲାଗି ଜଙ୍ଗଲ ପୋଡ଼ି ଧ୍ୱଂସ ହେବାକୁ ବସିଲାଣି। ନିଆଁର ପ୍ରକୋପ ଏତେ ଯୋରରେ ବଢିଚାଲିଛି ଯେ, ଆୟତ୍ତ କରିବା କଷ୍ଟକର ହେଉଛି। ଜଙ୍ଗଲ ତଳି ଗାଁକୁ…

ବିଚାରପତିଙ୍କ ଘରୁ ଚୋରି

କେନ୍ଦୁଝର,୧୯ା୩ : କେନ୍ଦୁଝର ସହର ନୂଆସାହିରେ ରହୁଥିବା ଜଣେ ବିଚାରପତିଙ୍କ ଘରୁ ମୋବାଇଲ ଫୋନ ଓ ଲ୍ୟାପଟପ୍‌ ଚୋରି ହୋଇଛି। ଏନେଇ ଟାଉନ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି। ଚୋରଙ୍କ ସମ୍ପର୍କରେ କୌଣସି ସନ୍ଧାନ ମିଳିପାରି ନାହିଁ।…

ମହିଳାଙ୍କ ମୃତଦେହ ଜବତ, ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

କୋକସରା,୧୯।୩: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ବଡକେନ୍ଦୁଗୁଡ଼ା ଗ୍ରାମରେ ଶୁକ୍ରବାର ଏକ ବନ୍ଦ କୋଠରିରୁ ଜଣେ ବିବାହିତା ମହିଳାଙ୍କ ମୃତଦେହ ଆମପାଣି ପୋଲିସ ଜବତ କରିଛି। ସେ ହେଲେ ବଡକେନ୍ଦୁଗୁଡା ଗ୍ରାମର ଟଙ୍କଧର ପୂଝାରୀଙ୍କ ସ୍ତ୍ରୀ ଚନ୍ଦ୍ରିକା ପୂଝାରୀ(୩୦)।…

ଶନିବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ଏପରି ରହିଛି କାର୍ଯ୍ୟସୂଚୀ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ୩ ଦିନିଆ ଗସ୍ତରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ଓଡ଼ିଶା ଆସୁଛନ୍ତି । ରାଷ୍ଟ୍ରପତି ସଂଧ୍ୟା ୬ଟାରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ। ସେ ରାଜଭବନରେ ରାତ୍ରି ଯାପନ କରିବେ। ପରଦିନ ଅର୍ଥାତ ୨୧ ତାରିଖ ସକାଳେ ରାଜଭବନରୁ…

କାରରୁ ନରକଙ୍କାଳ ମିଳିବା ଘଟଣା : ସାମ୍ନାକୁ ଆସିଲା ସ୍କେଚ୍‌

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଖୋର୍ଦ୍ଧା ଜିଲା ଯାଁଳା ଫାଣ୍ଡିରେ ଜବତ କାରରୁ ମାସେ ତଳେ ଏକ ନରକଙ୍କାଳ ମିଳିଥିଲା। ଏହି ଘଟଣାରେ ମହିଳାଙ୍କ ମୁହଁର ସ୍କେଚ ଆସିଛି। ବେଙ୍ଗାଲୁରୁର ଏକ ବେସରକାରୀ ସଂସ୍ଥାର ଲ୍ୟାବକୁ ଏହି ଦାୟିତ୍ୱ ଦିଆଯାଇଥିଲା। ନରକଙ୍କାଳ ନମୁନାରୁ ସ୍କଲ ମ୍ୟାପିଂ…

ବଚ୍ଚନସୁଧା ହତ୍ୟା ଘଟଣାର ଅନ୍ତରାଳେ…

ଭୁବନେଶ୍ୱର,୧୯।୩(ବ୍ୟୁରୋ): ସୁରକ୍ଷା ଦେବା ପାଇଁ ସୁରକ୍ଷାକର୍ମୀଙ୍କୁ ଘରେ ନିୟୋଜିତ କରାଯାଇଥିଲା। ହେଲେ ସେ ସୁନାଗହଣା ଲୁଟ୍‌ କରିବାକୁ ମାଲିକାଣୀଙ୍କୁ ହତ୍ୟା କରିବାକୁ ପଛାଇ ନ ଥିଲେ। ଅତି ନିର୍ମମ ଭାବେ ଛୁରି ଭୁସି ହତ୍ୟା କରିଥିଲେ। ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ବଚ୍ଚନସୁଧା…

ଆଜି ୧୦୦ ଟପିଲା ସଂକ୍ରମଣ: କଟକରୁ ସର୍ବାଧିକ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ କରୋନା ସଂକ୍ରମଣ ୧୦୦ ଟପିଥିବା ବେଳେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୫୯୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୪ ଜଣ ଚିହ୍ନଟ ହୋଇଥିବା ବେଳେ…

ରାଜ୍ୟବାସୀଙ୍କ ପାଇଁ ଖୁସି ଖବର: ଏଣିକି ଗୋଟିଏ କଲ୍‌ରେ ମିଳିବ ଏହି ୩ ଜରୁରିକାଳୀନ ସେବା

ଭୁବନେଶ୍ୱର,୧୯।୩(ବ୍ୟୁରୋ): ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। କାରଣ ଗୋଟିଏ ନମ୍ବରକୁ କଲେ କଲେ ଏଣିକି ୩ ଜରୁରିକାଳୀନ ସେବା ଉପଲବ୍ଧ ହେବ। ୧୧୨ ନଂକୁ କଲ୍‌ କଲେ ପୋଲିସ, ଦମକଳ ଓ ଆମ୍ବୁଲାନ୍ସ ସେବା ମିଳିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି…

‘ମତ୍ସ୍ୟ ଉତ୍ପାଦନ ବୃଦ୍ଧି ସୁଯୋଗ ଅଛି’

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଓଡ଼ିଶାରେ ମତ୍ସ୍ୟ ଉତ୍ପାଦନ ଏବଂ ରପ୍ତାନି ବୃଦ୍ଧିର ବ୍ୟାପକ ସୁଯୋଗ ରହିଛି। ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧିରେ ମତ୍ସ୍ୟ ସମ୍ପଦର ଭୂମିକା ଗୁରୁତ୍ୱପୂର୍ଣ୍ଣ। ସରକାର ଚାଷୀଙ୍କ ଆୟ ଦ୍ବିଗୁଣିତ କରିବା ପାଇଁ ଲକ୍ଷ୍ୟ ରଖିଥିବା ବେଳେ ମାଛଚାଷ ଏଥିରେ ସହାୟକ ହୋଇପାରୁଛି…

ମହାପ୍ରଭୁଙ୍କ ଜମି ବିକ୍ରିରୁ ସରକାର ନିବୃତ ରୁହନ୍ତୁ: ଭାଜପା

ଭୁବନେଶ୍ୱର,୧୯।୩(ବ୍ୟୁରୋ): ରାଜ୍ୟ ସରକାର ନବକଳେବର ସମୟରେ ବ୍ରହ୍ମ ବିଭ୍ରାଟ କଲେ। ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜାଇ କୋଟି କୋଟି ଟଙ୍କାର ଧନସମ୍ପତ୍ତି ଲୁଟ୍‌ କଲେ। ଗରିବ ଭକ୍ତଙ୍କ ରହିବା ପାଇଁ ଉଦ୍ଦିଷ୍ଟ ବଗଲା ଧର୍ମଶାଳାକୁ ବିକ୍ରି କରିଦେଲେ। ସୌନ୍ଦର୍ଯ୍ୟକରଣ ନାଁରେ ମନ୍ଦିର,…

ଟେଲିଫୋନ୍‌ ଆସିଲାଣି

ଭୁବନେଶ୍ୱର,୧୯।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଗତ ୧୬ ତାରିଖରେ ଘର ଜବର ଦଖଲକୁ ନେଇ ଘଟିଥିବା ଗଣ୍ଡଗୋଳ ଘଟଣା ବର୍ତ୍ତମାନ ବିଭିନ୍ନ ସ୍ତରରେ ହଟଚମଟ ଆରମ୍ଭ କରିଦେଲାଣି। ସବୁ ନେତାଙ୍କ ଘରେ ଏବେ ଏଇ ଗୋଟିଏ ଚର୍ଚ୍ଚା। କାରଣ ଘଟଣାରେ ପୂର୍ବତନ ବିଧାୟକ…

‘ନିଜ ଦାୟିତ୍ୱରୁ ପଳାୟନ କରୁଛନ୍ତି ସରକାର’

ଭୁବନେଶ୍ୱର,୧୯।୩(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଉପରେ ଦୋଷ ଲଦି ଦେଇ ରାଜ୍ୟ ସରକାର ନିଜ ଦାୟିତ୍ୱରୁ ଖସି ଯାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ସୁନ୍ଦରଗଡର ୩ ଭାଜପା ବିଧାୟକ ଅଭିଯୋଗ କରିଛନ୍ତି। ସୁନ୍ଦରଗଡ ବିଧାୟିକା କୁସୁମ ଟେଟେ, ବୀରମିତ୍ରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?