ରାଜ୍ୟ

ରାଇବଣିଆରେ ୧୭ ହାତୀଙ୍କ ଉପଦ୍ରବ

ଜଳେଶ୍ୱର, ୧୨।୫(ସ୍ବ.ପ୍ର.)-ଗତ କିଛିଦିନ ବ୍ୟବଧାନ ପରେ ଶିମିଳିପାଳର ୧୭ ହାତୀ ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ଅନ୍ତର୍ଗତ ରାଇବଣିଆରେ ୨ଦିନ ଧରି ବ୍ୟାପକ କ୍ଷତି ଘଟାଇ ଚାଲିଛନ୍ତି। ଏହି ହାତୀମାନେ ରାଇବଣିଆ ଅଞ୍ଚଳ ଛାଡ଼ି ରାସଗୋବିନ୍ଦପୁର ଓ ପଶ୍ଚିମବଙ୍ଗର କେସରେଖା...

ଚାକିରି ସ୍ଥାୟୀତ୍ୱ କହି ଆଉଟସୋର୍ସିଂ ସଂସ୍ଥା ଲୁଟିଲା

ଫୁଲବାଣୀ ଅଫିସ, ୧୨ା୫- କରୋନାକୁ ପ୍ରତିହତ କରିବା ଲାଗି ସରକାର ବହୁବିଧ ପଦକ୍ଷେପ ନେଉଛନ୍ତି। କନ୍ଧମାଳ ଜିଲା ମେଡିକାଲରେ କର୍ମଚାରୀ ଅଭାବକୁ ଦୃଷ୍ଟିରେ ରଖି କେବଳ କୋଭିଡ-୧୯ ମୁକାବିଲା ପାଇଁ ଏଏନ୍‌ଏମ୍‌ ଏବଂ ଜିଏନ୍‌ଏମ୍‌ ତାଲିମଧାରୀଙ୍କୁ ଆଉଟ ସୋର୍ସିଂ ସଂସ୍ଥା...

ଚେନ୍ନାଇରୁ ବୋଟ୍‌ରେ ଆସିଲେ ୪୨ ଶ୍ରମିକ : ସମୁଦ୍ରରେ ୫ ଦିନ ଯାତ୍ରା, କ୍ୱାରାଣ୍ଟାଇନ୍‌କୁ ଗଲେ ସମସ୍ତେ

ବ୍ରହ୍ମପୁର ଅଫିିସ,୧୨ା୫-ଗଞ୍ଜାମ ଜିଲାକୁ ପୁଣି ବୋଟ୍‌ରେ ଆସିଲେ ପ୍ରବାସୀ ଶ୍ରମିକ। ସୋମବାର ସନ୍ଧ୍ୟାରେ ଚେନ୍ନାଇରୁ ସମୁଦ୍ରରେ ୪୨ ଜଣ ଶ୍ରମିକ ମାର୍କଣ୍ଡିରେ ପହଞ୍ଚିଛନ୍ତି । ଏମାନଙ୍କ ମଧ୍ୟରେ ମାର୍କଣ୍ଡି ଅଞ୍ଚଳର ୩୩ ଜଣ ଥିବା ବେଳେ ଗୋପାଳପୁରର ୩, ନୂଆଗଁ।...

କରୋନା ଛଡ଼ାଇନେଲା ସବୁ, ପଢ଼ିବା, ଚଳିବା କଷ୍ଟ

ପୋଲସରା,୧୨ା୫(ଡି.ଏନ.ଏ.)-ସାରା ବିଶ୍ୱକୁ ଗ୍ରାସିଛି କରୋନା। ଏଥିରେ ଗଲାଣି ୨ ଲକ୍ଷରୁ ଊର୍ଦ୍ଧ୍ୱ ଜୀବନ। କରୋନାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତରଫରୁ ବହୁ ପ୍ରଚେଷ୍ଟା ସହ ସ୍ଥାନୀୟ ପ୍ରଶାସନ ମଧ୍ୟ ସଜାଗ ରହିଛି। ଏହା ସତ୍ତ୍ବେ ଗଞ୍ଜାମ ଜିଲାରେ...

ସୁରଟରୁ ଗଞ୍ଜାମ ଆସିଛି ୨୯୮ ବସ୍‌ : ଫେରିଛନ୍ତି ୧୬,୫୭୬ ପ୍ରବାସୀ

ଭଞ୍ଜନଗର,୧୨।୫(ଡି.ଏନ.)-ସୁରଟରୁ ଏପ୍ରିଲ ୨୯ ତାରିଖରୁ ଗତ ୮ ତାରିଖ ମଧ୍ୟରେ ମୋଟ ୨୯୮ଟି ବସରେ ପ୍ରବାସୀ ଓଡ଼ିଆମାନେ ଗଞ୍ଜାମ ଜିଲାକୁ ଫେରିଛନ୍ତି। ଅନ୍ୟପକ୍ଷରେ ସୋମବାର ପୂର୍ବାହ୍ନ ସୁଦ୍ଧା ସୁରଟରୁ ଜିଲାକୁ ୧୦ଟି କାର୍‌, ୩ ବାଇକ୍‌ ଓ ଗୋଟିଏ ସାଇକେଲରେ...

ଗାଁ ଭିତରକୁ ପଶିଲା ପିଟିସି ଗୁଳି

ଅନୁଗୋଳ ଅଫିସ/ବନ୍ତଳା, ୧୨।୫ ଅନୁଗୋଳସ୍ଥିତ ପୋଲିସ ଟ୍ରେନିଂ କଲେଜ (ପିଟିସି)ରେ ସୋମବାର ଗୁଳି ଚାଳନା ପ୍ରଶିକ୍ଷଣ ବେଳେ ନିକଟସ୍ଥ ଶରଧାପୁର ଗାଁର ମହିଳା ପୁଷ୍ପଲତା ନାଏକ(୪୮)ଙ୍କ ହାତରେ ଗୁଳି ବାଜିଥିବା ଅଭିଯୋଗ ହୋଇଛି। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି...

କରୋନା ସ୍ଥିତି ଅନୁଧ୍ୟାନ କଲା ସ୍ବାସ୍ଥ୍ୟ ବିଭାଗ ଟିମ୍‌

ଅନୁଗୋଳ ଅଫିସ, ୧୨।୫: ଅନୁଗୋଳ ଜିଲାରୁ ୧୫ ଜଣ କରୋନା ସଂକ୍ରମିତ ବାହାରିବା ପରେ ସୋମବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ୩ ଜଣିଆ ଟିମ୍‌ ଜିଲାରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ରାଜ୍ୟ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ହେଲଥ୍‌...

ବିଜୟୱାଡାରୁ ସ୍ବତନ୍ତ୍ର ଟ୍ରେନ୍‌ରେ ଫେରିଲେ ୧୨୦୯ ପ୍ରବାସୀ

ଟିଟିଲାଗଡ଼, ୧୨।୫ (ଡି.ଏନ.ଏ.) ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡାରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସିଥିବା ସ୍ବତନ୍ତ୍ର ଟ୍ରେନ୍‌ ସୋମବାର ଅପରାହ୍ନ ୪ଟାରେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଳଷ୍ଟେଶନରେ ପହଞ୍ଚିଥିଲା। ଏଥିରେ ରାଜ୍ୟର ୧୩ ଜିଲାର ୧୨୦୯ଜଣ ପ୍ରବାସୀ ଥିଲେ। ନୂଆପଡା ଜିଲାର ସର୍ବାଧିକ...

ଭୁବନେଶ୍ୱର ବିମାନବନ୍ଦର ହେବ ନନ୍‌-ଟଚ୍‌ ବିମାନବନ୍ଦର

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ଲକ୍‌ଡାଉନ୍‌ ହଟିବା ପରେ ବିମାନ ସେବା ସ୍ବାଭାବିକ ହୋଇପାରେ। ତେଣୁ ବିମାନ ସେବା ଆରମ୍ଭ ହେଲେ ଯାତ୍ରୀ ଓ କର୍ମଚାରୀଙ୍କୁ କିପରି ସୁରକ୍ଷା ଦିଆଯିବ ସେଥିପାଇଁ ଭୁବନେଶ୍ୱର ବିମାନବନ୍ଦରରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ବିମାନ ବନ୍ଦରକୁ ନନ୍‌-ଟଚ୍‌...

ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବ ବିଏମ୍‌ସି

ଭୁବନେଶ୍ୱର, ୧୧ା୫(ବ୍ୟୁରୋ): ଭୁବନେଶ୍ୱରରେ କରୋନା ସଂକ୍ରମଣକୁ ରୋକିବା ଦିଗରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଉ ପାଦେ ଆଗେଇଛି। ଚଳିତ ମାସ ଏବଂ ଜୁନ୍‌ ପ୍ରଥମ ଓ ଦ୍ୱିତୀୟ ସପ୍ତାହରେ ଭୁବନେଶ୍ୱରର ସମସ୍ତ ୬୭ ଓ୍ବାର୍ଡରେ ପର୍ଯ୍ୟାୟକ୍ରମେ ବରିଷ୍ଠ ନାଗରିକଙ୍କ...

ପିପିଲିରେ ଲୋକେ ମାନୁ ନାହାନ୍ତି ସାମାଜିକ ଦୂରତ୍ୱ

ପିପିଲି,୧୧ା୫(ଡି.ଏନ.ଏ): ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ ପିପିଲି ଅଞ୍ଚଳରେ ଲୋକମାନେ ସାମାଜିକ ଦୂରତ୍ୱକୁ ମାନୁ ନ ଥିତ୍ବାବେଳେ ବିନା ମାସ୍କରେ ବୁଲୁଛନ୍ତି। ତୃତୀୟ ପର୍ଯ୍ୟାୟ ତାଲା ବନ୍ଦ ନିୟମରେ ପ୍ରଶାସନ କେତେକାଂଶରେ କଟକଣାକୁ କୋହଳ...

ଗଞ୍ଜାମରେ ବେକାବୁ କରୋନା: ଆକ୍ରାନ୍ତଙ୍କ ସଂଖ୍ୟା ୧୫୦ ଟପିଲା

ଭୁବନେଶ୍ୱର,୧୧।୫(ବ୍ୟୁରୋ)-ସାରା ରାଜ୍ୟରେ ଦିନକୁଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ କିଛିଦିନ ମଧ୍ୟରେ ଗଞ୍ଜାମ ଜିଲାରେ ଅଧିକାଂଶ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ଅଧିକାଂଶ ସୁରଟ ଫେରନ୍ତା ହୋଇଥିବାବେଳେ ସେଥିମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଛି। ସୋମବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri