ରାଜ୍ୟ

ସୋସିଆଲ ମିଡିଆରେ ଗଞ୍ଜାମ ଜିଲାର ମିଥ୍ୟା କରୋନା ପଜିଟିଭ ତାଲିକା

ଛତ୍ରପୁର, ୧୧।୫( ଡି.ଏନ୍‌.ଏ.): ଗଞ୍ଜାମ ଜିଲାର କରୋନା ପଜିଟିଭର ଏକ ମିଥ୍ୟା ତାଲିକା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହା ଉପରେ କେହି ବିଶ୍ୱାସ କରନ୍ତୁ ନାହିଁୟ। ଏହାକୁ ସେୟାର କିମ୍ବା ଫରୱାର୍ଡ ମଧ୍ୟ କରନ୍ତୁ ନାହିଁ ବୋଲି...

ରାଜ୍ୟକୁ କେନ୍ଦ୍ରର ପରାମର୍ଶ: ଅଧିକ ଶ୍ରମିକ ସ୍ପେଶାଲ ଟ୍ରେନ ଚଳାଇବାକୁ ରେଳ ମନ୍ତ୍ରଣାଳୟ ସହ ଯୋଗାଯୋଗ କର

ଭୁବନେଶ୍ୱର,୧୧ା୫(ବ୍ୟୁରୋ): କରୋନା (କୋଭିଡ-୧୯) ସଂକ୍ରମଣ ଆଶଙ୍କାରେ ଦୀର୍ଘ ଦେଢ଼ ମାସରୁ ଊର୍ଦ୍ଧ୍ୱ ସମୟ ହେବ ସମଗ୍ର ଦେଶ ଲକ୍‌ଡାଉନରେ ରହିଛି। କଳକାରଖାନା, ବ୍ୟବସାୟ ପ୍ରତିଷ୍ଠାନ ସବୁ କିଛି ବନ୍ଦ ରହିଛି। ବିଭିନ୍ନ ରାଜ୍ୟରେ ଫସି ରହିଥିବା ଅସହାୟ ଶ୍ରମିକମାନେ ନିଜ...

ଭୁବନେଶ୍ୱର ଏମ୍‌ସର ୪ ଡାକ୍ତର, ୨ ଆଟେଣ୍ଡାଣ୍ଟଙ୍କୁ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ

ଭୁବନେଶ୍ୱର, ୧୧।୫(ବ୍ୟୁରୋ):  ଭୁବନେଶ୍ୱର ଏମ୍‌ସ ହସ୍ପିଟାଲର ୪ ଡାକ୍ତରଙ୍କୁ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ ପଠାଯାଇଛି। ୪ ଡାକ୍ତରଙ୍କ ସହ ୨ ଆଟେଣ୍ଡାଣ୍ଟଙ୍କୁ ମଧ୍ୟ କ୍ୱାରାଣ୍ଟାଇନ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜଣେ କରୋନା ଆକ୍ରାନ୍ତଙ୍କୁ ଚିକିତ୍ସା କରିଥିବାରୁ ଏମ୍‌ସ କର୍ତ୍ତୃପକ୍ଷ ଏପରି ନିଷ୍ପତ୍ତି...

CORONAVIRUS UPDATE: ସୁସ୍ଥ ହେଲେ ୧୭ କରୋନା ପଜିଟିଭ: ରାଜ୍ୟରେ ମୋଟ ସୁସ୍ଥ ହେଲେଣି ୮୫ ଜଣ

ଭୁବନେଶ୍ୱର, ୧୧।୫(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୧୭ କରୋନା ପଜିଟିଭ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସୁନ୍ଦରଗଡ଼ର ୭ ଜଣ ହୋଇଥିବା ବେଳେ ଖୋର୍ଦ୍ଧା ଜିଲାର ୫, ଭଦ୍ରକର ୩ ଓ ବାଲେଶ୍ୱରର ୨ ଜଣ। ଏ ନେଇ ରାଜ୍ୟ...

ଚେନ୍ନାଇ, ସୁରଟରୁ ଟ୍ରେନରେ ଆସିଲେ ୨୩୫୦ ପ୍ରବାସୀ

ଛତ୍ରପୁର, ୧୧।୫(ଡି.ଏନ୍‌.ଏ.): ଚେନ୍ନାଇ ଓ ସୁରଟରୁ ଗୋଟିଏ ଲେଖାଏ ଟ୍ରେନ ଆସି ସୋମବାର ଗଞ୍ଜାମ ଜିଲା ଜଗନ୍ନାଥପୁର ଷ୍ଟେଶନରେ ପହଞ୍ଚିଛି। ଏଥିରେ ମୋଟ ୨୩୫୦ ଜଣ ପ୍ରବାସୀ ଓଡିଶା ଫେରିଛନ୍ତି। ସକାଳ ପ୍ରାୟ ୮ ଟା ୨୪ରେ ଚେନ୍ନାଇରୁ ଏକ...

ମାଟ୍ରିକ ଖାତା ଦେଖିବେ ଅଧିକ ୬ ହଜାର ଶିକ୍ଷକ: ମୂଲ୍ୟାୟନ କେନ୍ଦ୍ରରେ ସାମାଜିକ ଦୂରତ୍ୱ ବାଧ୍ୟତାମୂଳକ

ଭୁବନେଶ୍ୱର,୧୧।୫(ବ୍ୟୁରୋ): ମେ’ ୨୦ରୁ ମାଟ୍ରିକ ଖାତାଦେଖା ଆରମ୍ଭ ହେବ। ପୂର୍ବ ନିର୍ଦ୍ଧାରିତ ୬୦ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖାହେବ। ତେବେ ପୂର୍ବରୁ ୧୭ ହଜାର ଶିକ୍ଷକ ଖାତା ଦେଖୁଥିବା ବେଳେ ଏବେ ଅଧିକ ୬ ହଜାର ଶିକ୍ଷକ ନିଯୁକ୍ତ ହୋଇଛନ୍ତି।...

କରୋନା ଯୋଦ୍ଧାଙ୍କୁ ଅଣଦେଖା: ଏମ୍‌କେସିଜି ମେଡିକାଲ ଅଧିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ନର୍ସଙ୍କ ଧାରଣା

ବ୍ରହ୍ମପୁର ଅଫିସ, ୧୧।୫ : କରୋନା ମୁକାବିଲାରେ ନର୍ସଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କୋଭିଡ଼ -୧୯ ହସ୍ପିଟାଲରେ ନର୍ସମାନେ ଦିନରାତି ଲୋକଙ୍କୁ ସେବା ଯୋଗାଇ ଆସୁଛନ୍ତି। ମାତ୍ର କାର୍ଯ୍ୟରତ ଆଗଧାଡିର ଏହି କରୋନା ଯୋଦ୍ଧାଙ୍କୁ ଏବେ ଅଣଦେଖା କରାଯାଉଛି। କୌଣସି...

ଶଟ୍‌ଡାଉନ୍‌ କରିଥିବା ସରପଞ୍ଚଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଛତ୍ରପୁର,୧୧ା୫(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ମାଣିତରା ପଞ୍ଚାୟତର ସରପଞ୍ଚ ଶାନ୍ତିଲତା ନାୟକଙ୍କ ସମୟୋଚିତ  ପଦକ୍ଷେପକୁ ଟୁଇଟ୍‌ କରି ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ମାଣିତରା ସଙ୍ଗରୋଧ କେନ୍ଦ୍ରରେ ପ୍ରବାସୀ ଓଡ଼ିଆ ରହୁଛନ୍ତି।...

କ୍ୱାରାଣ୍ଟାଇନ ଅବଧି ସରିବା ପରେ ସ୍ବାସ୍ଥ୍ୟକର୍ମୀ ଭାବେ ଲୋକଙ୍କ ସେବା କରିବେ; ଏଥିପାଇଁ ନିଆଯାଉଛି କୋଭିଡ୍‌-୧୯ କ୍ଲାସ୍‌: ଜିଲାପାଳ

ଛତ୍ରପୁର, ୧୧।୫(ଡି.ଏନ୍‌.ଏ. ): ରାଜ୍ୟ ତଥା ରାଜ୍ୟ ବାହାରୁ ଲୋକେ ଗଞ୍ଜାମ ଜ଼ିଲାକୁ ଫେରି କ୍ୱାରାଣ୍ଟାଇନ ସେଣ୍ଟରରେ ରହୁଛନ୍ତି। ସେଠାରେ ପ୍ରବାସୀଙ୍କ କ୍ୱାରାଣ୍ଟାଇନ ଅବଧି ସରିବା ପରେ ସେମାନେ ଜଣେ ଜଣେ କୋଭିଡ କମ୍ୟୁନିଟି ସ୍ବାସ୍ଥ୍ୟକର୍ମୀ ହୋଇ ଲୋକଙ୍କ ସେବା...

ଗଞ୍ଜାମରେ ବିସ୍ଫୋରକ ସ୍ଥିତି: ସଙ୍ଗରୋଧ କେନ୍ଦ୍ରରେ ମୃତ୍ୟୁ ଘଟଣାର ତଦନ୍ତ, ମୃତକଙ୍କ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି

ବ୍ରହ୍ମପୁର ଅଫିସ,୧୧।୫: ଗଞ୍ଜାମ ଜିଲାରେ ସୁରଟ ଫେରନ୍ତା ପ୍ରବାସୀ ଓଡ଼ିଆଙ୍କ ପାଇଁ କରୋନା ସଂକ୍ରମଣ ଏବେ ବିସ୍ଫୋରକ ସ୍ଥିତି ସୃଷ୍ଟି କରିଛି। ଦିନକୁ ଦିନ ଜିଲାର ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି । ଗତ ୯ ଦିନରେ ଅର୍ଥାତ ୧୧ତାରିଖ...

ପୁରୀ ସହରରେ ୨ କରୋନା ଆକ୍ରାନ୍ତ ଚିହ୍ନଟ ପରେ ରେଣୁକା ଗଳିକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କଲା ପ୍ରଶାସନ

ପୁରୀ ଅଫିସ, ୧୧।୫: ପୁରୀ ସହରରୁ ୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ତତ୍ପର ହୋଇପଡ଼ିଛି। ଆକ୍ରାନ୍ତ ରହୁଥିବା ସମୂଦ୍ର କୂଳ ରେଣୁକା ଗଳି ଲେନ୍‌ ଏବଂ ଏହାକୁ ସଂଯୋଗ କରୁଥିବା ଅନ୍ୟ କେତେକ...

ଆଜି ଚିହ୍ନଟ ୧୪ ପଜିଟିଭ୍‌ ମଧ୍ୟରୁ ୧୩ ସୁରଟ ଫେରନ୍ତା, ଜଣେ ପୂର୍ବ ଆକ୍ରାନ୍ତଙ୍କ ଦ୍ୱାରା ସଂକ୍ରମିତ

ଭୁବନେଶ୍ୱର,୧୧ା୫(ବ୍ୟୁରୋ) : ସୋମବାର ସକାଳେ ଚିହ୍ନଟ ହୋଇଥିବା ୧୪ କରୋନା ପଜିଟିଭ୍‌ଙ୍କ ମଧ୍ୟରୁ ଗଞ୍ଜାମର ୧୨, ସୁନ୍ଦରଗଡ଼ର ଜଣେ ଏବଂ କେନ୍ଦ୍ରାପଡ଼ାର ଜଣେ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମର ୧୨...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri