ରାଜ୍ୟ

ଉନ୍ନତୀକରଣ ଦିଗରେ ଉଷ୍ଣ ପ୍ରସ୍ରବଣ

ଖମାର,୧୮ା୩: ଅନୁଗୋଳ ଜିଲା ପାଲଲହଡ଼ା ଅଞ୍ଚଳରେ ପର୍ଯ୍ୟଟନର ଭରପୂର ଭିତ୍ତିଭୂମି ରହିଛି। କିନ୍ତୁ ସରକାର ଏଥିପ୍ରତି ଦୃଷ୍ଟି ଦେଉ ନ ଥିବାରୁ ଅନେକ ଦର୍ଶନୀୟ ସ୍ଥାନ ଏବେ ବି ଲୋକଲୋଚନକୁ ଆସିପାରି ନାହିଁ। ରୋହିଲା ପଞ୍ଚାୟତ ମଗରମୁହାଣ ଗ୍ରାମସ୍ଥିତ ମଗରନାକ ଉଷ୍ଣ…

ଅବ୍ୟବସ୍ଥା ନେଇ ଅସନ୍ତୋଷ

ଅନୁଗୋଳ ଅଫିସ, ୧୮।୩: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ମହିଳା ଓ ପ୍ରସୂତି ବିଭାଗ ରୋଗୀଙ୍କୁ ଠିକ୍‌ ଭାବେ ଅଲଟ୍ରାସାଉଣ୍ଡ ସେବା ମିଳୁନାହିଁ। ଦାୟିତ୍ୱରେ ଥିବା ମହିଳା ଡାକ୍ତର ଜଣକ ସ୍ବାମୀଙ୍କ ଚିକିତ୍ସା ପାଇଁ ବାରମ୍ବାର ଛୁଟିରେ ଯାଉଥିବାରୁ ଏହି ସେବା…

ବିପଦ ମୁହଁରେ ୨୫ ଗାଁ

ଲଙ୍ଗଳେଶ୍ୱର, ୧୮।୩ (ଡି.ଏନ.ଏ.)-ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ସାମୁଦ୍ରିକ ବାତ୍ୟା ଯୋଗୁ ବିଭିନ୍ନ ସ୍ଥାନରେ ତଟକ୍ଷୟ ହେବାରେ ଲାଗିଛି। ବାଲେଶ୍ୱର ଜିଲା ବାଲିଆପାଳବାସୀଙ୍କ ପାଇଁ ଏହାର ଦୁଃଖର କାରଣ ହୋଇଛି। ସମୁଦ୍ର ଉପକୂଳବର୍ତ୍ତୀ ୫ଟି ପଞ୍ଚାୟତର ୨୫ରୁ ଉର୍ଦ୍ଧ୍ୱ ଗାଁ ଏବେ ବିପଦ…

ଆଧାର କାର୍ଡରେ ଭୁଲ୍‌ ଜନ୍ମ ତାରିଖ: ଭତ୍ତା ପାଇବାରୁ ବଞ୍ଚିତ ଦୁଇଭାଇ

ଚମ୍ପୁଆ, ୧୮।୩ (ଡି.ଏନ.ଏ)- ପରିଚୟ ପତ୍ର ମାଧ୍ୟମରେ ମଣିଷ ପରିଚୟ ପାଏ ସତ ମାତ୍ର ଉକ୍ତ ପରିଚୟ ପତ୍ରରେ ଯଦି ଜନ୍ମ ତାରିଖ ଭୁଲ ହୋଇଯାଏ ତେବେ ମଣିଷ ପାଇଁ ସରକାରୀ ଯୋଜନା ପାଲଟିଯାଏ ସାତ ସପନ। ଏଭଳି ଏକ ଘଟଣା…

ରାଷ୍ଟ୍ରପତି ଭବନରୁ ଚିଠି ପାଇ ଆଶାବାଦୀ ସୋମ୍ୟାଶ୍ରୀ

ନିଶ୍ଚିନ୍ତକୋଇଲି, ୧୮ା୩ (ସ୍ବ.ପ୍ର.):ଆମ ଗାଁ ସ୍କୁଲରେ ପଢ଼ିବାକୁ ମୋର ଇଚ୍ଛା। କିନ୍ତୁ ଗାଁ ସ୍କୁଲରେ ଆବଶ୍ୟକ ଅଭିଜ୍ଞ ଶିକ୍ଷକ ନ ଥିବା ଓ ଶିକ୍ଷା ବ୍ୟବସ୍ଥା ଠିକ୍‌ ନ ଥିବାରୁ ମାଆବାପା ମୋତେ ଏକ ପବ୍ଲିକ୍‌ ସ୍କୁଲରେ ପାଠ ପଢ଼ାଇବାକୁ ବାଧ୍ୟ…

ପରିଚୟ ନିକଟରେ ଅଟକିଯାଉଛି ତଦନ୍ତ

ଭୁବନେଶ୍ୱର,୧୮।୩(ବ୍ୟୁରୋ):ଜଟଣୀ ଥାନା ଅନ୍ତର୍ଗତ ଯଁାଳା ଫାଣ୍ଡି ପରିସରରେ ଥିବା ଜବତ କାର୍‌ରୁ ମହିଳାଙ୍କ କଙ୍କାଳ ଜବତ ଘଟଣାର ମାସେରୁ ଅଧିକ ଦିନ ବିତିଯାଇଥିଲେ ମଧ୍ୟ ପୋଲିସ ଏଯାଏ ପରିଚୟ ଖୋଜି ପାଉନି। ମାସେ ଧରି ଘଟଣାକୁ ଚାପି ଦେଇଥିବାରୁ ଖୋଦ୍‌ ପୋଲିସ…

ଶ୍ରୀମନ୍ଦିର ସୁରକ୍ଷା ପରଖିଲା ଏନ୍‌ଏସ୍‌ଜି ଟିମ୍‌

ପୁରୀ ଅଫିସ,୧୮।୩:ନ୍ୟାଶନାଲ ସିକ୍ୟୁରିଟି ଗାର୍ଡ (ଏନ୍‌ଏସ୍‌ଜି)ର ୩ ଜଣିଆ ଟିମ୍‌ ବୁଧବାର ପୁରୀରେ ପହଞ୍ଚି ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରିଛି। ଏହି ଟିମ୍‌ର ସଦସ୍ୟମାନେ ପ୍ରଥମେ ଉତ୍ତର ଦ୍ୱାର ଓ ପରେ ଶ୍ରୀମନ୍ଦିର ଚାରିପାଖ ବୁଲି ସ୍ଥିତି ସମୀକ୍ଷା କରିଛନ୍ତି।…

କେଭିପିୱାଇ ପରୀକ୍ଷାରେ ଅତୀସ ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୮।୩(ବ୍ୟୁରୋ):ବେଙ୍ଗାଲୁରୁର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ ଦ୍ୱାରା ପରିଚାଳିତ କିଶୋର ବୈଜ୍ଞାନିକ ପ୍ରୋତ୍ସାହନ ଯୋଜନା(କେଭିପିଓ୍ବାଇ) ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ୍‌ର ଛାତ୍ର ଅତୀସ କୁମାର ସାହୁ ଓଡ଼ିଶା ଟପ୍ପର ହୋଇଥିବାବେଳେ ସର୍ବଭାରତୀୟ ସ୍ତରରେ ସେ ୧୩ତମ ର଼୍ୟାଙ୍କ…

ବଢୁଛି ତାତି: ୨୧ରୁ ଝଡ଼ବର୍ଷା

ଭୁବନେଶ୍ୱର,୧୮/୩(ବ୍ୟୁରୋ):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପାଗ ଶୁଖିଲା ରହିବ। ସର୍ବୋଚ୍ଚ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲ୍‌ସିୟସ ବୃଦ୍ଧି ପାଇବ। ତେବେ ଏହି ସମୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବରଗଡ଼ ଜିଲାର କେତେକ ସ୍ଥାନରେ…

‘ବ୍ୟବହୃତ ଆଲୁମିନିୟମର ପୁନର୍ବ୍ୟବହାର ଯୋଜନା ଅଛି’

ଭୁବନେଶ୍ୱର, ୧୮ା୩(ବ୍ୟୁରୋ):ଆଲୁମିନିୟମ-ଏୟାର ବ୍ୟାଟେରି ଟେକ୍ନୋଲୋଜି ବ୍ୟବସାୟୀକରଣ କରିବା ଦିଗରେ ବୁଧବାର ନୂଆଦିଲ୍ଲୀଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଇସ୍ରାଏଲର ଉର୍ଜା ମନ୍ତ୍ରୀ ୟୁଭାଲ୍‌ ଷ୍ଟିନ୍‌ଞ୍ଜଙ୍କ ଉପସ୍ଥିତିରେ ଭିଡିଓ କନଫରେନ୍ସ ଜରିଆରେ ଆଇଓସି ଫିନର୍ଜି ପ୍ରାଇଭେଟ୍‌ ଲିମିଟେଡ(ଆଇଓପି)ର ଉଦଘାଟନ ହୋଇଛି। ଏହି ଯୌଥ…

ଜେଲ ମନ୍ଦିରରେ ବିବାହ କଲେ ପ୍ରେମୀଯୁଗଳ

ଚୌଦ୍ୱାର,୧୮ା୩(ଡି.ଏନ.ଏ.):କଟକ ଜିଲା ଚୌଦ୍ୱାର ସର୍କଲ ଜେଲ ପରିସରସ୍ଥ ଶିବ ମନ୍ଦିରରେ ବୁଧବାର ଏକ ନିଆରା ବିବାହ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିବାହ ପରେ କନ୍ୟା ଶାଶୁଘରକୁ ଯାଇଥିବାବେଳେ ବର ପୁଣି ଜେଲକୁ ଚାଲିଯାଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, କଟକ ସଦର ଥାନା…

ସରକାରୀ ସଂସ୍ଥା କିଣିବେ ‘ମୋ ଖତ’

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ସରକାରଙ୍କ ସମସ୍ତ ବିଭାଗ ପୌର ସଂସ୍ଥା ଦ୍ୱାରା ପ୍ରସ୍ତୁତ ଅର୍ଗାନିକ ‘ମୋ ଖତ’ କିଲୋ ପ୍ରତି ୨୦ ଟଙ୍କା ଦରରେ କିଣିବେ। ଏ ନେଇ ବୁଧବାର ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ସଚିବ ଜି. ମାଥିଭାଥନନ ଜଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?