ରାଜ୍ୟ

ଟିକା ବଣ୍ଟନ ପାଇଁ ଗଠନ ହେବ ତ୍ରିସ୍ତରୀୟ କମିଟି

ଭୁବନେଶ୍ୱର,୨।୧୧(ବ୍ୟୁରୋ): କରୋନା ମହାମାରୀକୁ ରୋକିବା ପାଇଁ ଟିକା ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ତେବେ ଟିକା ପ୍ରସ୍ତୁତ ହେବାପରେ କେଉଁମାନଙ୍କୁ ପ୍ରଥମେ ଦିଆଯିବ ତାକୁ ନେଇ ମଧ୍ୟ ବିଚାରବିମର୍ଶ ଜାରି ରହିଛି। ପ୍ରଥମେ ସ୍ବାସ୍ଥ୍ୟକର୍ମୀ ଓ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଭଳି କରୋନା ଯୋଦ୍ଧାଙ୍କ…

ରାଜ୍ୟପାଳଙ୍କୁ କରୋନା

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଏବଂ ତାଙ୍କ ସ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ରାଜ୍ୟପାଳ ନିଜେ ସୋମବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କୋଭିଡ୍‌ ଟେଷ୍ଟ୍‌ କରାଇ ନେବାକୁ ମଧ୍ୟ ରାଜ୍ୟପାଳ ଅନୁରୋଧ…

ବୁଥ୍‌ରେ ପହଞ୍ଚିଲେ ପୋଲିଂ କର୍ମଚାରୀ

ଜଗତ୍‌ସିଂହପୁର ଅଫିସ,୨ା୧୧: ପୋଲିଂ କର୍ମଚାରୀ ବୁଥ୍‌ମୁହାଁ  ହୋଇଛନ୍ତି। କର୍ମଚାରୀମାନେ ସ୍ଥାନୀୟ ଏସ୍‌ଭିଏମ୍‌ ସ୍ବୟଂଶାସିତ ମହାବିଦ୍ୟାଳୟ ପରିସରରେ ହୋଇଥିବା ପୋଲିଂ ପାର୍ଟି ପ୍ରେରଣ କେନ୍ଦ୍ରରେ ପହଞ୍ଚିଲା ପରେ ପରେ ସେମାନଙ୍କୁ ବିଭିନ୍ନ ବୁଥ୍‌କୁ ପଠାଇ ଦିଆଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବୁଥ୍‌…

ଧର୍ମାନୁଷ୍ଠାନ ଖୋଲିବା ନେଇ ଅନୁରୋଧ କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨।୧୧(ବ୍ୟୁରୋ): ଚଳିତ ପବିତ୍ର କାର୍ତ୍ତିକ ମାସରେ କୋଭିଡ୍‌ କଟକଣାକୁ ମାନି ଜଗନ୍ନାଥଙ୍କ ମନ୍ଦିର ସମେତ ରାଜ୍ୟର ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନକୁ ନିୟନ୍ତ୍ରିତ ଢଙ୍ଗରେ ଖୋଲାଯାଉ। ଏନେଇ ରାଜ୍ୟ ସରକାରଙ୍କୁ ଟୁଇଟ୍‌ ମାଧ୍ୟମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଅନୁରୋଧ କରିଛନ୍ତି। ଧର୍ମେନ୍ଦ୍ର…

ବାତିଲ, ଆଂଶିକ ବାତିଲ ହେବ ୨ ଟ୍ରେନ୍‌

ଭୁବନେଶ୍ୱର,୨।୧୧(ବ୍ୟୁରୋ): ପୂର୍ବତଟ ରେଳପଥ ଅଧୀନରେ ଥିବା ସମ୍ବଲପୁର ଡିଭିଜନର ଟିଟିଲାଗଡ଼-ରାୟପୁର ରେଳ ସେକ୍ସନର ତୁରେକେଲା ରୋଡ୍‌-ହରିଶଙ୍କର ରୋଡ୍‌ ଏବଂ ଲଖନା ଷ୍ଟେଶନ ମଧ୍ୟରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ପାଇଁ ଦୁଇଟି ଟ୍ରେନ୍‌ ପ୍ରଭାବିତ ହେବ। ବିଶାଖାପାଟଣା-ନିଜାମୁଦ୍ଦିନ-ବିଶାଖାପାଟଣା ସ୍ବତନ୍ତ୍ର ଟ୍ରେନ ଭାୟା…

ବିଷାକ୍ତ ହେଉଛି ଦୟା

ଭୁବନେଶ୍ୱର,୨।୧୧(ବ୍ୟୁରୋ): ବାୟୁ ପ୍ରଦୂଷଣ ପରେ ଏବେ ଚିନ୍ତା ବଢାଇଛି ଜଳ ପ୍ରଦୂଷଣ। ନଦୀ ଜଳ ପ୍ରଦୂଷଣ ଏବେ ଆଉଏକ ବଡ଼ ସମସ୍ୟାଭାବେ ଉଭା ହୋଇଛି। ବିନା ଟ୍ରିଟ୍‌ମେଣ୍ଟରେ ସ୍ବେରେଜ ଓ ଡ୍ରେନ୍‌ ପାଣି ନଦୀରେ ମିଶିବା ଯୋଗୁ ଏହାର ଜଳ ବିଷାକ୍ତ…

ବାଟ ରୋକିଲା ହାଟ

ଅନୁଗୋଳ ଅଫିସ, ୨।୧୧: ଭିଡ଼ ହେଲେ ସଂକ୍ରମଣ ବଢ଼ିବ। ସେଥିପାଇଁ ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ଭିତରେ ହେଉଥିବା ହାଟକୁ ପ୍ରଶାସନ ବନ୍ଦ କରି ଅନୁଗୋଳ-କଟକ ରାସ୍ତାର କଲେଜ ଛକକୁ ସ୍ଥାନାନ୍ତର କଲା। କିନ୍ତୁ ରାସ୍ତା ପାର୍ଶ୍ୱରେ ବସୁଥିବା ଉକ୍ତ ହାଟରେ କିପରି…

ମନ୍ଦିର ବନ୍ଦ ମନ ଭାଙ୍ଗିଲା

ଢେଙ୍କାନାଳ ଅଫିସ, ୨।୧୧:  ଆରମ୍ଭ ହୋଇଛି ଧର୍ମମାସ କାର୍ତ୍ତିକ। କାର୍ତ୍ତିକ ସୋମବାରରେ ଶିବଦର୍ଶନ କଲେ ମହାଦେବଙ୍କ ଅପାର କରୁଣା ମିଳେ ବୋଲି କାହିଁ କେଉଁ କାଳରୁ ବିଶ୍ୱାସ ରହିଛି। ହେଲେ ଚଳିତବର୍ଷ କରୋନା ଭକ୍ତ-ଭଗବାନଙ୍କ ମଧ୍ୟରେ ଦୂରତା ସୃଷ୍ଟି କରିଛି। ସଂକ୍ରମଣ ଭୟରେ…

ଅଦିନିଆ ବର୍ଷା ଉଜାଡିଲା ମକାଚାଷୀଙ୍କ ସ୍ବପ୍ନ

କୋକସରା, ୨।୧୧(ଡି.ଏନ.ଏ.)- କଳାହାଣ୍ଡି ଜିଲା କୋକସରା ବ୍ଲକରେ ଅଦିନିଆ ବର୍ଷା ଉଜାଡିଦେଲା ଚାଷୀଙ୍କ ସ୍ବପ୍ନ। ବର୍ଷାରେ ଶହଶହ ଏକର ଧାନ ଫସଲ କ୍ଷତିହୋଇ ଗଜା ହୋଇଯିବାରୁ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି ଚାଷୀ। ହେଲେ ବ୍ଲକର ମକା ଚାଷୀ ବି…

ଉପନିର୍ବାଚନ ପାଇଁ ସରିଲା ପ୍ରଚାର: ୩ରେ ମତଦାନ

ଭୁବନେଶ୍ୱର,୧।୧୧(ବ୍ୟୁରୋ)-ରାଜ୍ୟର ୨ ବିଧାନସଭା ନିର୍ବାଚନ ମଣ୍ଡଳୀ ବାଲେଶ୍ୱର ଓ ତିର୍ତ୍ତୋଲରେ ଉପନିର୍ବାଚନ ପାଇଁ ସରିଛି ପ୍ରଚାର। ୩ ତାରିଖରେ ଅନୁଷ୍ଠିତ ହେବ ଭୋଟ ଗ୍ରହଣ। ଯଦି କେହି ନିୟମ ଉଲ୍ଲଙ୍ଘନ କରନ୍ତି ତେବେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟ ନିର୍ବାଚନ…

ଆଜି ରାଜ୍ୟରେ ଆରୋଗ୍ୟ ହେଲେ ୧୮୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧ା୧୧(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୧୮୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୫୨, ଅନୁଗୋଳରୁ ୧୪୮, ସୁନ୍ଦରଗଡରୁ ୯୭, ପୁରୀରୁ ୯୬, ମୟୂରଭଞ୍ଜରୁ ୮୩, ବଲାଙ୍ଗିରିରୁ ୭୬, ଯାଜପୁରରୁ ୭୬, କେନ୍ଦୁଝରରୁ…

ସାରୁଅ ଜମି ବିବାଦ: ଓଟିଭି ସିଏଫ୍‌ଓଙ୍କୁ ଗିରଫ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୧ ା୧୧(ବ୍ୟୁରୋ): ବହୁ ଚର୍ଚ୍ଚିତ ଖୋର୍ଦ୍ଧା ସାରୁଅ ଜମି ବିବାଦ ମାମଲାରେ କ୍ରାଇମ୍‌ବ୍ରାଞ୍ଚର ଇଓଡବ୍ଲ୍ୟୁ ଓଟିଭିର ସିଏଫ୍‌ଓ ମନୋରଞ୍ଜନ ଷଡ଼ଙ୍ଗୀଙ୍କୁ ଗିରଫ କରିଛି। କ୍ରାଇମ୍‌ବ୍ରାଞ୍ଚ ପକ୍ଷରୁ ରବିବାର ତାଙ୍କୁ ୯ଘଣ୍ଟା ଜେରା କରାଯିବା ପରେ ଗିରଫ କରାଯାଇଛି। ମନୋରଞ୍ଜନ ଷଡ଼ଙ୍ଗୀଙ୍କ ବିରୋଧରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri