ପୋଖରୀରେ ବୁଡ଼ି ଚାଲିଗଲା ୨ ଶିଶୁଙ୍କ ଜୀବନ
ବାସୁଦେବପୁର,୧ା୧୧(ଡି.ଏନ୍.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ପାରାପୋଖରୀ ଓ ତିହିଡ଼ି ବ୍ଲକର ଏକଡ଼ାଳ ଗ୍ରାମରେ ରବିବାର ପୋଖରୀରେ ବୁଡ଼ି ୨ ଶିଶୁଙ୍କ ମୃତ୍ୟୁ ହୋଇଛି। ପାରାପୋଖରୀ ଗ୍ରାମର ସୂର୍ଯ୍ୟକାନ୍ତ ବଳଙ୍କ ଝିଅ ଉର୍ବିରାଣୀ (୩) ନିଜ ମାମୁଁଘର ପଞ୍ଚଟିକ୍ରି ଗ୍ରାମକୁ ଯାଇଥିବା ବେଳେ…
ଭୁବନେଶ୍ୱରରେ ଆଜି ୮୩ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୧।୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୮୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୨୦ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୬୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୦୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ: ଅସନ୍ତୋଷ ପରେ ଟପ୍ପର ତାଲିକା ପ୍ରକାଶ ପାଇଁ ପ୍ରତିଶ୍ରୁତି
ଭୁବନେଶ୍ୱର,୧।୧୧(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ସହ ଅନୁବନ୍ଧିତ ଥିବା ରାଜ୍ୟର ୪୮ ମହିଳା ମହାବିଦ୍ୟାଳୟର ୟୁଜି ଓ ପିଜି ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଥିଲା। କିନ୍ତୁ ବିଶ୍ୱବିଦ୍ୟାଳୟ ପକ୍ଷରୁ ଟପ୍ପର ତାଲିକା ପ୍ରକାଶ ପାଇ ନ ଥିବାରୁ ବିଭିନ୍ନ ଛାତ୍ର…
ଆଜିଠୁ କାର୍ତ୍ତିକ ବ୍ରତ: ମହାପ୍ରସାଦ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା
ପୁରୀ ଅଫିସ,୧ା୧୧: ରବିବାରଠାରୁ କାର୍ତ୍ତିକ ମାସ ଆରମ୍ଭ ହେଉଛି। ପ୍ରତିବର୍ଷ କାର୍ତ୍ତିକ ମାସରେ ବହୁ ସଂଖ୍ୟାରେ ହବିଷିଆଳି ପୁରୀ ଆସି ମାସାଧିକ କାଳ ରହି କାର୍ତ୍ତିକ ବ୍ରତ ପାଳନ କରିଥାନ୍ତି। ଭୋରୁ ଶ୍ରୀକ୍ଷେତ୍ରର ତୀର୍ଥ ପୁଷ୍କରିଣୀରେ ସ୍ନାନସାରି ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କ…
ଅଲିଭ୍ ରିଡ୍ଲେଙ୍କ ସୁରକ୍ଷା ଚିନ୍ତା
କେନ୍ଦ୍ରାପଡ଼ା ଅଫିସ,୧ା୧୧: ବିରଳ ଅଲିଭ୍ ରିଡ୍ଲେ କଇଁଛ ସୁରକ୍ଷା ପାଇଁ ବିଶ୍ୱ ପ୍ରସିଦ୍ଧ ଗହୀରମଥା ସାମୁଦ୍ରିକ ଅଞ୍ଚଳରେ ନଭେମ୍ବର ୧ ରବିବାରଠାରୁ କଟକଣା ଆରମ୍ଭ ହେଉଛି। ଏହି କଟକଣା ଆଗାମୀ ୭ ମାସ ଅର୍ଥାତ୍ ମେ ୩୧ ପର୍ଯ୍ୟନ୍ତ ବଳବତ୍ତର ରହିବ।…
ରଞ୍ଜନ କୁମାର ଦାସ ସଂସ୍କୃତି ବିଭାଗ ଭାରପ୍ରାପ୍ତ ନିର୍ଦ୍ଦେଶକ
ଭୁବନେଶ୍ୱର,୧।୧୧(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ଶାସନ ସଚିବ ରଞ୍ଜନ କୁମାର ଦାସଙ୍କୁ ବିଭାଗର ଭାରପ୍ରାପ୍ତ ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ବିଭାଗର ନିର୍ଦ୍ଦେଶକ ଥିବା ବିଜୟ କୁମାର ନାୟକ ଶନିବାର ଅବସର ଗ୍ରହଣ କରିଥିବାରୁ…
ଶ୍ରୀମନ୍ଦିର ଖୋଲିବା ଆଶା କ୍ଷୀଣ
ପୁରୀ ଅଫିସ,୧ା୧୧: ରାଜ୍ୟ ସରକାର ଶନିବାର ଅନ୍ଲକ୍-୬ ଗାଇଡ୍ଲାଇନ ଜାରି କରିଛନ୍ତି। ଏହି ଗାଇଡ୍ଲାଇନ ଅନୁସାରେ ସ୍ଥାନୀୟ ପ୍ରଶାସନ ଅନୁମତିରେ ଧର୍ମାନୁଷ୍ଠାନ ଖୋଲିପାରିବ। ଅର୍ଥାତ୍ ସ୍ଥାନୀୟ ପ୍ରଶାସନିକ ଅଧିକାରୀ ପରିସ୍ଥିତିକୁ ଦେଖି ଏ ନେଇ ଅନୁମତି ଦେଇପାରିବେ। ତେବେ ଏହି ଗାଇଡ୍ଲାଇନକୁ…
ପୁଣି ୧୧ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୩୩୧ରେ ପହଞ୍ଚିଲା
ଭୁବନେଶ୍ୱର,୧ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୧ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୩୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୩…
ରାଜ୍ୟରେ ଆଜି ୧୭୦୯ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧।୧୧(ବ୍ୟୁରୋ): ରବିବାର ୩୦ ଜିଲାରୁ ୧୭୦୯ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୧,୮୨୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୯୮୫ ଜଣ…
ସ୍ବାମୀଙ୍କୁ ହତ୍ୟା ଘଟଣା: ସ୍ତ୍ରୀ ସହ ପ୍ରେମିକ ଗିରଫ
ବୁଗୁଡ଼ା,୩୧ା୧୦(ଡି.ଏନ.ଏ.)-ବୁଗୁଡ଼ା ସହର ବାଲିପିଣ୍ଡି ବନ୍ଧ ନିକଟ ଦଳିତ ସାହିରେ ଗୁରୁବାର ରାତିରେ ପ୍ରେମିକଙ୍କ ସହ ମିଶି ସ୍ତ୍ରୀ ସ୍ବାମୀଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ପୋଲିସ ଶନିବାର ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ କୋର୍ଟଚାଲାଣ କରିଛି। ଗିରଫ ସ୍ତ୍ରୀ…
ନଭେମ୍ବର ୨ ରୁ ୧୭ ରୁଟ୍ରେ ଗଡ଼ିବ ମୋ-ବସ୍
ଭୁବନେଶ୍ୱର,୩୧ା୧୦(ବ୍ୟୁରୋ)-ସୋମବାର ଅର୍ଥାତ୍ ନଭେମ୍ବର ୨ରୁ ମୋ-ବସ୍ ୧୭ ରୁଟ୍ରେ ଗଡ଼ିବ। ରୁଟ୍ଗୁଡ଼ିକ ମଧ୍ୟରେ ମୁଖ୍ୟତଃ ୧୧, ୧୨, ୧୬, ୧୭, ୧୮, ୧୯, ୨୦, ୨୨, ୨୩, ୨୪, ୨୫, ୨୭, ୨୮, ୩୦, ୩୩, ୫୦ ଓ ୭୦ରେ ମୋ-ବସ୍…
ଅଢେଇ କିଲୋ ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ
ବ୍ରହ୍ମପୁର ଅଫିସ,୩୧ା୧୦-ବ୍ରହ୍ମପୁର ବଡ଼ ବଜାରରେ ଥିବା ବିନୋଦ ଜୁଏଲେରିରୁ ଶୁକ୍ରବାର ରାତିରେ ଚୋରି ହୋଇଛି। ଚୋରମାନେ ଷ୍ଟୋର୍ରେ ଥିବା ଆଇରନ୍ ଚେଷ୍ଟ ଭାଙ୍ଗି ପ୍ରାୟ ୨କେଜି ୮୦୦ଗ୍ରାମ୍ ଓଜନର ସୁନା ଗହଣା ଚୋରି କରିଥିବା ମାଲିକ ଜେ.ରବିକୁମାର ଥାନାରେ ଅଭିଯୋଗ କରିଛନ୍ତି।…
Archives


