ରାଜ୍ୟ

ନଭେମ୍ବର ୨ ରୁ ୧୭ ରୁଟ୍‌ରେ ଗଡ଼ିବ ମୋ-ବସ୍‌

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ)-ସୋମବାର ଅର୍ଥାତ୍‌ ନଭେମ୍ବର ୨ରୁ ମୋ-ବସ୍‌ ୧୭ ରୁଟ୍‌ରେ ଗଡ଼ିବ। ରୁଟ୍‌ଗୁଡ଼ିକ ମଧ୍ୟରେ ମୁଖ୍ୟତଃ ୧୧, ୧୨, ୧୬, ୧୭, ୧୮, ୧୯, ୨୦, ୨୨, ୨୩, ୨୪, ୨୫, ୨୭, ୨୮, ୩୦, ୩୩, ୫୦ ଓ ୭୦ରେ ମୋ-ବସ୍‌…

ଅଢେଇ କିଲୋ ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୩୧ା୧୦-ବ୍ରହ୍ମପୁର ବଡ଼ ବଜାରରେ ଥିବା ବିନୋଦ ଜୁଏଲେରିରୁ ଶୁକ୍ରବାର ରାତିରେ ଚୋରି ହୋଇଛି। ଚୋରମାନେ ଷ୍ଟୋର୍‌ରେ ଥିବା ଆଇରନ୍‌ ଚେଷ୍ଟ ଭାଙ୍ଗି ପ୍ରାୟ ୨କେଜି ୮୦୦ଗ୍ରାମ୍‌ ଓଜନର ସୁନା ଗହଣା ଚୋରି କରିଥିବା ମାଲିକ ଜେ.ରବିକୁମାର ଥାନାରେ ଅଭିଯୋଗ କରିଛନ୍ତି।…

ରାଜ୍ୟରେ ସୁସ୍ଥ ହେଲେ ୧୯୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୧୯୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୪୫ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୫୩, ବଲାଙ୍ଗୀରରୁ ୧୩୮, ସୁନ୍ଦରଗଡରୁ ୧୦୧, ମୟୂରଭଞ୍ଜରୁ ୯୬, ଜଗତସିଂହପୁରରୁ ୮୧, ଅନୁଗୋଳରୁ ୭୮, କଳାହାଣ୍ଡିରୁ ୭୮, ନୂଆପଡାରୁ…

ରାଜଧାନୀରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ତଥାପି ରହିବାକୁ ପଡ଼ିବ ସତର୍କ: ବିଏମ୍‌ସି କମିଶନର

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏହି କିଛିଦିନ ହେବ ଲଗାତର କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଏପରିକି ଶହେ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି। ଶନିବାର ରାଜଧାନୀରୁ ୮୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୯ ଜଣ ଚିହ୍ନଟ…

ରାଜଧାନୀରୁ ୧ କୋଟି ଟଙ୍କାର ବ୍ରାଉନ୍‌ସୁଗାର ଜବତ: ଜଣେ ଗିରଫ

ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ସକାଳେ ପ୍ରାୟ ୧ କେଜି ୧୭୦ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ ହୋଇଛି। ଏହି କାରବାରରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରାଯାଇଛି। କ୍ରାଇମବ୍ରାଞ୍ଚର ଏସ୍‌ଟିଏଫ୍‌ ଟିମ୍‌ ଏହି ବ୍ରାଉନସୁଗାର ଜବତ କରିଛି । ଏହାର ମୂଲ୍ୟ…

ବଦଳିବ ସ୍କୁଲ ଖୋଲିବା ତାରିଖ: ନଭେମ୍ବରରେ ଖୋଲିବ, କିନ୍ତୁ ୧୬ରେ ନୁହେଁ…

ଭୁବନେଶ୍ୱର ୩୧।୧୦(ବ୍ୟୁରୋ): ନଭେମ୍ବର ୧୬ରେ ଖୋଲିବନି ସ୍କୁଲ। ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଏ ନେଇ ଖୁବ୍‌ଶୀଘ୍ର ଏସ୍‌ଆର୍‌ସି ସଂଶୋଧିତ ଗାଇଡ୍‌ଲାଇନ ଜାରି କରିବେ ବୋଲି ମନ୍ତ୍ରୀ କହିଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ନଭେମ୍ବରରେ…

ବରଗଡ଼ରୁ ପୁଣି ୬୧ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୮୬୩୦ରେ

ବରଗଡ଼ ଅଫିସ,୩୧।୧୦: ବରଗଡ ଜିଲାରେ ଶନିବାର ପୁଣି ୬୧ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୩୦ ମହିଳା ଏବଂ ୩୧ ପୁରୁଷ ରହିଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୬୩୦ରେ ପହଞ୍ଚିଛି। ସେମାନଙ୍କ…

ଅନ୍‌ଲକ୍‌-୬ ଗାଇଡ୍‌ଲାଇନ୍‌: ଜାଣନ୍ତୁ କ’ଣ ଖୋଲିବ, କ’ଣ ବନ୍ଦ ରହିବ…

ଭଚବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜ୍ୟ ସରକାର ଜାରି କରିଛନ୍ତି ଅନ୍‌ଲକ୍‌-୬ ଗାଇଡ୍‌ଲାଇନ୍‌। ନଭେମ୍ବର ମାସ ଯାଏ ଜାରି ହୋଇଥିବା ଏହି ଗାଇଡ୍‌ଲାଇନ୍‌ରେ ସ୍କୁଲ ଖୋଲିବାକୁ ସରକାର ଅନୁମତି ଦେଇଛନ୍ତି। ତେବେ କେବଳ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ସ୍କୁଲ ଯିବାକୁ ଅନୁମତି…

ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୨ ଆକ୍ରାନ୍ତ

ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜ୍ୟରେ ଶନିବାର କରୋନାରେ ଆଉ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୨୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌…

CORONAVIRUS UPDATE: ରାଜ୍ୟରେ ପୁଣି ୧୪୭୦ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୯୦୧୧୬ରେ ପହଞ୍ଚିଲା

ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୪୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୦୧୧୬ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…

ନଭେମ୍ବର ୧୬ରୁ ସ୍କୁଲ ଯିବେ ନବମରୁ ଦ୍ୱାଦଶ ଶ୍ରେଣୀ ପିଲା

ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ମହାମାରୀ କରୋନା ପାଇଁ ରାଜ୍ୟରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା। ଅନ୍‌ଲକ୍‌-୬ରେ ଶିକ୍ଷାନୁଷ୍ଠାନ ଖୋଲିଛନ୍ତି ରାଜ୍ୟ ସରକାର। ନଭେମ୍ବର ୧୬ରୁ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିବ। ନବମରୁ ଦ୍ୱାଦସ ବ୍ୟତୀତ ଅନ୍ୟ ସବୁ ଶିକ୍ଷାନୁଷ୍ଠାନ ୩୦…

ପ୍ରାଚୀପ୍ରଜ୍ଞା ପିଏନ୍‌ କଲେଜ ଟପ୍ପର

ଖୋର୍ଦ୍ଧା ଅଫିସ,୩୧ା୧୦: ଖୋର୍ଦ୍ଧା ପ୍ରାଣନାଥ (ପିଏନ୍‌) ସ୍ବୟଂଶାସିତ ମହାବିଦ୍ୟାଳୟର ଦ୍ୱାଦଶତମ ସ୍ନାତକ(+୩) ୨୦୧୭-୨୦୨୦ ଶିକ୍ଷାବର୍ଷର ବାର୍ଷିକ ଫଳ ଶନିବାର ପ୍ରକାଶ ପାଇଛି। ଏଥିରେ ମୋଟ୍‌ ପାସ୍‌ ହାର ୯୦.୪ ପ୍ରତିଶତ ରହିଛି। ବାଣିଜ୍ୟରେ ଆଦିତ୍ୟନାଥ ପୃଷ୍ଟି, କଳାରେ ଶିକ୍ଷା ବିଭାଗ ଛାତ୍ରୀ ରୁପାଲି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri