ରାଜ୍ୟ

ଛାଡ଼ପତ୍ର ମାମଲା: ୧୫ରେ ବର୍ଷା-ଅନୁଭବ ବୁଝାମଣା

ନୂଆଦିଲ୍ଲୀ,୩୧।୧୦: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ବିଜେଡି ଏମ୍‌ପି ଅନୁଭବ ମହାନ୍ତି ଓ ତାଙ୍କ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀ ନଭେମ୍ବର ୧୫ରେ ପରସ୍ପରକୁ ଭେଟି ଛାଡ଼ପତ୍ର ମାମଲାର ଆପୋଷ ସମାଧାନ ଲାଗି ଆଲୋଚନା କରିବେ। ସୁପ୍ରିମକୋର୍ଟର ମଧ୍ୟସ୍ଥତା କେନ୍ଦ୍ରରେ ଏହି ବୁଝାମଣା ଅନୁଷ୍ଠିତ ହେବ।…

ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କୁ ହତ୍ୟା

ବୁଗୁଡ଼ା, ୩୧ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବାଲିପିଣ୍ଡି ପୋଖରୀ ନିକଟସ୍ଥ ଦଳିତ ସାହିରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମିକଙ୍କ ସହ ମିଶି ସ୍ବାମୀଙ୍କ ତଣ୍ଟି ଚିପି ସ୍ତ୍ରୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଯୁବକ ହେଲେ…

ନଭେମ୍ବରର ସବୁ ଶନିବାର ସରକାରୀ ଅଫିସ ଛୁଟି

ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜ୍ୟ ସରକାର ଆସନ୍ତା ମାସରେ ମଧ୍ୟ ସବୁ ଶନିବାର ସରକାରୀ ଅଫିସ ବନ୍ଦ ରହିବ ବୋଲି ଘୋଷଣା କରିଛନ୍ତି। ଏନେଇ ଶୁକ୍ରବାର ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି। ସେଥିରେ…

ନୀରବ ବିଦ୍ରୋହ ଭାରି ପଡ଼ିବ

ତିର୍ତ୍ତୋଲ, ୩୧ା୧୦ (ସ୍ବ.ପ୍ର.): ୨୦୧୯ ନିର୍ବାଚନରେ ତିର୍ତ୍ତୋଲ ବିଧାନସଭା ଆସନରୁ ବିଜୟୀ ହୋଇଥିବା ବିଜେଡି ନେତା ବିଷ୍ଣୁଚରଣ ଦାସଙ୍କ ପରଲୋକ ପରେ ଏବେ ଚାଲିଛି ସେଠାରେ ଉପନିର୍ବାଚନ ପ୍ରକ୍ରିୟା। ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୩ ବ୍ଲକ୍‌ ତିର୍ତ୍ତୋଲ, ରଘୁନାଥପୁର ଓ ବିରିଡ଼ିର ୬୧…

ଲଘୁଚାପ: ଓଡ଼ିଶାରେ ପ୍ରଭାବ ନାହିଁ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ନିକଟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୩୧ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ। ଓଡିଶାରେ ଏହାର କୌଣସି ପ୍ରଭାବ ରହିବ ନାହିଁ। ତାହା ୪୮ ଘଣ୍ଟା ମଧ୍ୟରେ…

ଖାଁ ଖାଁ ଗୋତମରା ଗାଁ

ବଅଁରପାଳ, ୩୧ା୧୦(ଡି.ଏନ.ଏ.) ପ୍ରତିବର୍ଷ ପରି ବାର୍ଷିକ ପୂଜାରେ ଚଳଚଞ୍ଚଳ ହେବନି ବଅଁରପାଳ ବ୍ଲକ ଗୋତମରା ଗ୍ରାମର ମା’ ବ୍ରହ୍ମାୟଣୀଙ୍କ ପୀଠ। ବସିବନି ଦୋକାନ ବଜାର କି ଜମିବନି ଶ୍ରଦ୍ଧାଳୁଙ୍କ ଭିଡ଼। ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ ହେବନି। ନିରାଡମ୍ବରରେ କେବଳ ବିଧି…

ଭୁଶୁଡ଼ି ପଡ଼ିଛି କ୍ରୀଡ଼ା ଭିତ୍ତିଭୂମି

ଅନୁଗୋଳ ଅଫିସ, ୩୧।୧୦ – ଶିଳ୍ପ ସମୃଦ୍ଧ ଅନୁଗୋଳ ଜିଲାରେ କ୍ରୀଡ଼ା ଭିତ୍ତିଭୂମିର ଉନ୍ନତୀକରଣ ହୋଇପାରୁନାହିଁ। ଅର୍ଥର ଅଭାବ ନ ଥିଲେ ମଧ୍ୟ ପ୍ରଶାସନର ଆନ୍ତରିକତା ଅଭାବରୁ ସହରରେ ଥିବା ଏକମାତ୍ର ଇନ୍‌ଡୋର ହଲ୍‌ ଜୀରାଜୀର୍ଣ୍ଣ ଅବସ୍ଥାକୁ ଚାଲିଯାଇଛି। ଏପରି କି…

ଇନ୍ଦ୍ରପୁରୀ ହେବନାହିଁ ବିଷ୍ଣୁପୁରୀ

ଓଡ଼ାପଡ଼ା, ୩୧ା୧୦ କରୋନା ଆତଙ୍କ ଯୋଗୁ ସତେ ଯେମିତି କେଉଁଠି ଅଟକିଯାଇଛି ପୃଥିବୀ। ପ୍ରଭାବିତ ହୋଇଛନ୍ତି ମଣିଷ। ଅସ୍ତବ୍ୟସ୍ତ ହୋଇଛି ଜୀବନଯାତ୍ରା। ସବୁଠୁ ବେଶି ପ୍ରତିକୂଳ ପ୍ରଭାବ ପଡ଼ିଛି ହୋଇଛି କଳା, ସଂସ୍କୃତି ଏବଂ ଶିକ୍ଷା ଉପରେ। ଗଣେଶପୂଜା, ଦଶହରା ପରେ…

ନଭେମ୍ବରରେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ନଭେମ୍ବରରେ ସ୍କୁଲ ଖୋଲିବ। ଏନେଇ ଶୁକ୍ରବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ଏ ସଂକ୍ରାନ୍ତରେ ପ୍ରସ୍ତାବ ପଠାଯାଇଛି। ଅନୁମୋଦନ ପରେ ସ୍କୁଲ ଖୋଲିବା ନେଇ…

ରାଜ୍ୟରେ ସୁସ୍ଥ ହେଲେ ୧୮୦୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୧୮୦୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୩୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୪୮, ନୂଆପଡାରୁ ୧୦୦, ମୟୂରଭଞ୍ଜରୁ ୯୪, ଅନୁଗୋଳରୁ ୮୧, ସୁନ୍ଦରଗଡରୁ ୭୬, କେନ୍ଦୁଝରରୁ ୭୪, ବାଲେଶ୍ୱରରୁ ୭୨, ପୁରୀରୁ…

ବାଲେଶ୍ୱର, ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଛୁଟି ଘୋଷଣା

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ)- ଆସନ୍ତା ନଭେମ୍ବର ୩ ତାରିଖରେ ବାଲେଶ୍ୱର ଏବଂ ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଭୋଟ ଗ୍ରହଣ ଦିନ ଅର୍ଥାତ୍‌ ନଭେମ୍ବର ୩ ତାରିଖରେ ସମ୍ପୃକ୍ତ ନିର୍ବାଚନ ମଣ୍ଡଳ ଅଧୀନରେ ଥିବା ସମସ୍ତ ସରକାରୀ ଓ ବେସରକାରୀ…

ଭୁବନେଶ୍ୱରରେ ୫୦% ଲୋକଙ୍କ ଦେହରେ ସୃଷ୍ଟି ହୋଇଛି ଆଣ୍ଟିିବଡ଼ି

ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ)- ଭୁବନେଶ୍ୱରରେ ୫୦% ଲୋକଙ୍କ ଦେହରେ ଆଣ୍ଟିବଡ଼ି ସୃଷ୍ଟି ହୋଇଛି। ତୃତୀୟ ପର୍ଯ୍ୟାୟ ସେରୋଲୋଜିକାଲ ସର୍ଭେ ତଥ୍ୟରୁ ଏହା ଜଣାପଡ଼ିଛି ବୋଲି ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ଡାକ୍ତର ସଂଘମିତ୍ରା ପତି ଶୁକ୍ରବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଭୁବନେଶ୍ୱରରେ ବର୍ତ୍ତମାନ ୫୦…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri