ରାଜ୍ୟ

ମହାନଦୀରୁ ବିରଳ ମାଛ ଉଦ୍ଧାର

ହରଭଙ୍ଗା,୩୦।୧୦(ଡି.ଏନ.ଏ.)-ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ସଙ୍କୁଲେଇ ପଞ୍ଚାୟତ ଅନ୍ତର୍ଗତ ପାଣିଘରା ଗ୍ରାମର ମତ୍ସ୍ୟଜୀବୀମାନେ ଗୁରୁବାର ଏକ ବିରଳ ମାଛ ମହାନଦୀରୁ ଉଦ୍ଧାର କରିଛନ୍ତି। ଏହାର ଓଜନ ପ୍ରାୟ ୧ କେ.ଜି ହେବ। ମାଛଟିର ଦେହରେ କଳା, ଓ ଧଳା ରଙ୍ଗର ଦାଗ…

ଭୁବନେଶ୍ୱରରୁ ଆଜି ୮୭ ପଜିଟିଭ୍‌ ଚିହ୍ନଟ : ଲୋକାଲ କେସ ୬୮

ଭୁବନେଶ୍ୱର,୩୦।୧୦(ଡି.ଏନ.ଏ.)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୬୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ଅଜା, ନାତିଙ୍କ ଉପରେ ଚଢିଗଲା ଚାଉଳ ବୋଝେଇ ଟ୍ରକ

ଆନନ୍ଦପୁର,୩୦।୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଜାତୀୟ ରାଜପଥ ୨୦ ନମ୍ବର ବରପଦା ବଜାର ନିକଟରେ ଶୁକ୍ରବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଚାଉଳ ବୋଝେଇ ଟ୍ରକ ବାଇକ ଉପରେ ଚଢ଼ି ଯିବାରୁ ଅଜା, ନାତିଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ରାମଚନ୍ଦ୍ରପୁର…

ଓଡ଼ିଶାରେ ହେଉଛି କରୋନା ରି-ଇନ୍‌ଫେକ୍ସନ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ଓଡ଼ିଶାରେ କରୋନା ରି-ଇନ୍‌ଫେକ୍ସନ ହେଉଛି। ଭୁବନେଶ୍ୱରସ୍ଥିତ ଆଇଏଲ୍‌ଏସ୍‌ (ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲାଇଫ୍‌ ସାଇନ୍ସ)ର ନିର୍ଦ୍ଦେଶକ ଅଜୟ ପରିଡ଼ା ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଓଡ଼ିଶାରେ କରୋନା ରି-ଇନ୍‌ଫେକ୍ସନ ହେଉଛି, କିନ୍ତୁ ବହୁତ କମ୍‌। ଆଇଏଲ୍‌ଏସ୍‌ରେ କିଛି…

ଆଜି ଆଉ ୧୧ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୩୦୦ ଟପିଲା

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୧ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୦୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧାରୁ ୩ ଆକ୍ରାନ୍ତଙ୍କ…

ରାଜ୍ୟରେ ଆଜି ୧୫୪୭ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ): ଶୁକ୍ରବାର ମୋଟ୍‌ ୩୦ ଜିଲାରୁ ୧୫୪୭ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୮,୬୪୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮୯୧ ଜଣ…

ରାଜ୍ୟରେ ଅନୁଭୂତ ହେଲାଣି ଶୀତ, ୧୫ ଡିଗ୍ରୀ ତଳେ ୪ ସହରର ତାପମାତ୍ରା

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ): ରାଜ୍ୟରୁ ମୌସୁମୀ ଫେରିଯାଇଛି। ମୌସୁମୀ ଫେରିଯିବା ପରେ ବିଭିନ୍ନ ସ୍ଥାନରେ ବର୍ତ୍ତମାନ ଶୀତ ଅନୁଭୂତ ହେଲାଣି। ରାଜ୍ୟରେ ୪ଟି ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି। ସୋନପୁରରେ ତାପମାତ୍ରା ୧୨.୮ ଡିଗ୍ରୀ ରହିଛି। ଯାହାକି ସବୁଠୁ ଥଣ୍ଡା ସହର…

ଏବର୍ଷ ନାଗାର୍ଜୁନ ବେଶ ଦର୍ଶନ ବନ୍ଦ

ପୁରୀ ଅଫିସ,୩୦।୧୦: ଚଳିତବର୍ଷ ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ ଦେଖିପାରିବେନି ଭକ୍ତ। କୋଭିଡ୍‌ କଟକଣା ପାଇଁ ଶ୍ରଦ୍ଧାଳୁଙ୍କୁ ଏହି ବେଶ ଦର୍ଶନରୁ ବଞ୍ଚିତ ହେବାକୁ ପଡ଼ିବ। ଗୁରୁବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ନୀତି ସବ୍‌ କମିଟି…

ଏବର୍ଷ ହେବନି ବାଲିଯାତ୍ରା

କଟକ ଅଫିସ,୩୦ା୧୦: ଚଳିତବର୍ଷ ଐତିହାସିକ କଟକ ବାଲିଯାତ୍ରା ହେବ ନାହିଁ। କରୋନା ମହାମାରୀ ସମୟରେ ଏଭଳି ଆୟୋଜନ ସମ୍ଭବ ନୁହେଁ। ଏନେଇ ସୂଚନା ଦେଇଛନ୍ତି କଟକ ଜିଲାପାଳ ଭବାନୀ ଶଙ୍କର ଚୟନି। ଏଥିସହିତ କଟକର ଧବଳେଶ୍ୱରଙ୍କ ପୀଠରେ ମଧ୍ୟ ବଡ଼ଓଷା ହେବନାହିଁ।…

ଫିକା ପଡ଼ିବ ଗଣପର୍ବ ଗଜଲକ୍ଷ୍ମୀ ପୂଜା

କେନ୍ଦ୍ରାପଡ଼ା ଅଫିସ,୩୦।୧୦: କରୋନା ସଂକ୍ରମଣ ଭୟ ଚଳିତବର୍ଷ କେନ୍ଦ୍ରାପଡ଼ା ଜିଲାର ଗଣପର୍ବ ମା’ ଗଜଲକ୍ଷ୍ମୀଙ୍କ ପୂଜାକୁ ଫିକା ପକାଇବ। କୋଭିଡ୍‌ ୧୯ର ସମସ୍ତ ନିୟମ ପାଳନ ହେବ ବୋଲି ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାରୁ ସ୍ଥାନୀୟ ବ୍ୟବସାୟୀ ଚିନ୍ତାରେ ଅଛନ୍ତି। ଏଥିପ୍ରତି…

ଥଇଥାନ ପ୍ୟାକେଜ୍‌ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ): ଅନୁଗୋଳ ଜିଲାର ମନ୍ଦାକିନୀ କୋଇଲା ଖଣି ଉତ୍‌ଖନନ ନେଇ ରହିଥିବା ସମସ୍ୟାର ସମାଧାନ ଉପରେ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର। ଏନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଗୁରୁବାର ରାଜ୍ୟ ଲୋକସେବା ଭବନରୁ ଡିଜିଟାଲ ବୈଠକ ମାଧ୍ୟମରେ ଏହାର…

ଅନ୍‌ଲାଇନରେ ହେବ ବୋଟ୍‌ ବୁକିଂ

ପୁରୀ ଅଫିସ,୩୦ା୧୦: ଆସିଲାଣି ପର୍ଯ୍ୟଟନ ଋତୁ। ଚିଲିକାକୁ ଦେଶ, ବିଦେଶର ପର୍ଯ୍ୟଟକଙ୍କ ଆଗମନ ବଢିବ। ପର୍ଯ୍ୟଟକମାନେ ଯେପରି କୌଣସି ହଇରାଣ ନ ହୁଅନ୍ତି ତାହା ଉପରେ ପୁରୀ ଜିଲା ପ୍ରଶାସନ ଗୁରୁତ୍ୱ ଦେଇଛି। ବିଭିନ୍ନ ସମୟରେ ସାତପଡ଼ାରେ ବୋଟ୍‌ ବୁକିଂକୁ ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri