ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି
ପୁରୀ,୪ା୪: ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଛି ଜଙ୍ଗଲ ଜମି ଅନୁମତି। ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାର ଷ୍ଟେଜ୍-୧ ଅନୁମୋଦନ କରିଛନ୍ତି। ପ୍ରକଳ୍ପକୁ ବାସ୍ତବରେ ରୂପାୟନ କରିବା ଦିଗରେ ସରକାରଙ୍କ ଏହା ଏକ ବଡ଼ ପଦକ୍ଷେପ। ପରିବେଶ, ଜଙ୍ଗଲ ଓ…
ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ
ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି…
ମୁଖ୍ୟ ବଜାରରେ ବୋମାମାଡ଼ : ଭୁବନେଶ୍ୱରରୁ ବନ୍ଧା ହେଲେ ୫
ଚିକିଟି, ୪ା୪(ପ୍ରକାଶ ଚନ୍ଦ୍ର ସାହୁ ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଗତ ମଙ୍ଗଳବାର ରାତି ସାଢେ ୮ଟାରେ ହୋଇଥିବା ବୋମାମାଡ ଘଟଣାରେ ଶୁକ୍ରବାର କେ. ନୂଆଗାଁ ପୋଲିସ ୫ ଜଣଙ୍କୁ ଗିରଫ କରିଛି।…
ମେଡିକାଲ ଯାଇଥିଲେ ମା’ ବାପା: ଫେରିଲା ବେଳକୁ ୧୩ ବର୍ଷର ପୁଅକୁ ମାରି ଟାଙ୍ଗିଦେଇଛି…
କଳିଙ୍ଗନଗର,୪ା୪(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ବାରାଖାଇ ଗ୍ରାମରେ ପୂର୍ବ ଶତ୍ରୁତାରୁ ଜଣେ ନାବାଳକଙ୍କୁ ଶୁକ୍ରବାର ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଗ୍ରାମର ଚଗୁଲୁ ଓରଫ୍ ସୁଶାନ୍ତ ମଲିକଙ୍କ ପୁଅ ଶୁଭମ୍(୧୩)। ସେ ୮ମ ଶ୍ରେଣୀରେ…
କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର
ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା। ତଦନ୍ତ ସମୟରେ ପଡ଼ୋଶୀ ଘରକୁ ସନ୍ଧାନୀ କୁକୁର ବାରମ୍ବାର ଯାଇଥିଲା। ପୋଲିସ ପଡ଼ୋଶୀ…
ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…
ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ ଡ଼ାଳ । ଫଳରେ ଗଛ ସନ୍ଧିରେ ଚାପି ହୋଇ ୨୦ ଫୁଟ ଉପରେ…
ବାଇକ୍କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ
ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨ ଜଣଙ୍କ ଜୀବନ ଚାଲିଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ୨ ଜଣ ବାଇକ୍ରେ ଭଦ୍ରକରୁ…
ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…
ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ ବ୍ୟକ୍ତିଗତ ଠାକୁର ଘରେ ବୃ୍ଦ୍ଧାଙ୍କ ପ୍ରବେଶକୁ ବାରଣ କରିବା ସହିତ ତାଙ୍କୁ ଆକ୍ରମଣ…
ଜମିରେ କୀଟନାଶକ ସିଞ୍ଚନ କରି ଶୋଇ ଆଉ ଉଠିଲେନି କୃଷିଶ୍ରମିକ, ତାପରେ….
ଗଜପତି,୪।୪(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଗୁରାଣ୍ଡି ଥାନା ଅନ୍ତର୍ଗତ ତାଟିପାଟି ଗ୍ରାମରେ ଅଭାବନୀୟ ଘଟଣା । ଜଣେ କୃଷିଶ୍ରମିକ ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତି ଜଣକ ଜମିରେ କୀଟନାଶକ ସିଞ୍ଚନ ବେଳେ ଗୁରୁତର ହୋଇ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁବରଣ…
ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍କାର
ହାଇଟେକ୍ ଗ୍ରୁପ୍ ଅଫ୍ ଇନ୍ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ ସୁଦୃଢ଼ କରିବା ସହ ସମଗ୍ର ଓଡ଼ିଶାରେ ଏହାର ଉପସ୍ଥିତିକୁ ବିସ୍ତାର କରିପାରିଛନ୍ତି। ଦୃଢ଼…
ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…
ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ସଦର ଥାନାରେ ଏ ନେଇ ଅଭିଯୋଗ ହେବା ପରେ…
କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ
ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହି କୁନି…
Archives


