ରାଜ୍ୟ

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ ସଚିବ ଓ ଯୁଗ୍ମ ସଚିବମାନଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ନୂତନ ଫେରବଦଲ ଅନୁଯାୟୀ,…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ ଛାତ୍ର ନିଖୋଜ ହେବାର କିଛି ଘଣ୍ଟା ମଧ୍ୟରେ ଶୁକ୍ରବାର ରାତିରେ ଜେନେରେଟର ନିଆଁ…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟ ଓ ଆତଙ୍କର ବାତାବରଣ ଖେଳିଯାଇଛି। ​ସୂଚନା ଅନୁଯାୟୀ, ଆଜି…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ କରିବା ମହଙ୍ଗା ପଡିଛି। ପ୍ରଧାନଶିକ୍ଷକ ପ୍ରଧାନଙ୍କୁ ନିଲମ୍ବନ କରାଯାଇଛି। ଗୁରୁବାର ଏହି…

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା ଦେବାରୁ ସ୍କୁଟି ଚାଳକ ବନିତା ସେଠୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ଘର…

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ ଅଞ୍ଚଳରେ ରହୁଥିବା ଜୟନ୍ତୀ ସାହୁଙ୍କ ପରିବାର ମଧ୍ୟରେ ବୁଧବାର ରାତିରେ କୌଣସି କଥାକୁ…

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି। ନବନିର୍ମିତ ଏହି ପ୍ରଶାସନିକ ଗୃହ ୫୨ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ…

କେସିଙ୍ଗା ବ୍ଲକରେ ନୂତନ ଯୋଗାଣ ଅଧିକାରୀ: ଦୀର୍ଘଦିନ ପରେ ପୂରଣ ହେଲା ଖାଲି ପଦବୀ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦୀର୍ଘଦିନ ଧରି ଯୋଗାଣ ଅଧିକାରୀ ପଦବୀ ଖାଲି ରହିଥିଲା। ଫଳରେ ରାସନ କାର୍ଡରେ ନାମ ଯୋଡ଼ିବା ସମେତ ବିଭିନ୍ନ ଯୋଗାଣ ସମ୍ବନ୍ଧୀୟ କାର୍ଯ୍ୟ ପାଇଁ ଲୋକଙ୍କୁ ଅସୁବିଧା ଭୋଗିବାକୁ ପଡ଼ୁଥିଲା।…

୨୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଜୟପୁର,୧୭ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରଠାରେ ଏମ୍‌ଡିଆର ବିଲ୍‌ ପ୍ରତ୍ୟାହାର ଦାବିରେ ଏମ୍‌ପି, ବିଧାୟକ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ଜିଲା କଂଗ୍ରେସ କମିଟି ଆହ୍ବାନରେ ରଣନୀତି ପ୍ରସ୍ତୁତ ହୋଇଛି । ଓଡ଼ିଶାର ଖଣିଜ ସମ୍ପଦର ଲାଭ ରାଜ୍ୟବାସୀ, ଆଦିବାସୀ…

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ ଥାନା ଅନ୍ତର୍ଗତ ରତଙ୍ଗ ଗାଁର ଉତ୍ତମ ମାଝୀ। କେସ୍‌ ନଂ. ୪୩/୨୬ ଅଧିକ…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ ଅନ୍ତର୍ଜାତୀୟ ଲିଙ୍କ ଥିବା ସନ୍ଦେହ କରଯାଉଛି। ଏନେଇ ବିଭିନ୍ନ ରାଜ୍ୟରେ ତଦନ୍ତ ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?