ମୋରମ୍ ଖାଦାନରେ ଅଘଟଣ: ପଥର ତଳେ ଚାପି ହୋଇ ନାବାଳକ ମୃତ , ଅନ୍ୟ ଜଣେ ଗୁରୁତର
ଦିଗପହଣ୍ଡି,୨୯।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପଟିଗୁଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟ ମୋରମ୍ ଖାଦାନରେ ଶନିବାର ସକାଳେ ମୋରମ୍ ଖୋଳୁଥିବା ବେଳେ ପଥର ତଳେ ଚାପି ହୋଇ ଜଣେ ନାବାଳକ ମୃତ୍ୟୁ ବରଣ କରିଛନ୍ତି। ସେହିପରି ସେଠାରେ…
ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…
ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ ଚନ୍ଦନ ଦାସ ଓରଫ ହାପି (୩୦)ଙ୍କ ମୃତଦେହ ତାଙ୍କ ଘର ସମ୍ମୁଖରୁ ହାତଗୋଡ଼…
ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର
ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ ।ଭାବେ ପୋଡ଼ି ନଷ୍ଟ ହୋଇଯାଇଛି। ଅଗ୍ନିକାଣ୍ଡର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ। ଖବର…
ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…
ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର ପାଠପଢ଼ା ସହ ସରକାରୀ କାମ ସମ୍ଭାଳୁଛନ୍ତି। ଫଳରେ ଗୁଣାତ୍ମକ ଶିକ୍ଷା ବାଧାପ୍ରାପ୍ତ ହେଉଛି।…
ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…
ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ ଇଣ୍ଟରନାଲ ପରୀକ୍ଷା ଦେଲେ ୩ ବର୍ଷ ପାଇଁ ରଖିଥିବା ମାର୍କ ବୈଧ ରହିବ।…
ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ
କଟକ,୨୯।୮(ପ୍ରଭୁକଲ୍ୟାଣ ପାଲ): ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି ନେଇ ଅଦାଲତଙ୍କ ନିର୍ଦ୍ଦେଶ ଅନୁଯାୟୀ ଜିଲାପାଳଙ୍କୁ ହାଜର ହେବାକୁ ପଡ଼ିବ। ବିଜୁ…
ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …
ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ ଦେଇଥିବା ମହମ୍ମଦ ଅନିଶ(୩୬)ଙ୍କ ମୃତ୍ୟୁ ଘଟିଛି। ପୋଲିସ ଅଭିଯୁକ୍ତ ରାଜା ସ୍ୱାମୀ(୨୫)ଙ୍କୁ ଅଟକ…
କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ
କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା ଛିଡ଼ା କରିଛି। ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲୀ ପଞ୍ଚାୟତ ସଦରରେ…
ଆର୍ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ
ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ ଥିବାବେଳେ ଶର୍ଟସର୍କିଟ ଯୋଗୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ଶନିବାର ପୂର୍ବାହ୍ନରେ କାର୍ଯ୍ୟାଳୟ…
ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା
ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪ ତାରିଖରେ ଅଟୋ ଓଲଟି ଘଟିଥିବା ଦୁର୍ଘଟଣାରେ ଗୁରୁତର ହୋଇଥିବା କନ୍ଧମାଳ ଜିଲା ରାଇକିଆ…
ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି। ଆଗାମୀ ୪୮ ଘଣ୍ଟା ଯାଏ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିପାରେ। ଉତ୍ତର…
ଜୁଏଲଙ୍କ ସାଂଘାତିକ ବୟାନ : ଯିଏ ଅପଦସ୍ଥ କରିବ ତାକୁ ଜାଳିି…
ଭୁବନେଶ୍ୱର, ୨୯।୮(ସୁନିତ୍ ମିଶ୍ର): ସମସ୍ତଙ୍କୁ ରକ୍ଷାବନ୍ଧନ ଉପଲକ୍ଷେ ଅଭିନନ୍ଦନ। ରାଉରକେଲାରେ କିଛିଦିନ ହେବ କେତେଜଣ ଲୋକ ପଇସାପତ୍ର ଖର୍ଚ୍ଚକରି ମତେ ବଦନାମ କରିବାକୁ ଚେଷ୍ଟା କରୁଛନ୍ତି ବୋଲି ବରିଷ୍ଠ ଭାଜପା ନେତା ତଥା କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଜୁଏଲ ଓରାମ…

