ରାଜ୍ୟ

କଟକରେ ବିକ୍ରି ହେବନି ମଦ: ସମସ୍ତ ଦୋକାନ ସିଲ୍‌ କରିବାକୁ ଜିଲାପାଳଙ୍କ ନିର୍ଦ୍ଦେଶ

କଟକ ଅଫିସ,୮।୫- କଟକ ଜିଲାରେ ମଦ ବିକ୍ରି ହେବନାହିଁ। ଜିଲାର ସମସ୍ତ ମଦ ଦୋକାନକୁ ସିଲ୍‌ କରିବା ପାଇଁ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି ଜିଲାପାଳ ଭବାନୀ ଶଙ୍କର ଚୟନୀ। କଟକ ଜିଲା ଗ୍ରୀନ ଜୋନରେ ରହିଛି। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ...

ସାଇକେଲରେ ବାରାଣସୀରୁ ଗଞ୍ଜାମ ଯାତ୍ରା: ରାସ୍ତାରେ ଅଟକାଇ କ୍ୱାରାଣ୍ଟାଇନ୍‌ରେ ରଖିଲା ବନହରପାଲି ଥାନା ପୋଲିସ

ଲଖନପୁର,୮।୫(ଡି.ଏନ୍‌.ଏ.)- ସାରା ବିଶ୍ୱରେ ମହାମାରୀ କରୋନା ଆଲୋଡନ ସୃଷ୍ଟି କରିଛି। ଏହି ସଂକ୍ରମଣକୁ ନିୟନ୍ତ୍ରଣ କରିବାପାଇଁ ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଛି। ଏଥିମଧ୍ୟରେ ଯାନବାହାନ ବନ୍ଦ ରହିଛି। ଏଭଳି ସ୍ଥିତିରେ ପ୍ରବାସୀ ଓଡିଆମାନେ ନିଜ ରାଜ୍ୟକୁ ଫେରିବାପାଇଁ...

ଟ୍ରେନ୍‌ ବଗିରେ କରୋନା ହସ୍ପିଟାଲ: ଭୁବନେଶ୍ୱର, ଖୋର୍ଦ୍ଧା ରୋଡ ଷ୍ଟେଶନରେ ହେବ କୋଭିଡ କେୟାର ସେଣ୍ଟର

ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟର ୨ଟି ରେଳ ଷ୍ଟେଶନରେ କୋଭିଡ କେୟାର ସେଣ୍ଟର ହେବ। ଭୁବନେଶ୍ୱର ଓ ଖୋର୍ଦ୍ଧା ରୋଡ ଷ୍ଟେଶନରେ ଟ୍ରେନ୍‌ ବଗିରେ କୋଭିଡ କେୟାର ସେଣ୍ଟର ନିର୍ମାଣ କରାଯିବ। ଉକ୍ତ କୋଭିଡ କେୟାର ସେଣ୍ଟରରେ ରେଲଓ୍ବେର ସ୍ବାସ୍ଥ୍ୟ କର୍ମଚାରୀ...

ନିଶ୍ଚିନ୍ତକୋଇଲି ବ୍ଲକରେ ପ୍ରଶାସନିକ ଅବହେଳା: ୨୧ ପଞ୍ଚାୟତରେ ସଙ୍ଗରୋଧ କେନ୍ଦ୍ର କାର୍ଯ୍ୟ ଅଧାପନ୍ତରିଆ, ଫେରିଲେ ୫୨ ପ୍ରବାସୀ

ନିଶ୍ଚିନ୍ତକୋଇଲି,୮।୫(ସ୍ବ.ପ୍ର.)- କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଳକ ୪୧ଟି ପଞ୍ଚାୟତ ମଧ୍ୟରୁ ମାତ୍ର ୨୦ଟି ପଞ୍ଚାୟତରେ ପ୍ରବାସୀ ଓଡିଆଙ୍କ ପାଇଁ ସଙ୍ଗରୋଧ କେନ୍ଦ୍ର ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବା ଅନ୍ୟ ୨୧ଟି ପଞ୍ଚାୟତରେ କାର୍ଯ୍ୟ ଅଧାପାନ୍ତରିଆ ହୋଇପଡିଛି। ବ୍ଲକ ପ୍ରଶାସନର ବ୍ୟାପକ...

ଭୁବନେଶ୍ୱର ୨୨୭ନଂ ଆକ୍ରାନ୍ତ ନିଶ୍ଚିନ୍ତକୋଇଲି କଟିକଟା ପଞ୍ଚାୟତର: ଦେହ ଖରାପ ହେବା ପରେ ଏକ ମାସ ଧରି ରହିଥିଲେ ଘରେ, ବୁଲିଛନ୍ତି ହାଟ ବଜାର

ନିଶ୍ଚିନ୍ତକୋଇଲି,୮।୫(ସ୍ବ.ପ୍ର.)- ଭୁବନେଶ୍ୱର ଭିଏସ୍‌ଏସ୍‌ ନଗର କରୋନା ଆକ୍ରାନ୍ତ ହେଉଛନ୍ତି କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ କଟିକଟା ପଞ୍ଚାୟତ ମିରା ସାହିର। ଏହି ୩୪ ବର୍ଷୀୟ ଯୁବକ ଭୁବନେଶ୍ୱରରେ ରହି ଏକ ହୋଟେଲରେ ରହି କାମ କରନ୍ତି। ତେବେ ମାସକ ତଳେ...

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ: ମୋଟ ଆରୋଗ୍ୟ ସଂଖ୍ୟା ୬୩ରେ ପହଞ୍ଚିଲା

ଭୁବନେଶ୍ୱର, ୮।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ରାଉରକେଲାର ବୋଲି ଜଣାପଡ଼ିଛି। ତେବେ ଏହାକୁ ମିଶାଇ ରାଜ୍ୟରେ ୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

CORONAVIRUS UPDATE : ନୂଆ ୨୬ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଜଣଙ୍କୁ ଛାଡ଼ି ସମସ୍ତେ ସୁରଟ ଫେରନ୍ତା, ଅଧିକାଂଶଙ୍କଠାରେ ଲକ୍ଷଣ ଥିଲା

ଭୁବନେଶ୍ୱର, ୮।୫(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଚିହ୍ନଟ ନୂଆ ୨୬ ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଏହି ୨୬ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲାର ୧୯ ଜଣ ରହିଥିବା ବେଳେ କେନ୍ଦ୍ରପଡ଼ାର ୫ ଓ ଭଦ୍ରକ ଜିଲାର ୨ ଆକ୍ରାନ୍ତ ରହିଛନ୍ତି।...

କୋଲକାତା ପରେ ଭଦ୍ରକରେ ଚିନ୍ତା ବଢ଼ାଇଛନ୍ତି ସୁରଟ ଫେରନ୍ତା: ୧୯ ପଞ୍ଚାୟତ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା,୩୨ ପଞ୍ଚାୟତ ସର୍ଭିଲାନ୍ସ ଜୋନ୍‌

ଭଦ୍ରକ ଅଫିସ,୮ା୫: ଭଦ୍ରକ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଥିବା ବେଳେ ଏହା ରେଡ୍‌ ଜୋନ୍‌ ତାଲିକାରେ ରହିଛି। ଏଥିମଧ୍ୟରୁ ପର୍ଯ୍ୟାୟକ୍ରମେ ଜିଲାର ମୋଟ ୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ପ୍ରଥମ ୩ ରୋଗୀଙ୍କୁ ବାଦ୍‌...

ରଥଖଳା ଚଳଚଞ୍ଚଳ: ଆରମ୍ଭ ହେଲା ରଥ ନିର୍ମାଣ, ସାମାଜିକ ଦୂରତ୍ୱ ରକ୍ଷା କରି ଚାଲିଛି କାମ

ପୁରୀ ଅଫିସ,୮ା୫: ରଥ ନିର୍ମାଣକୁ ନେଇ କିଛିଦିନ ଧରି ଚାଲିଥିବା କଳ୍ପନା ଜଳ୍ପନାର ଅବସାନ ଘଟିଛି। ଶୁକ୍ରବାର ରଥଖଳାରେ ଆରମ୍ଭ ହୋଇଛି ତିନିରଥ ନିର୍ମାଣ କାର୍ଯ୍ୟ। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ରଥ ନିର୍ମାଣ ଲାଗି ଗୁରୁବାର ସର୍ତ୍ତମୂଳକ ଅନୁମତି ଦେବା...

ପର୍ଯ୍ୟଟନ ଶିଳ୍ପ ପାଇଁ ପୋଷ୍ଟ-ଲକ୍‌ଡାଉନ୍‌ ରୋଡ୍‌ମ୍ୟାପ୍‌

ଭୁବନେଶ୍ୱର,୮।୫(ବ୍ୟୁରୋ): ଲକ୍‌ଡାଉନ୍‌ ପରେ ରାଜ୍ୟର ଆର୍ଥିକ ସ୍ଥିତିରେ ଉନ୍ନତି ଆଣିବାକୁ ରାଜ୍ୟ ସରକାର ପର୍ଯ୍ୟଟନ କ୍ଷେତ୍ର ଉପରେ ଗୁରୁତ୍ୱ ଦେଇଛନ୍ତି। ଏଥିପାଇଁ ଉଭୟ ସହର ଓ ଗ୍ରାମାଞ୍ଚଳରେ ପର୍ଯ୍ୟଟନ ଶିଳ୍ପକୁ ପୁନର୍ବାର ବିକଶିତ କରିବାକୁ ପଦକ୍ଷେପ ନିଆଯିବ। ଗୁରୁବାର ମୁଖ୍ୟ...

କେନ୍ଦ୍ରାପଡ଼ାରେ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଲା: ସମସ୍ତ ଆକ୍ରାନ୍ତ ସୁରଟ ଫେରନ୍ତା, କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ

କେନ୍ଦ୍ରାପଡ଼ା ଅଫିସ,୮ା୫: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳର ଏକ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଶୁକ୍ରବାର ୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ଏହି ଜିଲାରେ ୩ ଜଣ ଚିହ୍ନଟ ହୋଇଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି। ଗତ ୩...

ଚାଷୀଙ୍କ ନାମ ପଞ୍ଜୀକରଣ ସମୟସୀମା ଜୁଲାଇ ୩୦କୁ ବୃଦ୍ଧି

ଭୁବନେଶ୍ୱର,୮।୫(ବ୍ୟୁରୋ): ୨୦୧୯-୨୦ରେ ରାଜ୍ୟରେ ସର୍ବନିମ୍ନ ସହାୟକ ମୂଲ୍ୟ ଜରିଆରେ ଚାଷୀଙ୍କଠାରୁ ମୁଗ, ବିରି, ଚିନାବାଦାମ, ସୂର୍ଯ୍ୟମୁଖୀ ମଞ୍ଜି ସଂଗ୍ରହ କରାଯାଉଛି। ଏଥିଲାଗି ଚାଷୀମାନଙ୍କ ନାମ ପଞ୍ଜୀକରଣର ସମୟସୀମା ଜୁଲାଇ ୩୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କରୋନା ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri