ରାଜ୍ୟ

ଘରେ ବସି ଦେଖିପାରିବେ ନନ୍ଦନକାନରର ଜୀବଜନ୍ତୁଙ୍କୁ

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ମହାମାରୀ କରୋନା ପାଇଁ ଦୂରଦୂରାନ୍ତରୁ ନନ୍ଦନକାନନ ଆସିପାରୁ ନ ଥିବା ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଯଦି କେହି ନନ୍ଦନକାନନ ଆସିପାରୁ ନାହାନ୍ତି , ତେବେ ସେମାନେ ଘରେ ବସି ନନ୍ଦନକାନରର ସମସ୍ତ ଜୀବଜନ୍ତୁଙ୍କୁ ଦେଖିପାରିବେ। ନନ୍ଦନକାନନର ସମସ୍ତ…

ରାଜଭବନ ଛକ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା: ଡିଏନ୍‌ଏରୁ ସ୍ପଷ୍ଟ ହେଲା ସୀମାଞ୍ଚଳ ମୃତ

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ରାଜଭବନ ଛକ ନିକଟରେ ଥିବା ପେଟ୍ରୋଲ ପମ୍ପ୍‌ ବିସ୍ଫୋରଣ ଘଟଣା ପରଠାରୁ ବ୍ରହ୍ମପୁରର ସୀମାଞ୍ଚଳ ପରିଡ଼ା ନିଖୋଜ ଥିଲେ। ଘଟଣାସ୍ଥଳରୁ ଖଣ୍ଡ ବିଖଣ୍ଡିତ ଶରୀରର କିଛି ମାଂସ ଖଣ୍ଡ ମିଳିଥିଲା। ଏହି ବିସ୍ଫୋରଣରେ ସୀମାଞ୍ଚଳଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଥିଲା।…

ବିପଦ ସାଜିଲା ବ୍ଲୁ ଫ୍ଲାଗ୍‌ ବିଚ୍‌

ପୁରୀ ଅଫିସ,୨୯।୧୦: ବ୍ଲୁ ଫ୍ଲାଗ ବିଚ୍‌ ବାଥିଂ ଜୋନ୍‌ରେ ଗାଧୋଉଥିବାବେଳେ ବୁଡ଼ିଯାଇଥିବା ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ମୃତଦେହ ବୁଧବାର ହୋଟେଲ ପିଙ୍କ୍‌ ହାଉସ୍‌ ପଛ ସମୁଦ୍ରରୁ ଉଦ୍ଧାର କରାଯାଇଛି। ସେ ହେଲେ ଝାଡଖଣ୍ଡ ରାଞ୍ଚତ୍ର ବିନୟ ରାଏଙ୍କ ପୁଅ ତନୀଷ…

ଶିଳ୍ପୀ ସମ୍ବର୍ଦ୍ଧନାରେ ଅବହେଳା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ):  ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡିଶା ଲଳିତ କଳା ଏକାଡେମୀ ପକ୍ଷରୁ ଧର୍ମପଦ ପୁରସ୍କାର ସହ ଶିଳ୍ପୀ ସମ୍ବର୍ଦ୍ଧନା ପ୍ରଦାନ କରାଯାଉଛି। ଧର୍ମପଦ ପୁରସ୍କାର ଓଡ଼ିଶାରେ ଚାରୁକଳା କ୍ଷେତ୍ରରେ ଦିଆଯାଉଥିବା ସର୍ବୋଚ୍ଚ ସମ୍ମାନ ହୋଇଥିବାବେଳେ ପ୍ରତିବର୍ଷ…

ପୁଣି ରାଜ୍ୟରେ ୧୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୧୩ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୯୭ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା…

CORONAVIRUS UPDATE: ରାଜ୍ୟରେ ୧୬୧୭ ନୂଆ ପଜିଟିଭ୍‌ ଚିହ୍ନଟ, କମୁଛି ସଂଖ୍ୟା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୬୧୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭୦୯୯କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୯୪୧…

ସମ୍ପ୍ରସାରଣ ହେବ ମୂଷା ନଦୀ

ପୁରୀ ଅଫିସ,୨୯।୧୦:  ରାଜ୍ୟ ସରକାରଙ୍କ ଫୋକସ୍‌ରେ ରହିଛି ପୁରୀ। ଏଠାରେ ଅନେକ ବିକାଶମୂଳକ କାର୍ଯ୍ୟ ହାତକୁ ନିଆଯାଇଛି। ଏକାଧିକ ପ୍ରକଳ୍ପ କାମ ଚାଲିଥିବା ଆଗକୁ ଆହୁରି ଅନେକ ପ୍ରକଳ୍ପ କାମ ଆରମ୍ଭ କରାଯିବ। ତେବେ ପୁରୀ ସହର କଡ଼ରେ ରହିଥିବା ମୂଷା…

ଓଏମ୍‌ବିଏଡିସି ଜିଲା ପାଇଁ ୨୫୭ କୋଟି ଅନୁମୋଦନ

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ଖଣିଜ ସମ୍ପଦ ଅଞ୍ଚଳ ନିଗମ (ଓଏମ୍‌ବିଏଡିସି) ଜିଲାଗୁଡ଼ିକ ପାଇଁ ୮ଟି ପ୍ରକଳ୍ପ ବାବଦରେ ୨୫୭ କୋଟି ଟଙ୍କା ଖର୍ଚ୍ଚ ହେବ। ବୁଧବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୋର୍ଡ ଅଫ୍‌ ଡାଇରେକ୍ଟର…

୧୯୯୯ ମହାବାତ୍ୟାକୁ ପୂରିଲା ୨୧ ବର୍ଷ: କମିଛି ହେନ୍ତାଳବଣ, ବଢ଼ିଛି ଚିଙ୍ଗୁଡ଼ି ଘେରି

କେନ୍ଦ୍ରାପଡ଼ା ଅଫିସ, ୨୯।୧୦: ୧୯୯୯ ଅକ୍ଟୋବର ୨୯ ମହାବାତ୍ୟାକୁ ଇତିମଧ୍ୟରେ ୨୧ ବର୍ଷ ବିତିଛି। ଜିଲା ଜରୁରିକାଳୀନ ବିଭାଗ ତଥ୍ୟ ଅନୁଯାୟୀ, ଏଥିରେ କେନ୍ଦ୍ରାପଡ଼ା ଜିଲାରେ ୨,୯୭,୮୧୪ ପରିବାରଙ୍କ ଘର ଭାଙ୍ଗିଥିବା ବେଳେ ୩୮୭ ଜଣଙ୍କ ଅମୂଲ୍ୟ ଜୀବନ ଯାଇଛି। ୧୮୦୩ ଗୁରୁତର…

‘କରୋନା ଗଲେ ତିର୍ତ୍ତୋଲ ଯିବି’

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): କରୋନା ଦୂର ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତିର୍ତ୍ତୋଲ ଗସ୍ତ କରିବେ। ଲୋକଙ୍କୁ ଭେଟି ବିକାଶ କାମ ବୁଲି ଦେଖିବେ। ବୁଧବାର ଭର୍ଚୁଆଲ ରାଲିରେ ତିର୍ତ୍ତୋଲ ନିର୍ବାଚନମଣ୍ଡଳୀର ଲୋକଙ୍କୁ ଏହି ପ୍ରତିଶ୍ରୁତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କରୋନା…

ଏନ୍‌ଟିଏସ୍‌, ଏନ୍‌ଏମ୍‌ଏମ୍‌ଏସ୍‌ ପରୀକ୍ଷା ପାଇଁ ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର,୨୯। ୧୦ (ବ୍ୟୁରୋ): ୨୦୨୦-୨୦୨୧ର ନ୍ୟାଶନାଲ ଟ୍ୟାଲେଣ୍ଟ ସର୍ଚ୍ଚ (ଏନ୍‌ଟିଏସ୍‌) ଓ ନ୍ୟାଶନାଲ ମିନ୍ସ କମ୍‌ ମେରିଟ୍‌ ସ୍କଲାରସିପ୍‌ (ଏନ୍‌ଏମ୍‌ଏମ୍‌ଏସ୍‌) ପରୀକ୍ଷା ପାଇଁ ଫର୍ମ ପୂରଣ ଅବଧି ବୃଦ୍ଧି କରାଯାଇଛି। ଏ ନେଇ ବୁଧବାର ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ ଶିକ୍ଷା…

ଶୀତରେ ସତର୍କ ନ ରହିଲେ ବଢ଼ିବ ସଂକ୍ରମଣ

ଭୁବନେଶ୍ୱର, ୨୯। ୧୦ (ବ୍ୟୁରୋ): ଓଡ଼ିଶାରେ ଏପର୍ଯ୍ୟନ୍ତ କରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ହୋଇନାହିଁ। ଶୀତ ଦିନରେ ଏହି ପର୍ଯ୍ୟାୟ ସଂକ୍ରମଣ ହେବାର ଅନୁମାନ କରାଯାଉଛି। ତେଣୁ ଶୀତ ଦିନ ପାଇଁ ସତର୍କତା ଜରୁରୀ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ଡା. ନିରୋଜ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri