ପୁରୀରେ ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ’ ପ୍ରସ୍ତାବ
ଭୁବନେଶ୍ୱର,୨୯। ୧୦(ବ୍ୟୁରୋ): ପୁରୀକୁ ଆସୁଥିବା ଅଣହିନ୍ଦୁ ଓ ବିଦେଶୀଙ୍କୁ ଶ୍ରୀମନ୍ଦିରର ଇତିହାସ, ପ୍ରତିଷ୍ଠା, ଜଗନ୍ନାଥ ସଂସ୍କୃତିର ମହତ୍ତ୍ବ ବିଷୟରେ ଅବଗତ କରିବା ଲାଗି ଲାଇଟ୍ ଆଣ୍ଡ୍ ସାଉଣ୍ଡ୍ ଶୋ’ କରିବାକୁ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ଦେଇଛି ହୋଟେଲ ଆଣ୍ଡ୍ ରେଷ୍ଟୁରାଣ୍ଟ ଆସୋସିଏଶନ…
ବାଲ୍ୟବିବାହ ରୋକିଲା ପୋଲିସ
ଖୋର୍ଦ୍ଧା ଅଫିସ,୨୯। ୧୦: ଖୋର୍ଦ୍ଧା ସହର ଉପକଣ୍ଠ ଲୋକେଶ୍ୱର ମନ୍ଦିରରେ ପୋଲିସ ଏବଂ ଚାଇଲ୍ଡ ଲାଇନ ମିଳିତ ଭାବେ ଏକ ବାଲ୍ୟବିବାହକୁ ବୁଧବାର ବନ୍ଦ କରିଛନ୍ତି। ଉଦ୍ଧାର ନାବାଳିକାଙ୍କ ବୟସ ୧୬ ବର୍ଷ ହେବ ବୋଲି ପରିବାର ଲୋକେ ଦାବି କରିଥିବା…
୨୦୩୦ ସୁଦ୍ଧା ଟ୍ରେନ୍ରେ ୪୫% ପଣ୍ୟ ପରିବହନ ଲକ୍ଷ୍ୟ
ଭୁବନେଶ୍ୱର,୨୯। ୧୦(ବ୍ୟୁରୋ): ପଣ୍ୟ ପରିବହନ ଅଂଶ ବୃଦ୍ଧି ଲକ୍ଷ୍ୟରେ ରେଳ ମନ୍ତ୍ରଣାଳୟ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେଇଛି। ବର୍ତ୍ତମାନର ୨୮% ପଣ୍ୟ ପରିବହନକୁ ୨୦୩୦ ସୁଦ୍ଧା ୪୫% ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ଲକ୍ଷ୍ୟ ରହିଛି। ଏନେଇ ଜାତୀୟ ରେଳ ଯୋଜନା(ଏନ୍ଆର୍ପି)-୨୦୩୦ର ଅଧ୍ୟକ୍ଷ…
କ୍ୟାଡର ପରିବର୍ତ୍ତନ କରିବେ ଟ୍ରାଫିକ ଡିସିପି
ଭୁବନେଶ୍ୱର,୨୯। ୧୦ (ବ୍ୟୁରୋ): ଓଡିଶା ବଦଳରେ ପଞ୍ଜାବ କ୍ୟାଡରରେ ଯୋଗ ଦେବାକୁ ଚାହୁଁଛନ୍ତି କମିଶନରେଟ୍ ପୋଲିସରେ ଟ୍ରାଫିକ ଡିସିପି ଭାବେ କାର୍ଯ୍ୟରତ ସୌମ୍ୟା ମିଶ୍ର। ଏ ନେଇ ସେ ଏକ ଚିଠି ପୋଲିସ କମିଶନର ଡ. ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଲେଖିଛନ୍ତି। କମିଶନର…
ଦଶହରା ଭଳି ଫିକା ପଡ଼ିବ ଲକ୍ଷ୍ମୀପୂଜା
ଖୋର୍ଦ୍ଧା ଅଫିସ,୨୯। ୧୦: ମେଲାଣି ନେଇଛନ୍ତି ମା’ ଜଗଜ୍ଜନନୀ। ଆଉ ଦୁଇଦିନ ପରେ ଧରାପୃଷ୍ଠକୁ ଅବତରଣ କରିବେ ମା’ ଧନଲକ୍ଷ୍ମୀ। କରୋନା କଟକଣା ଯୋଗୁ ପୂଜା ମାହୋଲ ଫିକା ପଡ଼ିଥିବା ବେଳେ ଏବେ ଗଜଲକ୍ଷ୍ମୀ ପୂଜା ମଧ୍ୟ ଫିକା ପଡ଼ିବ। ଓଡ଼ିଶାରେ…
ଖରିଫ ଧାନ ସଂଗ୍ରହରେ ଖିଲାପ କଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୨୯। ୧୦(ବ୍ୟୁରୋ): ରାଜ୍ୟରେ ଗତ ୨୦୧୯-୨୦ ଖରିଫ ବିପଣନ ଋତୁରେ ରେକର୍ଡ ପରିମାଣର ୭୦ ଲକ୍ଷ ୫୬ ହଜାର ମେଟ୍ରିକ୍ ଟନ୍ ଧାନ ସଂଗ୍ରହ ହୋଇଛି। କୋଭିଡ୍ ସ୍ଥିତିରେ ଚଳିତ ଖରିଫ ଋତୁରେ ଓଡ଼ିଶାର କୃଷକମାନେ ଅକ୍ଳାନ୍ତ ପରିଶ୍ରମ ସହ ଧାନ…
କାମରେ ଲାଗୁନି ସରକାରୀ ଅର୍ଥ
ଯାଜପୁର ଅଫିସ,୨୯ା୧୦:ରାଜ୍ୟ ଗ୍ରାମ୍ୟ ନିର୍ମାଣ ବିଭାଗର ନିର୍ବାହୀ ଯନ୍ତ୍ରୀମାନଙ୍କ ପାଖରେ ଗତ ୧୯ ତାରିଖ ସୁଦ୍ଧା ୧୨ କୋଟି ୨ ଲକ୍ଷ ୪ ହଜାର ଟଙ୍କା ଖର୍ଚ୍ଚ ନ ହୋଇ ପଡ଼ିରହିଛି। ସ୍ବାସ୍ଥ୍ୟ ଓ ରାଜସ୍ବ ବିଭାଗର ବିଭିନ୍ନ ନିବାସ ଏବଂ…
ସମ୍ବଲପୁରରେ ଶିଶୁ ବିକ୍ରି:ମାସକର ଝିଅକୁ ଉଦ୍ଧାର କଲା ଶିଶୁ କଲ୍ୟାଣ ସମିତି
ସମ୍ବଲପୁର/ରେଢ଼ାଖୋଲ,୨୯ା୧୦(ବ୍ୟୁରୋ/ଡି.ଏନ୍.ଏ.):ସମ୍ବଲପୁର ଜିଲା ରେଢାଖୋଲ ଉପଖଣ୍ଡ ଚାରମାଲ ଥାନା ଅଞ୍ଚଳରେ ଏକ ମାସର ଶିଶୁକନ୍ୟାକୁ ୧୫ହଜାର ଟଙ୍କାରେ ବିକ୍ରି କରାଯାଇଥିବା ଅଭିଯୋଗ ହୋଇଛି। ହେଲେ ବିକ୍ରି ନୁହେଁ, ଆର୍ଥତ୍କ ଅନଟନ ଯୋଗୁ ଖାଇବାକୁ ଦେଇ ନ ପାରି ସେ ନିଜର ଶିଶୁକନ୍ୟାକୁ ଅନ୍ୟଜଣେ…
ପୁଞ୍ଜିନିବେଶରେ ଉଦାସୀନତା ବାଧା
ରାଜ୍ୟରେ ଶିଳ୍ପାୟନ ହେବ। ଜାତୀୟ ଅନ୍ତର୍ଜାତୀୟ ସ୍ତରରୁ ପୁଞ୍ଜିନିବେଶକାରୀ ଓଡ଼ିଶା ଆସି ପୁଞ୍ଜି ଖଟାଇବେ । ନିଯୁକ୍ତି ସୁଯୋଗ ବହୁଗୁଣିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାକୁ ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବାକୁ ମେକ୍ ଇନ୍ ଓଡ଼ିଶା କନ୍କ୍ଲେଭଠାରୁ ଆରମ୍ଭକରି ଦେଶ ବିଦେଶରେ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୧୫ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୨୦୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛଇ। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୧୨ ଜଣ ସୁସ୍ଥ ହୋଇଥିବା ବେଳେ ଅନୁଗୋଳରୁ ୨୧୮…
ଆଜି ରାଜଧାନୀରୁ ୧୧୦ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୨୧୯
ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ବୁଧବାର ରାଜଧାନୀରୁ ଆଉ ୧୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୩ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ୭୭ ସ୍ଥାନୀୟ ସଂକ୍ରମିତ ବୋଲି ଟୁଇଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)। ସେହିପରି ଆଜି…
ତିର୍ତ୍ତୋଲ ଉପନିର୍ବାଚନ: ଭର୍ଚୁଆଲ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ଜଗତସିଂହପୁର ଜିଲା ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଭର୍ଚୁଆଲ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିର୍ବାଚନ ସମୟରେ ସମସ୍ତେ କୋଭିଡ୍ ଗାଇଡ୍ଲାଇନ ମାନିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ମୋ’ ପ୍ରତି ଆପଣମାନଙ୍କ ଭଲପାଇବା ମୁଁ ଭଲଭାବେ ଜାଣିଛି।…
Archives


