ରାଜ୍ୟ

CORONAVIRUS UPDATE: ରାଜ୍ୟରେ ୨୮ ଜିଲାରୁ ୧୩୩୭ ପଜିଟିଭ ଚିହ୍ନଟ; ଜାଣନ୍ତୁ କେଉଁ ଜିଲାରୁ କେତେ…

ଭୁବନେଶ୍ୱର, ୫।୮(ବ୍ୟୁରୋ): ରାଜ୍ୟରେ ବୁଧବାର ୨୮ ଜିଲାରୁ ୧୩୩୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୧୫ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫୨୨ ଲୋକାଲ କେସ୍‌ ରହିଛି। ଏ ନେଇ ସୂଚନା ଓ…

ଭକ୍ତ-ଭଗବାନ ଦର୍ଶନ ପ୍ରତିବନ୍ଧକ ହଟୁ

ପୁରୀ ଅଫିସ,୫।୮: ଦେଶର ପ୍ରମୁଖ ମନ୍ଦିର ମଧ୍ୟରୁ ଶ୍ରୀମନ୍ଦିର ଅନ୍ୟତମ। ଏଠାକୁ ପ୍ରତ୍ୟହ ରାଜ୍ୟ ତଥା ଦେଶର ବିଭିନ୍ନ ସ୍ଥାନରୁ ଶ୍ରଦ୍ଧାଳୁ ଆସିଥାନ୍ତି। ସାଧାରଣ ଦିନଗୁଡ଼ିକରେ ପ୍ରାୟ ୬୦ରୁ ୭୦ ହଜାର ଦର୍ଶନାର୍ଥୀ ଆସୁଥିବାବେଳେ ଛୁଟି ତଥା ବିଭିନ୍ନ ପର୍ବପର୍ବାଣିରେ ଏହି…

୩ ଜଣଙ୍କ ଲାଏ ଡିଟେକ୍ସନ ଟେଷ୍ଟ ହୋଇପାରେ

ଭୁବନେଶ୍ୱର,୫ା୮(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାକୁ ମାସେ ବିତିବାକୁ ବସିଲାଣି। କିନ୍ତୁ କ୍ରାଇମ୍‌ବ୍ରାଞ୍ଚ ହାତରେ ସେଭଳି କିଛି ବଳିଷ୍ଠ ସୁରାକ ଲାଗିନାହିଁ। କେବଳ ଜିଆରପିର ତଦନ୍ତ ରିପୋର୍ଟ ଓ ସମସ୍ତ ବୟାନକୁ ନେଇ ଅନ୍ଧାରରେ ବାଡ଼ି ବୁଲାଉଛି କ୍ରାଇମ୍‌ବ୍ରାଞ୍ଚ ସ୍ପେଶାଲ…

‘ପ୍ରାପ୍ୟ ନ ଦେଲେ ରଥ ଖୋଲିବୁନି’

ପୁରୀ ଅଫିସ,୫ା୮: ଚଳିତବର୍ଷ ତିନିରଥ ଭଙ୍ଗା ନ ଯାଇ ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଜଗନ୍ନାଥ ବଲ୍ଲଭ ମଠରେ ସଂରକ୍ଷଣ କରି ରଖାଯିବ। ଶ୍ରୀମନ୍ଦିର ପ୍ରଶାସନର ଏହି ନିଷ୍ପତ୍ତି ପରେ ରଥ ଖୋଲା କାମ ଜାରିରହିଛି। ମାତ୍ର ଏଥିରେ ଅସହଯୋଗ ଚେତାବନୀ ଦେଇଛନ୍ତି…

୪ ଦିନ ଅଚଳ ଆର୍‌ଏମ୍‌ଏସ୍‌

ଭୁବନେଶ୍ୱର,୫ା୮(ବ୍ୟୁରୋ): କମ୍‌ ସମୟରେ ଡାକ ସେବା ଯୋଗାଇଦେବା ପାଇଁ ସ୍ପିଡ୍‌ ପୋଷ୍ଟ ସୁବିଧା ରହିଛି। ହେଲେ ଭୁବନେଶ୍ୱରରେ ଗତ ଶନିବାରଠାରୁ ଏହି ସେବାରେ ବ୍ୟାହତ ସୃଷ୍ଟି ହୋଇଛି। ସ୍ଥାନୀୟ ରେଲୱେ ମେଲ୍‌ ସର୍ଭିସ୍‌(ଆର୍‌ଏମ୍‌ଏସ୍‌) କାର୍ଯ୍ୟାଳୟରେ ଏହି ଅବ୍ୟବସ୍ଥା ଦେଖାଦେଇଛି। ଫଳରେ ଭୁବନେଶ୍ୱରର…

ମାଟ୍ରିକ ପରୀକ୍ଷା: ୬ରୁ ପୁନଃ ଯାଞ୍ଚ ପାଇଁ ଆବେଦନ

କଟକ ଅଫିସ,୫ା୮ : ମାଟ୍ରିକ ପରୀକ୍ଷାର ବିଭିନ୍ନ ବିଷୟ ପୁନଃ ଯାଞ୍ଚ, ପରୀକ୍ଷା ଖାତାର ନକଲ ପାଇଁ ଦରଖାସ୍ତ ଓ ଫି’ ଦାଖଲ ପ୍ରକ୍ରିୟା ଆସନ୍ତା ୬ ତାରିଖରୁ ଆରମ୍ଭ ହେବ। ଅଗଷ୍ଟ ୧୮ ମଧ୍ୟରାତ୍ରି ସୁଦ୍ଧା ଫି’ ଦାଖଲ କରାଯିବ।…

ଅଯୋଧ୍ୟା ସୁରକ୍ଷା ଦାୟିତ୍ୱରେ ଓଡ଼ିଆ ଆଇପିଏସ୍‌ ଅଧିକାରୀ

ଜୟପୁର,୫।୮(ଡି.ଏନ୍‌.ଏ.): ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ପାଇଁ ବୁଧବାର ଭୂମିପୂଜନ କାଯର୍ର୍‌ୟକ୍ରମ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଥିରେ ମୁଖ୍ୟ ଅତିଥିଭାବେ ଯୋଗ ଦେବେ। ଅନ୍ୟମାନଙ୍କ ମଧ୍ୟରେ ଉତ୍ତରପ୍ରଦେଶ ମୁଖମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ଅନେକ କେନ୍ଦ୍ର ଓ ରାଜ୍ୟ ମନ୍ତ୍ରୀ…

ବିଲରୁ ହଳଦିଆ କଇଁଛ ଉଦ୍ଧାର

ଖଇରା, ୫।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଗଗନଧୂଳି ପଞ୍ଚାୟତ ଅଧୀନ ବରପଦା ଗ୍ରାମ ନିକଟସ୍ଥ ଧାନବିଲରୁ ଏକ ହଳଦିଆ ରଙ୍ଗର କଇଁଛ ଉଦ୍ଧାର କରାଯାଇଛି। ପରେ ଏହାକୁ ବନ ବିଭାଗକୁ ହସ୍ତାନ୍ତର କରାଯାଇଛି। ପ୍ରଦୀପ କୁମାର ସାହୁ ମଙ୍ଗଳବାର ଜମିରେ…

ଲଘୁଚାପ: ସାରା ରାଜ୍ୟରେ ବର୍ଷା

ଭୁବନେଶ୍ୱର,୫ା୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଲଘୁଚାପ ଯୋଗୁ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ପିପିଲିରେ ୧୪ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ନିମାପଡ଼ା ୧୩, ବାଲିପାଟଣା…

କଳାହାଣ୍ଡିର ଗୌରବ: ୟୁପିଏସ୍‌ସିରେ ସଫଳ ହେଲେ ଅଙ୍କିତ-ରାହୁଲ

କେସିଙ୍ଗା,୪।୮(ଡି.ଏନ୍‌.ଏ.): ୟୁପିଏସ୍‌ସି ପରୀକ୍ଷାରେ ଚମକିଛନ୍ତି ଓଡ଼ିଆ। ୟୁପିଏସ୍‌ସିରେ କଳାହାଣ୍ଡି ଜିଲାରୁ ୨ ଜଣ ସଫଳତା ପାଇ ଜିଲାପାଇଁ ଗୌରବ ଆଣିଛନ୍ତି। କେସିଙ୍ଗାର ରାହୁଲ ଗୋଏଲ ୧୬୮ ନଂ ର଼୍ୟାଙ୍କ୍‌ ପାଇଥିବାବେଳେ ଭବାନୀପାଟଣାର ଅଙ୍କିତ ଶଙ୍କର ମିଶ୍ର ୨୯୪ ନଂ ର଼୍ୟାଙ୍କ୍‌ରେ ଉତ୍ତୀର୍ଣ୍ଣ…

ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ: ବୁଧବାର ସନ୍ଧ୍ୟାରେ କରନ୍ତୁ ୧ ମିନିଟ୍‌ ନୀରବ ପ୍ରାର୍ଥନା

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ। ଦୈନିକ ୧ହଜାରରୁ ଅଧିକ ବ୍ୟକ୍ତି କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଏପରି ସ୍ଥିତିରେ କୋଭିଡ ଯୋଦ୍ଧାମାନଙ୍କ ତ୍ୟାଗକୁ ସ୍ମରଣ କରିବା ଏବଂ ସମ୍ମାନ ଜଣାଇବା ଲାଗି ବୁଧବାର ସନ୍‌ଧ୍ୟା ୬ଟାରେ…

ଆଜି ଆରୋଗ୍ୟରେ ରେକର୍ଡ: ରାଜ୍ୟରେ ସୁସ୍ଥ ହେଲେ ୧,୪୦୯ ଆକ୍ରାନ୍ତ, ଅଛନ୍ତି ଗଞ୍ଜାମର ସର୍ବାଧିକ

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ରେକର୍ଡ ସଂଖ୍ୟକ ୧୪୦୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୨୪,୪୮୨କୁ ବୃଦ୍ଧି ପାଇଛି। ନୂଆ ଭାବେ ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ମଧ୍ୟରେ ଗଞ୍ଜାମର ସର୍ବାଧିକ ୨୫୮ଜଣ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri