ଏବେ ଖୋଲିବନି ନନ୍ଦନକାନନ ପ୍ରାଣୀ ଉଦ୍ୟାନ
ଭୁବନେଶ୍ୱର,୫।୮(ବ୍ୟୁରୋ): ବର୍ତ୍ତମାନ ପର୍ଯ୍ୟଟକଙ୍କ ପାଇଁ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଖୋଲା ଯିବନି। ବର୍ଷାଦିନରେ ନନ୍ଦନକାନନ ଖୋଲିବା ସମ୍ଭାବନା ନ ଥିବା ପ୍ରାଣୀ ଉଦ୍ୟାନ କର୍ତ୍ତୃପକ୍ଷ କହିଛନ୍ତି। ତେବେ କରୋନା ସ୍ଥିତିରେ ସୁଧାର ଆସିଲେ ଅଗଷ୍ଟରେ ଖୋଲାଯିବାକୁ ନିଷ୍ପତ୍ତି ହେବ। ଏହା କରୋନା…
ପୁରୀ ସହକାରୀ ବନ ସଂରକ୍ଷକଙ୍କ ଅଫିସ୍ ସମେତ ଏସବୁ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ
ପୁରୀ ଅଫିସ,୫।୮: ପୁରୀ ସହକାରୀ ବନ ସଂରକ୍ଷକ ପ୍ରଶାନ୍ତ ସ୍ବାଇଁଙ୍କ ଘରେ ବୁଧବାର ବେଆଇନ୍ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି। ଏକ କାଳୀନ ଭିଜିଲାନ୍ସର ୫ଟି ଟିମ୍ ଏହି ଚଢ଼ାଉ କରୁଛନ୍ତି। ପୁରୀରେ ଥିବା ଅଫିସ୍, ଭଡ଼ା…
ବିଏସ୍ଏଫ୍ ଯବାନଙ୍କ ଆତ୍ମହତ୍ୟା
ଚିତ୍ରକୋଣ୍ଡା, ୫।୮(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ନିକଟ ବିଏସ୍ଏଫ କ୍ୟାମ୍ପରେ ଜଣେ ଯବାନ ନିଜ ସର୍ଭିସ ରିଭଲବଭରରୁ ଗୁଳି ଫୁଟାଇ ଆତ୍ମହତ୍ୟା କରିଛନ୍ତି। ଏହି ଅଘଟଣ ଘଟିଛି ମଙ୍ଗଳବାର ବିଳମ୍ବିତ ରାତିରେ। ଯବାନଜଣଙ୍କ ରାଜସ୍ଥାନର ଶେଷ କର୍ଣ୍ଣ ବୋଲି ଜଣାପଡିଛି।…
ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା: ପ୍ରଥମ ଥର ପାଇଁ ଛୁଇଁଲା ଏହି ଜିଲାକୁ
ଭୁବନେଶ୍ୱର, ୫।୮(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୯ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୨୫କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ବିଭାଗ ପକ୍ଷରୁ ସୂଚନା…
ଟୁଇନ୍ ସିଟିରେ ସନ୍ଧ୍ୟା ୬ଟାରୁ ୨ ମିନିଟ୍ ବନ୍ଦ ରହିବ ଟ୍ରାଫିକ୍, ଜାଣନ୍ତୁ କାହିଁକି…
ଭୁବନେଶ୍ୱର, ୫।୮(ବ୍ୟୁରୋ): ବୁଧବାର ଟୁଇନ୍ ସିଟି ଭୁବନେଶ୍ୱର ଏବଂ କଟକରେ ୨ ମିନିଟ ପାଇଁ ଟ୍ରାଫିକ ବନ୍ଦ ରହିବ। କରୋନା ଯୋଦ୍ଧାଙ୍କ ସମ୍ମାନର୍ଥେ ନିରବ ପ୍ରାର୍ଥନା ଲାଗି ସନ୍ଧ୍ୟା ୬ଟାରୁ ୬ଟା ୨ ପର୍ଯ୍ୟନ୍ତ ଟ୍ରାଫିକ ବନ୍ଦ ରହିବ। ଏ ନେଇ…
CORONAVIRUS UPDATE: ରାଜ୍ୟରେ ୨୮ ଜିଲାରୁ ୧୩୩୭ ପଜିଟିଭ ଚିହ୍ନଟ; ଜାଣନ୍ତୁ କେଉଁ ଜିଲାରୁ କେତେ…
ଭୁବନେଶ୍ୱର, ୫।୮(ବ୍ୟୁରୋ): ରାଜ୍ୟରେ ବୁଧବାର ୨୮ ଜିଲାରୁ ୧୩୩୭ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୮୧୫ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫୨୨ ଲୋକାଲ କେସ୍ ରହିଛି। ଏ ନେଇ ସୂଚନା ଓ…
ଭକ୍ତ-ଭଗବାନ ଦର୍ଶନ ପ୍ରତିବନ୍ଧକ ହଟୁ
ପୁରୀ ଅଫିସ,୫।୮: ଦେଶର ପ୍ରମୁଖ ମନ୍ଦିର ମଧ୍ୟରୁ ଶ୍ରୀମନ୍ଦିର ଅନ୍ୟତମ। ଏଠାକୁ ପ୍ରତ୍ୟହ ରାଜ୍ୟ ତଥା ଦେଶର ବିଭିନ୍ନ ସ୍ଥାନରୁ ଶ୍ରଦ୍ଧାଳୁ ଆସିଥାନ୍ତି। ସାଧାରଣ ଦିନଗୁଡ଼ିକରେ ପ୍ରାୟ ୬୦ରୁ ୭୦ ହଜାର ଦର୍ଶନାର୍ଥୀ ଆସୁଥିବାବେଳେ ଛୁଟି ତଥା ବିଭିନ୍ନ ପର୍ବପର୍ବାଣିରେ ଏହି…
୩ ଜଣଙ୍କ ଲାଏ ଡିଟେକ୍ସନ ଟେଷ୍ଟ ହୋଇପାରେ
ଭୁବନେଶ୍ୱର,୫ା୮(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାକୁ ମାସେ ବିତିବାକୁ ବସିଲାଣି। କିନ୍ତୁ କ୍ରାଇମ୍ବ୍ରାଞ୍ଚ ହାତରେ ସେଭଳି କିଛି ବଳିଷ୍ଠ ସୁରାକ ଲାଗିନାହିଁ। କେବଳ ଜିଆରପିର ତଦନ୍ତ ରିପୋର୍ଟ ଓ ସମସ୍ତ ବୟାନକୁ ନେଇ ଅନ୍ଧାରରେ ବାଡ଼ି ବୁଲାଉଛି କ୍ରାଇମ୍ବ୍ରାଞ୍ଚ ସ୍ପେଶାଲ…
‘ପ୍ରାପ୍ୟ ନ ଦେଲେ ରଥ ଖୋଲିବୁନି’
ପୁରୀ ଅଫିସ,୫ା୮: ଚଳିତବର୍ଷ ତିନିରଥ ଭଙ୍ଗା ନ ଯାଇ ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଜଗନ୍ନାଥ ବଲ୍ଲଭ ମଠରେ ସଂରକ୍ଷଣ କରି ରଖାଯିବ। ଶ୍ରୀମନ୍ଦିର ପ୍ରଶାସନର ଏହି ନିଷ୍ପତ୍ତି ପରେ ରଥ ଖୋଲା କାମ ଜାରିରହିଛି। ମାତ୍ର ଏଥିରେ ଅସହଯୋଗ ଚେତାବନୀ ଦେଇଛନ୍ତି…
୪ ଦିନ ଅଚଳ ଆର୍ଏମ୍ଏସ୍
ଭୁବନେଶ୍ୱର,୫ା୮(ବ୍ୟୁରୋ): କମ୍ ସମୟରେ ଡାକ ସେବା ଯୋଗାଇଦେବା ପାଇଁ ସ୍ପିଡ୍ ପୋଷ୍ଟ ସୁବିଧା ରହିଛି। ହେଲେ ଭୁବନେଶ୍ୱରରେ ଗତ ଶନିବାରଠାରୁ ଏହି ସେବାରେ ବ୍ୟାହତ ସୃଷ୍ଟି ହୋଇଛି। ସ୍ଥାନୀୟ ରେଲୱେ ମେଲ୍ ସର୍ଭିସ୍(ଆର୍ଏମ୍ଏସ୍) କାର୍ଯ୍ୟାଳୟରେ ଏହି ଅବ୍ୟବସ୍ଥା ଦେଖାଦେଇଛି। ଫଳରେ ଭୁବନେଶ୍ୱରର…
ମାଟ୍ରିକ ପରୀକ୍ଷା: ୬ରୁ ପୁନଃ ଯାଞ୍ଚ ପାଇଁ ଆବେଦନ
କଟକ ଅଫିସ,୫ା୮ : ମାଟ୍ରିକ ପରୀକ୍ଷାର ବିଭିନ୍ନ ବିଷୟ ପୁନଃ ଯାଞ୍ଚ, ପରୀକ୍ଷା ଖାତାର ନକଲ ପାଇଁ ଦରଖାସ୍ତ ଓ ଫି’ ଦାଖଲ ପ୍ରକ୍ରିୟା ଆସନ୍ତା ୬ ତାରିଖରୁ ଆରମ୍ଭ ହେବ। ଅଗଷ୍ଟ ୧୮ ମଧ୍ୟରାତ୍ରି ସୁଦ୍ଧା ଫି’ ଦାଖଲ କରାଯିବ।…
ଅଯୋଧ୍ୟା ସୁରକ୍ଷା ଦାୟିତ୍ୱରେ ଓଡ଼ିଆ ଆଇପିଏସ୍ ଅଧିକାରୀ
ଜୟପୁର,୫।୮(ଡି.ଏନ୍.ଏ.): ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ପାଇଁ ବୁଧବାର ଭୂମିପୂଜନ କାଯର୍ର୍ୟକ୍ରମ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଥିରେ ମୁଖ୍ୟ ଅତିଥିଭାବେ ଯୋଗ ଦେବେ। ଅନ୍ୟମାନଙ୍କ ମଧ୍ୟରେ ଉତ୍ତରପ୍ରଦେଶ ମୁଖମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ଅନେକ କେନ୍ଦ୍ର ଓ ରାଜ୍ୟ ମନ୍ତ୍ରୀ…
Archives


