ରାଜ୍ୟ

ମହାରଣା ସେବକଙ୍କ ଚେତାବନୀ: ପାଉଣା ନ ଦେଲେ ରଥ ଖୋଲିବୁନି

ପୁରୀ ଅଫିସ,୪୮: ଚଳିତବର୍ଷ ତିନିରଥ ଭଙ୍ଗା ନ ଯାଇ ସଂରକ୍ଷଣ କରାଯିବ । ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଜଗନ୍ନାଥ ବଲ୍ଲଭ ମଠ ପରିସରରେ ତିନିରଥକୁ ରଖାଯିବ । ଶ୍ରୀମନ୍ଦିର ପ୍ରଶାସନର ଏହି ନିଷ୍ପତ୍ତି ପରେ ରଥ ଖୋଲା କାମ ଜାରି ରହିଛି…

ଅଗଷ୍ଟରେ ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ

ଭୁବନେଶ୍ୱର,୪।୮(ବ୍ୟୁରୋ): ଚଳିତ ମାସରେ ଯୁକ୍ତ ୨ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ବିଜ୍ଞାନ ଓ ବାଣିଜ୍ୟ ଖାତା ଦେଖା…

ପ୍ରକାଶ ପାଇଲା ୟୁପିଏସ୍‌ସି ପରୀକ୍ଷା ଫଳ: ଟପ୍‌ ଟେନ୍‌ରେ ୨ ଓଡ଼ିଆ

ଭୁବନେଶ୍ୱର,୪।୮(ବ୍ୟୁରୋ): ୟୁପିଏସ୍‌ସି (ୟୁନିୟନ ପବ୍ଲିକ ସର୍ଭିସ କମିଶନ) ପକ୍ଷରୁ ୨୦୧୯ ସିଭିଲ୍‌ ସର୍ଭିସ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଚଳିତ ବର୍ଷ ୮୨୯ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ପ୍ରଦୀପ ସିଂ ଟପ୍ପର ହୋଇଛନ୍ତି। ଏହା ସହ ଟପ୍‌ ଟେନ୍‌…

ଅଗଷ୍ଟ ୩ୟ ସପ୍ତାହରେ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ, ଶେଷ ସପ୍ତାହରେ କଳା ପରୀକ୍ଷାଫଳ

ଭୁବନେଶ୍ୱର, ୪।୮(ବ୍ୟୁରୋ): ଚଳିତ ମାସରେ ଯୁକ୍ତ ୨ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ। ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଖାତା ଦେଖା ଶେଷ ହୋଇଛି। ବର୍ତ୍ତମାନ ଟାବୁଲେସନ ଚାଲିଛି। ଅଗଷ୍ଟ ତୃତୀୟ ସପ୍ତାହ ସୁଦ୍ଧା…

ଅମାନବୀୟ ଘଟଣା: ଯୁବକଙ୍କୁ ଅଧା ଲଣ୍ଡାକରି ଗାଁରେ ବୁଲାଇଲେ, ପାଣି ମାଗିବାରୁ ପରିସ୍ରା ପିଆଇଲେ

ଭଦ୍ରକ ଅଫିସ, ୪।୮: ଭଦ୍ରକ ଜିଲା ତିହିଡି ଥାନା ଅନ୍ତର୍ଗତ ବାଉଁଶବାଗ ଗ୍ରାମରେ ଏକ ଅମାନବୀୟ କାଣ୍ଡ ଘଟିଛି। ବିବାହିତାଙ୍କ ସହ ସମ୍ପର୍କ ରଖିବାକୁ ନେଇ ୧୭ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଜଣେ ଯୁବକଙ୍କୁ ଅଧା ଲଣ୍ଡା କରାଇବା ସହ ଜୋତାମାଳ ପିନ୍ଧାଇ,…

CORONAVIRUS UPDATE: ୨୮ ଜିଲାରୁ ୧୩୮୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୮ ଜିଲାରୁ ୧୩୮୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୭୬୮୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ…

ଶେରଗଡ଼ରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୨୭୭; ସୁସ୍ଥ ହେଲେଣି ୨୫୪, ୨ ମୃତ

ଶେରଗଡ଼, ୪।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ଶେରଗଡ଼ ବ୍ଲକକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଥିଲା। ତେବେ ବିଗତ ୪ମାସ ମଧ୍ୟରେ ବ୍ଲକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭୭ରେ ପହଞ୍ଚିଛି।…

ପୁଣି ରାଜ୍ୟରେ ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୪।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୯ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୬ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୯ ମୃତକଙ୍କ…

ଧରାପଡ଼ିଲା ଦୁଇ ଲୁଟେରା ଗ୍ୟାଙ୍ଗ୍‌, ୮ ଗିରଫ

ଭୁବନେଶ୍ୱର,୪। ୮(ବ୍ୟୁରୋ):  କମିଶନରେଟ ପୋଲିସର ନିଦ ହଜାଇଥିବା ଦୁଇ ଲୁଟେରା ଗ୍ୟାଙ୍ଗ୍‌ ଧରାପଡିଛି। ଏଥିସହ ୮ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୭୦ ମୋବାଇଲ ଫୋନ୍‌, ୨୩ ଲାପ୍‌ଟପ୍‌, ୯ ବାଇକ ଓ ୨ ଏଲ୍‌ଇଡି ଟିଭି ଜବତ କରିଛି। ଗିରଫ…

ସୁନାମୁଦି ବନ୍ଧକ ରଖି ମାଟ୍ରିକ ପଢ଼ାଇଥିଲେ ମା’

ମା’ ସୁନାମୁଦି ବନ୍ଧକ ରଖି ଯେଉଁ ଟଙ୍କା ଆଣିଥିଲେ, ସେଥିରେ ମାଟ୍ରିକ ପରୀକ୍ଷା ପାଇଁ ପ୍ରସ୍ତୁତ ହୋଇଥିଲେ ଝିଅ ସ୍ବର୍ଣ୍ଣପ୍ରଭା। ସୁନାର ଧାତୁଟି ସିନା ଅନ୍ୟ ପାଖକୁ ଚାଲିଗଲା, କିନ୍ତୁ ଅସଲ ସୁନା ହୋଇ ଚମକିଲେ ସ୍ବର୍ଣ୍ଣପ୍ରଭା। ଏଇ ନିକଟରେ ପ୍ରକାଶ…

ପଞ୍ଜୁରି ଭିତରେ ମାଛଚାଷ ଲାଗି ସରକାରଙ୍କ ପ୍ରୋତ୍ସାହନ

ଭୁବନେଶ୍ୱର,୪। ୮(ବ୍ୟୁରୋ): ଓଡ଼ିଶାରେ ୬.୮୪ ଲକ୍ଷ ହେକ୍ଟର ପରିମିତ ବିସ୍ତୃତ ମଧୁରଜଳ ଉତ୍ସ ରହିଛି। ୨୦୧୯-୨୦ ଆର୍ଥିକ ବର୍ଷରେ ରାଜ୍ୟରେ ପ୍ରାୟ ୮.୧୬ ଲକ୍ଷ ମେଟ୍ରିକ୍‌ ଟନ୍‌ ମାଛ ଉତ୍ପାଦିତ ହୋଇଛି। ଓଡ଼ିଶାରେ ଭାରତୀୟ କାର୍ପ ମାଛ ଓ ଅନ୍ୟ ପ୍ରଜାତି…

କ୍ରାଇମବ୍ରାଞ୍ଚରେ ପଡ଼ିରହିଛି ଅଧାରୁ ଅଧିକ ମାମଲା

ତ୍ରିନାଥ ମହାନ୍ତି ଭୁବନେଶ୍ୱର, ୪। ୮(ବ୍ୟୁରୋ): ରାଜ୍ୟ ସରକାରଙ୍କ ସର୍ବୋଚ୍ଚ ତଥା ଭରସାଯୋଗ୍ୟ ତଦନ୍ତକାରୀ ସଂସ୍ଥା ହେଉଛି କ୍ରାଇମ୍‌ବ୍ରାଞ୍ଚ। ଯେତେବେଳେ ପୋଲିସ ଫେଲ୍‌ ମାରେ ସେତେବେଳେ କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ଦାବି ଉଠେ। ଲୋକେ କ୍ରାଇମବ୍ରାଞ୍ଚର ଦ୍ୱାରସ୍ଥ ହୁଅନ୍ତି ବା କ୍ରାଇମବ୍ରାଞ୍ଚ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri