ସୋଲାର ପାନୀୟ ଜଳ ପ୍ରକଳ୍ପ ଅଚଳ
ଚମ୍ପୁଆ, ୪। ୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଅନ୍ତର୍ଗତ ସାତହଳିଆ ଗ୍ରାମରେ ପ୍ରାୟ ୨୦ ଦିନ ହେବ ସୋଲାର ପାନୀୟ ଜଳ ପ୍ରକଳ୍ପ ଅଚଳ ହୋଇଯାଇଥିବାରୁ ଗ୍ରାମବାସୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି ପାହିଲେ ପାନୀୟ ଜଳ କେଉଁଠୁ ଆଣିବେ ଚିନ୍ତା…
ସୁବର୍ଣ୍ଣରେଖାରେ ବାଲିସଇରାତ ନିଲାମ ଲାଗି ସର୍ଭେ
ଜଳେଶ୍ୱର, ୪।୮(ସ୍ବ.ପ୍ର.)-ଉତ୍ତର ବାଲେଶ୍ୱରର ଜଳେଶ୍ୱର, ବସ୍ତା ଓ ବାଲିଆପାଳ ଅଞ୍ଚଳରେ ସୁବର୍ଣ୍ଣରେଖା ନଦୀର ନୂତନ ଭାବେ ସୃଷ୍ଟି ହୋଇଥିବା ବାଲିପଠାକୁ ନିଲାମ ଦେବା ଲାଗି ସର୍ଭେ ଆରମ୍ଭ ହୋଇଛି। ବାଲେଶ୍ୱର ଉପଜିଲାପାଳଙ୍କ ନିର୍ଦ୍ଦେଶରେ ରବିବାର ଏକ ୨୫ଜଣିଆ ଟିମ୍ ସୁବର୍ଣ୍ଣରେଖା ନଦୀର…
ତୂଳୀରେ ଜୀବନ୍ତ ହେଉ ଅନୁଗୋଳର ଐତିହ୍ୟ
ଅନୁଗୋଳ ଅଫିସ୍, ୪।୮ ସରକାରୀ ଅର୍ଥରେ ଅନୁଗୋଳର ବିଭିନ୍ନ ପ୍ରାଚୀରରେ ସାଜସଜ୍ଜା କରାଯାଉଛି। ରଙ୍ଗବେରଙ୍ଗର ଚିତ୍ରକଳାରେ ସହରର ସୌନ୍ଦର୍ଯ୍ୟ ବଢ଼ାଯାଉଛି। ସରକାରୀ ଯୋଜନାର ପ୍ରଚାର ସହ କରୋନା ସଂକ୍ରମଣ ନେଇ ସତର୍କ ସୂଚନା ଦିଆଯାଉଛି। ହେଲେ ଏଥିରେ ସ୍ଥାନ ପାଉନି ଅନୁଗୋଳର…
ଆଇନ ଜାଲରେ ଆଦର୍ଶ ବିଦ୍ୟାଳୟ
ବଇଣ୍ଡା,୪ା୮(ପରୀକ୍ଷିତ ସାହୁ) ଗରିବ ମେଧାବୀ ଛାତ୍ରୀଛାତ୍ରଙ୍କୁ ବିନାମୂଲ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ପାଠ୍ୟକ୍ରମ ପଢ଼ାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ବ୍ଲକରେ ଆଦର୍ଶ ବିଦ୍ୟାଳୟ ଖୋଲାଯାଉଛି। ଅନୁଗୋଳ ଜିଲାର ଅନୁଗୋଳ, ତାଳଚେର, ଛେଣ୍ଡିପଦା, କିଶୋରନଗର, ପାଲଲହଡ଼ା ଆଦି…
ସାତକୋଶିଆକୁ ଆସିଲା ୨ ବୋଟ୍, ଜେଟି
ବନ୍ତଳା, ୪ା୮(ଡି.ଏନ.ଏ.) ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ପହଞ୍ଚିଛି ୧୦ ସିଟ୍ ବିଶିଷ୍ଟ ୨ଟି ନୂଆ ବୋଟ୍ ଓ ଜେଟି। ଏହାର ମୂଲ୍ୟ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେବ ବୋଲି ଜଣାଯାଇଛି। ଏହି ବୋଟ୍ ପାଟ୍ରୋଲିଂ କାମରେ ଲାଗିବ। ସେଥିରୁ…
କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କଲେ ବ୍ରହ୍ମକୁମାରୀ
ଲଖନପୁର,୪।୮(ଡି.ଏନ୍.ଏ) ରକ୍ଷା ବନ୍ଧନ ଉତ୍ସବ ଅବସରରେ ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ ଇବ୍ ଥର୍ମାଲ (ତେଲେନପାଲି) ଶାଖା ତରଫରୁ ପୋଲିସ୍, ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଓ ଖବରଦାତା ଆଦି ଯୋଦ୍ଧାମାନଙ୍କୁ ରାଖୀ ବାନ୍ଧିବା ସହ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଛି । କରୋନା…
ନାବାଳିକାଙ୍କୁ ଘରୁ ଉଠାଇ ନେଇ ବଳାତ୍କାର
ସୋନପୁର,୩।୮(ନି.ପ୍ର.)-ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଘରୁ ଉଠାଇ ନେଇ ବଳାତ୍କାର କରାଯାଇଛି। ପୀଡିତାଙ୍କ ବାପା ଏ ସମ୍ପର୍କରେ ବୀରମହାରାଜପୁର ଥାନାରେ ସୋମବାର ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ମାମଲା ରୁଜୁ କରିବା ସହ ଅଭିଯୁକ୍ତଙ୍କୁ ଧରିବା ପାଇଁ…
ଭୁବନେଶ୍ୱରରେ ୧.୪% ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି
ଭୁବନେଶ୍ୱର, ୩।୮(ବ୍ୟୁରୋ)-ଭୁବନେଶ୍ୱରରେ ସେରୋଲୋଜିକାଲ୍ ସର୍ଭେ ସରିଛି। ଏଠାରେ ୧.୪% ଲୋକଙ୍କ ଦେହରେ ରୋଗ ପ୍ରତିରୋଧକ ଶକ୍ତି ବା ଆଣ୍ଟିବଡି ସୃଷ୍ଟି ହୋଇଛି। ଏନେଇ ସୋମବାର ଭୁବନେଶ୍ୱର ଆର୍ଏମ୍ଆର୍ସି ନିର୍ଦ୍ଦେଶିକା ଡା.ସଂଘମିତ୍ରା ପତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ସଂକ୍ରମଣ ହାର, ସ୍ଥିତି…
ରେକର୍ଡ ଭାଙ୍ଗିଲା ସୁସ୍ଥ ସଂଖ୍ୟା: ଦିନକରେ ସୁସ୍ଥ ହେଲେ ୧୧୧୯ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୩।୮(ବ୍ୟୁରୋ)-ରାଜ୍ୟରେ ସବୁ ରେକର୍ଡ ଭାଙ୍ଗିଲା ସୁସ୍ଥ ସଂଖ୍ୟା। ସୋମବାର ଆଉ ୧୧୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରେ ସର୍ବାଧିକ ୩୪୫ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ୯୭, ଗଜପତିରୁ୮୩, ଯାଜପୁରରୁ ୭୦, କେନ୍ଦୁଝରରୁ ୫୭, କଟକରୁ ୫୦, ବୌଦ୍ଧରୁ୪୦, ନୟାଗଡ଼ରୁ ୩୭,…
ରାକ୍ଷୀରେ ଜଳିଲା ଭାଇ-ଭଉଣୀଙ୍କ ଜୁଇ
ସୋର,/ରେମୁଣା,୩।୮(ଡି.ଏନ.ଏ.)-ପବିତ୍ର ରାକ୍ଷୀ ପୂର୍ଣ୍ଣିମାରେ ଘଟିଛି ଅଘଟଣ। ବଜ୍ରପାତ ଘଟିବାରୁ ଚାଲିଯାଇଛି ଭାଇ ଓ ସମ୍ପର୍କୀୟ ଭଉଣୀଙ୍କ ଜୀବନ। ସୋମବାର ବାଲେଶ୍ୱର ଜିଲା ରେମୁଣା ବ୍ଲକ ଖନ୍ତାପଡା ଥାନା ବରୁଣସିଂ ପଞ୍ଚାୟତ ଟିଣା ମଣ୍ଡଗାଁ ଗ୍ରାମରେ ଏପରି ହୃଦୟବିଦାରକ ଘଟଣା ଘଟିଛି। ଘଟଣାରୁ…
ଲଘୁଚାପ ପ୍ରଭାବ: ଏସବୁ ଜିଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୩।୨(ବ୍ୟୁରୋ): ଲଘୁଚାପ ପ୍ରଭାବରେ ୭ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଗଞ୍ଜାମ, ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ ଓ ମୟୂରଭଞ୍ଜ ଆଦି ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡା ପୁରୀ,…
ଭୁବନେଶ୍ୱରରେ ଆଉ ୮୯ ପଜିଟିଭ୍
ଭୁବନେଶ୍ୱର,୩।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ସୋମବାର ଆଉ ୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୮୯ ଚିହ୍ନଟଙ୍କ ମଧ୍ୟରେ ୬୫ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୨୪ ଲୋକାଲ କଣ୍ଟାକ୍ଟ କେସ। ଆଇଗିଣିଆ ଆଳୁ ଗଦିରୁ ଆଉ ୧୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ରିଜର୍ଭ…
Archives


