ରାଜ୍ୟ

ଶ୍ରୀମନ୍ଦିରରେ ଗହ୍ମାପୂର୍ଣ୍ଣିମା: ପାଟ ରାଖୀ ପିନ୍ଧିଲେ ମହାପ୍ରଭୁ

ପୁରୀ ଅଫିସ,୩ା୮: ପବିତ୍ର ଗହ୍ମାପୂର୍ଣ୍ଣିମା ତିଥିରେ ଶ୍ରୀମନ୍ଦିରରେ ବଳଭଦ୍ର ଜନ୍ମ ଏବଂ ରାଖୀ ଲାଗି ନୀତି ସମ୍ପନ୍ନ ହୋଇଛି । ଦୁଇଭାଇ ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ବଡଠାକୁର ବଳଭଦ୍ର ଶ୍ରୀଭୂଜରେ ପାଟ ରାଖୀ ଏବଂ ଗୁଆ ମାଳ ପିନ୍ଧଛନ୍ତି। ଶ୍ରୀମନ୍ଦିରରେ ଏହି…

ଆଗକୁ ଜିମ୍‌, ଯୋଗକେନ୍ଦ୍ର ଯିବାକୁ ଭାବିଛନ୍ତି କି.. , ଜାଣନ୍ତୁ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୩।୨(ବ୍ୟୁରୋ): ଅଗଷ୍ଟ ୫ ତାରିଖରୁ ଜିମ୍‌ ଏବଂ ଯୋଗକେନ୍ଦ୍ର ଖୋଲିବ। ଏ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଅନୁମତି ପ୍ରଦାନ କରିଥିବା ବେଳେ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଏହା କେବଳ କଣ୍ଟେନମେଣ୍ଟ ଜୋନ୍‌ ବାହାରେ ଖୋଲିବ। ଯୋଗ ବା…

ଚିନ୍ତା ବଢ଼ାଇଲାଣି କଟକ ବେହେରା ସାହି: ଆଉ ୫୭ ପଜିଟିଭ ଚିହ୍ନଟ

କଟକ ଅଫିସ, ୩।୮: କଟକ ସହରରୁ ସୋମବାର ୮୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୭୯ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୮ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ। ଏ ନେଇ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଟୁଇଟ୍‌କରି…

ଶ୍ରୀମନ୍ଦିର ଖୋଲିବାକୁ ହାଇକୋର୍ଟରେ ମାମଲା ଦାୟର

କଟକ ଅଫିସ, ୩।୮: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟରେ ଥିବା ବିଭିନ୍ନ ମନ୍ଦିରକୁ ବନ୍ଦ ରଖାଯାଇଛି। ତେବେ ମନ୍ଦିର ଖୋଲିବାକୁ ହାଇକୋର୍ଟରେ ୨ଟି ପୃଥକ ଜନସ୍ବାର୍ଥ ମାମଲା ଦାୟର କରାଯାଇଛି। ପୁରୀ ଶ୍ରୀମନ୍ଦିର ସମେତ ରାଜ୍ୟର ସବୁ ମନ୍ଦିର ଖୋଲିବାକୁ…

କରୋନା ପାଇଁ ମରିଗଲା ମାନବିକତା: ଗାଁ ଦାଣ୍ଡରେ ୮ ଘଣ୍ଟା ହେଲା ପଡ଼ିରହିଛି ମୃତଦେହ

ଜଗନ୍ନାଥ ପ୍ରସାଦ, ୩।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ପଞ୍ଚଭୂତି ଗୌଡ଼ ସାହିରେ ସୋମବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ମୃତଦେହକୁ କରୋନା ଭୟରେ ସାହି ଲୋକେ ଛୁଉଁ ନାହାନ୍ତି। ପ୍ରକାଶ ଯେ, ପଞ୍ଚଭୂତି…

ବଦଳିଲେ ଖୋର୍ଦ୍ଧା ଜିଲାପାଳ

ଭୁବନେଶ୍ୱର,୩ା୮(ବ୍ୟୁରୋ): ଖୋର୍ଦ୍ଧା ଜିଲାପାଳ ସୀତାଂଶୁ କୁମାର ରାଉତଙ୍କର ସୋମବାର ବଦଳି ହୋଇଛି। ତାଙ୍କ ବଦଳି ପରେ ସନତ କୁମାର ମହାନ୍ତି ନୂତନ ଜିଲାପାଳ ହୋଇଛନ୍ତି। ଏଥିସହିତ ଗଞ୍ଜାମ କୋଭିଡ୍‌ ମ୍ୟାନେଜମେଣ୍ଟର ଓଏସ୍‌ଡି ଭାବେ ଆଇଏଏସ୍‌ କୀର୍ତ୍ତି ଭାସାନଙ୍କ ବଦଳି ହୋଇଛି। ସେହିପରି…

ଡାକିଲା ଭଉଣୀର ସ୍ନେହ: ବନ୍ଧୁକ ଛାଡ଼ି ଫେରି ଆସିଲେ ଭାଇ, ଜାଣିଲେ ଆଖିରେ ରହିବନି ଲୁହ

କୋରୁକୋଣ୍ଡା,୩ା୮(ଡି.ଏନ୍‌.ଏ.): ଜଣେ ଭଉଣୀର ସ୍ନେହ ଓ ମମତା ଡାକିବାରୁ ବନ୍ଧୁକ ଛାଡ଼ି ଫେରି ଆସଛନ୍ତି ଭାଇ। କଥାଟି ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ଭାଇ ଭଉଣୀର ନିଆରା ସମ୍ପର୍କ ଜଣେ ଭାଇକୁ ମାଓବାଦୀରୁ କରିଛି ସାଧାରଣ ମଣିଷ। ଏଭଳି ଦୃଶ୍ୟ…

ଝାରସୁଗୁଡ଼ାରେ ୧,୧୬୧ କାଳିଆ ହିତାଧୀକାରୀଙ୍କୁ ଟଙ୍କା ଫେରସ୍ତ ନୋଟିସ୍‌: ଜାଣନ୍ତୁ କେଉଁ ଜିଲାରୁ କେତେ ରହିଛନ୍ତି

ଝାରସୁଗୁଡ଼ା ଅଫିସ,୩ା୮: ରାଜ୍ୟ ସରକାରଙ୍କ କୃଷି ବିଭାଗ ପକ୍ଷରୁ କାଳିଆ ଯୋଜନାରେ ଚାଷୀମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା। ତେବେ ବର୍ତ୍ତମାନ ସହାୟତା ପାଇଥିବା ଚାଷୀମାନଙ୍କୁ ଅଯୋଗ୍ୟ ଦର୍ଶାଯାଇ ହିତାଧିକାରୀଙ୍କୁ ଟଙ୍କା ଫେରସ୍ତ ପାଇଁ ଚିହ୍ନଟ କରି ନୋଟିସ୍‌ ଜାରି କରାଯାଇଛି।…

ପଶ୍ଚିମବଙ୍ଗ ଲକ୍‌ଡାଉନ୍‌ ଯୋଗୁ ରେଳସେବା ପ୍ରଭାବିତ

ଭୁବନେଶ୍ୱର,୩।୮(ବ୍ୟୁରୋ): ପଶ୍ଚିମବଙ୍ଗରେ ଲକ୍‌ଡାଉନ ଯୋଗୁ ପୂର୍ବତଟ ରେଳପଥର ଟ୍ରେନ ସେବା ପ୍ରଭାବିତ ହୋଇଛି। ଚଳିତ ମାସରେ ଆଉକିଛି ଅଞ୍ଚଳକୁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ କରାଯାଉଥିବାରୁ ଟ୍ରେନ ସେବା ବାତିଲ, ଆଂଶିକ ବାତିଲ ଓ ରହଣି ପ୍ରତ୍ୟାହାର କରାଯାଇଛି। ଆସନ୍ତା ୫, ୮, ୧୬,…

ରାଜ୍ୟରେ ୨୦୦ ଟପିଲା କରୋନା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୩ା୮(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁସଂଖ୍ୟା ୨୦୭ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ୩, ରାୟଗଡ଼ାରୁ ୩, ଗଜପତିରୁ…

CORONAVIRUS UPDATE: ରାଜ୍ୟରେ ୩୬,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୧୩୮୪ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩ା୮(ବ୍ୟୁରୋ) : ସୋମବାର ୨୬ଟି ଜିଲାରୁ ୧୩୮୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୬,୨୯୭କୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତମାନଙ୍କ ମଧ୍ୟରୁ ୮୭୩…

କଟକରେ ଦୈନିକ ୩ ଘଣ୍ଟା ଖୋଲିବ କୋର୍ଟ

କଟକ ଅଫିସ,୩ା୮: କଟକ ଜିଲାରେ ଲକ୍‌ଡାଉନ ଜାରି ରହିଥିବା ବେଳେ ପୂର୍ବ ଅପେକ୍ଷା କେତେକ କଟକଣା କୋହଳ କରାଯାଇଛି। ଏହି ପରିପ୍ରେକ୍ଷୀରେ ଜିଲାରେ କୋର୍ଟଗୁଡ଼ିକ କାର୍ଯ୍ୟ କରିବା ନେଇ ଜିଲା ଜଜ୍‌ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଜିଲାର ସମସ୍ତ କୋର୍ଟ ପୂର୍ବାହ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri