ଘୋଷଣାରେ ଅଟକିଛି ଡାଉନ୍ଷ୍ଟ୍ରିମ୍ ଶିଳ୍ପ
ଯାଜପୁର ଅଫିସ୍,୨୩।୧୦: ରାଜ୍ୟ ସରକାର ଶିଳ୍ପ ସହ ନିଯୁକ୍ତିକୁ ଗୁରୁତ୍ୱ ଦେଇ କଳିଙ୍ଗନଗର ଶିଳ୍ପାଞ୍ଚଳକୁ ସ୍ବତନ୍ତ୍ର ଶିଳ୍ପ ଜୋନ୍ ଭାବେ ପରିଗଣିତ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି। ଏଥିପାଇଁ ଡାଉନ୍ଷ୍ଟ୍ରିମ ଶିଳ୍ପକୁ ମଧ୍ୟ ପ୍ରାଧାନ୍ୟ ଦିଆଯାଉଛି। ୩୬ଟି ସ୍ମଲ୍ ସ୍କେଲ୍ ଇଣ୍ଡଷ୍ଟ୍ରିଜ(ଏସ୍ଏସ୍ଆଇ)କୁ ଇଡ୍କୋ…
ରେଳ କର୍ମଚାରୀଙ୍କ ପାଇଁ ସ୍ବତନ୍ତ୍ର ମୋବାଇଲ୍ ଆପ୍
ଭୁବନେଶ୍ୱର,୨୩ା୧୦(ବ୍ୟୁରୋ):ପୂର୍ବତଟ ରେଳପଥର କର୍ମଚାରୀମାନେ ବର୍ତ୍ତମାନ ମୋବାଇଲ୍ ଆପ୍ ମାଧ୍ୟମରେ ସେମାନଙ୍କ ସେବା ସହ ଜଡିତ ତଥ୍ୟ ଏବଂ ନଥିପତ୍ର ଦେଖିପାରିବେ। ଆବଶ୍ୟକ ହେଲେ କୌଣସି ପରିବର୍ତ୍ତନ ପାଇଁ ଏହି ଆପ୍ ମାଧ୍ୟମରେ ରେଳ ପ୍ରଶାସନ ସହିତ ଯୋଗାଯୋଗ କରିପାରିବେ। କର୍ମଚାରୀଙ୍କ ନିଯୁକ୍ତି…
ଅନ୍ଲାଇନ୍ରେ ହେବ ଏସ୍ଓଏଫ୍ ଅଲିମ୍ପିଆଡ୍
ଭୁବନେଶ୍ୱର,୨୩ା୧୦(ବ୍ୟୁରୋ): ଚଳିତ ଶିକ୍ଷାବର୍ଷ ପାଇଁ ଅଲିମ୍ପିଆଡ୍ ପରୀକ୍ଷା ଘୋଷଣା କରିଛି ସାଇନ୍ସ ଅଲିମ୍ପିଆଡ୍ ଫାଉଣ୍ଡେଶନ (ଏସ୍ଓଏଫ୍)। କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରମାନେ ନିଜ ଘରେ ବସି ଅନ୍ଲାଇନ୍ରେ ପରୀକ୍ଷା ଦେବାକୁ ନିଷ୍ପତ୍ତି ନେଇଛି। ସେହିଭଳି ମାତ୍ର ୪ଟି ଅଲମ୍ପିଆଡ୍ ପରୀକ୍ଷା…
ଲିଙ୍ଗରାଜ ମନ୍ଦିର ବାହାର ଫଟୋ ମନୋମୁଗ୍ଧକର: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୩ା୧୦ (ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲିଙ୍ଗରାଜ ମନ୍ଦିର ବାହାରୁ ଉତ୍ତୋଳିତ ହୋଇଥିବା ଏକ ଫଟୋକୁ ପୋଷ୍ଟ କରି ଏହା ଅତ୍ୟନ୍ତ ମନମୁଗ୍ଧକର ବୋଲି କହିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, ଲିଙ୍ଗରାଜ ମନ୍ଦିର ଏକ ଦିବ୍ୟ ଅନୁଭବ…
‘ସୁନନ୍ଦା ସମ୍ମାନ’କୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଭୁବନେଶ୍ୱର, ୨୩ା୧୦ (ବ୍ୟୁରୋ) :ଶାସ୍ତ୍ରୀୟ ସଙ୍ଗୀତରେ ଉତ୍କର୍ଷ ଲାଗି ରାଜ୍ୟର ଜଣେ ବିଶିଷ୍ଟ ଶାସ୍ତ୍ରୀୟ ସଙ୍ଗୀତଜ୍ଞଙ୍କୁ ‘ସୁନନ୍ଦା ସମ୍ମାନ’ ମିଳିବ। ବିଶିଷ୍ଟ ସଙ୍ଗୀତ ଗୁରୁ ସ୍ବର୍ଗତ ସୁନନ୍ଦା ପଟ୍ଟନାୟକଙ୍କ ନାମରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଏହି ପୁରସ୍କାର ପ୍ରଦାନ…
ଜାହାଜରୁ ଖସିପଡ଼ିଲେ ୩ ନାବିକ
ପାରାଦୀପ,୨୩ା୧୦(ସ୍ବ.ପ୍ର.):ପାରାଦୀପ ବନ୍ଦର ନିକଟସ୍ଥ ଆଙ୍କରେଜ ଅଞ୍ଚଳ ସମୁଦ୍ରରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ମାଲ୍ଟା ଫ୍ଲାଗ୍ ବହନକାରୀ ଲୁହାପଥର ପରିବହନ କରିବାକୁ ବାଂଲାଦେଶରୁ ଆସିଥିବା ଓସନ ସେଞ୍ଚୁରୀ ନାମକ ଜାହାଜର ସେଫ୍ଟି ବୋଟ୍ରୁ ୩ଜଣ ଯନ୍ତ୍ରୀ(ନାବିକ)ଖସିପଡ଼ି ସମୁଦ୍ରରେ ଭାସି…
୨୨ ଦିନରେ ଗଲାଣି ୩୫୪ ଜୀବନ
ଭୁବନେଶ୍ୱର,୨୩ା୧୦(ବ୍ୟୁରୋ) :ରାଜ୍ୟରେ ହ୍ରାସ ପାଉଥିବା ଦୈନିକ ସଂକ୍ରମଣ ଆଶ୍ୱସ୍ତି ଦେଉଥିବାବେଳେ ମୃତ୍ୟୁ ସଂଖ୍ୟା ଚିନ୍ତା ବଢ଼ାଇଛି। ଅଗଷ୍ଟରେ ୩୧୫ଜଣ ଓ ସେପ୍ଟେମ୍ବରରେ ୩୫୦ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିଲା। ତେବେ ଅକ୍ଟୋବରରେ ଆହୁରି ଘାତକ ସାଜିଛି ଏହି ମହାମାରୀ। ମାତ୍ର ୨୨ ଦିନରେ…
ସେ ଥିଲେ ଉଦାର ବ୍ୟକ୍ତି
ଶରତ କୁମାର କର ଆଜି ନାହାନ୍ତି। ସେ ବିଶାଳ ବ୍ୟକ୍ତିତ୍ୱଙ୍କ ସମ୍ବନ୍ଧରେ କିଛି କହିବା ବା ଲେଖିବା ଏକ ଦୁଃସାହସ କହିଲେ ଅତ୍ୟୁକ୍ତି ହେବନାହିଁ। ଦୀର୍ଘ ତେପନ ବର୍ଷ ତାଙ୍କ ସହିତ ରହିବା ପରେ ମୁଁ ଏତିକି ଜାଣିଛି ଯେ ସେ…
ଜେଜେ ପ୍ରେରଣାର ଉତ୍ସ
ମୋର ସ୍ବର୍ଗତ ଜେଜେବାପା ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ ଚନ୍ଦ୍ର ମହାନ୍ତି ଥିଲେ ଜଣେ ମିଷ୍ଟଭାଷୀ, ପରୋପକାରୀ ତଥା ଆଧ୍ୟାତ୍ମିକ ବିଚାରସମ୍ପନ୍ନ ମଣିଷ। ତାଙ୍କର ରାଜନୈତିକ ଜୀବନ ଥିଲା ଜଣେ ନିଷ୍ଠାପର ସମାଜସେବୀର ଜୀବନ। ତାଙ୍କର ରାଜନୈତିକ ସଫଳତା ଥିଲା ସାଧାରଣ…
ସବୁ କାର୍ଯ୍ୟ ଅନ୍ଲାଇନ୍ରେ ହେବ
ଭୁବନେଶ୍ୱର, ୨୨ା୧୦(ବ୍ୟୁରୋ):ରାଶନ କାର୍ଡଠାରୁ ଆରମ୍ଭ କରି ଧାନ ସଂଗ୍ରହ ପଞ୍ଜୀକରଣ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ଅନ୍ଲାଇନ୍ରେ ହେବ। ‘ସମସ୍ତଙ୍କ ପାଇଁ ଖାଦ୍ୟ ସୁରକ୍ଷା। ଜଣେ ବି ଗରିବ ଲୋକଙ୍କୁ ଏଥିରୁ ବଞ୍ଚିତ ହେବାକୁ ଦେବି ନାହିଁ’ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଏହି…
ଅବପାତ ରୂପ ନେଲା ଲଘୁଚାପ
ଭୁବନେଶ୍ୱର,୨୩ା୧୦(ବ୍ୟୁରୋ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗୁରୁବାର ଘନୀଭୂତ ହୋଇ ଅବପାତ(ଡିପ୍ରେଶନ)ରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଗଭୀର ଅବପାତ(ଡିପ୍ ଡିପ୍ରେଶନ)ରେ ପରିଣତ ହେବା ସମ୍ଭାବନା ରହିଛି। ତେବେ ଲଘୁଚାପ ବାତ୍ୟାରେ ପରିଣତ ହେବ…
ଫିକା ପଡ଼ିବ ଶକ୍ତିପୀଠ
ବଅଁରପାଳ, ୨୩ା୧୦(ଡି.ଏନ.ଏ.) ଚଳିତ ବର୍ଷ ଆଡମ୍ବରବିହୀନ ହେବ ଅନୁଗୋଳ ଜିଲା ବଅଁରପାଳ ବ୍ଲକ ତଳମୂଳସ୍ଥିତ ଦୁର୍ଗା ପୂଜା। ପ୍ରସିଦ୍ଧ ଦୁର୍ଗା ଦେବୀ ମନ୍ଦିରରେ ସବୁ ବର୍ଷ ଜାକଜମକରେ ପୂଜା ପାଳନ କରାଯାଉଥିବାବେଳେ ଏ ବର୍ଷ ଉତ୍ସବ ଫିକା ପଡିବ। ଶକ୍ତିପୀଠ ପୂର୍ବ…
Archives


