ରାଜ୍ୟ

ଭୁବନେଶ୍ୱରରେ ଆଉ ୧୧୮ କରୋନା ପଜିଟିଭ

ଭୁବନେଶ୍ୱର,୨।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ରବିବାର ଆଉ ୧୧୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୬୯ ଏବଂ ୪୯ ଲୋକାଲ କଣ୍ଟାକ୍ଟ କେସ। ଏକ ଘରୋଇ ହସ୍ପିଟାଲରୁ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଇଗିଣିଆରୁ ୨, ଅଶୋକ ନଗରରୁ ଜଣେ, ଟଙ୍କପାଣି…

ପ୍ରଥମ ଜିଲା ଭାବେ ମୃତ୍ୟୁରେ ଶତକ ଛୁଇଁଲା କରୋନା

ଭୁବନେଶ୍ୱର,୨।୮(ବ୍ୟୁରୋ): ଦିନକୁ ଦିନ ଗଞ୍ଜାମର ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। କରୋନା ସଂକ୍ରମଣ ଚିହ୍ନଟ ହେବାଠାରୁ ଆରମ୍ଭ କରି ମୃତକଙ୍କ ସଂଖ୍ୟାରେ ଜିଲା ସର୍ବାଗ୍ରେ ରହିଛି। ଇତି ମଧ୍ୟରେ ଜିଲାରେ ମୋଟ ୧୦୯୯୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୃତ୍ୟୁ…

ଆଜି ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା: ମୋଟ ସଂଖ୍ୟା ୧୯୭କୁ ବୃଦ୍ଧି

ଭୁବନେଶ୍ୱର,୨।୮(ବ୍ୟୁରୋ): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ସୁନ୍ଦରଗଡ଼ ଜିଲାର ୭୩ ବର୍ଷୀୟ ବ୍ୟକ୍ତି(ମଧୁମେହ ସହ ଅନ୍ୟାନ୍ୟ ରୋଗରେ ପୀଡ଼ିତ), ଖୋର୍ଦ୍ଧାର ୫୮ ବର୍ଷୀୟ ବ୍ୟକ୍ତି(ମଧୁମେହରେ ପୀଡ଼ିତ), ଗଞ୍ଜାମର ୫୭ ବର୍ଷୀୟ ବ୍ୟକ୍ତି, ଭୁବନେଶ୍ୱରର ୭୮ ବର୍ଷୀୟ ବୃଦ୍ଧା(ଅନ୍ୟାନ୍ୟ ରୋଗରେ…

ଅଗଷ୍ଟ ଆରମ୍ଭରୁ ଡରାଇଲାଣି କରୋନା: ଆଜି ୨୯ ଜିଲାରୁ ଚିହ୍ନଟ ହେଲେ ୧୪୩୪ ଆକ୍ରାନ୍ତ; ମୋଟ ସଂଖ୍ୟା ୩୪ ହଜାର ଟପିଲା

ଭୁବନେଶ୍ୱର,୨।୮(ବ୍ୟୁରୋ): ରାଜ୍ୟରେ ରବିବାର ୧୪୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୮୮୯ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୫୪୫ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୪୯୧୩କୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା ଓ…

ବଦଳିବ ପୁରୀର ରୂପରେଖ: ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ କାନ୍ଥ କାହାଣୀ

ପୁରୀ ଅଫିସ,୨।୮:  ବିଶ୍ୱ ଐତିହ୍ୟ ସହର ହେବ ପୁରୀ। ବଦଳିବ ଏହାର ରୂପରେଖ। ଭିତ୍ତିଭୂମିର ବିକାଶ ସାଙ୍ଗକୁ ଯାତ୍ରୀ ଏବଂ ପର୍ଯ୍ୟଟକଙ୍କୁ ମିଳିବ ଅତ୍ୟାଧୁନିକ ସେବା ଓ ସୁବିଧା। ପୁରୀ ପାଇଁ ଏମିତି ଅନେକ ମେଗା ପ୍ରକଳ୍ପ ହାତକୁ ନେଇଛନ୍ତି ରାଜ୍ୟ…

ମହାପ୍ରଭୁଙ୍କ ଏକାଦଶୀ: ଗଡ଼ଖୋର୍ଦ୍ଧାରୁ ଯାଏ ତୁଳସୀ

ଖୋର୍ଦ୍ଧା ଅଫିସ,୨।୮: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ତୁଳସୀକୁ ନେଇ ପ୍ରାଚୀନ କାଳରୁ ବିଶେଷ ମହତ୍ତ୍ୱ ରହି ଆସିଛି। ମହାପ୍ରଭୁଙ୍କ ମଇଲମ ନୀତି, ଭୋଗ ନୀତି, ଶ୍ରୀଅଙ୍ଗ ଭଳି ପ୍ରତିଟି କାର୍ଯ୍ୟରେ ତୁଳସୀ ବ୍ୟବହାର ହୋଇଥାଏ। ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତୁଳସୀ…

ଆଦିତ୍ୟ ମୃତ୍ୟୁ ମାମଲା: ସେବାଶ୍ରମରେ କ୍ରାଇମ୍‌ବ୍ରାଞ୍ଚର ଖୋଳତାଡ଼

ଭୁବନେଶ୍ୱର,୨।୮(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଶନିବାର କ୍ରାଇମ୍‌ବ୍ରାଞ୍ଚର ୪ ଜଣିଆ ଟିମ୍‌ ସୁନ୍ଦରପଦାସ୍ଥିତ ପିପୁଲ ଫର୍‌ ସେବାଶ୍ରମକୁ ଯାଇ ଛାନଭିନ୍‌ କରିଛି। ସେବାଶ୍ରମରେ ଥିବା ଆଦିତ୍ୟଙ୍କ ଚାମ୍ବରରେ ଅଧିକାରୀମାନେ ଆବଶ୍ୟକ ଯାଞ୍ଚ ପରେ ସେ ବ୍ୟବହାର କରିଥିବା କିଛି…

ଶୋଷରେ ନୟାପଲ୍ଲୀବାସୀ

ଭୁବନେଶ୍ୱର,୨।୮(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଧୀନ ଓ୍ବାର୍ଡ ନଂ.୩୭ର ନୟାପଲ୍ଲୀ ଅଞ୍ଚଳରେ ପିଇବା ପାଣିର ସମସ୍ୟା ଲାଗି ରହିଛି। ବିଶେଷକରି ନୟାପଲ୍ଲୀର ବେହେରାସାହି, ଆଖଣ୍ଡଳମଣି ମନ୍ଦିର ଅଞ୍ଚଳ, କଳିଙ୍ଗ ଷ୍ଟାଡିୟମ ପଛରେ ରହୁଥିବା ଲୋକେ ପିଇବା ପାଣି ପାଇଁ ବହୁ…

୬ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨।୮(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ଟି ଜିଲାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହି ଜିଲାଗୁଡ଼ିକ ହେଲା ମାଲକାନଗିରି, ସୁନ୍ଦରଗଡ଼, ରାୟଗଡ଼ା, ଗଜପତି, କୋରାପୁଟ ଓ କେନ୍ଦୁଝର। ତେବେ ଏହି ସମୟ ମଧ୍ୟରେ ମୟୂରଭଞ୍ଜ,…

ତାଲିମ ଅଛି, ନିଯୁକ୍ତି ନାହିଁ

ଭୁବନେଶ୍ୱର,୨।୮(ବ୍ୟୁରୋ): ଦକ୍ଷତା ବିକାଶ କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ସ୍ବତନ୍ତ୍ର ଭାବେ ଦକ୍ଷତା ବିକାଶ ମିଶନ ଗଠନ କରାଯାଇ ଯୁବତୀଯୁବକଙ୍କୁ ନିଯୁକ୍ତି ଓ ଆତ୍ମନିଯୁକ୍ତି ଦେବାକୁ ଲକ୍ଷ୍ୟ ରଖିଛନ୍ତି। ତେବେ ଏହା କେତେଦୂର…

ସହର ପାଣି ବିପଦ ଆଣିପାରେ

ଭୁବନେଶ୍ୱର,୨।୮(ବ୍ୟୁରୋ): କରୋନା ମହାମାରୀ ଯୋଗୁ ରାଜ୍ୟବାସୀ ନିଜ ଜୀବନକୁ ନେଇ ଚିନ୍ତିତ ହୋଇପଡ଼ିଛନ୍ତି। ରାଜ୍ୟ ସରକାର ମଧ୍ୟ ଲୋକମାନଙ୍କ ସ୍ବାସ୍ଥ୍ୟ ରକ୍ଷା ପାଇଁ ପ୍ରୟାସ ଚଳାଇଛନ୍ତି। ହେଲେ କରୋନା ଯୋଗୁ ଗତ ୪ମାସ ଧରି ଜଳର ନମୁନା ଠିକ୍‌ଭାବେ ପରୀକ୍ଷା ହୋଇପାରୁ…

କେନାଲରେ ଫାଟ, ଚାଷ ଜମିକୁ ମାଡ଼ି ପାରୁ ନାହିଁ ପାଣି

କୋକସରା,୨।୮ (ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ବ୍ଲକ କ୍ଷୁଦ୍ର ଜଳସେଚନ ଓ ଅଣୁ ବିଭାଗ ଅଧୀନରେ ଥିବା ବେହେରା ଡ୍ୟାମ୍‌ ଏବଂ ବିଭିନ୍ନ ଚେକ୍‌ ଡ୍ୟାମ୍‌ରୁ ବାହାରି ଥିବା କେନାଲ ଏବେ ଚାଷ କାମରେ ଲାଗୁନାହିଁ ା ଆବଶ୍ୟକ ରକ୍ଷାଣାବେକ୍ଷଣ, ମରାମତି ଅଭାବରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri