ରାଜଧାନୀରେ ସାବାଡ ହେବେ ଅମାନିଆ: ଜାରି ହେଲା ହ୍ବାଟ୍ସଆପ୍ ନମ୍ବର
ଭୁବନେଶ୍ୱର,୧।୮(ବ୍ୟୁରୋ)-ଏଥର ସାବାଡ ହେବେ ଅମାନିଆ। ରାଜଧାନୀରେ କୋଭିଡ କଟକଣାକୁ ନ ମାନି ବୁଲୁଥିବା ଆମାନିଆଙ୍କୁ ସାବାଡ କରିବା ପାଇଁ ଶନିବାର ନୂଆ ତରିକା ଆପଣାଇଛନ୍ତି ଡିସିପି ଉମାଶଙ୍କର ଦାଶ। ସର୍ବସାଧାରଣଙ୍କ ପାଇଁ ଡିସିପି ହ୍ବାଟ୍ସଆପ ନମ୍ବର ଜାରି କରିଛନ୍ତି। ଯଦି କୌଣସି…
ରାଜଧାନୀରେ ୧୨୬ ପଜିଟିଭ୍: ମୋଟ୍ ଆକାନ୍ତଙ୍କ ସଂଖ୍ୟା ୨୮୬୧କୁ ବୃଦ୍ଧି
ଭୁବନେଶ୍ୱର,୧ା୮(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ଆଉ ୧୨୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୨୮୬୧ରେ ପହଞ୍ଚିଥିବା ବିଏମ୍ସି ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୭୭ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ୪୯ ଜଣ ସ୍ଥାନୀୟ…
କଟକ @୯୪୯: ଆଜି ଚିହ୍ନଟ ହେଲେ ଆଉ ୪୩ ଆକ୍ରାନ୍ତ
କଟକ ଅଫିସ,୧।୮: କଟକ ସହରରେ ଶନିବାର ୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୪୯କୁ ବୃଦ୍ଧି ପାଇଛି। ସେଥିରୁ ୪୭୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪୬୧ ଆକ୍ଟିଭ୍ କେସ୍…
ଓଡ଼ିଶାରେ ଚିହ୍ନଟ ହେଲା ୫ ପ୍ରକାର କରୋନା ଭୂତାଣୁ
ଭୁବନେଶ୍ୱର,୧।୮(ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହୋଇଛି ୫ ପ୍ରକାର କରୋନା ଭୂତାଣୁ। ସେଗୁଡ଼ିକ ହେଲା ୧୯ଏ, ୧୯ବି, ୨୦ଏ, ୨୦ବି, ୨୦ସି। ସବୁଠାରୁ ଅଧିକ ୨୦ଏ, ୨୦ବି ଭାଇରସ୍ ଠାବ ହୋଇଛି। ଏନେଇ ଆର୍ଏମ୍ଆର୍ସି ଓ ଆଇଏଲ୍ଏସ୍ ପକ୍ଷରୁ ଶନିବାର କରାଯାଇଥିବା ଖବରଦାତା…
ବ୍ରହ୍ମପୁର ସରକାରୀ ସ୍ବତନ୍ତ୍ର ଆବାସରେ କରୋନା: ୪୫ ନାବାଳକ ପଜିଟିଭ ଚିହ୍ନଟ
ବ୍ରହ୍ମପୁର ଅଫିସ,୧।୮: ଗଞ୍ଜାମ ଜିଲାରେ ଜୁଲାଇ ମାସ ଶେଷ ବେଳକୁ କରୋନା ସଂକ୍ରମଣ ଓ ମୃତ୍ୟୁ ହାର ଭୟାଭୟ ସ୍ଥିତିରେ ରହିଛି। ଜିଲା ପାଇଁ ଜୁଲାଇ ମାସ ସବୁଠୁ ପ୍ରାଣଘାତୀ ସାବ୍ୟସ୍ତ ହୋଇଛି । ଲକ୍ଡାଉନ, ସଟ୍ଡାଉନ ଏବଂ ସୀମା ସିଲ୍…
ଅମ୍ଳଜାନ ସ୍ତର କମିବା ଯୋଗୁ ଅଧିକାଂଶ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହେଉଛି: ଗଞ୍ଜାମ ଜିଲାପାଳ
ବ୍ରହ୍ମପୁର ଅଫିସ, ୧।୮: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗଞ୍ଜାମରେ ସବୁ ପ୍ରବେଶ, ପ୍ରସ୍ଥାନ ପଥ ବନ୍ଦ ରହିବ। ଗ୍ରାମାଞ୍ଚଳରୁ ସହରାଞ୍ଚଳକୁ ପ୍ରବେଶ ଉପରେ କଟକଣା ରହିବ। ଏ ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ସୂଚନା ଦେଇଛନ୍ତି।…
ରାଜ୍ୟରେ କରୋନା ନେଲା ଆଉ ୧୦ ମୁଣ୍ଡ: ଗଞ୍ଜାମରୁ ଅଛନ୍ତି ୫ଜଣ
ଭୁବନେଶ୍ୱର, ୧।୮(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଆକ୍ରାନ୍ତରେ ଆଉ ୧୦ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନା ଜନୀତ ମୃତ୍ୟୁସଂଖ୍ୟା ୧୮୭ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆଜି…
CORONAVIRUS UPDATE: ରାଜ୍ୟରେ ଆଉ ୧୬୦୨ ପଜିଟିଭ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩,୪୭୯ରେ ପହଞ୍ଚିଲା
ଭୁବନେଶ୍ୱର, ୧।୮(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ୨୯ ଜିଲାରୁ ୧୬୦୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩,୪୭୯ରେ ପହଞ୍ଚିଛି। ଏ…
ସବାଇଘାସର ରାଖୀ
ଭୁବନେଶ୍ୱର,୧।୮(ବ୍ୟୁରୋ): ଆଉ ଗୋଟିଏ ଦିନ ପରେ ଭଉଣୀ-ଭାଇ ବନ୍ଧନର ପବିତ୍ର ପର୍ବ ‘ରାଖୀ ପୂର୍ଣ୍ଣିମା’। ଏଥିପାଇଁ ରାଖୀ ବଜାରରେ ଭିଡ଼ ଲାଗିବା କଥା। କିନ୍ତୁ କରୋନା ମହାମାରୀ ଯୋଗୁ ଏଥର ରାଖୀ ଦୋକାନ ଖୋଲିପାରିନାହିଁ। ତେଣୁ ପ୍ରତିବର୍ଷ ବଜାରକୁ ଆସୁଥିବା ଚାଇନା…
ଜେଲକୁ କର୍ମଚାରୀ ନେଇପାରିବେନି ଫୋନ୍
ଭୁବନେଶ୍ୱର,୧।୮(ବ୍ୟୁରୋ): ଝାରପଡା ଜେଲ ଭିତରେ ଗ୍ୟାଙ୍ଗ୍ଷ୍ଟର ଟିଟୋ ଖଟି କରୁଥିବାର ଏକ ଭିଡିଓ ନିକଟରେ ଭାଇରାଲ ହୋଇଥିଲା। ଏହା ପୂର୍ବରୁ କଏଦୀମାନେ ମୋବାଇଲ୍ ଫୋନ୍ରେ କଥା ହେବା ଓ ଜେଲ ଭିତରକୁ ନିଶାଦ୍ରବ୍ୟ ବାହାରିବା ଘଟଣାକୁ ନେଇ ଅଡୁଆରେ ଫସିଥିଲା ଜେଲ…
୯ ଜେଲରେ କ୍ଷମତାଠୁ ଅଧିକ କଏଦୀ
କଟକ ଅଫିସ,୧।୮: ଜେଲ୍ରେ କରୋନା ସଂକ୍ରମଣ ପ୍ରସଙ୍ଗରେ ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଉଚ୍ଚ କ୍ଷମତାସମ୍ପନ୍ନ କମିଟିର ବୈଠକ ଭିଡିଓ କନଫରେନ୍ସରେ ଆୟୋଜିତ ହୋଇଛି। ଜେଲ୍ରେ କ୍ଷମତାଠାରୁ ଅଧିକ କଏଦୀ ରହିବା, ଜେଲ୍ରେ ସଙ୍ଗରୋଧ କେନ୍ଦ୍ର, କୋଭିଡ୍ କେୟାର ସେଣ୍ଟର କରାଯିବା, ନୂଆ…
ରାଜ୍ୟ ସଂଗ୍ରହାଳୟରେ ନୌବାଣିଜ୍ୟ ଗ୍ୟାଲେରି ଉଦ୍ଘାଟିତ
ଭୁବନେଶ୍ୱର, ୧।୮(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ରାଜ୍ୟ ସଂଗ୍ରହାଳୟଠାରେ ନୌ-ବାଣିଜ୍ୟ ଐତିହ୍ୟ ଗ୍ୟାଲେରି ଶୁକ୍ରବାର ଉଦ୍ଘାଟିତ ହୋଇଛି। ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଏନେଇ ଆୟୋଜିତ କାର୍ଯ୍ୟକ୍ରମରେ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ମୁଖ୍ୟ ଅତିଥି…
Archives


