ବଢ଼ିଲା ଶ୍ରମିକଙ୍କ ଦୈନିକ ମଜୁରି
ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ରାଜ୍ୟର ଶ୍ରମିକଗୋଷ୍ଠୀଙ୍କ ଦୈନିକ ମଜୁରି ବୃଦ୍ଧି ପାଇଛି। ରାଜ୍ୟ ସର୍ବନିମ୍ନ ମଜୁରି ଉପଦେଷ୍ଟା ବୋର୍ଡର ୫୨ତମ ବୈଠକରେ କରାଯାଇଥିବା ସୁପାରିସକ୍ରମେ ସରକାର ସମସ୍ତ ୮୯ଟି ସିଡ୍ୟୁଲ୍ ସଂସ୍ଥାରେ କାର୍ଯ୍ୟକରୁଥିବା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଏବଂ ଉଚ୍ଚ କୁଶଳୀ ଶ୍ରମିକଙ୍କ…
ହାଇଦ୍ରାବାଦ ବନ୍ୟା: ମୁଖ୍ୟମନ୍ତ୍ରୀଙ୍କ ୫ କୋଟି ସହାୟତା ଘୋଷଣା
ଭୁବନେଶ୍ୱର, ୨୨।୧୦(ବ୍ୟୁରୋ): ହାଇଦ୍ରାବାଦ ସମେତ ତେଲଙ୍ଗାନାର କିଛି ଅଞ୍ଚଳରେ ବନ୍ୟା ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୫ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ଓଡ଼ିଶା ଲୋକଙ୍କ ତରଫରୁ ଏହି ରାଶି ପ୍ରଦାନ କରାଯାଉଥିବା…
ଶୀତ ବଢ଼ିଲେ କରୋନା ସଂକ୍ରମଣ ବଢ଼ିବା ଆଶଙ୍କା
ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ କମୁଛି। କିନ୍ତୁ ମୃତ୍ୟୁ ସଂଖ୍ୟା କମୁନାହିଁ। ଅନେକ ରୋଗରେ ପୀଡ଼ିତ ଥିବା ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହୁଥିବାରୁ ମୃତ୍ୟୁ ସଂଖ୍ୟା ମଧ୍ୟ ଅଧିକ ରହୁଛି। କୋଭିଡ୍-୧୯ ଭୂତାଣୁ ଶରୀରରେ ଥିବା ସମୟରେ ଅନ୍ୟ ରୋଗସବୁ ବଢ଼ି…
ରାଜଧାନୀରେ ଏନ୍ଆଇଏର ଖୋଳତାଡ଼
ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):କୌଣସି ଏକ ସୁରକ୍ଷା ପ୍ରସଙ୍ଗକୁ ନେଇ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍ଆଇଏ) ବୁଧବାର ଭୁବନେଶ୍ୱରରେ ପହଞ୍ଚତ୍ ଖୋଳତାଡ଼ ଆରମ୍ଭ କରିଛି। ଖଣ୍ଡଗିରି ଥାନାଞ୍ଚଳରେ ରହୁଥିବା ଜଣେ ଛାତ୍ରଙ୍କୁ ୫ ଘଣ୍ଟାଧରି ଜେରା କରିବା ପରେ ଛାଡ଼ି ଦେଇଛି। ଏନ୍ଆଇଏ ସାଧାରଣତଃ…
ମଧୁରଜଳ ମାଛଚାଷରେ ଓଡ଼ିଶା ପଛୁଆ
ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ମାଛ ଉତ୍ପାଦନରେ ସ୍ବାବଲମ୍ବୀ ହେବା ଉଦ୍ଦେଶ୍ୟରେ ଦେଶର ପ୍ରଥମ ରାଜ୍ୟ ଭାବେ ୨୦୧୫ରେ ଓଡ଼ିଶା ମତ୍ସ୍ୟନୀତି ପ୍ରଣୟନ କରିଥିଲା। ମତ୍ସ୍ୟ ଚାଷର ଉନ୍ନତି ଓ ସମ୍ପ୍ରସାରଣ ସହ ମତ୍ସ୍ୟଜୀବୀଙ୍କ ଜୀବିକା ଓ ସାମାଜିକ ନିରାପତ୍ତା ଏବଂ ନୂତନ ନିଯୁକ୍ତି କ୍ଷେତ୍ରରେ…
ଦୁଇଦିନ ପ୍ରବଳ ବର୍ଷା
ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲ୍ମାର୍କର ରୂପ ନେଇ ସାରିଛି। ଗୁରୁବାର ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…
ସେଲ୍ଫି ପଏଣ୍ଟ ପାଇଁ ସଜବାଜ
ଅନୁଗୋଳ ଅଫିସ, ୨୨ା୧୦: ସେଲ୍ଫି ଉଠାଇ ସୋସିଆଲ ମିଡିଆରେ ଛାଡ଼ିବା ଏବେ ଏକ ପ୍ରତିଯୋଗିତାରେ ପରିଣତ ହୋଇଛି। ଏହା କେବଳ ଯୁବପିଢ଼ିଙ୍କ ମଧ୍ୟରେ ଆଉ ସୀମିତ ହୋଇ ରହିନାହିଁ। ପିଲାଙ୍କଠାରୁ ପାଚିଲା ମଣିଷଙ୍କ ଯାଏ ପ୍ରାୟ ସମସ୍ତେ ଏହି ମାୟାରେ ବାୟା। ଲୋକଙ୍କ…
୧୧୦୬ ସ୍କୁଲରେ ଝୁଲିବ ତାଲା
ବାରିପଦା ଅଫିସ,୨୨ା୧୦-ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଦିବାସୀ ଅଧ୍ୟୁଷିତ ଜିଲାମାନଙ୍କରେ ୨୦ରୁ କମ୍ ପିଲା ଥିବା ପ୍ରାଥମିକ ଓ ୨୫ରୁ କମ୍ ଛାତ୍ରୀଛାତ୍ର ଥିବା ଉଚ୍ଚ ପ୍ରାଥମିକ ସ୍କୁଲଗୁଡ଼ିକ ବନ୍ଦ କରିବା ପାଇଁ ପ୍ରସ୍ତାବ ଦିଆଯାଇଛି। ଏହା…
ଜମି ଲୋଭରୁ ଟ୍ରିପଲ ମର୍ଡର: ରକ୍ତରେ ଭିଜିଲା ଲପଡା ଗାଁ
ସମ୍ବଲପୁର,୨୧ା୧୦(ବ୍ୟୁରୋ)-ଜମି ବିବାଦକୁ କେନ୍ଦ୍ର କରି ସମ୍ବଲପୁର ଜିଲା ମହୁଲପାଲି ଥାନା ଲପଡା ଗ୍ରାମରେ ବୁଧବାର ଟ୍ରିପଲ ମର୍ଡର ଘଟିଛି। ୩ ଜଣଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ଫଳରେ ଗୋଟିଏ ପରିବାର ମୂଳପୋଛ ହୋଇଯାଇଛି। ମୃତକ ହେଲେ ପୀରବତୀ ବେହେରା (୫୫),…
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭୧୬ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୨୧।୧୦(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୨୭୧୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୮୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡ଼ରୁ ୨୦୬, ଅନୁଗୋଳରୁ ୨୦୧, ମୟୂରଭଞ୍ଜରୁ ୧୫୬, କଟକରୁ ୧୧୯, ନୂଆପଡ଼ାରୁ ୧୦୬, ବଲାଙ୍ଗିରରୁ ୧୦୫, ବରଗଡ଼ରୁ ୧୦୦, ସମ୍ବଲପୁରରୁ…
ଲଘୁଚାପ ପ୍ରଭାବ: ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାରେ ବର୍ଷା ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି। ବୁଧବାର ଓ ଗୁରୁବାର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବର୍ଷା ହେବ। ତେବେ ଗୁରୁବାର…
ଆଜି ରାଜଧାନୀରୁ ୨୩୯ ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୩୦୨
ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ବୁଧବାର ରାଜଧାନୀରୁ ଆଉ ୨୩୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୩ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବା ବେଳେ ୧୭୬ ସ୍ଥାନୀୟ ସଂକ୍ରମିତ ବୋଲି ଟୁଇଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)। ସେହିପରି ଆଜି…
Archives


