ରାଜ୍ୟ

ଗାଁ ଦାଣ୍ଡରେ ଗୁଳିକରି ଯୁବକଙ୍କୁ ହତ୍ୟା, ଉତ୍ତେଜନା

ଅମରପାଲି/ସୋନପୁର,୬।୩: ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଟିକିରାପଡ଼ାରେ ଶନିବାର ରାତିରେ ଗୁଳିକାଣ୍ଡ ଘଟିଛି। ଗୁଳିମାଡ଼ରେ ଗ୍ରାମର ବାବୁଲୁ ମେହେର(୩୦)ଙ୍କ ମୃତ୍ୟୁ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିକାଣ୍ଡ ହୋଇଛି। ଏହି ଘଟଣାରେ ପୋଲିସ ବାବୁଲୁଙ୍କ ପଡ଼ୋଶୀ ମୁରଲୀ ମେହେର(୪୦)ଙ୍କୁ ଗିରଫ…

ଝିଅକୁ ଅଣ୍ଟାରେ ବାନ୍ଧି କୂଅକୁ ଡେଇଁଲେ ମା’

ମାଲକାନଗିରି,୬ା୩: ମାଲକାନଗିରି ଜିଲା ମାଥିଲି ଥାନା ଅଧୀନ ଚେଡେଙ୍ଗା ପଞ୍ଚାୟତର କଉଡ଼ିଗୁଡ଼ା ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ୪ ବର୍ଷର ଶିଶୁକନ୍ୟାକୁ ଧରି ମା’ କୂଅକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ମା’ ଓ ଶିଶୁକନ୍ୟାଙ୍କ ମୃତଦେହ କୂଅରୁ ଜବତ…

ଯୁବତୀଙ୍କୁ ବଳାତ୍କାର କରି ଫିଙ୍ଗିଦେଲେ

ସମ୍ବଲପୁର, ୬ା୩ (ବ୍ୟୁରୋ): ସମ୍ବଲପୁର ଜିଲା ଟାଉନ ଥାନା ଅଧୀନ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ (ଜିଏମ୍‌ୟୁ) ମୁଖ୍ୟ ଗେଟ ସମ୍ମୁଖରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ଯୁବତୀଙ୍କୁ ଅଟୋରେ ଆଣି ଚାଳକ ଅଚେତ ଅବସ୍ଥାରେ ଫିଙ୍ଗିଦେଇ ଫେରାର ହୋଇଯାଇଛନ୍ତି।…

ଛତିଶଗଡ଼ ସୀମାନ୍ତ ଗ୍ରାମରେ ହେବ ଓଡ଼ିଶା ସରକାରଙ୍କ କ୍ୟାମ୍ପ

ପଦ୍ମପୁର,୬।୩: ଛତିଶଗଡ଼ ସୀମାନ୍ତବର୍ତ୍ତୀ ବରଗଡ଼ ଜିଲା ଚରଦାପାଲ ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଶନିବାର ଗସ୍ତ କରିଥିଲେ। ଏହି ସମୟରେ ସେ ଗ୍ରାମବାସୀଙ୍କଠାରୁ ସୁବିଧା ଅସୁବିଧା, ସରକାରୀ ଯୋଜନାର ରୂପାୟନ ଉପରେ ପଚାରି ବୁଝିଥିଲେ । ଜିଲାପାଳ ସୀମାନ୍ତ…

କୁକୁର ମୁହଁରେ ଶିଶୁକନ୍ୟା

ଭାପୁର, ୬।୩: ନୟାଗଡ଼ ଜିଲା ଫତେଗଡ଼ ଥାନା ଅଧୀନ ବଡ଼ସହରା ଗ୍ରାମ ତେଲି ସାହିରେ ଶନିବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଥିଲା। ଗାଁ ଦାଣ୍ଡରେ ବୁଲୁଥିବା ଏକ କୁକୁର ଶିଶୁକନ୍ୟାର ମୁଣ୍ଡ ନ ଥିବା ମୃତଦେହକୁ ଦାନ୍ତରେ କାମୁଡ଼ି ଧରିଥିଲା।…

ହାତୀ ରହୁଥିବା ଜଙ୍ଗଲରେ ନିଆଁ

ଯୋଡ଼ା,୬।୩: କେନ୍ଦୁଝର ଜିଲା ଚମ୍ପୁଆ ବନାଞ୍ଚଳ ଅଧୀନ ଯୋଡ଼ା ଫରେଷ୍ଟ ସେକ୍ସନର ବୈତରଣୀ ସଂରକ୍ଷିତ ଝରଣ ଜଙ୍ଗଲରେ ନିଆଁ ଲାଗି ବନାଞ୍ଚଳ ନଷ୍ଟ ହୋଇଯାଇଛି। ଯୋଡ଼ା ସହରର ଦକ୍ଷିଣ-ପୂର୍ବ ଦିଗରେ ଥିବା ମନମରା-ଝରଣ ଜଙ୍ଗଲରେ ଶନିବାର ଧୂଆଁ ଉଠୁଥିବାର ଦେଖି ସ୍ଥାନୀୟ…

କେନ୍ଦୁପତ୍ର ଗୋଛା କାଟିବା ବେଳେ ମାଡ଼ି ଆସିିଲା ମୃତ୍ୟୁ

ନାକଟିଦେଉଳ, ୬ା୩: ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ବାଟଗାଁ ଫରେଷ୍ଟ ସେକ୍ସନର ବସାଲୋଇ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବିରଞ୍ଚତ୍ ବାଦୀ (୫୮)। ସୂଚନା ଅନୁସାରେ ବିରଞ୍ଚତ୍ ଶୁକ୍ରବାର ଘରଠାରୁ ପ୍ରାୟ ୧ କି.ମି.…

ରାଜ୍ୟ କ୍ୟାବିନେଟରେ ୧୬ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଭୁବନେଶ୍ୱର,୬।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶନିବାର ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୧୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଶକ୍ତି, କୃଷି, ସାମାଜିକ ସୁରକ୍ଷା, ଅବକାରୀ, ସାଧାରଣ ପ୍ରଶାସନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା…

ଶିମିଳିପାଳରେ ଅଣାୟତ୍ତ ହେଲା ନିଆଁ, ଚିନ୍ତାରେ ପରିବେଶବିତ୍‌

ବାରିପଦା ଅଫିସ,୬।୩: ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହୋଇଥିବା ବେଳେ ଦିନକୁ ଦିନ ଏହା ବ୍ୟାପିବାରେ ଲାଗିଛି। ନାସା ପକ୍ଷରୁ ପ୍ରଦତ୍ତ ରିପୋର୍ଟ ଅନୁଯାୟୀ, ଶିମିଳିପାଳ କୋର୍‌ ଓ ବୋଫର ଅଞ୍ଚଳରେ ପ୍ରାୟ ୧୧୨ରୁ ଊର୍ଦ୍ଧ୍ୱ ସ୍ଥାନରେ ନିଆଁ ଜଳୁଥିବା…

ନିଜ ସର୍ଭିସ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ବିଏସ୍‌ଏଫ୍‌ ଯବାନ

କୋରାପୁଟ,୬।୩(ସ୍ବ.ପ୍ର.): କୋରାପୁଟ ଜିଲାର ଜଲାପୁଟସ୍ଥିତ ବିଏସ୍‌ଏଫ୍‌ ୧୫ ବାଟାଲିଅନରେ କାର୍ଯ୍ୟରତ ଯବାନ ଶନିବାର ନିଜ ସର୍ଭିସ ବନ୍ଧୁକରୁ ଗୁଳିଫୁଟାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ଯବାନଙ୍କ ନାମ ହେଲା ଇନ୍ଦ୍ର ସିଂହ। ତାଙ୍କ ଘର ରାଜସ୍ଥାନ ବୋଲି ଜଣାପଡ଼ିଛି। ମିଳିଥିବା ସୂଚନାରୁ…

ଆଜି ଭୁବନେଶ୍ୱରରୁ ୬ ଆକ୍ରାନ୍ତ ଚିହ୍ନଟ: ୫ ସୁସ୍ଥ

ଭୁବନେଶ୍ୱର,୬।୩ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଆଉ ୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୪ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୨ ଲୋକାଲ କେସ ରହିଛନ୍ତି। ସହିପରି ଆଜି ଭୁବନେଶ୍ୱରରୁ ୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ…

ବସ୍‌ଷ୍ଟାଣ୍ଡରୁ ଉଦ୍ଧାର ହେଲେ ୨ ଝିଅ

ବାଲେଶ୍ୱର ଅଫିସ, ୬।୩: ବାଲେଶ୍ୱର ଜିଲା ସୋରର କସ୍ତୁରବା କନ୍ୟାଶ୍ରମରୁ ଚମ୍ପଟ ହୋଇଥିବା ୨ ଝିଅଙ୍କୁ ଶନିବାର ଉଦ୍ଧାର କରାଯାଇଛି। ଉକ୍ତ ୨ ଝିଅ ବାଲେଶ୍ବର ବସ୍‌ଷ୍ଟାଣ୍ଡରୁ ଉଦ୍ଧାର ହୋଇଛନ୍ତି। ଉଭୟ ବସଷ୍ଟାଣ୍ଡ ପାଖରେ ବସି କାନ୍ଦୁଥିବାର ସ୍ଥାନୀୟ ଲୋକେ ଦେଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?