ରାଜ୍ୟ

କରୋନାରେ ପ୍ରାଣ ହରାଇଥିଲେ ୨ ସାମ୍ବାଦିକ: ପରିବାରକୁ ୧୫ ଲକ୍ଷ ଟଙ୍କା ଲେଖାଏ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୭(ବ୍ୟୁରୋ): କରୋନାରେ ମୃତ ଦୁଇ ସାମ୍ବାଦିକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତା ରାଶି ଘୋଷଣା କରିଛନ୍ତି। ଉଭୟ ସାମ୍ବାଦିକଙ୍କ ପରିବାର ପିଛା ୧୫ ଲକ୍ଷ ଟଙ୍କା ଲେଖାଏ ମଞ୍ଜୁର କରାଯାଇଛି। ଗଞ୍ଜାମର ଦିବଙ୍ଗତ ସାମ୍ବାଦିକ ପ୍ରିୟଦର୍ଶୀ ପଟ୍ଟନାୟକ ଓ ଗଜପତିର…

ରିଟେଲର ନେଇଛନ୍ତି ଏକାଧିକ କାର୍ଡ

ଯାଜପୁର ଅଫିସ, ୩୦।୭:ଯାଜପୁର ଜିଲା ଧର୍ମଶାଳା ବ୍ଲକର ବିଭିନ୍ନ ପଞ୍ଚାୟତରେ ରିଟେଲରମାନେ ତାଙ୍କ ପରିବାରବର୍ଗଙ୍କ ନାମରେ ଏକାଧିକ ରାଶନକାର୍ଡ ଓ ଅନ୍ତ୍ୟୋଦୟ କାର୍ଡ ହାତେଇଥିବା ସୂଚନା ମିଳିଛି। ଗଳାବାଟରେ ରିଟେଲରମାନେ ଶତାଧିକ ମୃତ ବ୍ୟକ୍ତିଙ୍କ ନାମରେ କାର୍ଡ ରଖିଥିବାବେଳେ ବାସ୍ତବ ହିତାଧିକାରୀ…

ସ୍ବର୍ଗଦ୍ୱାର ପୁନରୁଦ୍ଧାର କାମର ସମୀକ୍ଷା

ପୁରୀ ଅଫିସ, ୩୦।୭: ସ୍ବର୍ଗଦ୍ୱାର ପାଇବ ନୂଆରୂପ। ମୃତଦେହ ଦାହ ପାଇଁ ଆସୁଥିବା ବନ୍ଧୁ ପରିଜନଙ୍କୁ ମିଳିବ ବିଶେଷ ସୁବିଧା। ସ୍ବର୍ଗଦ୍ୱାର ପୁନରୁଦ୍ଧାର ସହ ଏହାର ଚତୁଃପାର୍ଶ୍ୱକୁ ସୌନ୍ଦର୍ଯ୍ୟକରଣ କରାଯିବ। ବୁଧବାର ଜିଲାପାଳ ବଲୱନ୍ତ ସିଂ ସ୍ବର୍ଗଦ୍ୱାର ବୁଲି ଦେଖିବା ସହ…

୪ଦିନ ହେବ ବସ୍ତିରେ ରହିଛନ୍ତିି ପଜିଟିଭ୍‌

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ବସ୍ତି ଓ ଶିଳ୍ପାଞ୍ଚଳରେ କାର୍ଯ୍ୟ କରୁଥିବା ବାହାର ଶ୍ରମିକଙ୍କ ପାଇଁ ଭୁବନେଶ୍ୱରରେ ଏବେ ସଂକ୍ରମଣ ବଢ଼ିଚାଲିଛି। ବର୍ତ୍ତମାନ ସହରରେ ୫ଶହରୁ ଊର୍ଦ୍ଧ୍ୱ ବସ୍ତି ରହିଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଏସବୁ ବସ୍ତିରେ ଆକ୍ଟିଭ୍‌ ସର୍ଭିଲାନ୍ସ ଜାରି…

ପଦୋନ୍ନତି ପରେ ବଦଳିଲେ ୨୨ ଏଏସ୍‌ପି

କଟକ ଅଫିସ,୩୦।୭: ରାଜ୍ୟ ଗୃହ ବିଭାଗ ସୋମବାର ୨୨ଜଣ ଡିଏସ୍‌ପିଙ୍କୁ ଅତିରିକ୍ତ ଏସ୍‌ପି ର଼୍ୟାଙ୍କ୍‌କୁ ପଦୋନ୍ନତି ଦେଇଛି। ପଦୋନ୍ନତି ପରେ ଏହି ୨୨ଜଣ ଏଏସ୍‌ପିଙ୍କୁ ବଦଳି କରାଯାଇଛି। ରାଜ୍ୟ ପୋଲିସ ଏଷ୍ଟାବ୍ଲିସ୍‌ମେଣ୍ଟ ବୋର୍ଡ଼ର ଅନୁମୋଦନ ପରେ ବୁଧବାର ଏନେଇ ରାଜ୍ୟ ପୋଲିସ…

ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୩୦।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଶହ ଶହ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟରେ ଗୁରୁବାର ପୁଣି କାରୋନାଜନିତ ଆଉ ୧୦ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ…

CORONAVIRUS UPDATE: ରାଜ୍ୟରେ ୩୦ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ହୁ ହୁ ହୋଇ କରୋନା ଭାଇରସ୍‌ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଯାହା ଏବେ ପ୍ରଶାସନ ପାଇଁ ଚିନ୍ତାର କାରଣ ପାଲଟିଛି। ରାଜ୍ୟରେ ଗୁରୁବାର ପୁଣି ୧୨୦୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ…

୫ ଅଙ୍ଗନଓ୍ବାଡି କେନ୍ଦ୍ରକୁ ଆଇଏସ୍‌ଓ ମାନ୍ୟତା

ଭୁବନେଶ୍ୱର, ୩୦।୭(ବ୍ୟୁରୋ): ଉଚ୍ଚ ମାନର ସମନ୍ବିତ ଅଙ୍ଗନଓ୍ବାଡ଼ି ସେବା ପ୍ରଦାନକୁ ସୁନିଶ୍ଚିତ କରିବା ଓ ଭିତ୍ତିଭୂମି ନିର୍ମାଣରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ର ୫ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ଆଇଏସ୍‌ଓ ୯୦୦୧:୨୦୧୫ ମାନତା ମିଳିଛି। ୩ ଆଦର୍ଶ ଅଙ୍ଗନଓ୍ବାଡି…

ମାନସୀ ବଞ୍ଚାଇଲେ ୬ ହଜାର ଶ୍ରମିକଙ୍କ ଜୀବନ

ଭୁବନେଶ୍ୱର,୩୦।୭(ବ୍ୟୁରୋ): କରୋନା କଟକଣାରେ ରାଜ୍ୟ ବାହାରେ ଫସି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ଘରକୁ ଫେରାଇ ଆଣିବା ଲାଗି ବିଭିନ୍ନ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ହେଲେ ମାଲିକ ଓ ଠିକାଦାରଙ୍କ ନିକଟରେ ଏବେ ବି ହଜାର ହଜାର ଦାଦନ ବନ୍ଧା…

‘ଜୀବନ ରକ୍ଷା ପାଇଁ ସମ୍ବଳର ଅଭାବ ନାହିଁ’

ଭୁବନେଶ୍ୱର,୩୦।୭(ବ୍ୟୁରୋ): ପ୍ରାକୃତିକ ବିପର୍ଯ୍ୟୟ ହେଉ ଅବା ମହାମାରୀ, ପ୍ରତ୍ୟେକଙ୍କ ଜୀବନ ରକ୍ଷା କରିବା ସରକାରଙ୍କ ପ୍ରଥମ କର୍ତ୍ତବ୍ୟ। ହେଲେ ପ୍ରତି ଘରେ କିମ୍ବା ରାସ୍ତାରେ ରହି ସବୁ ସମୟରେ ସଚେତନ କରାଇବା ସରକାରଙ୍କ ପକ୍ଷେ ସମ୍ଭବ ନୁହେଁ। ଜୀବନ ରକ୍ଷା ପାଇଁ…

ବାୟୋ ଟଏଲେଟ୍‌ଯୁକ୍ତ ହେଲା ସମସ୍ତ ଟ୍ରେନ୍‌

ଭୁବନେଶ୍ୱର,୩୦।୭(ବ୍ୟୁରୋ): ପରିବେଶ ସ୍ବଚ୍ଛତା ଦିଗରେ ପୂର୍ବତଟ ରେଳପଥ ଏକ ନୂଆ ମାଇଲଖୁଣ୍ଟ ପ୍ରତିଷ୍ଠା କରିଛି। ନିଜ ଅଧୀନରେ ଥିବା ସମସ୍ତ ଟ୍ରେନ୍‌କୁ ବାୟୋ ଟଏଲେଟ୍‌ଯୁକ୍ତ କରିଛି। ପୂର୍ବତଟ ରେଳପଥରେ ମୋଟ ୩୨୪୭ଟି କୋଚ୍‌ରେ ବର୍ତ୍ତମାନ ପରିବେଶ ଅନୁକୂଳ ବାୟୋଟଏଲେଟ୍‌ଗୁଡ଼ିକ ସଂଯୋଗ କରାଯାଇଛି।…

ନାଁକୁ ବାହ୍ୟ ମଳମୁକ୍ତ ଗ୍ରାମ: ୨୫ ପରିବାରରେ ନାହିଁ ପାଇଖାନା

ଖଇରା,୩୦।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ନନ୍ଦୁର ଗ୍ରାମ ପଞ୍ଚାୟତ ଅଧୀନ ମଠନୂଆଗାଁ ଗ୍ରାମକୁ ବାହ୍ୟ ମଳମୁକ୍ତ ଗ୍ରାମ ଭାବେ ସରକାର ଘୋଷଣା କରିଛନ୍ତି। ଏଥିସହ ଜିଲା ଜଳ ପରିମଳ ମିଶନ ତରଫରୁ ଜୁଲାଇ ୨୨ ତାରିଖରେ ଗ୍ରାମରେ ସୂଚନାଫଳକ ଲଗାଇ ଦିଆଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri