ରାଜ୍ୟ

ଗୁରୁତର ହେବା ପରେ ହସ୍ପିଟାଲରେ ପହଞ୍ଚୁଛନ୍ତି କରୋନା ରୋଗୀ, ବଞ୍ଚାଇ ହେଉନାହିଁ: ଜିଲାପାଳ

ଛତ୍ରପୁର, ୨୯।୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କରୋନା ଭୟାବହତାକୁ ନେଇ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ଦୈନିକ ଶତାଧିକ ଲୋକେ କରୋନାରେ ସଂକ୍ରମିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା କରୋନାରେ ଗଞ୍ଜାମର ୮୬ ଜଣଙ୍କ ଜୀବନ ଗଲାଣି। ଅପରପକ୍ଷରେ ଜ଼ିଲାରେ ଗତ ସପ୍ତାହ ତୁଳନାରେ…

ମୃତ୍ୟୁ ପରେ ବି ମିଳିଲାନି ସମ୍ମାନ: ଷ୍ଟ୍ରେଚରରେ ମୃତଦେହକୁ ୨ କିମି ବୋହିଲେ ପରିବାରଲୋକେ

ମାଲକାନଗିରି,୨୯।୭(ସ୍ବ.ପ୍ର.): ହଜିଗଲା ମାନବିକତା,ମୃତ୍ୟୁ ପରେ ମଧ୍ୟ ମିଳିଲାନାହିଁ ସମ୍ମାନ। ଶେଷରେ ମେଡିକାଲ ଷ୍ଟ୍ରେଚରରେ ପରିବାରଲୋକେ ମୃତଦେହକୁକୁ ବୋହି ନେଲେ ଘରକୁ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ପଡିଆ ବ୍ଲକ ସଦର ମହକୁମାରେ। ପଡିଆ ବ୍ଲକ ଅନ୍ତର୍ଗତ ମୁସାକୀଗୁଡା…

ଗଞ୍ଜାମରେ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ ଆଉ ୨ କୋଭିଡ କେୟାର ସେଣ୍ଟର: ୩୦୦ ବେଡ୍‌, ୩୬ ଆଇସିୟୁ ବ୍ୟବସ୍ଥା

ଛତ୍ରପୁର, ୨୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲାରେ ଅଶ୍ୱିନୀ କୋଭିଡ୍‌ ହସ୍ପିଟାଲ ଓ ବ୍ରହ୍ମପୁରର ଏମ୍‌କେସିଜି ମେଡିକାଲ କଲେଜରେ ଉତ୍ସର୍ଗୀକୃତ କୋଭିଡ୍‌ କେୟାର ସେଣ୍ଟର ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ। ଏଥିରେ ୧୫୦ ଲେଖାଏ ମୋଟ ୩୦୦ ବେଡ୍‌ ରହିବ। ଏଥିସହ ଅଶ୍ୱିନୀ କୋଭିଡ୍‌ ହସ୍ପିଟାଲରେ…

ମାଟ୍ରିକ ପରୀକ୍ଷା ଫଳ: ବରଗଡ଼ରେ ସର୍ବାଧିକ ୮୯.୩୭%, ନୂଆପଡ଼ାରେ ସର୍ବନିମ୍ନ ୬୦.୧୮% ପାସ୍‌

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ବୁଧବାର ପ୍ରକାଶ ପାଇଛି ବହୁ ପ୍ରତୀକ୍ଷିତ ମାଟ୍ରିକ ପରୀକ୍ଷା ଫଳ । ଚଳିତ ବର୍ଷ ମାଟ୍ରିକ ପାସ ହାର ୭୮.୭୬% ରହିଛି। ତେବେ ବରଗଡ଼ ଜିଲାରେ ସର୍ବାଧିକ ପାସ୍‌ ୮୯.୩୭% ହୋଇଥିବାବେଳେ ନୂଆପଡ଼ା ଜିଲାରେ ସର୍ବନିମ୍ନ ପାସ୍‌ ୬୦.୧୮%…

ଟାଟା କୋଭିଡ ହସ୍ପିଟାଲରେ ଅବ୍ୟବସ୍ଥା: କରୋନା ରୋଗୀଙ୍କ ମୃତ୍ୟୁର ୪ ଦିନ ପରେ ପରିବାରକୁ ଖବର

ବ୍ରହ୍ମପୁର ଅଫିସ,୨୯।୭ – ଗଞ୍ଜାମ ଜିଲାରେ ଏବେ କରୋନା ସ୍ଥିତି ଅସମ୍ଭାଳ ହୋଇପଡିଛି। ଜିଲାର ଶିତଲାପଲ୍ଲୀଠାରେ ଥିବା ଟାଟା କୋଭିଡ ହସ୍ପିଟାଲରେ ସାଙ୍ଘାତିକ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ମୃତ୍ୟୁ ହୋଇଥିବା ଜଣେ ରୋଗୀଙ୍କ ପରିବାରକୁ ଘଟଣାର ୪ ଦିନ ପରେ ଖବର…

ମାଟ୍ରିକ ପରୀକ୍ଷା ଫଳ : ୩୧ଟି ସ୍କୁଲରେ ରେଜଲ୍ଟ ଶୂନ

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ବୁଧବାର ପ୍ରକାଶ ପାଇଛି ବହୁ ପ୍ରତୀକ୍ଷିତ ମାଟ୍ରିକ ପରୀକ୍ଷାଫଳ। ଚଳିତ ବର୍ଷ ପାସ୍‌ ହାର ୭୮.୭୬ % ରହିଛି। ଗତବର୍ଷଠାରୁ ଚଳିତ ବର୍ଷ ଅଧିକ ଛାତ୍ରୀଛାତ୍ର ପାସ୍‌ କରିଛନ୍ତି। ଗତବର୍ଷ ତୁଳନାରେ ପାସ୍‌ ହାର ବଢ଼ିବା ସହିତ ଶୂନ…

ଶେରଗଡ଼ରେ ପ୍ରଧାନଶିକ୍ଷକଙ୍କର କରୋନାରେ ମୃତ୍ୟୁ: ଯୋଦ୍ଧା ଭାବେ ଗ୍ରହଣ କରିବାକୁ ଦାବି

ଶେରଗଡ଼,୨୭।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଥୁରୁବୁରାଇ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଶିଷ୍ଠ କୁମାର ପ୍ରହରାଜଙ୍କର କରୋନାରେ ମଙ୍ଗଳବାର ସାରେ ମୃତ୍ୟୁ ଘଟିଛି। ସେ ଗତ ୧୭ତାରିଖରୁ ସିତଲାପଲି କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ପୂର୍ବରୁ ପ୍ରହରାଜ ଥୁରୁବୁରାଇ ପ୍ରାଥମିଜ ବିଦ୍ୟାଳୟରେ…

ରାଜ୍ୟରେ ଆଉ ୫ ଜୀବନ ନେଲା କରୋନା: ମୃତ୍ୟୁସଂଖ୍ୟା ୧୫୯କୁ ବୃଦ୍ଧି

ଭୁବନେଶ୍ୱର,୨୯ା୭(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଜନିତ ମୃତ୍ୟୁସଂଖ୍ୟା ବଢ଼ିଚାଲିଛି। ବୁଧବାର ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୫୯ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ମାଟ୍ରିକ ପରୀକ୍ଷା ଫଳ: ପୁଅଙ୍କୁ ପଛରେ ପକାଇଲେ ଝିଅ

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ପାସ୍‌ ହାରରେ ପୁଅଙ୍କୁ ପଛରେ ପକାଇଛନ୍ତି ଝିଅ। ଝିଅଙ୍କ ପାସ୍‌ ହାର ୮୧.୯୮ ପ୍ରତିଶତ ଥିବାବେଳେ ପୁଅଙ୍କ ପାସ୍‌ ହାର ରହିଛି ୭୭.୮%। ଚଳିତ ବର୍ଷ ପାସ୍‌…

ଆରମ୍ଭ ହେଲା ରଥ ଖୋଲା

ପୁରୀ ଅଫିସ,୨୯ା୭: ଚଳିତବର୍ଷ ୩ ରଥ ଭଙ୍ଗାଯିବ ନାହିଁ। ରଥଗୁଡ଼ିକୁ ସଂରକ୍ଷଣ କରି ରଖାଯିବ। ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ଶ୍ରୀଜଗନ୍ନାଥ ବଲ୍ଲଭ ମଠ ପରିସରରେ ଏହି ତିନିରଥକୁ ସଂରକ୍ଷଣ କରି ରଖାଯିବ। ଏନେଇ ବୁଧବାରଠାରୁ ରଥ ଖୋଲା କାମ ଆରମ୍ଭ ହୋଇଛି।…

CORONAVIRUS UPDATE: ରାଜ୍ୟରେ ପୁଣି ୧୦୬୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୧୦୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯, ୧୭୫ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

ବାହାରିଲା ମାଟ୍ରିକ ପରୀକ୍ଷା ଫଳ: ପାସ୍‌ ହାର ୭୮.୭୬ ପ୍ରତିଶତ

ଭୁବନେଶ୍ୱର, ୨୯।୭(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ ପରୀକ୍ଷାଫଳ ବୁଧବାର ସକାଳ ୧୧ଟାରେ ପ୍ରକାଶ ପାଇଛି। ଚଳିତବର୍ଷ ମାଟ୍ରିକ ପାସ୍‌ ହାର ୭୮.୭୬% ରହିଛି। ପୁଅଙ୍କ ତୁଳନାରେ ଝିଅମାନେ ଏଥର ବାଜିମାତ୍‌ କରିଛନ୍ତି। ଏ ନେଇ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri