ଆରମ୍ଭ ହେଲା ‘ମୋ ବିଦ୍ୟୁତ୍’ ପୋର୍ଟାଲ ‘ମୋବାଇଲ ଆପ୍’: ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୯ା୧୦(ବ୍ୟୁରୋ)- ରାଜ୍ୟର ବିଦ୍ୟୁତ୍ ସେବା ମୋ ସରକାର ଦ୍ୱାରା ତଦାରଖ କରାଯିବ। ରାଜ୍ୟର ୮୯ ଲକ୍ଷ ବିଦ୍ୟୁତ ଉପଭୋକ୍ତାଙ୍କ ସୁବିଧା ପାଇଁ ଅନ୍ଲାଇନ ବିଦ୍ୟୁତ ଉପଭୋକ୍ତା ସେବା ପୋର୍ଟାଲ ‘ମୋ ବିଦ୍ୟୁତ୍’ ଏବଂ ମୋବାଇଲ ଆପ୍ ଆରମ୍ଭ କରାଯାଇଛି। ଏହାକୁ ସୋମବାର…
ଲୋଭର ବଶବର୍ତ୍ତୀ ନ ହୋଇ ଯୁବକ ଫେରାଇଲେ ୨୨ ହଜାର ଟଙ୍କା
ସୁନ୍ଦରଗଡ,୧୯।୧୦(ଡି.ଏନ୍.ଏ.)-ଆଜି ବିଞ୍ଚିଛି ମାନବିକତା। ଲୋଭର ବଶବର୍ତ୍ତୀ ନ ହୋଇ ଜଣେ ଯୁବକ ଶହେ କି ହଜାରେ ନୁହେଁ ଏକାବେଳେ ୨୨ ହଜାର ଟଙ୍କା ରାସ୍ତାରୁ ପାଇଥିଲେ ମଧ୍ୟ ଏହାର ପ୍ରକୃତ ମାଲିକଙ୍କୁ ଫେରାଇ ଦେଇଛନ୍ତି। ଏହି ଘଟଣା ସୁନ୍ଦରଗଡ ଜିଲା ବିଲେଇମୁଣ୍ଡାରେ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭୩୮ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୯।୧୦(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୨୭୩୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୯୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୮୯, ଅନୁଗୋଳରୁ ୧୭୪, ସୁନ୍ଦରଗଡରୁ ୧୫୪, ବାଲେଶ୍ୱରରୁ ୧୧୪, ମୟୂରଭଞ୍ଜରୁ ୧୧୦, ପୁରୀରୁ ୧୦୯, ସମ୍ବଲପୁରରୁ ୧୦୭, କଳାହାଣ୍ଡିରୁ…
କଟକ ସହରରୁ ଆଜି ୬୪ କରୋନା ପଜିଟିଭ ଚିହ୍ନଟ
କଟକ ଅଫିସ,୧୯।୧୦- କଟକ ସହରରୁ ଆଜି ମୋଟ ୬୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୩୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୫ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ…
ଭୁବନେଶ୍ୱରରୁ ଆଜି ପୁଣି ୨୧୩ ପଜିିଟିଭ୍ ଚିହ୍ନଟ: ବଢ଼ୁଛି ଲୋକାଲ କେସ୍ ସଂଖ୍ୟା
ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୬୮ ଜଣ ରହିଥିବା ବେଳେ ଲୋକାଲ କେସ୍ ୧୪୫ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୦୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ମାଓବାଦୀଙ୍କ ଆଡ୍ଡାରେ ଚଢାଉ: ବିପୁଳ ପରିମାଣର ବିସ୍ପୋରକ ଜବତ
କୋରାପୁଟ,୧୯।୧୦(ସ୍ବ.ପ୍ର)-କୋରାପୁଟ ଜିଲା ମାଛକୁଣ୍ଡ ସୀମାବର୍ତ୍ତୀ ଅଞ୍ଚଳରେ ଥିବା ଜଙ୍ଗଲରେ ମାଓବାଦୀଙ୍କ ଏକ ଆଡ୍ଡା ଉପରେ ରବିବାର ପୋଲିସ ପକ୍ଷରୁ ଚଢାଉ କରାଯାଇ ବିପୁଳ ପରିମାଣର ବିସ୍ପୋରକ ସାମଗ୍ରୀ, ମାଓବାଦୀ କ୍ୟାଡରଙ୍କ ଫଟୋ, ଅତ୍ୟାଧୁନିକ ବିସ୍ପୋରକ ଜବତ କରାଯାଇଛି। ଏ ନେଇ ସୋମବାର…
ସ୍ବର୍ଗଦ୍ୱାରରୁ ହଟିଲା କଟକଣା
ପୁରୀ ଅଫିସ,୧୯ା୧୦: ମହାମାରୀ କରୋନା ପାଇଁ ସ୍ବର୍ଗଦ୍ୱାରରେ ମୃତଦେହ ଦାହ ଉପରେ ଲଗାଯାଇଥିବା କଟକଣା ହଟିଛି । ସୋମବାର ଜିଲାପାଳ ବଲୱନ୍ତ ସିଂ ଏ ସମ୍ପର୍କରେ ସ୍ପଷ୍ଟ କରିଛନ୍ତି । ଏଣିକି ସରକାରଙ୍କ କୋଭିଡ୍ ଗାଇଡ୍ ଲାଇନ ଅନୁପାଳନ କରି ଜିଲା…
ଦୁର୍ଗା ମୂର୍ତ୍ତି ଉଚ୍ଚତା ବିବାଦ: ୯ ପୂଜା କମିଟିକୁ ମିଳିଲା ଅନୁମତି
କଟକ ଅଫିସ, ୧୯।୧୦: ଚଳିତ ବର୍ଷ କରୋନା କଟକଣା ମଧ୍ୟରେ ଦୁର୍ଗା ମୁର୍ତ୍ତିର ଉଚ୍ଚତାକୁ ନେଇ ଲାଗି ରହିଥିବା ବେଳେ ବିବାଦ ହାଇକୋର୍ଟକୁ ଯାଇଥିଲା। ଶେଷରେ ୯ ପୂଜା କମିଟିକୁ ହାଇକୋର୍ଟ ଅନୁମତି ଦେଇଛନ୍ତି। ଆଡଭୋକେଟ ଜେନେରାଲଙ୍କ ରିପୋର୍ଟ ଆଧାରରେ ହାଇକୋର୍ଟ…
ସ୍କୁଲ ଫି’ ମାମଲା: ସରକାରଙ୍କୁ ହାଇକୋର୍ଟଙ୍କ ଜବାବ ତଲବ
କଟକ ଅଫିସ,୧୯ା୧୦: ହାଇକୋର୍ଟରେ ସ୍କୁଲ ଫି’ ସମ୍ପର୍କିତ ମାମଲା ପ୍ରସଙ୍ଗରେ ଆଗତ କିଛି ଇଣ୍ଟରଭେନ୍ସନ ପିଟିଶନକୁ ସୋମବାର ମାନ୍ୟବର କୋର୍ଟ ଅଗ୍ରାହ୍ୟ କରିଦେଇଛନ୍ତି। କିଛି ଘରୋଇ ସ୍କୁଲ ପକ୍ଷରୁ ଏହି ପିଟିଶନ ହାଇକୋର୍ଟରେ ଆଗତ କରାଯାଇଥିଲା। ତେବେ ସ୍କୁଲ ଫି’ ନେଇ…
ଆଜି ଆଉ ୧୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୧୫୨କୁ ବୃଦ୍ଧି
ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୭ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୧୫୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଏବଂ କଟକରୁ…
ରାଜ୍ୟରେ ଆଜି ୧୯୮୨ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ୩୦୦
ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ସୋମବାର ମୋଟ୍ ୩୦ ଜିଲାରୁ ୧୯୮୨ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୦,୩୪୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୧୫୬ ଜଣ…
ଆଳୁ, ପିଆଜ ଦର ଅଣାୟତ୍ତ
ଭୁବନେଶ୍ୱର,୧୯।୧୦(ବ୍ୟୁରୋ): କରୋନା ମହାମାରୀ ଲୋକଙ୍କ ରୋଜଗାର ଛଡ଼ାଇ ନେଇଥିବାବେଳେ ରାଜ୍ୟରେ ଆଳୁ, ପିଆଜ ଓ ପନିପରିବା ଦର ବୋଝ ଉପରେ ନଳିତାବିଡ଼ା ହୋଇଛି। ଗତ ଦୁଇମାସ ହେଲା ଆଳୁ ଓ ପିଆଜ ଦର ଲଗାତାର ବଢିଛାଲିଛି। ଏବେ ଆଳୁ କିଲୋ ୩୫ରୁ…
Archives


