ଭାଇର ସୁରକ୍ଷା ପାଇଁ ‘କୋଭିଡ୍ ରାଖୀ’
କରୋନା ମହାମାରୀ ଯୋଗୁ ପୂଜା, ପର୍ବପର୍ବାଣିରେ କଟକଣାର ଟ୍ୟାଗ୍ ଝୁଲୁଛି। ଉତ୍ସବ ପାଳିବାକୁ ବି ସୁଯୋଗ ମିଳୁନି। ହେଲେ ଏଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ଆଗକୁ ଆସୁଥିବା ରାଖୀ ପୂର୍ଣ୍ଣିମା ପାଇଁ କଟକର ଜଣେ ଯୁବକ ଭିନ୍ନ ଧରଣର ପ୍ରୟାସ କରି ଚର୍ଚ୍ଚାକୁ…
ବସ୍ତିରୁ ବଢୁଛି ସଂଖ୍ୟା, ଚିନ୍ତାରେ ବିଏମ୍ସି
ଭୁବନେଶ୍ୱର, ୨୯ା୭(ବ୍ୟୁରୋ): ରାଜଧାନୀରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୫ଦିନ ଲଗାତର ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ଉପରେ ଥିବାବେଳେ ଦୁଇଥର ୨୦୦ ଅତିକ୍ରମ କରିଛି। କେବଳ ଜୁଲାଇରେ ଏଯାବତ୍ ୨୦୪୫ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୯୫୬…
ଖୁସି ବାଣ୍ଟୁଛି ଆବିଲିଟି ବଜାର
ଭୁବନେଶ୍ୱର,୨୯ା୭(ବ୍ୟୁରୋ): ଭଉଣୀ ଓ ଭାଇଙ୍କ ପବିତ୍ର ସମ୍ପର୍କକୁ ସୁଦୃଢ କରିବାକୁ ପ୍ରତିବର୍ଷ ପାଳନ କରାଯାଇଥାଏ ରାଖୀ ପୂର୍ଣ୍ଣିମା। ଭଉଣୀ ହାତରୁ ଭାଇ ରାଖୀ ପିନ୍ଧି ତା’ର ସୁରକ୍ଷା ଓ ଦୁଃଖସୁଖରେ ସାଥିରେ ଛିଡ଼ାହେବାକୁ ପ୍ରତିଜ୍ଞାବଦ୍ଧ ହୋଇଥାଏ। ଏହି ପର୍ବକୁ ପ୍ରତିବର୍ଷ ଧୁମ୍ଧାମରେ…
ୟୁଏନ୍ ‘କ୍ଲାଇମେଟ୍ ଚେଞ୍ଜ’ ଗ୍ରୁପ୍ରେ ଓଡ଼ିଆ ଆଦିବାସୀ ଝିଅ
ଭୁବନେଶ୍ୱର,୨୯ା୭(ବ୍ୟୁରୋ): ୟୁନାଇଟେଡ୍ ନେସନ୍ସ (ମିଳିତ ଜାତିସଂଘ)ର ‘କ୍ଲାଇମେଟ୍ ଚେଞ୍ଜ’ ବା ଜଳବାୟୁ ପରିବର୍ତ୍ତନ ୟୁଥ୍ ଆଡ୍ଭାଇଜରି ଗ୍ରୁପ୍ରେ ସ୍ଥାନ ପାଇଛନ୍ତି ଜଣେ ଓଡ଼ିଆ ଝିଅ। ସୁନ୍ଦରଗଡ଼ ଜିଲାର ଖଡ଼ିଆ ଆଦିବାସୀ ସମ୍ପ୍ରଦାୟର ଝିଅ ଅର୍ଚ୍ଚନା ସୋରେଙ୍ଗ ଭାରତରୁ ପ୍ରତିନିଧିତ୍ୱ କରିବାକୁ ମନୋନୀତ…
ଆଜି ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ: ସୁରକ୍ଷା ଦେଇପାରୁନି ବନ ବିଭାଗ
ଅସମାପିକା ସାହୁ ଭୁବନେଶ୍ୱର, ୨୯।୭(ବ୍ୟୁରୋ): ବିଶ୍ୱବ୍ୟାପୀ ଲୋକଙ୍କ ମଧ୍ୟରେ ବାଘ ସଂରକ୍ଷଣ ପାଇଁ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଜୁଲାଇ ୨୯ତାରିଖରେ ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ ପାଳନ କରାଯାଏ। ୨୦୧୦ରେ ସେଣ୍ଟ ପିଟର୍ସବର୍ଗ ବ୍ୟାଘ୍ର ସମ୍ମିଳନୀରେ ଏହି ସମ୍ପର୍କିତ ନିର୍ଣ୍ଣୟ ନିଆଯାଇଥିଲା।…
ଗୁରୁତ୍ୱ ହରାଇଛି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ
ବନ୍ତଳା, ୨୯ା୭ (ଡି.ଏନ.ଏ.): ବ୍ୟାଘ୍ର ସଂରକ୍ଷଣ କ୍ଷେତ୍ରରେ ଦିନେ ଅନୁଗୋଳ ଜିଲାର ସାତକୋଶିଆ ବେଶ୍ ଖ୍ୟାତି ଅର୍ଜନ କରିଥିଲା। ମହାବଳ ବାଘ ବଂଶ ବିସ୍ତାର ପାଇଁ ଏହା ଏକ ଉପଯୁକ୍ତ କ୍ଷେତ୍ର ବୋଲି କୁହାଯାଉଥିଲା। ମାତ୍ର ଆବଶ୍ୟକ ସୁରକ୍ଷା ଓ ପରିଚାଳନାଗତ…
ଆଜି ମାଟ୍ରିକ୍ ରେଜଲ୍ଟ
ଭୁବନେଶ୍ୱର, ୨୯।୭(ବ୍ୟୁରୋ): ଚଳିତବର୍ଷ ମାଟ୍ରିକ୍ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇବ। ଅପରାହ୍ନ ସାଢ଼େ ୧୧ଟାରୁ ବୋର୍ଡର ୨ଟି ୱେବ୍ସାଇଟ୍ରେ ରେଜଲ୍ଟ ଉପଲବ୍ଧ ହେବ। ଏହି ୱେବ୍ସାଇଟ୍ ହେଲା www.bseodisha.ac.in ଏବଂ www.bseodisha.nic.in। ଏଥିସହ ୫୬୭୬୭୫୦ରେ ଏସ୍ଏମ୍ଏସ୍ କରିଲେ ମଧ୍ୟ ରେଜଲ୍ଟ ମିଳିପାରିବ।…
ପ୍ରଶାସନ ଶୁଣିଲାନି, ଗ୍ରାମବାସୀ ସଫା କଲେ ନାଳ
ବନ୍ତ,୨୯।୭(ଡି.ଏନ୍.ଏ.): ପ୍ରଶାସନ ଉପରୁ ଭରସା ତୁଟାଇ ଶେଷରେ ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ପଞ୍ଚାୟତ ଘରପଦା ଗ୍ରାମବାସୀଙ୍କ ସମେତ ଜାଗୁଳାଇ ୟୁଥ୍ କ୍ଲବର ସଭ୍ୟମାନେ ମିଳିତ ଭାବେ ପୋତି ହୋଇ ପଡ଼ିଥିବା ଏକ ନାଳକୁ ସଫା କରିଛନ୍ତି। ଗତ ୩…
ଦବିଲା ଇଂରେଜ ଅମଳର ପୋଲ
ବାଲିଆପାଳ, ୨୯ା୭(ସ୍ବ.ପ୍ର.)-ବାଲେଶ୍ୱର ଜିଲା ପୂର୍ତ୍ତ ବିଭାଗ ଅଧୀନରେ ଥିବା ବାଲିଆପାଳ-ବସ୍ତାର ଘଣ୍ଟିଆଡି ନିକଟରେ ଥିବା ଏକ ପୋଲ ମଙ୍ଗଳବାର ସକାଳେ ଦବିଯାଇ ଭାଙ୍ଗିଯାଇଛି। ସେଠାରେ ପ୍ରାୟ ୫ରୁ ୬ ଫୁଟର ଗର୍ତ୍ତ ସୃଷ୍ଟି ହୋଇଛି ା ମୁଖ୍ୟ ରାସ୍ତାରେ ଏପରି ଗର୍ତ୍ତ…
କରୋନା ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି
ବାଲେଶ୍ୱର ଅଫିସ, ୨୯।୭-କରୋନାରେ ପ୍ରାଣ ହରାଇଥିବା ଗଜପତି ଜିଲାର ଅତିରିକ୍ତ ଜିଲାପାଳ କରୁଣାକର ରାଇକାଙ୍କୁ ସୋମବାର ବାଲେଶ୍ୱର ଜିଲା ସଦ୍ଭାବନା ଗୃହରେ ଜିଲା ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଏହି ଅବସରରେ ଅନୁଷ୍ଠିତ ସଭାରେ ବାଲେଶ୍ୱର ଜିଲାର ଅତିରିକ୍ତ ଜିଲାପାଳ ସମ୍ବିତ…
କ୍ରିକେଟ୍ ମ୍ୟାଚ୍ ଉଦ୍ଘାଟନୀ ଉତ୍ସବରେ ସରପଞ୍ଚ : ଫଟୋ ଭାଇରାଲ
ହିଞ୍ଜିଳିକାଟୁ,୨୯।୭(ଡି.ଏନ୍.ଏ.)- କୋଭିଡ୍ ନିୟମ ଉଲ୍ଲଂଘନ କରି ହିଞ୍ଜିଳିକାଟୁ ଥାନା ତଥା ପୁରୁଷୋତ୍ତମପୁର ବ୍ଲକ ଅନ୍ତରିଗଁ।ରେ ରବିବାର ଏକ କ୍ରିକେଟ ଟୁର୍ନାମେଣ୍ଟ ଉଦ୍ଘାଟନ ହୋଇଥିଲା। ଏଥିରେ ସ୍ଥାନୀୟ ସରପଞ୍ଚ ରମେଶ ବେହେରା ଯୋଗ ଦେଇଥିବାର ଏକ ଫଟୋ ଏବେ ସାମାଜିକ ଗଣମାଧ୍ୟମରେ ଭାଇରାଲ…
ପ୍ଲାଜ୍ମା ଦାନ ପାଇଁ ଉତ୍ସାହିତ କର
ଅନୁଗୋଳ ଅଫିସ୍, ୨୯।୭ କରୋନାରୁ ସୁସ୍ଥ ହୋଇଥିବା ଅନୁଗୋଳ ଜିଲାର ଲୋକମାନେ କିପରି ପ୍ଲାଜମା ଦାନ ପାଇଁ ଆଗେଇ ଆସିବେ ସେ ସମ୍ପର୍କରେ ସଚେତନତା ସୃଷ୍ଟି ସହ ଅଧିକରୁ ଅଧିକ ପ୍ଲାଜ୍ମା ସଂଗ୍ରହ ଉପରେ ରାଜ୍ୟ ବିଜ୍ଞାନ ଓ କାରିଗରି, ସାଧାରଣ…
Archives


