ରାଜ୍ୟ

ଆଶ୍ରୟ ଦେଇପାରୁନି ‘ଆଶ୍ରୟ’ ଯୋଜନା

ଅନୁଗୋଳ ଅଫିସ, ୨୯ା୭ ସହରକୁ ଆସି ବିଭିନ୍ନ ନିର୍ମାଣ କାର୍ଯ୍ୟ କରୁଥିବା ପ୍ରବାସୀ ନିର୍ମାଣ ଶ୍ରମିକମାନଙ୍କୁ ସ୍ବଳ୍ପ ଦେୟରେ ସାମୟିକ ରାତ୍ରି ରହଣିର ସୁବିଧା ଦେବାକୁ ରାଜ୍ୟ ସରକାର କାର୍ଯ୍ୟକାରୀ କରିଥିବା ‘ଆଶ୍ରୟ’ ଯୋଜନା ଅନୁଗୋଳ ଜିଲାରେ ଏଯାଏ ସଫଳତା ପାଇପାରି…

ଛିଣ୍ଡିଯାଇଛି ସମ୍ପର୍କର ରିଲ୍‌

ଢେଙ୍କାନାଳ ଅଫିସ, ୨୯।୭ ସଞ୍ଜ ଗଡ଼ିଲେ ଗଁ।ରେ ଜମୁଥିଲା ଆସର। ଲାଗୁଥିଲା ପ୍ରୋଜେକ୍ଟର। ଟଙ୍ଗା ଯାଇଥିବା ଧଳା କପଡ଼ା ଉପରେ ଧାଉଁଥିଲା ଛବି। ମନୋରଞ୍ଜନ ଭିତରେ ଜଣାଇ ଦିଆଯାଉଥିଲା ସରକାରୀ ଯୋଜନା। ଲୋକେ ବୁଝୁଥିଲେ। କାମରେ ବି ଲଗାଉଥିଲେ। ହେଲେ ଏବେ…

ଡାକ୍ତର ପଦବୀ ପୂରଣ ଉପରେ ଗୁରୁତ୍ୱ

ଲାଠୋର,୨୯ା୭ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ କଲ୍ୟାଣ ସମିତି(ଆରକେଏସ୍‌)ର ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। କମିଟି ଚେୟାରମ୍ୟାନ ଜିଲା ପରିଷଦ ସଭ୍ୟ ବିପ୍ର ବିଶିଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। ଖପ୍ରାଖୋଲ ଏମଓଆଇସି…

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୮୭ କରୋନା ଆକ୍ରାନ୍ତ: ମୋଟ ଆରୋଗ୍ୟ ସଂଖ୍ୟା ୧୮ ହଜାର ଟପିଲା

ଭୁବନେଶ୍ୱର,୯୨୮।୭(ବ୍ୟୁରୋ): ରାଜ୍ୟରେ ଆଉ ୬୮୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିରୁ ସର୍ବାଧିକ ୩୦୭ଜଣ ଗଞ୍ଜାମର ଅଛନ୍ତି। ଏହାଛଡ଼ା ଜଗତସିଂହପୁରରୁ ୫୯, ଭଦ୍ରକରୁ ୫୨, ନୟାଗଡ଼ରୁ ୩୫, ଝାରସୁଗୁଡ଼ାରୁ ୩୦, ଯାଜପୁରରୁ ୨୫, କଟକରୁ ୨୪, ଗଜପତିରୁ ୨୩, ମାଲକାନଗିରିରୁ ୧୮,…

କନ୍ଧମାଳ ୧୦ ଦିନ ଲକ୍‌ଡାଉନ୍‌: ଜାଣନ୍ତୁ..

ଫୁଲବାଣୀ ଅଫିସ,୨୮।୭: କନ୍ଧମାଳ ଜିଲାକୁ ୧୦ ଦିନ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ୨୯ ତାରିଖ ସକାଳ ୫ଟାରୁ ୭ ତାରିଖ ମଧ୍ୟରାତ୍ରୀ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ କରାଯିବାକୁ ଜିଲାପାଳ ମଙ୍ଗଳବାର ଘୋଷଣା କରିଛନ୍ତି।ଏହି ଦିନଗୁଡ଼ିକରେ ସକାଳ ୭ରୁ ଦିନ ୧ଟା ଯାଏ ରାସନ୍‌,…

ବଡ଼ତେଲେନପାଲିରେ ପହ୍ଲାରୁଆ ବେଳେ ବଜ୍ରପାତ: ଚାଲିଗଲା ୩ ମହିଳାଙ୍କ ଜୀବନ

ବଲାଙ୍ଗୀର ଅଫିସ, ୨୮।୭- ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ବଡତେଲେନ୍‌ପାଲି ଗାଁରେ ମଙ୍ଗଳବାର ବଜ୍ରାଘାତରେ ୩ ମହିଳାଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଯୁବତୀ ଗୁରୁତର ଆହତ ହୋଇ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସପିଟାଲରେ ଭର୍ତ୍ତିି ହୋଇଛନ୍ତି। ବଡତେଲେନପାଲି ଗାଁର…

କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହେଲା ପ୍ଲାଜମା ବ୍ୟାଙ୍କ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ପ୍ଲାଜମା ଚିକିତ୍ସା ନୂଆ ଆଶା ସଞ୍ଚାର କରିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଦ୍ୱିତୀୟ ପ୍ଲାଜମା ବ୍ୟାଙ୍କର ଶୁଭାରମ୍ଭ କରିଛନ୍ତି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଡରାଇଲାଣି କରୋନା: ରାଜଧାନୀରୁ ଚିହ୍ନଟ ହେଲେ ଆଉ ୨୧୫ ଆକ୍ରାନ୍ତ, ଜାଣନ୍ତୁ କେଉଁଠୁ କେତେ..

ଭୁବନେଶ୍ୱର,୯୨୮।୭(ବ୍ୟୁରୋ): ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ପୁଣି ୨୧୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୫୦ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୬୫ ଲୋକାଲ କେସ୍‌ ରହିଛନ୍ତି। ସେହିଭଳି ୧୩୦ଜଣ ସୁସ୍ଥ…

କଟକ @୭୭୭: ଆଜି ଚିହ୍ନଟ ହେଲେ ଆଉ ୪୧ ଆକ୍ରାନ୍ତ

କଟକ ଅଫିସ, ୨୮।୭: କଟକରେ ମଙ୍ଗଳବାର ଆଉ ୪୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୭୭ରେ ପହଞ୍ଚିଛି। ସେଥିରୁ ୩୧୪ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ୪୫୩ ଆକ୍ଟିଭ୍‌ କେସ୍‌ ରହିଛି।…

ପ୍ଲାଜମା ଦାନ କଲେ ଛତ୍ରପୁର ଏସ୍‌ଡିପିଓ: ପ୍ରଶଂସା କଲେ ଗଞ୍ଜାମ ଏସ୍‌ପି

ଛତ୍ରପୁର, ୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଏସ୍‌ଡିପିଓ ଗୌତମ କିଷାନ ଗତ କିଛି ଦିନ ତଲେ କରୋନାରେ ଆକ୍ରାନ୍ତ ହୋଇଥିଲେ। ଚିକିତ୍ସା ପରେ ସୁସ୍ଥ ହୋଇ ସେ ପୁଣିଥରେି କାର୍ଯ୍ୟରେ ଯୋଗ ଦେଇଥିଲେ। ତେବେ ମଙ୍ଗଳବାର ସେ କଟକ ଏସ୍‌ସିବି ମେଡିକାଲ…

ଲୋକଙ୍କ ଅଭିଯୋଗ ବୁଝିବାକୁ ଥାନା ପାଇଁ ନୂଆ ଗାଇଡ୍‌ଲାଇନ୍‌ ଜାରିକଲେ ଡିଜିପି

ଭୁବନେଶ୍ୱର, ୨୮।୭(ବ୍ୟୁରୋ): କରୋନା ସମୟରେ ଲୋକଙ୍କ ଅଭିଯୋଗ ବୁଝିବା ପାଇଁ ରାଜ୍ୟର ସମସ୍ତ ଥାନାରେ ଡିଜିପି ଅଭୟ ନୂଆ ଗାଇଡଲାଇନ ଜାରି କରିଛନ୍ତି । ପୋଲିସ କର୍ମଚାରୀମାନେ କେଉଁଭଳି ଅଭିଯୋଗ ବୁଝିବେ, ସେ ନେଇ ଡିଜିପି ଏହି ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି।…

ପ୍ଲାଜମା ନେଇ ଗଞ୍ଜାମ ଜିଲାର ୩ କରୋନା ଆକ୍ରାନ୍ତ ସୁସ୍ଥ: ଶୁଭେଚ୍ଛା ଜଣାଇଲେ ଜିଲାପାଳ

ଛତ୍ରପୁର,୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶିତଳାପଲିସ୍ଥିତ ଟାଟା କୋଭିଡ୍‌ ହସ୍ପିଟାଲରେ ୩ ଜଣ ଗୁରୁତର କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପି ଦିଆଯାଇଥିଲା ଉକ୍ତ ୩ ଜଣଙ୍କ ମଧ୍ୟରେ ୨ ଜଣ ମହିଳା ଓ ଜଣେ ପୁରୁଷ ଅଛନ୍ତି। ପ୍ଲାଜମା ଥେରାପି ପରେ ଉକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri